Latest Odisha News

BREAKING NEWS

Browsing Category

ଓଡିଶା

Odisha

୨.୬୦ କୋଟି ଆତ୍ମସାତ୍; DFO ଅଫିସର ସିନିଅର ଆସିଷ୍ଟାଣ୍ଟ ଗିରଫ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ବିଭାଗ ରବିବାର ଦିନ ନୂଆପଡ଼ା ସ୍ଥିତ ସୁନାବେଡ଼ା ବନ୍ୟପ୍ରାଣୀ ବିଭାଗର ଡିଭିଜନାଲ୍ ଫରେଷ୍ଟ ଅଫିସର (DFO)ଙ୍କ କାର୍ଯ୍ୟାଳୟରେ 'ଏଷ୍ଟାବ୍ଲିସମେଣ୍ଟ ସେକ୍ସନ୍'ର ଦାୟିତ୍ୱରେ ଥିବା ବରିଷ୍ଠ ସହାୟକ ବବୁଲୁ ସୁନାଙ୍କୁ ଗିରଫ କରିଛି। ସେ ଗତ ଛଅ ମାସ ଧରି ଫେରାର…

କୋଟିଆରେ ଆନ୍ଧ୍ର ପୋଲିସର ଉପସ୍ଥିତିକୁ କୋରାପୁଟ ବିଧାୟକଙ୍କ ବିରୋଧ

ପଟ୍ଟାଙ୍ଗି:କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ବିବାଦ ବଢିବାରେ ଲାଗିଛି । କୋଟିଆର ସୀମାନ୍ତ ଗ୍ରାମରେ ଆନ୍ଧ୍ର ପୋଲିସର ଉପସ୍ଥିତିକୁ କୋରାପୁଟ ବିଧାୟକ ରଘୁରାମ ମାଛ ବିରୋଧ କରିଛନ୍ତି। ଓଡ଼ିଶାର ସୀମାନ୍ତ ଗ୍ରାମକୁ କୌଣସି କାମରେ ଆସିବାକୁ ହେଲେ ଓଡ଼ିଶା…

ସମ୍ଭାବ୍ୟ ବାତ୍ୟା; ରାଜ୍ୟର ୫ ଜିଲ୍ଲାକୁ ରେଡ୍ ଆଲର୍ଟ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏକ ବାତ୍ୟା ଅଧିକ ଘନୀଭୂତ ହୋଇ ଅକ୍ଟୋବର ୨୮ ତାରିଖ ଆଖପାଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଏହାକୁ ଲାଗି ରହିଥିବା ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD)ର ପୂର୍ବାନୁମାନ ଅନୁଯାୟୀ,…

ସମ୍ଭାବ୍ୟ ବାତ୍ୟା; କଟକଣା ଲଗାଇଲେ ଜିଲ୍ଲାପାଳ, ୨୯ ଯାଏଁ ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ 

ବ୍ରହ୍ମଗିରି: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କାରଣ ଆଗାମୀ ଦିନରେ ପ୍ରବଳ ବର୍ଷା ସହ ସମୁଦ୍ର ଅଶାନ୍ତ ରହିବ। ସୂଚନା ଅନୁଯାୟୀ, ଅକ୍ଟୋବର ୨୬ରୁ ୨୯ ତାରିଖ ପର୍ଯ୍ୟନ୍ତ ଚିଲିକା ହ୍ରଦରେ ଡଙ୍ଗା ଏବଂ ପର୍ଯ୍ୟଟକ…

ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦୀ, ଆରବିଆଇ ଡାଟା ସେଣ୍ଟର…

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ ବିମାନବନ୍ଦରରୁ ବାହାରିବେ। ୪ଟା ୧୦ ମିନିଟ୍‌ ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିବେ। ତାଙ୍କ ଗସ୍ତକୁ ଦୃଷ୍ଟିରେ…

