Latest Odisha News

BREAKING NEWS

Browsing Category

ଓଡିଶା

Odisha

ସମ୍ବଲପୁର ହିଂସା ପରିଦର୍ଶନ ପାଇଁ ବିଜେପିର ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍ ଆସିବା ପୂର୍ବରୁ ବର୍ଷିଲା ବିଜେଡି

ଭୁବନେଶ୍ୱର: ଆସନ୍ତାକାଲି ସମ୍ବଲପୁର ଯାଇ ହିଂସା କିପରି ହେଲା ତାର ଏକ ଅନୁଧ୍ୟାନ କରିବ ବିଜେପି ସଭାପତି ଜେପି ନଡ୍ଡାଙ୍କ ଦ୍ୱାରା ଗଠିତ କେନ୍ଦ୍ରୀୟ ଟିମ୍। ଏହାପୂର୍ବରୁ ବିଜେପିକୁ ଟାର୍ଗେଟ କରି ବର୍ଷିଛନ୍ତି ରାଜ୍ୟ ବିଜେଡିର ବରିଷ୍ଠ ନେତା ତଥା ବରିଷ୍ଠ ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟ।…

ପରଲୋକରେ ବିଶିଷ୍ଟ ସାମ୍ବାଦିକ ବାସୁଦେବ ମହାପାତ୍ର

ଭୁବନେଶ୍ୱର:ବିଶିଷ୍ଟ ସାମ୍ବାଦିକ ବାସୁଦେବ ମହାପାତ୍ରଙ୍କର ଆଜି ପରଲୋକ ହୋଇ ଯାଇଛି । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁରେ ଜନ୍ମ ନେଇଥିବା ବାସୁଦେବ ତାଙ୍କର କ୍ୟାରିୟର ଖବରକାଗଜରୁ ଆରମ୍ଭ କରିଥିଲେ । ସେ ଧରିତ୍ରୀ ସମେତ ବହୁ ଓଡ଼ିଆ ଖବର କାଗଜରେ କାମ କରିଛନ୍ତି ।ସେ କିଛି ଦିନ ପାଇଁ ନକ୍ଷତ୍ର…

ଝାରସୁଗୁଡା ଉପ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା: ଇସ୍ତଫା ଦେଲେ ଜିଲ୍ଲା ସଭାପତି

ଝାରସୁଗୁଡା: ଉପ ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଜୋରଦାର ଝଟକା ।   ଝାରସୁଗୁଡା ଉପ-ନିର୍ବାଚନ ପୂର୍ବରୁ  ନିଜ ପଦରୁ ଇସ୍ତଫା ଦେଇଛନ୍ତି ଝାରସୁଗୁଡା ଜିଲ୍ଲା କଂଗ୍ରେସ ସଭାପତି ଅଶୋକ କୁମାର ମିଶ୍ର । ସେ ତାଙ୍କ   ଇସ୍ତଫାପତ୍ର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସମେତ ଏଆଇସିସି ସଭାପତିଙ୍କ…

 ବ୍ୟାଙ୍କ ଅଫ ବରୋଦା ମୁଖ୍ୟ ହେଲେ ଓଡ଼ିଶାର ଦେବଦତ୍ତ ଚାନ୍ଦ

ଭୁବନେଶ୍ୱର: ବ୍ୟାଙ୍କ ଅଫ ବରୋଦା ମୁଖ୍ୟ ହେଲେ ବଲାଙ୍ଗୀର ଜିଲ୍ଲା ଦେବଦତ୍ତ ଚାନ୍ଦ । ନିଯୁକ୍ତି କମିଟି କ୍ୟାବିନେଟରେ ତାଙ୍କ ନାଁକୁ ମଞ୍ଜୁରି ମିଳିଛି । ବଲାଙ୍ଗୀର ଜିଲ୍ଲା ପ୍ୟାଲେସ ଲାଇନର ଦେବଦତ୍ତ ଚାନ୍ଦ ବ୍ୟାଙ୍କ ଅଫ ବରୋଦାର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ…

ସକାଳୁ ସକାଳୁ ଫୁଟିଲା ଗୁଳି; ଚାଲିଗଲା ବ୍ୟବସାୟୀଙ୍କ ଜୀବନ

ବଡବିଲ: ସକାଳୁ ସକାଳୁ ବିଚ୍ ରାସ୍ତାରେ ଫୁଟିଲା ଗୁଳି । ଟଳିପଡିଲେ ଯୁବକ । ଘଟଣାସ୍ଥଳରେ ଚାଲିଗଲା ଯୁବକଙ୍କ ଜୀବନ । ଏମିତି ଘଟଣା କେନ୍ଦୁଝର ଜିଲ୍ଲା ବଡବିଲ ଅଞ୍ଚଳରେ  । ସକାଳୁ ସକାଳୁ ଦୁର୍ବୃତ୍ତଙ୍କ ଗୁଳିମାଡରେ  ବ୍ୟବସାୟୀ ସୁନୀଲ ସିହ୍ନାଙ୍କର ମୃତ୍ୟୁ ଘଟିଛି । ସେହିଭଳି ଘଟଣା ସ୍ଥଳରେ…

