Latest Odisha News

BREAKING NEWS

Browsing Category

ଓଡିଶା

Odisha

ସଡ଼କ ସୁରକ୍ଷା ଉପରେ ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କୁ ନେଇ ଏପ୍ରିଲ ୨୨ରେ ହେବ ବୈଠକ

ଭୁବନେଶ୍ୱର: ସଡକ ଦୁର୍ଘଟଣା ରୋକିବାକୁ ହେବ ସଚେତନତା କାର୍ଯ୍ୟକ୍ରମ । ସାମିଲ ହେବେ ଉଭୟ ଛାତ୍ରଛାତ୍ରୀ ଓ ଅଭିଭାବକ। ଓଡ଼ିଶା ସ୍କୁଲ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (OSEPA) ଏପ୍ରିଲ ୨୨ରେ ସଡକ ସୁରକ୍ଷା ଉପରେ ଏହିପରି ଏକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରିବାକୁ ନିଷ୍ପତ୍ତି ନେଇଛି।…

ସୋଆରେ ୮ ଦେଶର ପ୍ରତିନିଧିଙ୍କ ସମ୍ମିଳନୀ: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାକୁ କଲେ ପ୍ରଶଂସା

ଭୁବନେଶ୍ୱର: ବିଶ୍ୱରେ ଏକ ଉଦାହରଣ ସୃଷ୍ଟି କରିଥିବା ଭାରତୀୟ ଗଣତାନ୍ତ୍ରିକ ଭାବଧାରା ସଂପର୍କରେ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ଗଣତାନ୍ତ୍ରିକ ଦେଶର ପ୍ରତିନିଧିମାନେ ଶନିବାର ଉଚ୍ଚ ପ୍ରଶଂସା କରିଛନ୍ତି । ଭାରତ ବିଶ୍ୱର କେବଳ ସର୍ବ ପୁରାତନ ନୁହେଁ ବରଂ ସର୍ବୋତମ…

କୃଷି ବିଜ୍ଞାନ ଛାତ୍ରଛାତ୍ରୀ ହିଁ ଦେଶ ପ୍ରଗତିର ପୁରୋଧା

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ (ଆଇଏଏସ୍‌) ପରିସରରେ ଜି-୨୦ଅଧ୍ୟକ୍ଷତା ପାଳନ ପରିପ୍ରେକ୍ଷୀରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଏହି ଆଲୋଚନା ଚକ୍ରରେ ବରିଷ୍ଠ ପ୍ରଶାସକ ତଥା କେନ୍ଦ୍ର ମତ୍ସ୍ୟ, ପଶୁ ସମ୍ପଦ…

କିଟରେ ୱାଇ-୨୦ ମିଡିଆ ଅଧିବେଶନ

ଭୁବନେଶ୍ୱର: ପରିବର୍ତ୍ତନ ଓ ଏକ ସମୃଦ୍ଧ ବିଶ୍ୱ ଗଠନ ନିମନ୍ତେ ଯୁବଶକ୍ତିର କ୍ଷମତା ରହିଛି ବୋଲି ଆଜି କିଟ୍‍ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ଏକ ଆଲୋଚନାଚକ୍ରରେ ମତ ପ୍ରକାଶ ପାଇଛି । କିଟ୍‍ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ୟୁଥ-୨୦ କନ୍‍ସେଲ୍‍ଟେସନ୍‍ର ଉଦଯାପନୀ ଦିବସରେ ଯୁବଶକ୍ତି :…

୧୭ରୁ ସକାଳୁଆ ସ୍କୁଲ୍, ଦିନ ୧୧ଟା ଯାଏ ହେବ ପ୍ରଥମରୁ ଦ୍ୱାଦଶ ପାଠପଢ଼ା

ଭୁବନେଶ୍ୱର: ପ୍ରବଳ ଖରା ପାଇଁ ରାଜ୍ୟରେ ବିଦ୍ୟାଳୟ ଗୁଡ଼ିକୁ ୧୬ ତାରିଖ ଯାଏ ଛୁଟି ଘୋଷଣା କରିଥିଲେ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସରକାର ୧୭ ତାରିଖରୁ ବିଦ୍ୟାଳୟ ସକାଳୁଆ ଖୋଲିବା ଲାଗି ନିଷ୍ପତ୍ତି ନେଇଛନ୍ତି । ୧୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ…

ଶୀଘ୍ର ପୂରଣ ହେବ ଉଚ୍ଚ ଶିକ୍ଷା ବିଭାଗର ଖାଲିଥିବା ବିଭିନ୍ନ ପଦ, ୫ ହଜାରରୁ ଅଧିକ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ପଦ…

