Latest Odisha News

BREAKING NEWS

Browsing Category

ଓଡିଶା

Odisha

ସାହି ଯାତ ସମନ୍ଵୟ କମିଟି ବୈଠକ ଅନୁଷ୍ଠିତ

ପୁରୀ:  ଶ୍ରୀକ୍ଷେତ୍ରରେ ହେବାକୁ ଥିବା ସାହିଯାତକୁ ନେଇ ଆଠ ସାହି ଆଖଡାର ସମନ୍ଵୟ କମିଟି ପ୍ରସ୍ତୁତି ବୈଠକ  ବାଲି ସାହି ଆଖଡାରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ହେବାକୁଥିବା ସାହିଯାତକୁ ଜିଲ୍ଲା ପ୍ରଶାସନ ଓ ଆଠ ସାହି ଆଖଡାର ମୁରବୀଙ୍କ ଊପସ୍ଥିତରେ ସାହିଯାତକୁ କିପରି ସରସ ସୁନ୍ଦର…

ହତ୍ୟା ମାମଲାରେ ଗିରଫ ହେଲେ ଅବସରପ୍ରାପ୍ତ ଯବାନ

କଟକ: ଏକ ଗୁଳିକାଣ୍ଡ ହତ୍ୟା ମାମଲାରେ କଟକ ଜିଲ୍ଲା ଆଠଗଡ଼ ଥାନା ପୋଲିସ ଜଣେ ଅବସରପ୍ରାପ୍ତ ଯବାନଙ୍କୁ ଗିରଫ କରିଛି । ଆଠଗଡ଼ ଏସଡିପିଓ ବିଜୟ କୁମାର ବିଶିଙ୍କ ସୂଚନା ଅନୁସାରେ, ଫେବ୍ରୁଆରୀ ୧୩ ତାରିଖରେ ଜେନାପଡ଼ାରେ ଗୁଳିକାଣ୍ଡ ହୋଇଥିଲା । ପିଲାଟି ଦିନରୁ ଅଭିଯୁକ୍ତ ବଂଶୀଧର ନାୟକ ଓରଫ୍…

କୋଭିଡ୍‌ ପରବର୍ତ୍ତୀ ଅବସ୍ଥାରେ ବଢ଼ିଛି ଯକ୍ଷ୍ମା ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: କୋଭିଡ୍‌ ପରବର୍ତ୍ତୀ ଅବସ୍ଥାରେ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ସ୍ବାଭାବିକ ହେବା ପରେ ଯକ୍ଷ୍ମା ରୋଗୀଙ୍କ ସଂଖ୍ୟାରେ ବୃଦ୍ଧି ପରିଲକ୍ଷିତ ହୋଇଛି । ଏମ୍‌ସ ଭୁବନେଶ୍ୱରରେ ୨୦୨୨ ମସିହାରେ ୬୭୪ ଜଣ ଯକ୍ଷ୍ମା (ଟିବି) ରୋଗୀ ଚିହ୍ନଟ ହୋଇଥିଲେ । ଯାହାକି ୨୦୨୧ରେ ଏହି ଜାତୀୟ ସ୍ବାସ୍ଥ୍ୟ…

ପୁରୀ ଓ କଟକ ଗସ୍ତରେ ଯାଇ ବିଭିନ୍ନ ପ୍ରକଳ୍ପର ସମୀକ୍ଷା କଲେ 5T ସଚିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ 5T ସଚିବ ଭି କେ ପାଣ୍ଡିଆନ୍ ଆଜି ପୁରୀ ଓ କଟକ ଗସ୍ତ କରି ବିଭିନ୍ନ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ପଣ୍ଡିଆନ ପ୍ରଥମେ ପୁରୀ ଗସ୍ତ କରି ଶ୍ରୀ ଜଗନ୍ନାଥଙ୍କ ଐତିହ୍ୟ କରିଡର, ଶ୍ରୀ ସେତୁ ଓ ଜଗନ୍ନାଥ ବଲ୍ଳଭ ଯାତ୍ରୀ ନିବାସ…

ଆଉ ୩ ଦିନ କାଳବୈଶାଖୀ ବର୍ଷା ସହ ପବନ

ଭୁବନେଶ୍ୱର: ଲାଗି ରହିବ କାଳବୈଶାଖୀ ବର୍ଷା । ୨୬ ତାରିଖ ଆସନ୍ତାକାଲି କାଳବୈଶାଖୀ ବର୍ଷା ସହ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଅନୁଗୁଳ, ଢେଙ୍କାନାଳା, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ,…

