Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୦୨୮ରେ ଆୟୋଜନ କରିବା ପାଇଁ ଓଡିଶା ପ୍ରସ୍ତୁତ, କାଉଣ୍ଟଡାଉନ୍ ଆରମ୍ଭ

ଭୁବନେଶ୍ବର: ଆଜି କଳିଙ୍ଗ ଷ୍ଟାଡିୟମ ଠାରେ କ୍ରୀଡା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଶ୍ବ ଆଥଲେଟିକ୍‌ସ ଚମ୍ପିଅନସିପ୍‌ର ପତାକା ପ୍ରଦାନ କରିଛନ୍ତି । ଏଥିସହିତ ଓଡିଶା ୨୦୨୮ରେ ଏହି ଗୌରବଜନକ ଚମ୍ପିଅନସିପ୍ ଆୟୋଜନ କରିବା ପାଇଁ ସମ୍ପୂର୍ଣ୍ଣ…

ବିଶ୍ୱବିଦ୍ୟାଳୟରେ ୧୪ ଶହ ପଦବୀ ପୂରଣ ହେବ, କୁଳପତି ନିଯୁକ୍ତି ଚୂଡାନ୍ତ ପର୍ଯ୍ୟାୟରେ… :ଉଚ୍ଚ ଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର:ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ବିଶ୍ୱବିଦ୍ୟାଳୟ ସଂରକ୍ଷଣ ସଂଶୋଧନ ଆଇନ ଆସିବା ପରେ ବାଟ ଫିଟିଛି। ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଥିବା ପଦବୀ ପୂରଣ ପ୍ରସଙ୍ଗରେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ପ୍ରତିକ୍ରିୟା ଦେଇଛନ୍ତି ।…

କର୍ତ୍ତବ୍ୟରେ ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

ଭୁବନେଶ୍ୱର: କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ଜଣେ ସହକାରୀ ଶିକ୍ଷକଙ୍କୁ ନିଲମ୍ବନ କରାଯାଇଛି । ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR) କାର୍ଯ୍ୟରେ ଅବହେଳା କରିଥିବା ଜଣାପଡିଛି । ରାମାନୁଜ ଦାସଙ୍କୁ ପାରଳାଖେମୁଣ୍ଡି ବିଧାନସଭା ମଣ୍ଡଳୀ ନଂ ୧୩୭ ର ବୁଥ୍ ନଂ ୧୧୦ ପାଇଁ ବୁଥ୍…

ବଂଶଧାରା ନଦୀ ଜଳ ବଣ୍ଟନ ମାମଲାରେ ନୂଆ ମୋଡ; ନେରେଡି ବ୍ୟାରେଜ୍‌ ନିର୍ମାଣ ପାଇଁ ଆନ୍ଧ୍ରକୁ ଅନୁମତି

ଭୁବନେଶ୍ଵର: ବଂଶଧାରା ନଦୀ ଜଳ ବଣ୍ଟନ ମାମଲାରେ ଓଡ଼ିଶାକୁ ଝଟକା । ବଂଶଧାରା ନଦୀ ଜଳ ବଣ୍ଟନ ନେଇ ବହୁବର୍ଷ ଧରି ଚାଲିଥିବା ବିବାଦ ନୂଆ ମୋଡ଼ ନେଇଛି । ଟ୍ରିବ୍ୟୁନାଲଙ୍କ ରାୟ ଓଡ଼ିଶାକୁ ଝଟକା ଦେଇଥିବା ବେଳେ ଆନ୍ଧ୍ର ସପକ୍ଷରେ ଗେଜେଟ୍ ନୋଟିଫିକେସନ ଜାରି ହୋଇଛି। ଏହି ରାୟ ରାୟଗଡ଼ା ଜିଲ୍ଲା…

LPG Black Marketing: ଯୋଗାଣ ବିଭାଗର ଚଢାଉ;ଗ୍ୟାସ ରିପାୟରିଂ ଦୋକାନରୁ ୨୭ ସିଲିଣ୍ଡର ଜବତ

ଢେଙ୍କାନାଳ: ଢେଙ୍କାନାଳ ଯୋଗାଣ ବିଭାଗ ଆକ୍ସନମୋଡରେ । ଢେଙ୍କାନାଳରେ ଗ୍ୟାସ ସଙ୍କଟଜନିତ ସମସ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ଉପଜିଲ୍ଲାପାଳ ଏବଂ ଜିଲ୍ଲା ଯୋଗାଣ ଅଧିକାରୀଙ୍କ ଯୁଗ୍ମ ଟିମ ସହରର ବିଭିନ୍ନ ସ୍ଥାନମାନଙ୍କରେ ଚଢ଼ାଉ କରିଛନ୍ତି । ଶନିବାର…

