Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଏସ୍ଆଇ କରୁ କପିଳେଶ୍ୱର ମନ୍ଦିରର ରକ୍ଷାଣବେକ୍ଷଣ, କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

ଭୁବନେଶ୍ୱର: ପୁରୁଣା ଭୁବନେଶ୍ୱରରେ ଥିବା ବାବା କପିଳେଶ୍ୱର ମନ୍ଦିର ରାଜ୍ୟର ଅନ୍ୟତମ ପୁରାତନ ଏବଂ ପ୍ରସିଦ୍ଧ ଶୈବପୀଠ । ଏହି ଶୈବପୀଠ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ (Archeological Survey of India)  ଦ୍ୱାରା ସଂରକ୍ଷିତ କ୍ଷେତ୍ର ସୂଚୀରେ ରହିବା ଯୋଗ୍ୟ ଅଟେ ।…

ତାଳଚେରର ବ୍ୟବସାୟୀଙ୍କ ଘରେ ଜିଏସଟି ରେଡ୍

ଅନୁଗୁଳ: ତାଳଚେରରେ ଜିଏସଟି ବିଭାଗ ପକ୍ଷରୁ ଚଢ଼ାଉ ହୋଇଛି । କୁମୁଣ୍ଡାର ଜଣେ ଟାୟାର ବ୍ୟବସାୟୀଙ୍କ ଘରେ ଚଢାଉ କରିଛି କଟକ ଜିଏସଟି ଅନଫୋର୍ସମେଣ୍ଟ ଟିମ୍ । ମିଳିଥିବା ସୂଚନା ଅନୁସାରେ, କୁମୁଣ୍ଡା ଗାଁର ୨ ଜଣ ବ୍ୟବସାୟୀଙ୍କ ବିବି ଟ୍ରେଡର୍ସ ନାଁରେ ଏକ ସଂସ୍ଥା ରହିଛି । ବିବି ଟ୍ରେଡର୍ସ…

ସମବାୟ ସମିତି କମିଟି ଚୟନରେ ଅନିୟମିତତା ଅଭିଯୋଗ, ରାସ୍ତାରୋକ ଚେତାବନୀ

ନୂଆପଡ଼ା: ମଖାପଦର ସମବାୟ ସମିତି କମିଟି ଗଠନରେ ଅନିୟମିତତା ହୋଇଥିବା ନେଇ ଅଭିଯୋଗ ହୋଇଛି । ଜନୈକ ଜିଲ୍ଲା ପରିଷଦ ସଭ୍ୟ ନିଜ କ୍ଷମତାର ଅପବ୍ୟବହାର କରି ଇଚ୍ଛା ମୁତାବକ କୃଷି ସମବାୟ ସମିତି ଗଠନ କରି ନିଜ ସମ୍ପର୍କୀୟଙ୍କୁ ଦାୟିତ୍ୱ ଦେଇଥିବା ଚାଷୀ ଅଭିଯୋଗ କରିଛନ୍ତି । ଏହାର ପ୍ରତିବାଦରେ…

ମୁକ୍ତେଶ୍ୱର ମନ୍ଦିରରେ ନୃତ୍ୟଶିଳ୍ପୀଙ୍କୁ ବାଡି ଧରି ଗୋଡେଇଲେ ପୂଜାରୀ

ଭୁବନେଶ୍ୱର: ଓଡ଼ିଶୀ ନୃ୍ତ୍ୟଶିଳ୍ପୀଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଭୁବନେଶ୍ୱର ମୁକ୍ତେଶ୍ୱର ମନ୍ଦିରର ଜଣେ ପୂଜାରୀଙ୍କୁ ପୋଲିସ ଗିରଫ କରିଛି । ଗତକାଲି ସନ୍ଧ୍ୟାରେ ଏହି ଓଡ଼ିଶୀ ନୃତ୍ୟ ଶିଳ୍ପୀ ଫଟୋ ସୁଟ କରୁଥିଲେ । ଏହାକୁ ନେଇ ପାଟିତୁଣ୍ଡ ହୋଇଥିଲା । ଏହାର ଭିଡିଓ ଭାଇରାଲ…

ହଜାର ବର୍ଷର ପୁରୁଣା କୂଅ ଠାବ, ଏବେ ବି ଲୋକଙ୍କ ଶୋଷ ମେଣ୍ଟାଉଛି

ଯାଜପୁର : ହଜାର ବର୍ଷ ପୁରୁଣା କୂଅ । ଦେଖିଲେ କେହି କହିବେନି ଏତେ ପୁରୁଣା ବୋଲି । କେଉଁଠି ଗୋଟିଏ ହେଲେ ପଥର ଖସିନି କି ମାଟି ବି ଧସିନି । ଯେମିତି ଶକ୍ତ, ସେମିତି ସୁରକ୍ଷିତ । ଏବେ ବି ତାର ପାଣି ସ୍ୱଚ୍ଛ, ପାନୀୟ ଉପଯୋଗୀ । ମାଙ୍କଡା ପଥରରେ ତିଆରି ଏହି ପୁରୁଣା କୂଅ   ଏବେ ବି ଏଠିକା…