ଆନ୍ଧ୍ର ମୁହାଁ ହେବ ବାତ୍ୟା; ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଘନୀଭୂତ ହେବାରେ ଲାଗିଛି ବଙ୍ଗୋପସାଗରରେ ସୃଷ୍ଟ ଅବପାତ। ଅକ୍ଟୋବର ୨୮ ତାରିଖ ପୂର୍ବାହ୍ନ ସୁଦ୍ଧା ଏକ ଅତ୍ୟନ୍ତ ଭୀଷଣ ବାତ୍ୟା ଆନ୍ଧ୍ରପ୍ରଦେଶ ଏବଂ ୟାନାମ ଉପକୂଳରେ ବାପଟଲା ଓ ବିଶାଖାପାଟଣା ମଧ୍ୟରେ ଅତିକ୍ରମ କରିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) କହିଛି…

ଆଜି କୁମାର ପୂର୍ଣ୍ଣିମା, ଚଳଚଞ୍ଚଳ ଗାଁ ଠୁ ସହର…

ଭୁବନେଶ୍ୱର: ଆଜି କୁମାର ପୂର୍ଣ୍ଣିମା। କୁମାରୀଙ୍କ ହସ ଉଲ୍ଲାସରେ ପୂରି ଉଠିବ ଘରଅଗଣା । ସକାଳୁ ସକାଳୁ ଗାଧୋଇ ନୂଆ ପୋଷାକ ପିନ୍ଧି ଆଞ୍ଜୁଳା ଟେକିବେ କୁଆଁରୀ ଝିଅମାନେ । ସନ୍ଧ୍ୟାରେ ତୁଳସୀ ଚଉରାମୂଳେ ଚନ୍ଦ୍ରପୂଜା । ଓଡ଼ିଶାର ଏକ ସ୍ୱତନ୍ତ୍ର ପର୍ବ କୁମାର ପୂର୍ଣ୍ଣିମା । ଆଶ୍ୱିନ ମାସ…

ବାତ୍ୟା ଆଶଙ୍କାରେ ବଦଳିଲା ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତସୂଚୀ

ରାଇରଙ୍ଗପୁର:ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତକୁ ସ୍ଥଗିତ ରଖାଯାଇଛି । ସାମ୍ଭାବ୍ୟ ବାତ୍ୟାକୁ ନେଇ ୨୮ ଓ ୨୯ ଅକ୍ଟୋବର ପରିବର୍ତ୍ତେ ଆସନ୍ତା ନଭେମ୍ବର ୪ ଓ ୫ ତାରିଖ କାର୍ଯ୍ୟସୂଚୀ ଅନୁଯାୟୀ ସମସ୍ତ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି…

Indravati Reservoir Gates Opened:ଖୋଲିଲା ଇନ୍ଦ୍ରାବତୀର ୨ ଗେଟ୍‌

ନବରଙ୍ଗପୁର: ସମ୍ଭାବ୍ୟ ବାତ୍ୟା ଓ ଆଗାମୀ ଦିନରେ ପ୍ରବଳ ବର୍ଷା ଆଶଙ୍କାରେ ନବରଙ୍ଗପୁର ଜିଲ୍ଲାରେ ଇନ୍ଦ୍ରାବତୀ ଜଳଭଣ୍ଡାରର ଦୁଇଟି ଗେଟ ଖୋଲାଯାଇଛି । ପ୍ରାୟ ମାସକ ପରେ ଜଳଭଣ୍ଡାରର ଡ୍ୟାମ୍‌ର ୩ ଓ ୬ ନମ୍ବର ଗେଟ୍‌ରୁ ୧୩୩ କ୍ୟୁସେକ୍‌ ଜଳ ନିଷ୍କାସିତ ହେଉଛି। ଗେଟ ଖୋଲାଯିବା ସମୟରେ ଜଳଭଣ୍ଡାରର…

ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀଙ୍କ ପାଇଁ ସ୍ୱତନ୍ତ୍ର କଣ୍ଟ୍ରୋଲ ରୁମ୍ ଓ ଟୋଲ୍ ଫ୍ରି ନମ୍ବର ବ୍ୟବସ୍ଥା

ଭୁବନେଶ୍ବର:ସମ୍ଭାବ୍ୟ ବାତ୍ୟା ଓ ଅବପାତ ଜନିତ ମାତ୍ରାଧିକ ବୃଷ୍ଟିପାତର ପରିଚାଳନା ସମୀକ୍ଷା ଆଜି କୃଷି ଭବନ ସ୍ଥିତ କୃଷି ସମୀକ୍ଷା କେନ୍ଦ୍ରରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି ମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି।…