Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଟରେ ୱାଇ-୨୦ କନସଲଟେସନ୍ ସମ୍ମିଳନୀ, ଯୋଗଦେବେ ୨୦ ଦେଶର ସାଂସଦ

ଭୁବନେଶ୍ୱର: କିଟ୍‍ ବିଶ୍ୱବିଦ୍ୟାଳୟ ସମ୍ମାନଜନକ ୟୁଥ-୨୦ କନ୍‍ସଲ୍‍ଟେସନ୍‍ ସମ୍ମିଳନୀ ଅପ୍ରେଲ୍‍ ୧୪ ଓ ୧୫ ତାରିଖ ଦୁଇ ଦିନ ଧରି ଅନୁଷ୍ଠିତ ହେଉଥିବା ବେଳେ ଏଥିରେ ଆମେରିକା, ବ୍ରିଟେନ୍‍, ଜର୍ମାନ୍‍, ୟୁକ୍ରେନ୍‍, ସୁଇଜରଲାଣ୍ଡ, ପୋଲାଣ୍ଡ, ଆର୍ମେନିଆ, ସ୍ଲୋଭାକିଆ, ବୁଲ୍‍ଗେରିଆ, କଙ୍ଗୋ,…

ମେ’ ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଫଳାଫଳ, ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ

ଭୁବନେଶ୍ୱର : ମେ' ମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ଫଳାଫଳ । ଏନେଇ ବୁଧବାର ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଗଣଶିକ୍ଷା ମନ୍ତ୍ରୀଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ଖାତା ଦେଖା ଶେଷ ହୋଇ ଟାବୁଲେସନ୍ ଆରମ୍ଭ ହୋଇସାରଛି ଏବଂ ବୋର୍ଡ ପକ୍ଷରୁ ଫଳାଫଳ…

ଦନ୍ତା ମୃତ୍ୟୁ ଘଟଣାରେ ବାପପୁଅଙ୍କୁ ବାନ୍ଧିଲା ବନ ବିଭାଗ

ସୁବର୍ଣ୍ଣପୁର: ବିନିକା ବ୍ଲକ ମହଦା ଗାଁ ନିକଟ ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ଘଟଣାରେ ବନ ବିଭାଗ ବାପପୁଅଙ୍କୁ ଗିରଫ କରିଛି । ଗିରଫ ୨ ଜଣ ହେଲେ ବୀରେନ୍ଦ୍ର ଶର୍ମା ଓ ଆଲାଉଦ୍ଦିନ ଶର୍ମା । ଉଭୟ ବାପପୁଅ ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିବା ବେଳେ ଦନ୍ତା ସେଥିରେ ପଡ଼ି ଯାଇଥିଲା ।…

ରାଜ୍ୟରେ ଏବର୍ଷ ପାୱାର୍‌ କଟ୍‌ ହେଇନି କି ହେବାର ସମ୍ଭାବନା ବି ନାହିଁ : ପ୍ରତାପ ଦେବ

ଭୁବନେଶ୍ୱର : ରାଜ୍ୟରେ ତାପମାତ୍ରା ବଢିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ସେପଟେ ଗରମ ଦାଉରୁ ରକ୍ଷା ପାଇବା ପାଇଁ ଲୋକମାନେ ପଙ୍ଖା, କୁଲର ଓ ଏସି ଉପରେ ନିର୍ଭର କରୁଥୁବାବେଳେ ସଭିଙ୍କୁ ଘାରିଛି ପାୱାର୍‌ କଟ୍‌ ଚିନ୍ତା । ଏସବୁ ଭିତରେ ନିରବଚ୍ଛିନ୍ନ ବିଦ୍ୟୁତ ସେବା ଯୋଗାଇ ଦେବାକୁ…

ବିଜେପିର ହେଭିୱେଟ ନେତାଙ୍କୁ ଘାରିଲାଣି ନିର୍ବାଚନ ଜିତିବା ଚିନ୍ତା !

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଆସନ୍ନ ଥିବାବେଳେ ରାଜ୍ୟ ବିଜେପିର ପ୍ରମୁଖ ଚେହେରା ଏବେଠୁ କ୍ଷେତ୍ର ପ୍ରସ୍ତୁତି ଜୋରଦାର କରୁଥିବା ଦେଖିବାକୁ ମିଳିଛି। ବିଶେଷ କରି ରାଜ୍ୟ ବିଜେପିର ତିନି ପ୍ରମୁଖ ଚେହେରା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଓ…

ଅର୍ଚ୍ଚନା, ନବଙ୍କ ପରେ ନକଲି ସାର୍ଟିଫିକେଟ, ବିରୋଧୀ ଗର୍ଜୁଛନ୍ତି ପୁଣି ଭୁଲିଯାଉଛନ୍ତି !

