Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନି ଲଣ୍ଡରିଂ ମାମଲା, ପୂର୍ବତନ ବିଜେଡି ବିଧାୟକଙ୍କ ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ୍

ଭୁବନେଶ୍ୱର: ପୂର୍ବତନ ବିଜେଡି ବିଧାୟକ ଅନାମ ନାଏକଙ୍କ ବିରୋଧରେ ଇଡି ଶନିବାର ଚାର୍ଜସିଟ୍ ଦାଖଲ କରିଛି । କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ଭୁବନେଶ୍ୱରର ସ୍ୱତନ୍ତ୍ର କୋର୍ଟରେ ଚାର୍ଜସିଟ୍ ଦାଖଲ କରିଛି । ଅନାମଙ୍କ ସହ ଅନ୍ୟମାନଙ୍କୁ ଦଣ୍ଡବିଧାନ ପ୍ରସ୍ତାବ ଦେଇ ଇଡି ୧.୫୨ କୋଟିର ସମ୍ପତ୍ତି ଜବତ…

ମଖ୍ୟମନ୍ତ୍ରୀଙ୍କୁ ଭେଟି ଟିକେଟ ଆଣିଲେ ଦୀପାଳି

ଝାରସୁଗୁଡ଼ା: ଝାରସୁଗୁଡା ଉପ-ନିର୍ବାଚନ ପାଇଁ ତିନି ଦଳର ପ୍ରସ୍ତୁତି ଜୋରଦାର ହୋଇଛି । ଆଜି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ  ସମର୍ଥକଙ୍କ ଗହଣରେ ପ୍ରାର୍ଥୀପତ୍ର ଦାଖଲ କରିଥିବେଳେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ମୁଖ୍ୟମନ୍ତ୍ରୀଙ୍କଠାରୁ ଦଳୀୟ ଟିକେଟ ଆଣିଛନ୍ତି । ଆଜି ଦୀପାଳି…

ଆସନ୍ତାକାଲିଠୁ ତାତିରୁ ମିଳିପାରେ ମୁକ୍ତି; ଏହି ସବୁ ଜିଲ୍ଲାକୁ ରହିଛି ବର୍ଷା ସମ୍ଭାବନା

ଭୁବନେଶ୍ୱର: ମୁଣ୍ଡଫଟା ଖରା । ଅସହ୍ୟ ତାତି । ଛଟପଟ ହେଉଛି ସାରା ରାଜ୍ୟ । ଶନିବାର ସକାଳ ସାଢେ ୧୧.୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୩୯ ଡିଗ୍ରୀ ଥିଲା । ଅନ୍ୟପକ୍ଷେ ଏହି ସମୟ ସୁଦ୍ଧା ଝାରସୁଗୁଡାର ସର୍ବୋଚ୍ଚ ତାପମାତ୍ର ୩୯.୨ ଡିଗ୍ରୀ ଥିଲା । ମଧ୍ୟାହ୍ନ ସାଢେ ୨ଟା ବେଳକୁ ତାପମାତ୍ରା…

ସରକାରୀ ସହାୟତା ଅପେକ୍ଷାରେ ଦିବ୍ୟାଙ୍ଗଙ୍କ ପରିବାର, ଗୁହାରି ଶୁଣୁନି ପ୍ରଶାସନ

ଉଦୟଗିରି : ନା କିଛି କହି ପାରୁଛି ନା କିଛି ବୁଝିପାରୁଛି  । ଭୋକ ଲାଗିଲେ ଖାଇବାକୁ ମାଗୁନି ଆଉ ନିଦ ଲାଗିଲେ ଶୋଇବା ପାଇଁ ବି କହୁନି l ଯେଉଁଠି ଯେମିତି ଅବସ୍ଥାରେ ତାକୁ ତା ଘର ଲୋକ ରଖନ୍ତି ସେ ସେମିତି ହିଁ ପଡି ରହୁଛି l ବେଳେ ବେଳେ ସେ ନିଜେ ଏକୁଟିଆ ବସି ଗୁଣୁ ଗୁଣୁ ହେଉଛି ତ ଆଉ…

ସମ୍ବଲପୁର ହିଂସାରେ ସମ୍ପୃକ୍ତ ଗଣ୍ଡଗୋଳକାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ହେବ : ପୋଲିସ ଡିଜି

ସମ୍ବଲପୁର : ହନୁମାନ ଜୟନ୍ତୀକୁ ନେଇ ସମ୍ବଲପୁର ସହରରେ ଦେଖା ଦେଇଥିବା ଉତ୍ତେଜନା ଏବେବି ସମ୍ପୂର୍ଣ୍ଣ ଭାବେ ଥମି ନାହିଁ। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଆଜି ଆଉ ୨ ଦିନ ପାଇଁ ଅର୍ଥାତ ୧୭ ତାରିଖ ସକାଳ ୧୦ଟା ଯାଏ ଏହି ସେବା ବନ୍ଦ ରହିବ ବୋଲି ବିଜ୍ଞପ୍ତି ପ୍ରକାଶ କରିଛି ରାଜ୍ୟ ଗୃହ…

