Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଗାମୀ ୨ ଦିନ ପାଇଁ ଆଭ୍ୟନ୍ତରୀଣ ୮ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ! ୨୧ରୁ ମିଳିବ ତାତିରୁ ଆଶ୍ୱସ୍ତି

ଭୁବନେଶ୍ୱର : ଆଗାମୀ ଦୁଇ ଦିନ ପାଇଁ ରାଜ୍ୟର ୮ଟି ଆଭ୍ୟନ୍ତରୀଣ ଜିଲ୍ଲାକୁ ହିଟ୍ ୱେଭ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ୮ଟି ଜିଲ୍ଲା ହେଲା ସୁନ୍ଦରଗଡ, ମୟୁରଭଞ୍ଜ, କେଉଁଝର, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ବୌଦ୍ଧ । ବାୟୁମଣ୍ଡଳ ଉପରି ଭାଗରେ ଏକ ଗୁରୁଚାପ ବଳୟ…

ଆଇଏଏସ୍‌ସ୍ତରରେ ଛୋଟଧରଣର ଅଦଳବଦଳ, ସରୋଜ କୁମାର ସାମଲ ହେଲେ ସୂଚନା ଓ ଲୋକସଂପର୍କ ବିଭାଗ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟ ସରକାର ମଙ୍ଗଳବାର ଆଇଏଏସ୍‌ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଝାରସୁଗୁଡ଼ାର ପୂର୍ବତନ ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କୁ ସୂଚନା ଓ ଲୋକସଂପର୍କ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି। ସୂଚନାଯୋଗ୍ୟ, ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାକାର ୨୦୧୨…

ଆସନ୍ତାକାଲି ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ, ଗୁରୁଜଙ୍ଗରେ ଉଦଘାଟନ କରିବେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା…

ଭୁବନେଶ୍ୱର : ଆସନ୍ତାକାଲି (ବୁଧବାର) ଖୋର୍ଦ୍ଧା ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଅପରାହ୍ନରେ ଜିଲ୍ଲାଗସ୍ତରେ ଯାଇ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦଘାଟନ କରିବେ । ଏହି କ୍ରମରେ ଗୁରୁଜଙ୍ଗରେ କୃତ୍ରିମ ଅଙ୍ଗପ୍ରତ୍ୟେଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରକୁ ଉଦଘାଟନ କରିବେ…

ବନ୍ଦ ଘରୁ ମିଳିଲା ସ୍ୱାମୀ, ଦୁଇ ପତ୍ନୀଙ୍କ ଶବ; ହତ୍ୟା ସନ୍ଦେହ

ବରଗଡ:ବରଗଡରୁ ଆସିଛି ହୃଦୟଥରା ଘଟଣା । ଗୋଟିଏ ଘରୁ ମିଳିଛି ତିନି ଜଣଙ୍କ ମୃତ ଦେବ  । ସ୍ୱାମୀ ଓ ତାଙ୍କର ୨ ପତ୍ନୀଙ୍କୁ ସନ୍ଦେହଜନକ ମୃତ୍ୟୁ ଘଟିଛି । ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ କିଛି ଜଣା ପଡିନାହିଁ । ତେବେ ପାରିପାର୍ଶ୍ୱିକ ସ୍ଥିତିକୁ ଦେଖିଲେ ଏହା ଏକ ହତ୍ୟାକାଣ୍ଡ ବୋଲି…

ବାହାଘରର ମାସେ ପୂରିନି, ଜଳିଲା ନବବଧୂର ଜୁଇ; ସ୍ୱାମୀ ଓ ଶ୍ୱଶୁର ଗିରଫ

ଢେଙ୍କାନାଳ: ଦାଣ୍ଡ ଦୁଆରୁ ବେଦି ଭାଙ୍ଗିନି  କି ଘର କାନ୍ଥରୁ ଲେଖା ଲିଭିନି । କିନ୍ତୁ ଲିଭିଗଲାଣି ଝିଅର ଜୀବନ ଦୀପ  । ବାହାଘରର ମାସେ ନ ପୁରୁଣୁ  ଆସିଲା ଝିଅର ସନ୍ଦିଗ୍ଧ ମୃତ୍ୟୁ ଖବର । ସ୍ତବ୍ଧ ହୋଇଯାଇଛନ୍ତି ବାପା-ମା’ । ବିଶ୍ୱାସ କରିପାରୁ ନାହାନ୍ତି । ବାହା ବାସିରୁ ଝିଅ ପାଦ କାଢି…

