Latest Odisha News

BREAKING NEWS

Browsing Category

ଓଡିଶା

Odisha

୨ ବରିଷ୍ଠ IPSଙ୍କୁ ବଡ଼ ଦାୟିତ୍ବ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡ଼ିଶା ସରକାର ଦୁଇ ଜଣ ବରିଷ୍ଠ ଆଇପିଏସ୍ ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦେଇଛନ୍ତି। ଗୃହ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ୨୦୦୯ ବ୍ୟାଚ୍ ଆଇପିଏସ୍ ଅଧିକାରୀ ଅଖିଳେଶ୍ୱର ସିଂହଙ୍କୁ ଦକ୍ଷିଣ ପଶ୍ଚିମ ରେଞ୍ଜର ଡିଆଇଜି ଭାବରେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।…

ପାଇଖାନା ଭିତରେ ମା’ ପୁଅଙ୍କୁ ମାଡ଼ ମାରିବା ଘଟଣାରେ ଆଇଆଇସି ନିଲମ୍ବିତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ୍‌ ତାଳଚୁଆ ସାମୁଦ୍ରିକ ଥାନାରେ ପାଇଖାନା ଭିତରେ ମା’ପୁଅଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗ । ମା’କୁ ଅର୍ଦ୍ଧଉଲଗ୍ନ କରି ସର୍ବସମ୍ମୁଖରେ ମାଡ଼ ମାରିଥିବାବେଳେ, ପୁଅର ତଣ୍ଟି ଚିପି ଜୀବନରୁ ମାରି ଦେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା ।…

ଓଡ଼ିଶା ସିଭିଲ ସର୍ଭିସ୍ ପରୀକ୍ଷାରେ ପ୍ରଥମ ସ୍ଥାନ ହାସଲ କରିଥିବା ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଶା ସିଭିଲ ସର୍ଭିସ୍ (OCS) ପରୀକ୍ଷା-୨୦୨୪ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ତୋଳଙ୍କପଡ଼ା ଗାଁର ବୁବୁନ ସାହୁଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଉଲ୍ଲେଖନୀୟ ସଫଳତା ପାଇଁ ଆଜି ଲୋକସେବା ଭବନରେ…

ଶିକ୍ଷା ଦିଗରେ ଐତିହାସିକ ପଦକ୍ଷେପ: ଓଡ଼ିଆରେ ଉପଲବ୍ଧ ହେବ +୨ ବିଜ୍ଞାନ ବହି

ଭୁବନେଶ୍ୱର: ମାତୃଭାଷାରେ ପିଲା ପଢିବେ ଯୁକ୍ତ ଦୁଇ ବିଜ୍ଞାନ ପାଠ। ଓଡ଼ିଆରେ ଉପଲବ୍ଧ ହେବ +୨ ବିଜ୍ଞାନ ବହି। ଆଉ ବିଜ୍ଞାନ ଶିକ୍ଷାରେ ବାଧକ ନୁହେଁ ଭାଷା। ଏବେ ଓଡ଼ିଆ ଭାଷାରେ ପଢ଼ି ଡାକ୍ତର, ଇଞ୍ଜିନିୟର ହେବାର ସୃଷ୍ଟି ହୋଇଛି ସୁଯୋଗ। ୨ ଲକ୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଏହି ନୂଆ ବ୍ୟବସ୍ଥା…

ଦେବାଶିଷଙ୍କ ବିସ୍ଫୋରକ ବୟାନ: କହିଲେ, ବିଜୁ ଜନତା ଦଳ ହେବ ପାଣ୍ଡୁ ଜନତା ଦଳ

ଭୁବନେଶ୍ୱର: ବିଜେଡି ଉପରେ ବର୍ଷିଲେ ଦେବାଶିଷ ସାମନ୍ତରାୟ। ପଦ୍ମ ଧରିବା ପରେ ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ। ପ୍ରେସମିଟ୍ କରି ବର୍ଷିଲେ ପୂର୍ବତନ ରାଜ୍ୟସଭା ସାଂସଦ। କହିଲେ- ନବୀନଙ୍କୁ ସତର୍କ କରାଇଥିଲି। ପାଣ୍ଡିଆନ ଦଳ ପାଇଁ କାଳ। ବିଜେଡି ଭିତରେ ଠିକ୍ ନାହିଁ। ମୋର ସାଥୀ ଭାଇମାନେ…