ଭୁବନେଶ୍ୱର: ଶାସକ ଦଳକୁ ବିରୋଧର ଫଳ କଣ ମିଳେ? ଯେଉଁ ପ୍ରସଙ୍ଗକୁ ନେଇ ବିରୋଧ ହୁଏ ତାର ଫଳାଫଳ ଓ ଲାଭ କଣ ମିଳେ? ବିରୋଧୀଙ୍କ ବିରୋଧ ପରେ ଶାସକ ଦଳକୁ କେତେ କ୍ଷତି ପହଞ୍ଚେ? ପ୍ରମୁଖ ସମ୍ବେଦନଶୀଳ ପ୍ରସଙ୍ଗରେ ଏତେ ହୋହାଲ୍ଲା ଓ ବିରୋଧ କରାଯାଉଥିବା ବେଳେ କିଛି ଦିନ ପରେ ସମ୍ପୃକ୍ତ ପ୍ରସଙ୍ଗକୁ…

ବିଜେଡିର ପ୍ରଚାର ଜମିଲାଣି ବିରୋଧୀ ପାଗ ଭିଡୁଛନ୍ତି !

ଭୁବନେଶ୍ୱର: ରାତି ପାହିଲେ ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ସେପଟେ ଏହା ପୂର୍ବରୁ ବିଧିବଦ୍ଧ ଭାବେ ଜମିଲାଣି ବିଜେଡିର ପ୍ରଚାର। ରାଜ୍ୟ ରାଜନୀତିରେ ସିରିୟସ ପାର୍ଟି କୁହାଯାଉଥିବା ଶାସକ ବିଜେଡି କୌଣସି ସୁଯୋଗକୁ ଛାଡିବାକୁ ଚାହୁଁନି। ତେଣୁ ଅନ୍ୟ…

ଉଷ୍ମ ହେଉଛି ଝାରସୁଗୁଡା ଉପନିର୍ବାଚନ ମାହୋଲ ! ୧୮ରେ ନାମାଙ୍କନ ଭରିବେ ବିଜେଡିର ଦୀପାଳି, ୧୫ରେ କଂଗ୍ରେସର ତରୁଣ

ଝାରସୁଗୁଡା ଉପନିର୍ବାଚନ ପାଇଁ ଦିନ ପାଖଉଥିବା ବେଳେ ଉଷ୍ମ ହେବାରେ ଲାଗିଲାଣି ନିର୍ବାଚନ ମଣ୍ଡଳୀ । ଉପ-ନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଦେଲାଣି ଶାସକ ଦଳ। ଏହି କ୍ରମରେ ଆସନ୍ତା ୧୮ରେ ନାମାଙ୍କନ ଭରିବେ ବିଜେଡ଼ି ପ୍ରାର୍ଥୀ ଦୀପାଳି ଦାସ । ଏନେଇ ବୁଧବାର ସୂଚନା ଦେଇଛନ୍ତି…

ସିଡିଏମଓଙ୍କୁ ଦୁର୍ବ୍ୟବହାର ପ୍ରସଙ୍ଗ: କାର୍ଯ୍ୟାନୁଷ୍ଠାନ ପାଇଁ ଜିଲ୍ଲାପାଳଙ୍କୁ ଦାବିପତ୍ର

ପୁରୀ : ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଶତାଧିକ କର୍ମଚାରୀମାନେ ଜିଲ୍ଲାପାଳ ସମର୍ଥବର୍ମାଙ୍କୁ ଭେଟି ସି.ଡି.ଏମ.ଓ.ଙ୍କୁ ଦୁର୍ବ୍ୟବହାର କରିଥିବା ବ୍ୟକ୍ତି ଭେକଟର ମିଶ୍ରଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବିପତ୍ର ପ୍ରଦାନ କରିଛନ୍ତି । ୧୧ ତାରିଖରେ ରଥଯାତ୍ରା ପ୍ରଥମ ସମନ୍ୱୟ ବୈଠକ…

ଗ୍ରୀଷ୍ମପ୍ରବାହ ଯୋଗୁଁ କଲବଲ ଓଡ଼ିଶା ! ମୁକାବିଲା ପାଇଁ ପଞ୍ଚାୟତିରାଜ ବିଭାଗ ପ୍ରସ୍ତୁତ ଥିବା କହିଲେ ପ୍ରଦୀପ

ଭୁବନେଶ୍ବର : ରାଜ୍ୟରେ ପ୍ରଚଣ୍ଡ ଖରା ଓ ତାପମାତ୍ରା ବୃଦ୍ଧି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ଗ୍ରୀଷ୍ମପ୍ରବାହ ଚିନ୍ତା ବଢାଇଛି। ଏହି ପରିପ୍ରେକ୍ଷୀରେ ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରଦୀପ ଅମାତ । ଗ୍ରୀଷ୍ମପ୍ରବାହର…