Latest Odisha News

BREAKING NEWS

Browsing Category

ଓଡିଶା

Odisha

Chadakhai Celebration: ଏଥର ଅଡୁଆ ଛାଡ଼ଖାଇ ବାର, ମାନ୍ଦା ହେବ କି ବେପାର?

ଭୁବନେଶ୍ବର: ସରିବ କାର୍ତ୍ତିକ ମାସ । ଏହାସହ ପଞ୍ଚୁକ ମଧ୍ୟ ଚାଲିଛି । ଏଥରକ ପଞ୍ଚୁକ ଚାରିଦିନ ପାଳନ ହେବାକୁ ଥିବା ବେଳେ ଛାଡ଼ଖାଇକୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି ଆମିଷପ୍ରେମୀ । ହେଲେ ଏବର୍ଷ ଛାଡ଼ଖାଇ ପଡ଼ୁଛି ଗୁରୁବାର। ତେଣୁ ପରଦିନ ଅର୍ଥାତ୍‌ ଶୁକ୍ରବାର ଛାଡ଼ଖାଇ ପାଳନ ହେବ। ଛାଡ଼ଖାଇ…

Shreemandir: ଶ୍ରୀମନ୍ଦିର ଭିତରୁ ଡାଲଡା ଘିଅ ଜବତ, କୈଫିୟତ ତଲବ

ପୁରୀ:ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ମହାପ୍ରଭୁଙ୍କୁ ଆଡ଼କିଆ ବା ତ୍ରିବ୍ରିକ୍ରମ ବେଶ । ଏପଟେ ଶ୍ରୀମନ୍ଦିର ଭିତରେ ଡାଲଡା ଘିଅ ଜବତ ହୋଇଛି । ଶ୍ରୀମନ୍ଦିର ଭିତରେ କେବଳ ଓମ୍‌ଫେଡ୍‌ ଘିଅ ବ୍ୟବହାର ପାଇଁ ନିର୍ଦ୍ଦେଶ ରହିଛି । କିନ୍ତୁ ଜନୈକ ମହାସୁଆର ସେବକ ଏହାର ଉଲ୍ଲଂଘନ କରିଥିବାରୁ, ସମ୍ପୃକ୍ତ…

ପୋଲିସ SI ପରୀକ୍ଷା ଘୋଟାଲା: ଜେଲ୍‌ ଗଲେ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ

ବ୍ରହ୍ମପୁର: ପୋଲିସ ଏସ୍‌ଆଇ ପରୀକ୍ଷା କେଳେଙ୍କାରୀ ମାମଲା। ଜେଲ୍‌ ଗଲେ ଶଙ୍କର ପୃଷ୍ଟି ଓ ସୁରେଶ ନାୟକ। ଜେଏମ୍‌ଏଫ୍‌ସି କୋର୍ଟରେ ହାଜର ପରେ ଗଲେ ଜେଲ୍‌। ପୋଲିସ SI ପରୀକ୍ଷା ଘୋଟାଲାରେ ଦୁହେଁ ମାଷ୍ଟରମାଇଣ୍ଡ ଥିଲେ। ପଞ୍ଚସଫ୍ଟ ମୁଖ୍ୟ ଶଙ୍କର ପୃଷ୍ଟି, ସିଲିକନ ମୁଖ୍ୟ ସୁରେଶ ନାୟକ।…

ଲାଞ୍ଚ ନେଇ ଫସିଲେ କମ୍ୟୁନିଟି ହେଲ୍ଥ ସେଣ୍ଟରର ଆକାଉଣ୍ଟାଣ୍ଟ ଓ ପିଅନ୍

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ବରପାଲି କମ୍ୟୁନିଟି ହେଲ୍ଥ ସେଣ୍ଟର (ସିଏଚ୍ସି)ର ଆକାଉଣ୍ଟାଣ୍ଟ ଏବଂ ପିଅନ୍ ଶେଖର ଚନ୍ଦ୍ର ସାହୁ ଏବଂ ତମନ୍ନା ସାହୁ ଲାଞ୍ଚ ନେବା ଅଭିଯୋଗରେ ଗିରଫ ହେଇଛନ୍ତି। ଜଣେ ସ୍ୱାସ୍ଥ୍ୟ କର୍ମୀଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ  ନେଉଥିବା ସମୟରେ ଉଭୟଙ୍କୁ ଓଡ଼ିଶା ଭିଜିଲାନ୍ସ…

ପଞ୍ଚାୟତିରାଜ ଅନୁଷ୍ଠାନ ପାଇଁ ଓଡ଼ିଶାକୁ ୪୪୪ କୋଟି

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ଓଡ଼ିଶାର ପଞ୍ଚାୟତିରାଜ ଅନୁଷ୍ଠାନଗୁଡ଼ିକ ପାଇଁ ପଞ୍ଚଦଶ ଅର୍ଥ ଆୟୋଗ ଅନୁଦାନ ଆକାରରେ ୪୪୪ କୋଟିରୁ ଅଧିକ ଟଙ୍କା ଜାରି କରିଛନ୍ତି କେନ୍ଦ୍ର ସରକାର। ରାଜ୍ୟର ୨୦ଟି ଯୋଗ୍ୟ ଜିଲ୍ଲା ପଞ୍ଚାୟତ (ଜିଲ୍ଲା ପରିଷଦ), ୨୯୬ଟି ଯୋଗ୍ୟ ବ୍ଲକ ପଞ୍ଚାୟତ (ପଞ୍ଚାୟତ…

