Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଙ୍ଗୀତ ପାଇଁ ହତ୍ୟା, ଓଡ଼ିଶା ପୋଲିସ ଡିଏସପିଙ୍କ ୨ ପୁଅ ସହ ଅନ୍ୟ ଜଣେ ଗିରଫ

ଭୁବନେଶ୍ୱର: ବେଙ୍ଗଳୁରୁରେ ସଙ୍ଗୀତ ପାଇଁ ହତ୍ୟା ମାମଲାରେ ଓଡ଼ିଶା ପୋଲିସରେ ଡିଏସପି ଥିବା କେଶବ କୁମାର ସାମନ୍ତରାୟଙ୍କ ଦୁଇ ପୁଅ ଓ ଅନ୍ୟ ଜଣଙ୍କୁ ଗିରଫ କରାଯାଇଛି । ୩ ଦିନ ତଳେ ବେଙ୍ଗଳୁରୁରେ ୫୪ ବର୍ଷୀୟ ଲୟଡ ନେହେମିଆଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଥିଲା । ମାମଲାରେ ବେଙ୍ଗଳୁରୁ ପୋଲିସ…

ଛାତ୍ରଛାତ୍ରୀଙ୍କ ପାଇଁ ଆଇନ୍ ଶିକ୍ଷା ବିସ୍ତୃତ ଭାବେ ପରିବ୍ୟାପ୍ତ

ଭୁବନେଶ୍ୱର: ଆଇନର ଅନେକ ପରିଭାଷା ରହିଛି ଏବଂ ଛାତ୍ରଛାତ୍ରୀଙ୍କ ପାଇଁ ଏହା ବିସ୍ତୃତ ଭାବେ ପରିବ୍ୟାପ୍ତ । ଆଇନଜୀବୀଙ୍କ ବୃତିରେ ଅନେକ ପରିବର୍ତ୍ତନ ଆସିଲାଣି ତେଣୁ ନୂଆ କରି ଏହି ବୃତିରେ ପ୍ରବେଶ କରୁଥିବା ଛାତ୍ରଛାତ୍ରୀମାନେ ସମୟର ସୁବିନିଯୋଗ କରନ୍ତୁ ବୋଲି କହିଛନ୍ତି ବରିଷ୍ଠ ଆଇନଜୀବୀ ତଥା…

ଖୁଣ୍ଟାରେ ବାଇକ୍, ବାରିପଦାରେ ସ୍କୁଟି ପାଇଁ ପରିବହନ ବିଭାଗ କଲା ୭ ହଜାର ଟଙ୍କା ଫାଇନ୍

ବାରିପଦା: ପରିବହନ ବିଭାଗର ଅବହେଳା ପୁଣି ଦେଖିବାକୁ ମିଳିଛି । ବାଇକର ପଞ୍ଜିକୃତ ନମ୍ବରରେ ସ୍କୁଟି ଫଟୋ ଉଠାଇ ପରିବହନ ବିଭାଗ ୭ ହଜାର ଟଙ୍କାର ଇ-ଚାଲାଣ କାଟିଛି । ଏ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ଅଞ୍ଚଳରେ । ଗାଡ଼ି ମାଲିକ ତରୁଣ କୁମାର ମିଶ୍ରଙ୍କ ଅଭିଯୋଗ ଅନୁସାରେ, ତାଙ୍କ…

କେବଳ କଥା କହି କଣ ବିଜେଡିଠୁ ଜିତିବେ?

ଭୁବନେଶ୍ୱର: ପ୍ରାୟ ସବୁ ନିର୍ବାଚନ ଜିତୁଛନ୍ତି। ସଦ୍ୟ ସମାପ୍ତ ଅତାବିରା ହିନ୍ଦୋଳ ଏନଏସି ନିର୍ବାଚନରେ ଏକ ପାଖିଆ ବିଜୟ। ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଆଗୁଆ ପ୍ରାର୍ଥୀ ଘୋଷଣା। ଆଗୁଆ ପର୍ଯ୍ୟବେକ୍ଷକ ଘୋଷଣା। ଆଉ ଏବେ ବ୍ଲକୱାରୀ ନେତାଙ୍କୁ ଦାୟିତ୍ୱ ବଣ୍ଟନ। ତାହା ପୁଣି ବରିଷ୍ଠ…

