Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିରୋଧୀଙ୍କୁ ବିଜେଡିର ଜବାବ, ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ସୁଶାନ୍ତ ସିଂ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ବିଜେଡି ପ୍ରାର୍ଥିନୀ ଦୀପାଳି ଦାସଙ୍କ ଲାଗି ବିଜେଡି ୪୦ ଜଣିଆ ଷ୍ଟାର କ୍ୟାମ୍ପେନରଙ୍କ ନାଁ ଘୋଷଣା କରିଥିବା ବେଳେ ଭଟଲି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାଁ ନବମ…

୪୩.୯ ଡିଗ୍ରୀରେ ଭାଜି ହେଲା ବୌଦ୍ଧ, ଆଉ ୩୬ ଘଣ୍ଟା ଅସହ୍ୟ ତାତି

ଭୁବନେଶ୍ୱର: ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ । ଆଜି ରାଜ୍ୟର ୨୮ ସ୍ଥାନରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୩.୯ ଡିଗ୍ରୀ ରେକର୍ଡ କରାଯାଇଛି । ବୌଦ୍ଧ ପରେ ୪୩.୨ ଡିଗ୍ରୀ ସହ ଦ୍ୱିତୀୟ ଉପ୍ତତ୍ତ ସହର ହେଉଛି…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଏନ୍ଏଚ୍ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର: ଝାରସୁଗୁଡ଼ା ଏନ୍ଏଚ୍ ଡିଭିଜନରେ କାର୍ଯ୍ୟରତ ଜଣେ ମହିଳା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି । ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ସଂଯୁକ୍ତା ସିଂହଙ୍କୁ ଧରିବାରେ ସଫଳ ହୋଇଛି ଭିଜିଲାନ୍ସ ।…

ରାହୁଲଙ୍କ ଟାର୍ଗେଟରେ ସେଠ ଓ ସାହେବ

ଭୁବନେଶ୍ୱର: ଆଦାନୀ ପ୍ରସଙ୍ଗରେ ରାହୁଲ ପୁଣିଥରେ ବିଜେପିକୁ ଘେରିବା ଆରମ୍ଭ କରିଛନ୍ତି। ସୁରଟ ସେସନ୍ସ କୋର୍ଟ ରାହୁଲଙ୍କ ଆବେଦନକୁ ଖାରଜ କରିଥିଲେ ମଧ୍ୟ ରାହୁଲ ଚୁପ ବସିନାହାନ୍ତି। ଯେଉଁ ପ୍ରସଙ୍ଗକୁ ନେଇ ବିଜେପିକୁ ରାହୁଲ ସଂସଦରେ ଘେରୁଥିଲେ ସେହି ପ୍ରସଙ୍ଗକୁ ବାହାରେ ବାରମ୍ବାର ଉଠାଉଛନ୍ତି।…

ନୟାଗଡ଼ ଜିଲ୍ଲାପାଳଙ୍କ ନାଁରେ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗିବା ଅଭିଯୋଗ ! ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ

ନୟାଗଡ଼ ଜିଲ୍ଲାପାଳ ରବୀନ୍ଦ୍ରନାଥ ସାହୁଙ୍କ ନାଁରେ ଲାଞ୍ଚ ମାଗୁଥିବା ନେଇ ଅଭିଯୋଗ । ଜଣେ ଖଣି ଲିଜଧାରୀଙ୍କ ଠାରୁ ଜିଲ୍ଲାପାଳ ୨୫ ଲକ୍ଷ ଟଙ୍କା ଲାଞ୍ଚ ମାଗୁଥିବା ନେଇ ଅଭିଯୋଗ ପରେ ହାଇକୋର୍ଟଙ୍କ ନିର୍ଦ୍ଦେଶରେ ଚାନ୍ଦପୁର ଥାନା ପୋଲିସ ଜିଲ୍ଲାପାଳଙ୍କ ସମେତ ୪ ଜଣଙ୍କ ନାଁରେ ମାମଲା ରୁଜୁ କରି…