ଶ୍ରୀମନ୍ଦିରରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କଲେ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ଶ୍ରୀମନ୍ଦିରରେ ଭକ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଏଡିଜି) ସୌମେନ୍ଦ୍ର ପ୍ରିୟଦର୍ଶୀ ସୋମବାର ପୁରୀରେ ସୁରକ୍ଷା ବ୍ୟବସ୍ଥା ସମୀକ୍ଷା କରିଛନ୍ତି। ପଞ୍ଚୁକର ଦ୍ୱିତୀୟ ଦିନରେ ତ୍ରିବିକ୍ରମ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ…

ମାମୁଁ ଘର ବୁଲିଯିବା ହେଲା କାଳ, ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ୩ ଶିଶୁଙ୍କ ଜୀବନ

କଟକ: କଟକ ଜିଲ୍ଲା ବଡ଼ମ୍ବା ଥାନା ଅନ୍ତର୍ଗତ ରଗଡ଼ିପଡ଼ାରେ ଏକ ଅତ୍ୟନ୍ତ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ପାଇଖାନା ଟାଙ୍କିରେ ଖସିପଡ଼ି ୩ ଶିଶୁଙ୍କର ମୃତ୍ୟୁ ଘଟିଛି । ମୃତକମାନଙ୍କ ମଧ୍ୟରେ ୨ ନାବାଳକ ଏବଂ ଜଣେ ନାବାଳିକା ରହିଛନ୍ତି । ସେମାନେ ହେଲେ ୯ ବର୍ଷୀୟ ଅଙ୍କିତ ନାୟକ, ୭ ବର୍ଷୀୟା…

Tiger skin seized: ବାଘ ଛାଲ ସହ ୩ ବେପାରୀଙ୍କୁ ବାନ୍ଧିଲା ସ୍ପେଶାଲ କ୍ରାଇମ ୟୁନିଟ

ଭୁବନେଶ୍ୱର:ସ୍ପେଶାଲ କ୍ରାଇମ ୟୁନିଟ ପଞ୍ଝାରେ ବାଘ ଛାଲ ବେପାରୀ । ଏକ ତାରକା ହୋଟେଲ କଡ଼ରେ ଡିଲ ବେଳେ ଧରାପଡ଼ିଛି ଏହି ରାକେଟ । ଆଜି ରାଜଧାନୀ ଭୁବନେଶ୍ଵରରୁ ବାଘ ଛାଲ ସହ ୩ ବେପାରୀଙ୍କୁ ସ୍ପେଶାଲ କ୍ରାଇମବ୍ରାଞ୍ଚ ୟୁନିଟ୍ ଗିରଫ କରିଛି। ୩୦ ଲକ୍ଷ ଟଙ୍କାରେ ବାଘ ଛାଲ ଡିଲ୍ ବେଳେ…

Police SI-Scam: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ; ସିଲିକନ୍ ଟେକ୍‌ଲ୍ୟାବ ସିଇଓକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

କଟକ: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା ମାମଲାରେ ଆଉ ଜଣେ ମୁଖ୍ୟ କାର୍ପଟଦାରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ସିଲିକନ୍ ଟେକ୍ ପ୍ରାଇଭେଟ୍ ଲିମିଟେଡର ମାଲିକ ସୁରେଶ ନାୟକଙ୍କୁ ଆଜି କଟକ କ୍ରାଇମବ୍ରାଞ୍ଚ ଗିରଫ କରିଛି । କଟକ କ୍ରାଇମବ୍ରାଞ୍ଚ କାର୍ଯ୍ୟାଳୟରେ ମୁଖ୍ୟ ଅଭିଯୁକ୍ତ ଶଙ୍କର…

Nuapada Bypoll: ସରକାରଙ୍କୁ ନବୀନଙ୍କ କଡ଼ା ଟାର୍ଗେଟ୍‌: କହିଲେ ଆପଣଙ୍କ ସହ ଓ ବିଜେଡି ସହିତ ବେଇମାନି ହୋଇଛି

ନୂଆପଡ଼ା: ଉପନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେବାରେ ଲାଗିଲାଣି ନୂଆପଡ଼ା ମାହୋଲ। ନୂଆପଡା ଉପ ନିର୍ବାଚନ ପାଇଁ ମଇଦାନକୁ ଓହ୍ଲାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଦଳୀୟ ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ପ୍ରଚାର ମଇଦାନରେ ନବୀନ। ଦିନ ୧୨ଟାରେ…