ଭୁବନେଶ୍ବର : ଚଳିତ ବର୍ଷ ଉଚ୍ଚ ଶିକ୍ଷାରେ ବିଭିନ୍ନ ବର୍ଗର ୫ହଜାରରୁ ଅଧିକ ପଦରେ ନିଯୁକ୍ତି ପ୍ରଦାନ କରାଯିବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ଡିଗ୍ରୀ କଲେଜରେ ଶିକ୍ଷକ ଓ ଅଣଶିକ୍ଷକ ପଦ ସାଙ୍ଗକୁ ଗ୍ରୁପ୍‌‌ ସି ଓ ଡି ବର୍ଗର ପଦ…

ଧର୍ମେନ୍ଦ୍ରଙ୍କ ପାଇଁ ଫୋକସରେ ଢେଙ୍କାନାଳ !

ଭୁବନେଶ୍ୱର: ରାଜ୍ୟସଭା ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସାଧାରଣ ନିର୍ବାଚନ ଲଢ଼ିବେ ବୋଲି କହିଛନ୍ତି। ଏହାପରେ ନିଜେ ମନ୍ତ୍ରୀ ଓ ତାଙ୍କ ପତ୍ନୀ ମୃଦୁଳା ଠାକୁରଙ୍କ ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲା ଗସ୍ତ କରୁଥିବା ନେଇ ଦେଖିବାକୁ ମିଳୁଥିଲା। ଏହାରି ଭିତରେ କେନ୍ଦ୍ର…

ସମ୍ବଲପୁର ପହଞ୍ଚି ସ୍ଥିତି ସମୀକ୍ଷା କଲେ ଡିଜିପି, କହିଲେ; ଦିନେ ଦୁଇଦିନରେ ସ୍ଥିତି ସୁଧୁରିବ

ସମ୍ବଲପୁର : ପୋଲିସ ଡିଜି ସୁନୀଲ ବଂଶଲ ଉତ୍ତରାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ସମ୍ବଲପୁର ହିଂସା ମାମଲାର ଶନିବାର ସମୀକ୍ଷା କରିବା ସହ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ସମ୍ବଲପୁରରେ ପର୍ଯ୍ୟାପ୍ତ ଫୋର୍ସ ଅଛନ୍ତି; ଘଟଣାର ତଦନ୍ତ କରାଯାଉଛି ଓ ଦିନେ ଦୁଇଦିନରେ ସ୍ଥିତି ସୁଧୁରିବ ।…

ଶ୍ରୀ ସେତୁ, ବାଶେଳୀ ସାହି ଧର୍ମଶାଳା ଓ ସମଙ୍ଗ ପାର୍କିଂ କାମର ସମୀକ୍ଷା କଲେ 5T ସଚିବ

ପୁରୀ: ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ବ୍ୟକ୍ତିଗତ ସଚିବ (5T) ଭି.କେ. ପାଣ୍ଡିଆନ ଆଜି ପୁରୀ ଯାଇ ଶ୍ରୀ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ର ଅଗ୍ରଗତି ସମୀକ୍ଷା କରିଛନ୍ତି । ପ୍ରଥମେ ପାଣ୍ଡିଆନ ଶ୍ରୀ ସେତୁ ପ୍ରକଳ୍ପ ଅଗ୍ରଗତି ବୁଲି ଦେଖିଥିଲେ । କାର୍ଯ୍ୟର ଅଗ୍ରଗତିରେ ସେ ସନ୍ତୋଷ…

ସାମାନ୍ୟ କମିଲା ତାତି, ୪୨.୫ ଡିଗ୍ରୀ ସହ ବୌଦ୍ଧ ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର: ଆଜି ରାଜ୍ୟରେ ତାତି ସାମାନ୍ୟ କମିଛି । ୨୨ ସହରରେ ପାରଦ ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ବୌଦ୍ଧରେ ରାଜ୍ୟର ସର୍ବାଧିକ ଦିନ ତାପମାତ୍ରା ୪୨.୫ ଡିଗ୍ରୀ ରେକର୍ଡ କରାଯାଇଛି । ଗତକାଲି ତୁଳନାରେ ରାଜ୍ୟର ଅନେକ ସ୍ଥାନରେ ଆଜି ତାପମାତ୍ରା ହ୍ରାସ ପାଇଛି । ୧୯ ତାରିଖ ଯାଏ ଘଡ଼ଘଡ଼ି…