ବିଲ ହିଡ଼ରେ ୩ କୋଟି ମୂଲ୍ୟର ଗଞ୍ଜେଇ ଚାଷ, ନଷ୍ଟ ପାଇଁ ଅବକାରୀ ବିଭାଗକୁ ଲାଗିବ ୫ ଦିନ

ପୁରୀ: ଚାଷ ଜମିର ହିଡ଼ରେ ଶହ ଶହ ଗଞ୍ଜେଇ ଗଛ । ପୁରୀ ଜିଲ୍ଲାର କଣାସ ବ୍ଲକ ନାନକେରା ଅଞ୍ଚଳର ଚାଷ ଜମି ହିଡ଼ରେ ଶହ ଶହ ଗଞ୍ଜେଇ ଗଛ ଲାଗିଛି । ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ପୁରୀ ଅବକାରୀ ବିଭାଗ ପହଞ୍ଚି ଗଞ୍ଜେଇ ଗଛ ନଷ୍ଟ କରିବା ଆରମ୍ଭ କରିଛି । ପୁରୀ ଅବକାରୀ ଏସପିଙ୍କ ଅନୁସାରେ,…

ଝାରସୁଗୁଡ଼ା ପାଇଁ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳର କର୍ମକର୍ତ୍ତାମାନେ ଯୋଗ ଦେଇଛନ୍ତି। ଏପ୍ରିଲ ୧୩ ତାରିଖରେ ଗେଜେଟ୍‌ ନୋଟିଫିକେସନ୍‌ ପ୍ରକାଶ ପାଇବା ସହ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ଏପ୍ରିଲ…

ଓଡ଼ିଶାରେ ଆଗୁଆ ନିର୍ବାଚନ ଚର୍ଚ୍ଚାକୁ ଖଣ୍ଡନ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ଓଡ଼ିଶାରେ ହେବ କି ଆଗୁଆ ନିର୍ବାଚନ ? ଗଣମାଧ୍ୟମରେ ହେଉଥିବା ଏହି ଚର୍ଚ୍ଚାରେ ପୂର୍ଣ୍ଣଛେଦ ଟାଣିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ଶୁକ୍ରବାର ସ୍ପଷ୍ଟୀକରଣ ଦେଇ କହିଛନ୍ତି, ଓଡ଼ିଶାକୁ ଇଭିଏମ୍ ଆସିବା ସହ ଆଗୁଆ ନିର୍ବାଚନର କୌଣସି ସମ୍ପର୍କ ନାହିଁ । ଇଭିଏମର ଜୀବନ…

ଚାଷ ଉଜାଡ଼ିଲା କୁଆପଥର, ତରଭୁଜ କ୍ଷେତରେ ଟ୍ରାକ୍ଟର ବୁଲାଇଲେ ଚାଷୀ

ବରଗଡ଼: ଲଗାତାର କାଳବୈଶାଖୀ ବର୍ଷା ଓ କୁଆପଥର ବର୍ଷା ପରେ ଉଜୁଡ଼ି ଯାଇଛି ଚାଷ । ଗୋଟିଏ ପଟେ ଚାଷ ଉଜୁ଼ଡ଼ି ଯାଇଥିବା ବେଳେ ଅଭାବୀ ବିକ୍ରି ଚାଷୀର ମରୁଦେଣ୍ଡ ଭାଙ୍ଗି ଦେଇଛି । ଚାଷରେ ଖର୍ଚ୍ଚ ହୋଇଥିବା ଟଙ୍କା ଠାରୁ ବିକ୍ରି ମୂଲ୍ୟ କମ୍ ହେବାରୁ ବରଗଡ଼ର ଚାଷୀ ତରଭୁଜ କ୍ଷେତରେ ଟ୍ରାକ୍ଟର…

କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ମାଲକାନଗିରି: ଆର୍ମଡ ପୋଲିସ ରିଜର୍ଭ (APR)ରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ମାଲକାନଗିରି ଜିଲ୍ଲା ଏମଭି-୪୨ ଗାଁରୁ ମିଳିଛି । ଗଛରେ ଝୁଲନ୍ତା ଅବସ୍ଥାରେ ମୃତଦେହ ମିଳିଥିବା ବେଳେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତକ ଜଣଙ୍କ ସୁଶାନ୍ତ ହଳଦଧର । ନବରଙ୍ଗପୁର…

ମୁଖ୍ୟମନ୍ତ୍ରୀଙ୍କ ଜାପାନ ଗସ୍ତକୁ ବିଜେପିର କଟାକ୍ଷ, ସତ୍ୟବ୍ରତ କହିଲେ; ଛୁଟି କଟାଇବାକୁ ଯାଇଛନ୍ତି ନବୀନ ଓ ତାଙ୍କ…

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜାପାନ ଗସ୍ତକୁ ନେଇ ଶୁକ୍ରବାର ପ୍ରଶ୍ନ ଉଠାଇଛି ବିଜେପି । ସାମ୍ବାଦିକ ସମ୍ମିଳନୀ କରି ନବୀନଙ୍କ ଏହି ଗସ୍ତକୁ କଡ଼ା ସମାଲୋଚନା କରିଛନ୍ତି ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା । ସତ୍ୟବ୍ରତ କହିଛନ୍ତି, ମୁଖ୍ୟମନ୍ତ୍ରୀ ଓ ତାଙ୍କର ଟିମ…