Latest Odisha News

BREAKING NEWS

Browsing Category

ଓଡିଶା

Odisha

ପୁଞ୍ଜି ସଂଗ୍ରହ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ବର୍ଷିଲେ ବିଜୟ

ଭୁବନେଶ୍ବର : ପୁଞ୍ଜିନିବେଶ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତକୁ ନେଇ ମଙ୍ଗଳବାର ସାମ୍ବାଦିକ ସମ୍ମିଳନୀ କରି ବର୍ଷିଛନ୍ତି କଂଗ୍ରେସ ନେତା ବିଜୟ ପଟ୍ଟନାୟକ । ବିଜୟ ପଚାରିଛନ୍ତି, ବିଦେଶ ଭ୍ରମଣ ଫଳରେ ୨୦୧୬ରୁ ଆଜି ପର୍ଯ୍ୟନ୍ତ କେତେ ପୁଞ୍ଜି ଆସିଛି । ଏଥିସହ ସେ…

ଝାରସୁଗୁଡା ଉପନିର୍ବାଚନ ପରିଚାଳନା ପାଇଁ ୩ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର:ଝାରସୁଗୁଡା ଉପ ନିର୍ବାଚନ ପାଇଁ ପାଗ ଭିଡିଲେଣି ତିନି ପ୍ରମୁଖ ଦଳ । ତେବ ସବୁଠାରୁ ଆଗରେ ରହିଛି ବିଜେଡି । ପ୍ରଥମେ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କରିଥିବାବେଳେ ଏବେ ନିର୍ବାଚନ ପରିଚାଳନା ପାଇଁ  ତିନି ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ଦଳ ।   ଏହି ତିନି…

ଓଡ଼ିଶାରେ ନର୍ସିଂ ପାଠ ପଢ଼ିବାକୁ ହେଲେ ଏଣିକି ଦେବାକୁ ହେବ ନିଟ୍ ପ୍ରବେଶିକା ପରୀକ୍ଷା

ଭୁବନେଶ୍ବର : ଡାକ୍ତରୀ ଶିକ୍ଷା ଭଳି ଏବେ ନର୍ସିଂ ପାଠ ପଢିବା ପାଇଁ ଦେବାକୁ ପଡ଼ିବ ଜାତୀୟ ସ୍ତରରେ ହେଉଥିବା ନ୍ୟାସନାଲ୍ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ୍ (ନିଟ୍) । ଓଡ଼ିଶାରେ ମଧ୍ୟ ନର୍ସିଂ ପାଠ ପଢ଼ିବାକୁ ଇଚ୍ଛା କରୁଥିବା ଛାତ୍ରଛାତ୍ରୀଙ୍କୁ ଏଣିକି ଦେବାକୁ ହେବ ନିଟ୍ ପରୀକ୍ଷା।…

ଶିକାର କରିବାରେ ମାତିଛି ବାଘ ; ପୁଣି ଗୋଟିଏ ବାଛୁରୀକୁ ମାରି ଖାଇଲା 

ନୂଆପଡ଼ା: ଶିକାର କରିବାରେ ମାତିଛି ବାଘ। ଗୋଟିକ ପରେ ଗୋଟିଏ ବାଛୁରୀ କରୁଛି ଶିକାର । ଗୁହାଳେ ରଖେଇ ଦେଉନି ବାଛୁରୀ । ଭୟରେ ଦିନ କାଟୁଛନ୍ତି ଗ୍ରାମବାସୀ । ନୂଆପଡ଼ା ଜିଲ୍ଲାରେ ଦେଖିବାକୁ ମିଳିଛି ବାଘ ଆତଙ୍କ । ମଣିଷ ପରେ ଏବେ ବାଘ ଟାର୍ଗେଟରେ ବାଛୁରୀ । ଗତକାଲି ରାତିରେ ଚିଟିରାମ…

ବଲାଙ୍ଗୀରରେ ଶିକ୍ଷକ ଚାକିରିରେ ବି ଜାଲ୍ ସାର୍ଟିଫିକେଟ!

ବଲାଙ୍ଗୀର: ଜିଲ୍ଲାରେ ଜାଲ୍ ସାର୍ଟିଫିକେଟକୁ ନେଇ ଧରପଗଡ ଜୋରଦାର ଚାଲିଛି। ଡାକଘର ପରେ ସମବାୟ ବ୍ୟାଙ୍କ ଆଉ ଏବେ ଶିକ୍ଷକ ଚାକିରିରେ ବି କିଛି ବ୍ୟକ୍ତି ଜାଲ୍ ସାର୍ଟିଫିକେଟ ଦେଇ ଚାକିରି କରୁଥିବା ସୂଚନା ରହିଛି। ଯାହା ସମସ୍ତଙ୍କୁ ହତବାକ କରିଦେଇଛି। ମିଳିଥିବା ସୂଚନା ଅନୁସାରେ ଜିଲ୍ଲାରେ…

