Latest Odisha News

BREAKING NEWS

Browsing Category

ଓଡିଶା

Odisha

୨୦୨୪ ଜୁନରୁ ଏବେ ଯାଏଁ ଶ୍ରୀମନ୍ଦିର ଉପରେ ଉଡ଼ିଛି ୧୦ ଥର ଡ୍ରୋନ୍

ପୁରୀ: ବିଧାନସଭାରେ ଉଠିଲା ଶ୍ରୀମନ୍ଦିର ସୁରକ୍ଷା ପ୍ରସଙ୍ଗ । ଗୃହରେ ଲିଖିତ ଉତ୍ତର ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, ପୁରୀ ଶ୍ରୀମନ୍ଦିର ଉପରେ ୨୦୨୪ ମସିହା ଜୁନରୁ ବର୍ତ୍ତମାନ ସୁଦ୍ଧା ବେଆଇନ ଭାବେ ୧୦ଥର ଉଡିଛି ଡ୍ରୋନ୍‌ । ୧୦ଟି ମାମଲାରୁ ୨ଟି ମାମଲାରେ…

ସାଢ଼େ ୬ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ରାଉରକେଲା: ଶିଶୁକନ୍ୟା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ରାଉରକେଲା ପୋକ୍ସୋ କୋର୍ଟ । କୋର୍ଟର ବିଚାରପତି ପି. ସୂର୍ଯ୍ୟା ରାଓ ଅଭିଯୁକ୍ତ କିଶୋର ତିର୍କିକୁ ଆଜୀବନ ଜେଲ୍‌ ଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ନିର୍ଦ୍ଦେଶ ଦେଇଛନ୍ତି । ଜରିମାନା…

ଶୈଳବାଳାକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରୀ

କଟକ: ଓଡ଼ିଶାର ସର୍ବପୁରାତନ ତଥା ସବୁଠାରୁ ପ୍ରତିଷ୍ଠିତ ଶୈଳବାଳା ମହିଳା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରଦାନ ଦାବି କରି ଶହ ଶହ ଛାତ୍ରୀ ଶନିବାର ଏକ ବିକ୍ଷୋଭ ପ୍ରଦର୍ଶନ କରି ରାସ୍ତା ଅବରୋଧ କରିଥିଲେ। ତେବେ ଏହି ଅବରୋଧ କାରଣରୁ କଟକର କିଛି ସ୍ଥାନରେ ଯାତାୟାତ…

Liquor in Tetra Packs: ଏବେ କାଚ ନୁହେଁ ଟେଟ୍ରା ପ୍ୟାକ୍‌ରେ ମିଳିବ ମଦ

ଭୁବନେଶ୍ବର:ବଦଳିଯିବ ମଦ ପ୍ୟାକେଟର ରୂପ। ଟେଟ୍ରା ପ୍ୟାକରେ ଆସିବ ମଦ । ରାଜ୍ୟରେ ମଦ ପ୍ୟାକିଂକୁ ନେଇ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ବଡ଼ ସୂଚନା । ମନ୍ତ୍ରୀ କହିଛନ୍ତି, ଅବକାରୀ ନୀତି ଅନୁସାରେ କାଚ ବୋତଲର ପରିବର୍ତ୍ତନ କରାଯିବ । ଟେଟ୍ରା ପ୍ୟାକ୍ ବ୍ୟବହାରକୁ ଅନୁମତି…

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବନେଶ୍ୱର: ଆସନ୍ତା ୧ ଏପ୍ରିଲ ୨୦୨୬ ଅର୍ଥାତ୍ ‘ଓଡ଼ିଶା ଦିବସ’ ଅବସରରେ ଭୁବନେଶ୍ୱରରେ ଏକ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ପତ୍ର ଲେଖି ଭିଏଫଏସ ଗ୍ଲୋବାଲ ଗ୍ରୁପର ପ୍ରତିଷ୍ଠାତା ତଥା…

Severe Road Accident: ପୃଥକ ପୃଥକ ଦୁଇଟି ଦୁର୍ଘଟଣା, ୩ ମୃତ, ଜଣେ ଗୁରୁତର

ଅନୁଗୁଳ: ଅନୁଗୁଳ ଦେଇ ଯାଇଥିବା ୫୫ ନଂ ଜାତୀୟ ରାଜପଥର ଜରପଡ଼ା ଥାନା ଇଲାକା ମରାତିରା ଛକ ନିକଟରେ ଭୟଙ୍କର ଦୁର୍ଘଟଣା । ଟ୍ରକ ପଛରେ ଏକ କାର୍ ବାଡେଇ ହେବା କାରଣରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି । ମୃତକ ହେଲେ ତାଳଚେରର ଅମିତ କୁମାର ସାହୁ ଓ ଭୀଷ୍ମ ଦାସ । ଶୁକ୍ରବାର ରାତିରେ ଘଟିଥିବା…

Weather Update: ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି; ୪୮ ଘଣ୍ଟା ମଧ୍ୟରେ ଏହି ସ୍ଥାନରେ ବର୍ଷିବ

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ୪୮ ଘଣ୍ଟାରେ ଏହାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ । ୨୩ ତାରିଖ ସୋମବାର ବେଳକୁ ପାଗ ମୁଖ୍ୟତଃ ମେଘୁଆ ରହିବା ସହ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏଥିସହ ବିଜୁଳି, ଘଡ଼ଘଡ଼ି ଓ ପବନ ବହିବା…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ; ଠିକାସଂସ୍ଥା ନାଁରେ ଥାନାରେ ଅଭିଯୋଗ

କେନ୍ଦୁଝର:ଆନନ୍ଦପୁର ଥାନା ବୁଢ଼ୀକୁଦ ଗାଁ ନିକଟରେ ଅଘଟଣ । ଶୁକ୍ରବାର ଦିନ ବୁଢ଼ୀକୁଦ ଗାଁ ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ ଘଟିଛି। ୧୫ ଫୁଟ୍‌ ଗାତରେ ପାଇପ୍‌ ଖଞ୍ଜା କାମ ସମୟରେ ମାଟି ଅତଡ଼ା ଖସି ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର…

Ravenshaw University: ରେଭେନ୍ସାରେ ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟ ଅଶାନ୍ତ । ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିବା ସୂଚନା ରହିଛି । ପରିସ୍ଥିତି ଅଣାୟତ୍ତ ହେବାରୁ ଘଟଣାସ୍ଥଳରେ ପୋଲିସ ମୁତୟନ ହୋଇଛନ୍ତି । ଗଣ୍ଡଗୋଳରେ ଅନେକ ଛାତ୍ର ଆହତ ହୋଇଥିବା ସୂଚନା ରହିଛି । ସୁରକ୍ଷା ପାଇଁ ପୋଲିସ ମୁତୟନ ହୋଇଛନ୍ତି ।…