ମୂଷା ଖୋଜିବାକୁ ଆସି ମଶାରୀ ଭିତରେ ନାଗୁଣୀ

ପୁରୀ: ବେଳେବେଳେ ଘର ଭିତରକୁ  ସାପ  ପଶିଆସିବା ଶୁଣିବାକୁ ବା ଦେଖିବାକୁ ମିଳିଥାଏ । ହେଲେ ଶୋଇବା ଶେଯରେ ପୁଣି ମଶାରୀ ଭିତରେ ସାପ ! ସେ ପୁଣି ନାଗୁଣୀ? ବାପରେ ! ମାଶରୀ ଭିତରେ ପଶି ଯାଇଥିଲା  ।  ଏପଟ ସେପଟ ହେଉଥିଲା, କିନ୍ତୁ ବାହାରି ପାରୁନଥିଲା । ଏମିତି ଘଟଣା ଦେଖିବାକୁ ମିଳିଛି ପୁରୀ…

ସେଲଫି ନେଉ ନେଉ ଖସିଗଲା ଗୋଡ: ଖଣ୍ଡାଧାରରେ ଯୁବକ ନିଖୋଜ

ସୁନ୍ଦରଗଡ: ପୁଣି ସେଲ୍ଫି ନିଶା  ହେଲା କାଳ । ସେଲଫି ନେଉ ନେଉ ଖଣ୍ଡାଧାର ଜଳପ୍ରପାତରୁ ଖସି ପଡ଼ି ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଏପର୍ଯ୍ୟନ୍ତ ଯୁବକଙ୍କ ପତ୍ତା ମିଳିନାହିଁ। ଯୁବକଙ୍କ ନାମ ଲୋପା ମୁଣ୍ଡା। ଓ ଘର ସୁନ୍ଦରଗଡ଼ କାଲଟା ଅଞ୍ଚଳରେ ବୋଲି ଜଣାପଡିଛି । ଅଗ୍ନିଶମବାହିନୀ ପକ୍ଷରୁ…

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା: ୧୨ ଗୁରୁତର

ନବରଙ୍ଗପୁର:ଧର୍ମଗଡ ଅଭିମୁଖେ ଯାଉଥିବା ଏକ ବୋଲେରୋ ମଇଦଳପୁର ଥାନା ଅନ୍ତର୍ଗତ ଖଡକା ଘାଟି ନିକଟରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୧୨ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଉଦ୍ଧାର କରାଯାଇ କୋକସରା ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣା ଘଟିଛି ଆଜି ସକାଳେ ।   …

ଆଜିଠୁ ଆରମ୍ଭ ହେବ ପଛୁଆ ବର୍ଗଙ୍କ ସର୍ଭେ

ଭୁବନେଶ୍ୱର : ଆଜିଠୁ ଆରମ୍ଭ ହେବ ପଛୁଆ ବର୍ଗଙ୍କ ସର୍ଭେ । ଆସନ୍ତା ୨୭ ତାରିଖ ଯାଏ ଚାଲିବ ଏହି ସର୍ଭେ । ପ୍ରତି ଗାଁରେ ଉଭୟ ଅଫଲାଇନ୍‌ ଓ ଅନଲାଇନରେ ଓବିସିଙ୍କ ସର୍ଭେ କରାଯିବ । ୨୭ ଦିନ ଧରି ଚାଲିବାକୁ ଥିବା ଏହି ସର୍ଭେରେ ଆଜିଠାରୁ ୨୦ ତାରିଖ ଯାଏ ସବୁ ଅଞ୍ଚଳରେ ସର୍ଭେ କରାଯିବ । ଏହାପରେ…

ଆଜି ବି ହକ୍‌ ପାଇଁ ଲଢ଼ୁଛି ଶ୍ରମିକ, ଅନିଶ୍ଚିତାରେ ରୋଜଗାର

ଭୁବନେଶ୍ୱର : ପ୍ରତିବର୍ଷ ମେ ୧ ତାରିଖକୁ ଆନ୍ତର୍ଜାତୀୟ ଶ୍ରମ ଦିବସ ଭାବେ ପାଳନ କରାଯାଏ । ଏହି ଦିନ ସାରା ବିଶ୍ୱରେ ଶ୍ରମିକ ଏବଂ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ ସମ୍ପୂର୍ଣ୍ଣ ଉତ୍ସଗୀକୃତ । ୧୮୮୬ ମସିହାରୁ ମେ ୧କୁ ଆନ୍ତର୍ଜାତିକ ଶ୍ରମିକ ଦିବସ ରୂପେ ପାଳନ କରାଯାଉଛି । ଶ୍ରମ ଦିବସରେ ସାରା…