ଘରେ କେହି ନଥିବାବେଳେ ଜଳିଗଲା ୫ ବଖରା; ଅଧାପୋଡ଼ା ଟଙ୍କା ଧରି କାନ୍ଦୁଛନ୍ତି ବିପନ୍ନ

ଢେଙ୍କାନାଳ: ନିଆଁର କରାଳ ଗ୍ରାସରେ ସବୁ ଜଳିଗଲା । ପିନ୍ଧା ପୋଷାକ ବ୍ୟତୀତ ସବୁ ଜଳିପୋଡ଼ ପାଉଁଶ ହୋଇଗଲା । କେମିତି ଜଳିଲା କେହି ଜାଣି ପାରିଲେନି । ଟଙ୍କା, ସାର୍ଟିଫକେଟ ଉଦ୍ଧାର କରିବାକୁ ବି ସମୟ ପାଇଲେନି । ଅଧାପୋଡି ଯାଇଥିବା ଟଙ୍କାକୁ ଦେଖି  ମୁଣ୍ଡପିଟି କାନ୍ଦୁଛନ୍ତି ପରିବାର…

ରାଜଧାନୀ ପ୍ରତିଷ୍ଠା ଦିବସର ଦ୍ୱିତୀୟ ସନ୍ଧ୍ୟା

ଭୁବନେଶ୍ୱର : ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ ଉତ୍ସବର ଦ୍ଵିତୀୟ ଦିବସର ସାଂସ୍କୃତିକ କାର୍ଯ୍ୟକ୍ରମରେ ରାଜ୍ୟ ବାଣିଜ୍ୟ ଓ ପରିବହନ, ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ମୁଖ୍ୟ ଅତିଥି ଭାବରେ , ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସମ୍ମାନିତ ଅତିଥି,…

ପୋଲିସ ଛାଉଣିରେ ସମ୍ବଲପୁର ସହର: ୧୭ ତାରିଖ ଯାଏ ଇଣ୍ଟରନେଟ ବନ୍ଦ

ସମ୍ବଲପୁର: ହନୁମାନ ଜୟନ୍ତୀକୁ ନେଇ ସମ୍ବଲପୁରରେ ଦେଖା ଦେଇଥିବା ଉତ୍ତେଜନା ଉଗ୍ର ରୂପ ନେଇଛି । ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଆଜି ଆଉ ୨ ଦିନ ପାଇଁ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି । ୧୭ ତାରିଖ ସକାଳ ୧୦ଟା ଯାଏ ଏହି ସେବା ବନ୍ଦ ରହିବ ବୋଲି ବିଜ୍ଞପ୍ତି ପ୍ରକାଶ କରିଛି…

ଋଷିକୂଲ୍ୟା ମାଛ ମଡ଼କ: ନଦୀ କୂଳରେ ମରି ପଡିଛନ୍ତି ହଜାର ହଜାର ସଂଖ୍ୟାର ମାଛ

ଗଞ୍ଜାମ: ଗଞ୍ଜାମ ଋଷିକୂଲ୍ୟା ନଦୀରେ ମାଛ ମଡ଼କ। ନଦୀ କୂଳରେ ହଜାର ହଜାର ସଂଖ୍ୟାରେ ମାଛ ମରିପଡ଼ିଛନ୍ତି। ହଠାତ୍ ନଦୀ କୂଳରେ ମାଛମଡ଼କ ଦେଖି ସ୍ଥାନୀୟ ମତ୍ସ୍ୟଜୀବୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖା ଦେଇଛି। ଜୀବନ ଜୀବିକାକୁ ନେଇ ମତ୍ସ୍ୟଜୀବୀମାନେ ଚିନ୍ତା ପ୍ରକଟ କରିଥିବା ବେଳେ ହଠାତ୍ କେମିତି…

ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ମା କୁଆଁସ ମଙ୍ଗଳାଙ୍କ ପୀଠ

ଯାଜପୁର : ପବିତ୍ର ପଣା ସଂକ୍ରାନ୍ତି ଠାରୁ ଆରମ୍ଭ ହୋଇଛି ଯାଜପୁର ଜିଲ୍ଲାର ଅନ୍ୟତମ ଶକ୍ତିପୀଠ କୁଆଁଶ ମଙ୍ଗଳାଙ୍କ ମହୋତ୍ସବ। ଏଥିପାଇଁ ପୁରା ଅଞ୍ଚଳ ଚଳ ଚଞ୍ଚଳ ହୋଇ ଉଠିଛି। ଭକ୍ତଙ୍କ ଶଙ୍ଖ ହୁଳ ହୁଳି ଧ୍ୱନିରେ ପ୍ରକମ୍ପିତ ହେଉଛି ସମଗ୍ର ଅଂଚଳ ଆଉ ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ପରିବେଶ ।…