ଶ୍ରୀମନ୍ଦିରରେ ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି (୧୯.୪.୨୦୨୩, ବୁଧବାର) ବୈଶାଖ-କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ସନ୍ଧ୍ୟା ଘ.୬.୦୦ରୁ ରାତ୍ର ଘ.୧୦.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଙ୍କ ପାଇଁ ଦର୍ଶନ ବନ୍ଦ ରହିବ ବୋଲି…

ଭୁବନେଶ୍ୱରରେ ହେବ ଆଉ ତିନି ଅଗ୍ନିଶମ କେନ୍ଦ୍ର

ଭୁବନେଶ୍ୱର: ରାଜଧାନୀରେ ହେବ  ଆଉ ୩ଟି ନୂଆ ଅଗ୍ନିଶମ କେନ୍ଦ୍ର   । ମୁ୍ଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନୂତନ କେନ୍ଦ୍ରକୁ ଅନୁମୋଦନ କରିଛନ୍ତି । ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ରିଲିଜରେ କୁହାଯାଇଛି, ଏହି ତିନୋଟି ଅଗ୍ନିଶମ କେନ୍ଦ୍ର ତମାଣ୍ଡୋ, ମଞ୍ଚେଶ୍ୱର ଏବଂ…

ଏଣିକି ଓଡ଼ିଆରେ ହେବ ଷ୍ଟାଫ ସିଲେକ୍ସନ ପରୀକ୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର: ଏଣିକି SSC MTS ପରୀକ୍ଷା ପାଇଁ ଓଡ଼ିଆରେ ଆସିବ ପ୍ରଶ୍ନପତ୍ର । ଖାଲି ଓଡ଼ିଆ ନୁହେଁ, ୧୩ଟି ଆଞ୍ଚଳିକ ଭାଷାରେ ଏହି ପରୀକ୍ଷା କରାଯିବ । ଏହାକୁ ପର୍ସନାଲ ଆଣ୍ଡ ଟ୍ରେନିଂ ଡିପାର୍ଟମେଣ୍ଟ ସ୍ୱୀକୃତି ଦେଇଛି । ଫଳରେ ଷ୍ଟାଫ ସିଲେକ୍ସନ କମିଶନ ମଲ୍ଟିଟାସ୍କିଂ…

ରାଜଧାନୀରେ ୪୨ ଟପିଲା ତାପମାତ୍ର; ଆହୁରି ୨ ଦିନ କଲବଲ କରିବ ଗ୍ରୀଷ୍ମଲହରୀ

ଭୁବନେଶ୍ୱର:ରାଜଧାନୀ ତାପମାତ୍ରା ଆଜି ୪୦ ଡିଗ୍ରୀ ଉପରେ । ପୂର୍ବାହ୍ନ ୧୧ଟାରୁ ତାପମାତ୍ରା ୪୦ ପାର କରିଛି । ସକାଳ ସାଢ ୮ଟା ସୁଦ୍ଧା ରାଜଧାନୀ ଭବନେଶ୍ୱର ତାପମାତ୍ରା ୩୨.୬ ଡିଗ୍ରୀ ଥିଲା । ଏହାପରେ ତାପମାତ୍ରା ବୃଦ୍ଧି ପାଇ ପୂର୍ବାହ୍ନ ସାଢେ ୧୧ଟା ବେଳକୁ ୪୦.୪ ରେ ପହଞ୍ଚିଥିଲା ।  ତାପରେ…

ଶୁଭେଚ୍ଛୁ ଓ ସମର୍ଥକଙ୍କ ଗହଣରେ ନାମାଙ୍କନ ଦାଖଲ କଲେ ଦୀପାଳି

ଝାରସୁଗୁଡା: ଝାରସୁଗୁଡା ଉପ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ସମର୍ଥକଙ୍କ ଗହଣରେ  ଉପଜିଲ୍ଲାପାଳ ଅଫିସ ଆସି ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ମେ’ ୧୦ ତାରିଖ ହେବାକୁ ଥିବା ଝାରସୁଗୁଡା ଉପନିର୍ବାଚନ ପାଇଁ କଂଗ୍ରେସ ଓ ବିଜେପି ସେମାନଙ୍କର…