ଆରଟିଆଇରେ ତଥ୍ୟ ମାଗିଲେ ବିଡିଓ ଧମକ ଦେଉଥିବା ଅଭିଯୋଗ, ଥାନାରେ ଏତଲା

ଜଗତସିଂହପୁର: ବିବାଦରେ ଜଗତସିଂହପୁର ବିଡିଓ । ଆରଟିଆଇରେ ତଥ୍ୟ ମାଗିବାରୁ ବିଡିଓ ଧମକ ଦେଉଥିବା ଅଭିଯୋଗ ହୋଇଛି । ବିଡିଓ ଜାତିଆଣ ଆକ୍ଷେପ କରିବା ଏବଂ ଅଶାଳୀନ ବ୍ୟବହାର କରିଥିବା ନେଇ ପୋଲିସ ପ୍ରଶାସନର ଦ୍ୱାରସ୍ଥ ହୋଇଛନ୍ତି ସୂଚନା ଅଧିକାର କର୍ମୀ । ସଦର ଥାନା ଟିଟିଗାଁର ଦେବେନ୍ଦ୍ର ଦାସ…

ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର:  ଆସନ୍ତାମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ।   MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି ।   ମେ’ ୯ରେ ଆୟୋଜିତ ହେବ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବ । ଏହି ଉତ୍ସବରେ ଯୋଗ ଦେବା…

ରାସ୍ତା ତଳକୁ ଖସିପଡିଲା ତହସିଲଦାରଙ୍କ ଗାଡି, ୨ ଗୁରୁତର

ଜଗତସିଂହପୁର: ଜଗତସିଂହପୁରରେ ତହସିଲରଦାରଙ୍କ ଗାଡି ଦୁର୍ଘଟଣା । ଡ୍ରାଇଭରଙ୍କ ସମେତ ୩ ଜଣ ଆହତ ହୋଇଛନ୍ତି । ୨ ଜଣଙ୍କ ଅବସ୍ଥା ଗୁରୁତର ଅଛି । ପ୍ରାଥମିକ ଚିକିତ୍ସା ପରେ ସେମାନଙ୍କୁ କଟକ ବଡ ଡାକ୍ତରଖାନା ପଠାଇ ଦିଆଯାଇଛି । ମିଳିଥିବା ଖବର ଅନୁଯାୟୀ, ଅତିରିକ୍ତ ତହସିଲଦାର ଏବଂ ମୁଖ୍ୟ…

ପୁରୀରେ ଲୁଚିଥିଲା ୟୁପିର ଦୁର୍ଦ୍ଦାନ୍ତ ଅପରାଧୀ ଗୁଡ୍ଡୁ ମୁସଲିମ!

ଭୁବନେଶ୍ବର: ପୁରୀରେ ଲୁଚିଥିଲା ୟୁପିର ଦୁର୍ଦ୍ଦାନ୍ତ ଅପରାଧୀ ଗୁଡ୍ଡୁ ମୁସଲିମ୍। ଜାତୀୟ ଗଣମାଧ୍ୟମରେ ଏହାକୁ ନେଇ ଚର୍ଚ୍ଚା। ଶନିବାର ରାତିରେ ୟୁପି ପ୍ରୟାଗରାଜରେ ପୋଲିସ ହେପାଜତରେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ମାଫିଆ ଡନ୍ ଅତିକ ଓ ଅସରଫ ଯେତେବେଳେ ଆସିଥିଲେ ସେହି ସମୟରେ ଗୁଳିମାଡର ଶିକାର…

‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କଳିଙ୍ଗ ଷ୍ଟାଡିୟମରେ ଦକ୍ଷତା ପ୍ରଦର୍ଶନର ମହାକୁମ୍ଭ ‘ଓଡ଼ିଶା ଦକ୍ଷତା କନକ୍ଲେଭ୍‌‌-୨୦୨୩’କୁ ଗୁରୁବାର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣ ରଖି କହିଛନ୍ତି, ୧ ଲକ୍ଷ ଯୁବପିଢ଼ିଙ୍କୁ ଟ୍ରେନିଂ ପାଇଁ ବଜେଟରେ ୧୦୦…