ଜିଲ୍ଲା ପରିଷଦ ମହିଳା ବାଥରୁମରେ ସିକ୍ରେଟ୍ କ୍ୟାମେରା, ସରଜମିନ୍ ତଦନ୍ତ କରୁଛି ପୋଲିସ

ଜଗତସିଂହପୁର: ଗତସିଂହପୁର ଜିଲ୍ଲା ପରିଷଦ ମହିଳା ବାଥରୁମରେ ଲାଗିଛି ସିକ୍ରେଟ୍ କ୍ୟାମେରା । ଥାନାରେ ଏତଲା ପରେ ଜବତ ହେଲା ସିକ୍ରେଟ୍ କ୍ୟାମେରା । ଖୁବଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି ତିର୍ତ୍ତୋଲ ଏସଡିପିଓ କହିବା ସହ ଏକ ଟିମ୍ ଗଠନ କରାଯାଇ ଘଟଣାର ତଦନ୍ତ କରାଯାଉଛି । ସୂଟନା…

କିଟ୍‍ ଦ୍ୱାରା ବିକଶିତ ବନ୍ୟପ୍ରାଣୀ ମନିଟରିଂ ଡିଭାଇସ୍‍ ଡିଜାଇନକୁ ମିଳିଲା ପେଟେଣ୍ଟ

ଭୁବନେଶ୍ୱର: ପ୍ରଯୁକ୍ତିବିଦ୍ୟା-ଚାଳିତ ବନ୍ୟପ୍ରାଣୀ ସଂରକ୍ଷଣ କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରି "ଇଣ୍ଟେଲିଜେଣ୍ଟ ସେନ୍ସର ଡିଭାଇସ୍ ଫର୍‍ ଅଟୋମେଟେଡ୍ ୱାଇଲ୍ଡଲାଇଫ୍ ମନିଟରିଂ’ ଶୀର୍ଷକ ଏକ ଅଭିନବ ଉପକରଣକୁ ଡିଜାଇନ୍ ପେଟେଣ୍ଟ ପ୍ରଦାନ କରାଯାଇଛି। ଏହା କିଟ…

ଚରମସୀମାରେ ପହଞ୍ଚିଲା ରାଗ, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼: ଗାଁକୁ ସଜାଡିବାକୁ ଆସିଥିବା କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧି ପକାଇଥିଲେ ଗ୍ରାମବାସୀ । ଦେବଗଡ ଜିଲ୍ଲା ତିଲେଇବଣୀ ବ୍ଲକର ଦୁଧିଆନାଳୀ ଗ୍ରାମରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା । ଖବର ପାଇ କଂସର ଫାଣ୍ଡି ପୋ0ଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି ।…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା; ଆଉ ଜଣେ ଅଭିଯୁକ୍ତ ଗିରଫ, ଗିରଫଦାରୀ ସଂଖ୍ୟା ୧୭କୁ ବୃଦ୍ଧି

ଭୁବନେଶ୍ୱର: ବାଲିଅନ୍ତା ସୌମ୍ୟ ମର୍ଡର ମାମଲାରେ ଆଉ ଜଣେ ଅଭିଯୁକ୍ତ ଗିରଫ। ପଟିଆର ଏକ ହୋଟେଲରୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଗିରଫ ଅଭିଯୁକ୍ତ କଟକ ଗଙ୍ଗେଶ୍ୱରଗଡ଼ାର ଅଶୋକ ଜେନା। ପୂର୍ବରୁ ୧୧ ଜଣଙ୍କୁ ପୋଲିସ ଓ ୫ ଜଣଙ୍କୁ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ। ଗିରଫଦାରୀ ସଂଖ୍ୟା ୧୭କୁ ବୃଦ୍ଧି…

ଭଡ଼ା ଘରେ ମନୀଷାଙ୍କ ଆତ୍ମହତ୍ୟା ମାମଲା: ଅଭିଯୁକ୍ତ ସ୍ୱାମୀ ଗିରଫ

ଭୁବନେଶ୍ୱର: ହାଇପ୍ରୋଫାଇଲ୍‌ ଜୀବନଶୈଳୀରେ ବିତାଉଥିବା ବି କେ ମନୀଷା ଓରଫ୍ ଗୋଲ୍ଡିଙ୍କ ଆତ୍ମହତ୍ୟା ମାମଲାରେ ପାହାଳ ଥାନା ପୋଲିସ ତାଙ୍କ ସ୍ୱାମୀଙ୍କୁ ଗିରଫ କରିଛି। ସେ ହେଲେ, ସୂର୍ଯ୍ୟନାରାୟଣ ଜେନା(୨୮)। ଘର କଟକ ଜଗତପୁର ଥାନା ଅଧୀନ ନୂଆସାହିରେ। ପୋଲିସ ତଦନ୍ତରୁ ଜଣାପଡିଛି ଯେ, ଘଟଣାର…