Global Tourism Boost:ଅନୁ ଗର୍ଗଙ୍କ ନିର୍ଦ୍ଦେଶ- ‘ଥିଙ୍କ ଇଣ୍ଡିଆ, ଥିଙ୍କ ଓଡ଼ିଶା’ ଥିମରେ ଦୌଡିବା…

ଭୁବନେଶ୍ବର:ଯେଉଁ ପର୍ଯ୍ୟଟକ ଇଣ୍ଡିଆକୁ ଆସିବାକୁ ନିଷ୍ପତ୍ତି ନେଉଛନ୍ତି ସେମାନେ ଓଡିଶା ଆସିବା ଦରକାର। ଓଡିଶା ପ୍ରଥମ ପସନ୍ଦ ହେବା ଦରକାର। 'ଥିଙ୍କ ଇଣ୍ଡିଆ, ଥିଙ୍କ ଓଡ଼ିଶା' ଥିମରେ ଦୌଡିବା ଦରକାର ଓଡ଼ିଶା ପର୍ଯ୍ୟଟନ । ସେଥିପାଇଁ ରାଜ୍ୟର ପର୍ଯ୍ୟଟନକୁ ସମସ୍ତ ବିଭାଗ ଫୋକସ କରିବାକୁ…

ଜେଲରୁ ଫେରାର ଥିବା ରାଜାକୁ ପୁଣିଥରେ ଗିରଫ କଲା ପୋଲିସ

ଭୁବନେଶ୍ବର: ଜେଲରୁ ଖସି ପଳାଇଥିବା ରାଜା ସାହାଣୀକୁ ପୁଣିଥରେ ଗିରଫ କରିଛି ପୋଲିସ । ଉତ୍ତରାଖଣ୍ଡରୁ ପୋଲିସ ତାକୁ ଗିରଫ କରିବା ପରେ ଚୌଦ୍ୱାର ଜେଲରେ ରଖିଛି । ତେବେ ରାଜା ଦେଶର ବିଭିନ୍ନ ରାଜ୍ୟରେ ବୁଲି ବୁଲି ଅପରାଧିକ କାର୍ଯ୍ୟ କରୁଥିଲା । ୨୦୨୫ ଡିସେମ୍ବରରେ କର୍ଣ୍ଣାଟକର ମହୀଶୁରରେ ଥିବା…

Puri Airport: ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ମିଳିଲା ସବୁଜ ସଙ୍କେତ

ପୁରୀ: ପୁରୀବାସୀଙ୍କ ପାଇଁ ଖୁସି ଖବର । ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ଜଙ୍ଗଲ ମଞ୍ଜୁରୀ ପ୍ରଦାନ କଲା ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ । ଓଡ଼ିଶାର ପୁରୀରେ ଶ୍ରୀ ଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ନୀତିଗତ (ଷ୍ଟେଜ୍-୧) ଜଙ୍ଗଲ ମଞ୍ଜୁରୀ…

Odia signboard: ଓଡ଼ିଆ ଭାଷାରେ ନାମ ଫଳକ ନରହିଲେ ଗଣିବେ ଜରିମାନା

ଭୁବନେଶ୍ଵର:ଓଡ଼ିଆ ଭାଷାରେ ନାମ ଫଳକ ନ ରହିଲେ ହେବ ଆକ୍ସନ। ଶୁଦ୍ଧ ଓଡ଼ିଆ ଭାଷାରେ ଲେଖାହେବ ଦୋକାନ ଏବଂ ବାଣିଜ୍ୟ ପ୍ରତିଷ୍ଠାନର ନାମ।ଯଦି ନ ଲେଖିବେ ତେବେ ଆଇନର ଧାରା ୩୫ ଅନୁଯାୟୀ ଦଣ୍ଡିତ ହେବେ। ଲୋୟର୍ ପିଏମଜିରେ ଓଡ଼ିଆ ପକ୍ଷ ୨୦୨୬ ପାଳନ ଅବସରରେ ଶ୍ରମ ବିଭାଗ ପକ୍ଷରୁ ସମସ୍ତ ଦୋକାନୀ ଓ…

ରାଜ୍ୟ ବ୍ୟାପୀ ପ୍ରବେଶ ଉତ୍ସବ; କୁନି କୁନି ପିଲାଙ୍କୁ ଖଡି ଛୁଆଁଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟବ୍ୟାପୀ ଖଡ଼ି ଛୁଆଁ ସହ ନୂଆ ଶ୍ରେଣୀ ଗୃହରେ ପିଲାଙ୍କ ପାଇଁ ପ୍ରବେଶ ଉତ୍ସବ ପାଳନ ହୋଇଛି । ରାଜଭବନ ସରକାରୀ ସ୍କୁଲରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କୁନି କୁନି ପିଲାମାନଙ୍କୁ ଖଡ଼ି ଛୁଆଁଇଛନ୍ତି । ଓଡ଼ିଆ ପକ୍ଷ ପାଳନ ଅବସରରେ ବିଦ୍ୟାଳୟ…