ବଲିଉଡ୍ କୋରିଓଗ୍ରାଫର ଓଡ଼ିଆ ପୁଅ ସଂଗ୍ରାମ

ପୁରୀ: ଓଡ଼ିଆ ପୁଅ ସଂଗ୍ରାମ । ଏବେ ବଲିଉଡରେ ଦେଖାଉଛନ୍ତି ନିଜ ଡ୍ୟାନ୍ସର ଯାଦୁ । ଶୁଆଇ ଦେଉ ନଥିବା ସ୍ୱପ୍ନ ଆଉ ଅହରହ ସଂଘର୍ଷ ସଂଗ୍ରାମଙ୍କୁ ଦେଇଛି ସଫଳତା । ଶ୍ରୀକ୍ଷେତ୍ର ପୁରୀ ମାଟିର ପୁଅ ସଂଗ୍ରାମ କେଶରୀ ବାରିକ ଏବେ ମାୟାନଗରୀ ମୁମ୍ବାଇରେ କାମ କରୁଛନ୍ତି । ବଲିଉଡର ଜଣାଶୁଣା ପ୍ରଡକ୍ସନ…

ରାତି ଅଧରେ ପଞ୍ଚାୟତ ଅଫିସରୁ ଚୋରି କରୁଥିଲେ ପିଡିଏସ୍ ଚାଉଳ, ମାଡ଼ି ବସିଲେ ଗାଁ ଲୋକ

ସୋନପୁର: ଗରିବ ଗୁରୁବାଙ୍କୁ ବାଣ୍ଟିବା ପାଇଁ ସରକାର ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଚାଉଳ ଯୋଗାଇ ଦେଉଛନ୍ତି । ଆଉ ଉକ୍ତ ଚାଉଳକୁ ଚୋରି କରୁଥିବା ବେଳେ ସରପଞ୍ଚ ଓ ଗ୍ରାମବାସୀଙ୍କ ହାତରେ ୨ ଜଣ ଧରା ପଡ଼ିଛନ୍ତି । ଏଭଳି ଘଟଣା ଘଟିଛି ସୋନପୁର ଜିଲ୍ଲା ତରଭା ଥାନା ପାଇକବାହାଲ ପଞ୍ଚାୟତରେ ।…

ପାଟକୁରାରୁ ଲଢ଼ିବେ ଅତନୁ !

ଭୁବନେଶ୍ୱର: କେନ୍ଦ୍ରାପଡା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ ସବୁବେଳେ ଚର୍ଚ୍ଚାରେ ରହିଥାଏ। ହେଭିୱେଟ ମାନଙ୍କର ଲଢେଇ ପାଟକୁରାରେ ହୁଏ। ବିଶେଷ କରି ବିଜୟ ମହାପାତ୍ରଙ୍କୁ ନେଇ ପାଟକୁରା ବିଷୟରେ ସବୁବେଳେ ଆଲୋଚନା ହୁଏ। ଆଗକୁ ସାଧାରଣ ନିର୍ବାଚନ ଥିବାରୁ ପାଟକୁରା ବିଧାନସଭା କ୍ଷେତ୍ରରେ…

କାହିଁକି ଜାପାନ ଯିବେ ନବୀନ?

ଭୁବନେଶ୍ୱର: ଜାପାନ ଯିବେ ନବୀନ। ଏହାକୁ ନେଇ ଏବେ ଚର୍ଚ୍ଚା ଜୋରଦାର। ନିର୍ବାଚନ ପାଖେଇ ଆସୁଛି। ସେଥିପାଇଁ ଆଗୁଆ ବିଭିନ୍ନ ଜିଲ୍ଲା ଗସ୍ତ କରି ନବୀନ ବହୁ କୋଟିର ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏପରିକି ଏ ମାଧ୍ୟମରେ ନବୀନ ଆଗୁଆ ନିର୍ବାଚନ ପ୍ରଚାର ସାରି ଦେଉଛନ୍ତି ବୋଲି…

ବାପା ଭୂମିକାରେ ଭଟଲି ବିଧାୟକ, ଅନାଥ ଝିଅର ବାହାଘର କରି ପ୍ରଶଂସା ସାଉଁଟିଲେ ସୁଶାନ୍ତ ସିଂ

ବରଗଡ଼ : ପୁଣି ମାନବିକତା ଦେଖାଇଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ଜଣେ ଅସହାୟ ଅନାଥ ଝିଅ ବାହାଘରର ସବୁ ଦାୟିତ୍ୱ ତୁଲାଇବା ସହ ବାପା ଭୂମିକାରେ ନଜର ଆସିଛନ୍ତି ଭଟଲି ବିଧାୟକ ସୁଶାନ୍ତ ସିଂ । ବାହାଘରର ସମସ୍ତ ଆୟୋଜନ କରିବା ସହ ଅସହାୟ ସମୟରେ ବିଧାୟକ ସୁଶାନ୍ତ ସିଂଙ୍କ ଏହି ସହାୟତା ପାଇଁ…