ଝାରସୁଗୁଡାରେ କଂଗ୍ରେସର ଚୟନ କମିଟି, ଖୁବଶୀଘ୍ର ପ୍ରାର୍ଥୀ ଘୋଷଣା

ଝାରସୁଗୁଡା: ଝାରସୁଗୁଡା ବିଧାନସଭା ଉପନିର୍ବାଚନରେ କିଏ କଂଗ୍ରେସ ପ୍ରାର୍ଥୀ ହେବେ ସେ ନେଇ ଆରମ୍ଭ ହୋଇଛି କସରତ। କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂହ ସାଲୁଜାଙ୍କ ନେତୃତ୍ବରେ ଗଠିତ ୫ ଜଣିଆ କମିଟି ଏ ନେଇ ଝାରସୁଗୁଡାରେ ପହଁଚିଛନ୍ତି। ସାଲୁଜାଙ୍କ ରିପୋର୍ଟ ଆଧାରରେ ବିଧାୟକ ପ୍ରାର୍ଥୀ କିଏ…

ଜାପାନରେ ପହଁଚିଲେ ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ

ଟୋକିଓ: ଜାପାନର ରାଜଧାନୀ ଟୋକିଓରେ ପହଁଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୋକିଓରେ ପହଁଚିବା ପରେ ତାଙ୍କୁ ଭାରତର ରାଷ୍ଟ୍ରଦୂତ ସିବି ଜୋର୍ଜ ଏବଂ ଦୂତାବାସ ଅଧିକାରୀ ସ୍ବାଗତ କରିଥିଲେ। ସୋମବାରଠୁ ୬ ଦିନିଆ ଜାପାନ ଗସ୍ତରେ ଯାଇଛନ୍ତି ନବୀନ। ଗତକାଲି ଏକ ଚାଟାର୍ଡ ବିିମାନ ଯୋଗେ…

ଆଜିଠୁ ହିଙ୍ଗୁଳା ଯାତ୍ରା ; ଚଳଚଞ୍ଚଳ ଗେପାଳପ୍ରସାଦ ପୀଠ

ତାଳଚେର : ଆଜିଠାରୁ ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା ହିଙ୍ଗୁଳାଙ୍କ ପ୍ରସିଦ୍ଧ ଯାତ୍ରା । ଚଳଚଞ୍ଚଳ ହୋଇପଡ଼ିଛି ଗୋପାଳ ପ୍ରସାଦ ପୀଠ । ମା’ ହିଙ୍ଗୁଳାଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଲାଗିଛି ଭିଡ଼ । ପ୍ରତିବର୍ଷ ମା ହିଙ୍ଗୁଳା ଅଗ୍ନିରୂପରେ ଭକ୍ତଙ୍କୁ ଦର୍ଶନ…

ଅପେରାର ରେକର୍ଡ ଡ୍ଯାନ୍ସକୁ ନେଇ କମେଣ୍ଟ, ଦୁଇ ଗୋଷ୍ଠୀ ହାତାହାତି

ଗଞ୍ଜାମ: ଭଞ୍ଜନଗର ବ୍ଲକ ଅନ୍ତର୍ଗତ ନୂଆମହୁଲିଆ ଗାଁରେ ଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ପ୍ରବଳ ଗଣ୍ଡଗୋଳ ହୋଇଛି। 'ଦାଣ୍ଡ ନାଚ' ଅବସରରେ ଏହି ଯାତ୍ରାର ଆୟୋଜନ କରାଯାଇଥିଲା। ଯେଉଁ ସମୟରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଯାତ୍ରାରେ ରେକର୍ଡ ଡ୍ୟାନ୍ସ ଚାଲିଥିବା ବେଳେ…

ଛାତ୍ରଛାତ୍ରୀ ଏବଂ ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କଲା ଭୁବନେଶ୍ୱର ଏମ୍‍ସ

ଭୁବନେଶ୍ୱର: ଭୁବନେଶ୍ୱର ଏମ୍‍ସ ଏହାର ଛାତ୍ରଛାତ୍ରୀ ଏବଂ ଚିକିତ୍ସିତ ହେଉଥିବା ରୋଗୀଙ୍କ ଖାଦ୍ୟରେ ମିଲେଟସ୍ ସାମିଲ କରିଛି । ଛାତ୍ର ତଥା ଚିକିତ୍ସାଧିନ ରୋଗୀଙ୍କୁ ସୁସ୍ଥ ଏବଂ ପୁଷ୍ଟିକର ଖାଦ୍ୟ ଯୋଗାଇବା ଲକ୍ଷ୍ୟରେ ଏହି ଜାତୀୟ ପ୍ରତିଷ୍ଠାନ ଖାଦ୍ୟରେ ମିଲେଟ ସାମିଲ କରିଛି । ଏମ୍‍ସ…