Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦ୍ୱୈତ ନଗରୀରେ ସୁଗମ ହେବ ସୁରକ୍ଷା ବ୍ୟବସ୍ଥା, କାର୍ଯ୍ୟକ୍ଷମ ହେଲା କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ

ଭୁବନେଶ୍ବର : ସୋମବାର କାର୍ଯ୍ୟକ୍ଷମ ହୋଇଛି କମିଶନରେଟ ପୋଲିସର ସିକ୍ୟୁରିଟି ଡିଭିଜନ୍। ଭୁବନେଶ୍ୱର-କଟକ ଦ୍ୱୈତ ନଗରୀରେ ସୁରକ୍ଷା ବ୍ୟବସ୍ଥାକୁ ସୁଗମ କରିବା ପାଇଁ ଯେଉଁ ପ୍ରସ୍ତାବ ଥିଲା, ତାହାକୁ ସରକାର ଗ୍ରହଣ କରିବା ପରେ ଆଜି ପୋଲିସ ସେବା ଭବନରେ ସ୍ୱତନ୍ତ୍ର ସିକ୍ୟୁରିଟି ୱିଙ୍ଗ୍ କମାଣ୍ଡ…

ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଉପଜିଲ୍ଲାପାଳ ଅଫିସ ଘେରାଉ

ଭୁବନେଶ୍ୱର: ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା ଅବସରରେ ଗତ ୧୨ ଓ ୧୪ ତାରିଖରେ ହୋଇଥିବା ଆକ୍ରମଣ ଏବଂ କର୍ମୀଙ୍କ ହତ୍ୟା ଘଟଣାର ତଦନ୍ତ କରିବା ତଥା ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବା ଦାବିରେ ଆଜି ଭୁବନେଶ୍ୱର ଉପ ଜିଲ୍ଲାପାଳଙ୍କ ଅଫିସ ଘେରାଉ କରିଛି ବିଶ୍ୱ…

୪୨.୮ ଡିଗ୍ରୀ ତାପମାତ୍ରାରେ ଜଳିଲା ଝାରସୁଗୁଡା

ଭୁବନେଶ୍ୱର:  ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳିରେ ଅତିଷ୍ଠ ହୋଇପଡିଛି ଆଜି ସାରା ଓଡ଼ିଶା । ଅଧିକାଂଶ ସହରର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି । ଅପରାହ୍ନ ସାଢେ ୨ଟା ସୁଦ୍ଧା ରାଜ୍ୟର ସବୁଠୁ ଉତ୍ତପ୍ତ ସହର ଥିଲା ଝାରସୁଗୁଡା ।  ଏଠାରେ ପାରଦ ୪୨ ଦଶମିକ ୮ ଡିଗ୍ରୀ ଛୁଇଁଥିଲା  । ସେହିପରି…

ଗଞ୍ଜାମ ଜିଲ୍ଲା ପରିଷଦକୁ ମିଳିଲା ୨୦୨୩ ଜାତୀୟ ପଞ୍ଚାୟତ ପୁରସ୍କାର

ନୂଆଦିଲ୍ଲୀ:ବିଜ୍ଞାନ ଭବନରେ ଆଜି ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୩ ପୁରସ୍କାର ପ୍ରଦାନ କରାଯାଇଛି । ଗଞ୍ଜାମ ଜିଲ୍ଲା ପରିଷଦକୁ ଦେଶର ଶ୍ରେଷ୍ଠ ଜିଲ୍ଲା ପରିଷଦ ସମ୍ମାନ ମିଳିଛି । ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପୁରସ୍କାର ପ୍ରଦାନ…

ଆସନ୍ତା ୬ ମାସ ଯାଏଁ ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ଉପରେ ଏସମା ଲାଗୁ, କରିପାରିବେ ନାହିଁ ଆନ୍ଦୋଳନ

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସେବାରେ ନିୟୋଜିତ କର୍ମଚାରୀଙ୍କ ପ୍ରତି ଲାଗୁ ହୋଇଛି ହେଲା ଓଡ଼ିଶା ଇସେନ୍ସିଆଲ ସର୍ଭିସ ମେଣ୍ଟେନାନ୍ସ ଆକ୍ଟ(ଏସମା)। ନର୍ସ, ଫାର୍ମାସିଷ୍ଟ, ପାରାମେଡିକ, ଟେକ୍ନିସିଆନଙ୍କ ପ୍ରତି ରବିବାର ପ୍ରକାଶିତ ବିଜ୍ଞପ୍ତିରେ ଏସମା ଲାଗୁ…

୨୧ ଯାଏ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ବର୍ଷା, ୧୯ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର: ଆସନ୍ତା ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଲାଗି ରହିବ ଘଡ଼ଘଡ଼ି ବର୍ଷା । ୧୯ ତାରିଖ ପରେ ଆହୁରି ଖସିବ ପାରଦ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ରାଜ୍ୟରେ ୧୯ ତାରିଖ ଯାଏ ଅସହ୍ୟ ଗ୍ରୀଷ୍ମ ପ୍ରବାହ ହେବ ।…

ଜି-୨୦ ଜନ ଭାଗିଦାରୀ: ସୋଆରେ ମିନି ମାରାଥନ ଆୟୋଜିତ

ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ରବିବାର ଦିନ ଏକ ମିନି ମାରାଥନ ଆୟୋଜିତ ହୋଇଯାଇଛି । ସୋଆରେ ବିଭିନ୍ନ ଅନୁଷ୍ଠାନର ଶହ ଶହ ଛାତ୍ରଛାତ୍ରୀ ଏହି ମାରାଥନରେ ଦୌଡି ଥିଲେ । ସୋଆ…

କିଟରେ ୟୁଥ୍-୨୦ କନସଲଟେସନ୍ ଉଦଯାପିତ

ଭୁବନେଶ୍ୱର: କିଟ୍ ବିଶ୍ୱବିଦ୍ୟାଳୟରେ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇଦିନ ଧରି ଚାଲୁଥିବା ୟୁଥ-୨୦ କନ୍‍ସଲ୍‍ଟେସନ୍‍ ଶନିବାର ଉଦ୍‍ଯାପିତ ହୋଇଯାଇଛି । ଉଦ୍‍ଯାପନୀ ଉତ୍ସବରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମାଲ୍‍ଟା…

ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉତ୍ସବ ଉଦ୍‌ଯାପିତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବ ଉଦ୍ଯାପିତ ହୋଇଯାଇଛି । ଏହି ଅବସରରେ ଇଲେକ୍‌ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି, ପୋଲିସ କମିଶନର ସୌମେନ୍ଦ୍ର କୁମାର ପ୍ରିୟଦର୍ଶୀ ସମ୍ମାନିତ ଅତିଥି ଭାବରେ…

ବିଶାଳ ଶୋଭାଯାତ୍ରାରେ ଯାଇ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ

ଝାରସୁଗୁଡ଼ା: ଝାରସୁଗୁଡ଼ା ଉପନିର୍ବାଚନ ଲାଗି ବେଜିପ ପକ୍ଷରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଟଙ୍କଧର ତ୍ରିପାଠୀ । ପ୍ରାର୍ଥିପତ୍ର ଦାଖଲ ପୂର୍ବରୁ ଟଙ୍କଧର ସକାଳେ ଝାଡ଼େଶ୍ୱର ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଠାରୁ ଦଳୀୟ ଟିକେଟ୍ ଗ୍ରହଣ କରି ବିଶାଳ…