Latest Odisha News

BREAKING NEWS

Browsing Category

ଓଡିଶା

Odisha

Rain and Thunderstorms: ୮ ଯାଏଁ କାଳବୈଶାଖୀ ବର୍ଷା, ଏହି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି…

ଭୁବନେଶ୍ୱର: ଆସନ୍ତା ୮ ଯାଏଁ ବର୍ଷିବ। ଜାରି ରହିବ ଗରମ ଗୁଳୁଗୁଳି। ଭାରତୀୟ ପାଣିପାଗ ବିଭାଗ (IMD) ଏନେଇ ଓଡ଼ିଶା ପାଇଁ ଏକ ହଳଦିଆ ସତର୍କତା ଜାରି କରିଛି, ଏପ୍ରିଲ ୮ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ଝଡ଼ ଏବଂ ବଜ୍ରପାତ ସହିତ ବର୍ଷା ହେବାର ପୂର୍ବାନୁମାନ କରିଛି। କିଛି ଅଞ୍ଚଳରେ ୪୦-୫୦…

India Skill Competition 2026: ‘ଇଣ୍ଡିଆ ସ୍କିଲ୍ସ’ରେ ଟିମ୍ ଓଡ଼ିଶାର ଦମଦାର ପ୍ରଦର୍ଶନ, ହାତେଇଲା ୧୫ ସ୍ଵର୍ଣ୍ଣ ସହ…

ଭୁବନେଶ୍ଵର: ‘ଇଣ୍ଡିଆ ସ୍କିଲ୍ସ ୨୦୨୫-୨୬’ ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ଶ୍ରେଷ୍ଠ ପ୍ରଦର୍ଶନ। ‘ଟିମ୍ ଓଡ଼ିଶା’ ଏହି ପ୍ରତିଯୋଗିତାରେ ୧୫ଟି ସ୍ୱର୍ଣ୍ଣ ସହ ମୋଟ ୫୭ଟି ପଦକ ହାସଲ କରି ଚାମ୍ପିୟନ ହୋଇଛି। ଗୁରୁବାର ଦିନ ଗ୍ରେଟର ନୋଏଡାର ‘ଇଣ୍ଡିଆ ଏକ୍ସପୋ ସେଣ୍ଟର’ଠାରେ ଆୟୋଜିତ…

ଆଇଟିଇଆର ରେ “ଚକ୍ରବ୍ୟୁହ” ଓ “ଜେନେସିସ” ଉଦ୍ଘାଟିତ

ଭୁବନେଶ୍ବର: ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମଡ ଟୁ ବି ବିଶ୍ୱବିଦ୍ୟାଳୟର ଫାକଲଟି ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ଇନଷ୍ଟିଚ୍ୟୁଟ ଅଫ ଟେକନିକାଲ ଏଡୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ରେ ୩-ଦିନିଆ ଟେକ୍ନୋ କଲ୍ଚରାଲ୍ ଫେଷ୍ଟ "ଚକ୍ରବ୍ୟୁହ" ଏବଂ "ଜେନେସିସ" ଶୁକ୍ରବାର…

Railway zone:ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଦକ୍ଷିଣତଟ ରେଳବାଇରେ ମିଶ୍ରଣକୁ ବିଜେଡିର ବିରୋଧ

ଭୁବନେଶ୍ୱର: ଡବଲ ଇଞ୍ଜିନ ଡବଲ ବିକାଶ ନାରା ଦେଇ ରାଜ୍ୟରେ କ୍ଷମତାକୁ ଆସିଥିବା ବିଜେପି ସରକାରରେ ଓଡିଶାକୁ ଅଧିକ ମିଳିବା ପରିବର୍ତ୍ତେ ଓଡ଼ିଶାର ହକ୍କୁ ଛଡାଇ ନିଆଯାଉଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ଓଡ଼ିଶା ଦିବସ ପାଳନ ସମୟରେ ପଲାସା ଓ ଇଚ୍ଛାପୁରମ ଅଞ୍ଚଳକୁ ଓଡିଶାରେ ଥିବା ପୂର୍ବତଟ…