ଭଦ୍ରକ ନାଳିଆ ନଦୀରେ ବୁଡ଼ି ୩ ଛାତ୍ରଙ୍କର ଅକାଳ ମୃତ୍ୟୁ

ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଲାଙ୍ଗୁଡ଼ି ଅଞ୍ଚଳରେ ମଙ୍ଗଳବାର ଦିନ ଘଟି ଯାଇଛି ଏକ ବଡ଼ ଅଘଟଣ । ନାଳିଆ ନଦୀରେ ବୁଡ଼ି ଯିବାରୁ ୩ ଜଣ ଛାତ୍ରଙ୍କର ମୃତ୍ୟୁ ହୋଇଛି। ମୃତକମାନେ ହେଲେ ସ୍ମୃତି ରଞ୍ଜନ ସ୍ବାଇଁ, ରଜତ କୁମାର ଜେନା, ପ୍ରଣୟ କୁମାର ଲେଙ୍କା । ସମସ୍ତ ୩ ଜଣ ମୃତକ କୋରକୋରା…

ଏପ୍ରିଲ ୬ରୁ ୧୪ ସାମାଜିକ ନ୍ୟାୟ ସପ୍ତାହ ପାଳିବ ବିଜେପି

ନୂଆଦିଲ୍ଲୀ: ପାଞ୍ଚଟି ରାଜ୍ୟର ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପି ପ୍ରସ୍ତୁତି ଆରମ୍ଭ କରି ଦେଇଛି । ଇତି ମଧ୍ୟରେ ଅନୁସୂଚିତ ଜାତିର ଭୋଟର୍ସଙ୍କୁ ଟାଣବା ପାଇଁ ବିଜେପି ଏପ୍ରିଲ ୬ରୁ ୧୪ ପର୍ଯ୍ୟନ୍ତ ସାମାଜିକ ନ୍ୟାୟ ସପ୍ତାହ ପାଳିବ  । ବିଜେପି ରାଷ୍ଟ୍ରୀୟ ମହାମନ୍ତ୍ରୀ  ଦୁଷ୍ୟନ୍ତ ଗୌତମ …

ମୌଳିକ ସୁବିଧାରୁ ବଞ୍ଚିତ ଖୋଲିଭିତର ଗାଁ ; ପ୍ରଶାସନର ସହାୟତାକୁ ଅପେକ୍ଷା

ନୂଆପଡ଼ା : ଗାଁର ଚାରିପଟେ ଘେରି ରହିଛି ଜଙ୍ଗଲ । ପ୍ରତିଦିନ ବିପଦ ସଂଙ୍କୁଳ ରାସ୍ତା ଦେଇ ପାର୍‌ ହେଉଛନ୍ତି ଲୋକେ । ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ସୁବିଧା କଥା ନକହିବା ଭଲ । ଦୁର୍ବିସହ ଅଭିଶପ୍ତ ଜୀବନ କାଟୁଛନ୍ତି ଏହି ଦୁର୍ଗମ ଅଞ୍ଚଳ ବାସୀ । ଏଭଳି ଏକ ଗାଁ ହେଉଛି ବୋଡେ଼ନ ବ୍ଲକର…

ଆଗାମୀ ୩ ଘଣ୍ଟାରେ କାଳବୈଶାଖୀ ନେଇ ଖୋର୍ଦ୍ଧା, କଟକ ସହ ୧୩ ଜିଲ୍ଲାକୁ ସତର୍କତା

ଭୁବନେଶ୍ୱର: କାଳବୈଶାଖୀ ନେଇ ୧୩ ଜିଲ୍ଲାକୁ ସତର୍କତା । ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଝଡ଼ ପବନ ନେଇ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କତା ଅନୁସାରେ, ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ…

ସମର୍ଥ ହତ୍ୟା ଘଟଣା:  ପୁଲିସ୍ ରିମାଣ୍ଡରେ ଥିବା ମୁଖ୍ୟ ଅଭିଯୁକ୍ତର ଆତ୍ମହତ୍ୟା ଉଦ୍ୟମ

ଝାରସୁଗୁଡା: ନାବାଳକ ସମର୍ଥ ଅଗ୍ରୱାଲ ଅପହରଣ ଓ ହତ୍ୟାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଅମିତ ଶର୍ମା ପୋଲିସ ରିମାଣ୍ଡରେ ଥିବାବେଳେ ଆତ୍ମହତ୍ୟା ଉଦ୍ୟମ କରିଛି । ସେ ନିଜ ହାତ କାଟି ଦେଇଥିବା ପୋଲିସ କହିଛି । ଉପସ୍ଥିତ ପୋଲିସ ଅମିତଙ୍କୁ ରକ୍ତାକ୍ତ ଅବସ୍ଥାରେ ଜିଲ୍ଲା ମୁଖ୍ୟ…