ଜନ୍ମ କଲା ମାଆକୁ ବିଷ ଖୁଆଇ ହତ୍ୟା କଲା ପୁଅ; ଗଛରେ ବାନ୍ଧି ପିଟିଲେ ଗ୍ରାମବାସୀ

ବାଲେଶ୍ବର:ନିଜ ମାଆକୁ ବିଷ ଦେଇ ହତ୍ୟା କଲା ପୁଅ । କମର୍ଦ୍ଦା ଥାନା ଅନ୍ତର୍ଗତ ଚକେଇସପ ଗ୍ରାମରେ ଘଟିଛି ଏଭଳି ହୃଦୟ ବିଦାରକ ଘଟଣା । ଏ ନେଇ ଅଭିଯୋଗ ଆଣିଛନ୍ତି ପୁତୁରା ଓ ନଣନ୍ଦ । ପରେ ହତ୍ୟାକାରୀ ପୁଅକୁ ଗଛରେ ବାନ୍ଧି ପିଟିଛନ୍ତି ଗ୍ରାମବାସୀ । ଖବରପାଇ କମର୍ଦ୍ଦା ପୋଲିସ ଘଟଣାସ୍ଥଳରେ…

ପାଟିରେ ପଶିଗଲା କଉ ମାଛ…ଚାଲିଗଲା ଯୁବକଙ୍କ ଜୀବନ

ମୟୂରଭଞ୍ଜ: ପାଟିରେ ଜୀବନ୍ତ କଉ ମାଛ ପଶିଯିବାରୁ ଚାଲିଯାଇଛି ଯୁବକଙ୍କ ଜୀବନ । ବାଙ୍ଗିରିପୋଷି ଥାନା ଦିଘି ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି । ମୃତକ ଜଣକ ହେଲେ ଦିଘି ଗାଁର ଅବିନାଶ ବିଜୁଳି । ସୂଚନା ଅନୁସାରେ, ଶୁକ୍ରବାର ଦିଘି ଗ୍ରାମର ଅବିନାଶ ବିଜୁଳି ଗାଁ ନିକଟ ବନ୍ଧରେ ମାଛ…

ଖୁବଶୀଘ୍ର ଝାରସୁଗୁଡା ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା

ଝାରସୁଗୁଡା: ଖୁବଶୀଘ୍ର ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଆରମ୍ଭ ହେବ ଏୟାର କାର୍ଗୋ ସେବା । ମିଳିଥିବା ସୂଚନା ଅନୁସାରେ, ପୂବର୍ରୁ କେବଳ ରୋଡ୍‌ ଓ ଟ୍ରେନ୍‌ ଯୋଗେ ପରିବହନ ସମ୍ଭବ ଥଲା । ଏବେ ଏୟାର କାର୍ଗୋ ସେବା ଦ୍ବାରା ଝାରସୁଗୁଡ଼ାରୁ ସିଧାସଳଖ ଦେଶ ଓ ବିଦେଶକୁ ପଠାଯାଇ ପାରିବ…

୨୦୨୫-୨୬ ଆର୍ଥିକ ବର୍ଷରେ ସମୁଦାୟ ୪୪.୮୨ ମିଲିଅନ୍ ଟନ୍ ଖଣିଜ ଉତ୍ପାଦନ ରେକର୍ଡ

ଭୁବନେଶ୍ବର: ଓଡ଼ିଶା ଖଣି ନିଗମ (ଓଏମସି) ୨୦୨୫-୨୬ ଆର୍ଥିକ ବର୍ଷରେ ଏକ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛି । ଉନ୍ନତ କାର୍ଯ୍ୟପ୍ରଣାଳୀ, ଉତ୍ତମ ସମନ୍ୱୟ ଏବଂ ଲକ୍ଷ୍ୟ କୈନ୍ଦ୍ରୀକ କାର୍ଯ୍ୟସମ୍ପାଦନ ଦ୍ୱାରା ଖଣିଗୁଡ଼ିକ ନିଜର ଉତ୍ପାଦନର ଲକ୍ଷ୍ୟ ହାସଲ କରିପାରିଛନ୍ତି । ରିପୋର୍ଟ ମୁତାବକ,…

ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ବର: ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ କହିଛନ୍ତି ଯେ, ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶା ସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ…

ଚୋର ସହ ଠେଲାପେଲା ବେଳେ ଛାତରୁ ପଡି ଯୁବକ ମୃତ

ଭୁବନେଶ୍ବର: ଚୋର ସହ ଠେଲାପେଲା ହୋଇଥିବା ବେଳେ ଯୁବକ ଛାତ ତଳକୁ ପଡିଯାଇଥିଲେ । ଏପରି ଛାତିଥରା ଘଟଣା ଘଟିଛି ଭୁବନେଶ୍ବର ସହିଦନଗରରେ । କୋଠାର ଛାତରୁ ପଡି ଯୁବକଙ୍କ ମୃତ୍ୟୁ ଅଭିଯୋଗ ହୋଇଛି । ପୋଲିସ ପହଞ୍ଚି ତନାଘନା ଆରମ୍ଭ କରିବା ସହ ମୃତଦେହ ଜବତ କରି ପୋଷ୍ଟମର୍ଟମ ପାଇଁ ପଠାଇଛି ।…