Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଡ଼ିଶା ବିଜେପି ନିର୍ଲଜ୍ଜ ଭାବେ ବାରମ୍ବାର ମିଛ କହି ଚାଲିଛି: ବିଜେଡି

ଭୁବନେଶ୍ୱର: ଓଡ଼ିଶାରେ ବିରୋଧୀ ଦଳ ବିଜେପି ନିର୍ଲଜ୍ଜ ଭାବେ ବାରମ୍ବାର ମିଛ କହି ଚାଲିଛି । ମିଛର ଆଶ୍ରୟ ନେଇ ବିରୋଧୀ ଦଳ ନେତା ଓଡ଼ିଶାବାସୀଙ୍କୁ ଅପମାନିତ କରୁଛନ୍ତି । କିନ୍ତୁ ମିଛକୁ ରଣନୀତି କରି ବିରୋଧୀ ଦଳ କେବେବି ଲୋକଙ୍କ ଭରସା ଜିତି ପାରିବ ନାହିଁ।  ଆଜି ବିରୋଧୀ ଦଳ ନେତା…

ଜାଗା ମିଶନର ହିତାଧିକାରୀ ଚୟନ ତାଲିକାରେ ଅନିୟମିତତା ଓ ଚଞ୍ଚକତା ହୋଇଛି: କଂଗ୍ରେସ

ଭୁବନେଶ୍ୱର: ୨୦୧୭ ମସିହାରେ ରାଜ୍ୟ ସରକାର ଜାଗା ମିଶନ ଗଠନ କରିଥିବା ବେଳେ ମୂଳ ଉଦ୍ଦେଶ୍ୟ ଥିଲା ରାଜ୍ୟର ସହରାଞ୍ଚଳର ବସ୍ତିମାନଙ୍କରେ ବାସ କରୁଥିବା ଗରିବ, ଭୂମିହୀନ ପରିବାରକୁ ଜମି ଅଧିକାର ଦେବା । କିନ୍ତୁ ଏଥିରେ ସରକାର କିଭଳି ଦୁର୍ନୀତି କରିଥିବା ଅଭିଯୋଗ କରିଛି ରାଜ୍ୟ କଂଗ୍ରେସ ।…

ବିରୋଧୀ ଦଳ ନେତାଙ୍କୁ ସାର୍ଟିଫିକେଟ ଦେବେ ଓଡ଼ିଶାବାସୀ, ବିଜେଡି ନୁହେଁ: ବିଜେପି

ଭୁବନେଶ୍ୱର: ରାଜ୍ୟରେ ଆଇନ୍ ଶୃଙ୍ଖଳା ସ୍ଥିତି ବିପର୍ଯ୍ୟସ୍ଥ ନେଇ ବିରୋଧୀଙ୍କ ଅଭିଯୋଗ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୀବ୍ର ସମାଲୋଚନା କରିଥିଲେ । କହିଥିଲେ, ଆଇନ୍ ଶୃଙ୍ଖଳା ବିପର୍ଯ୍ୟସ୍ଥ ତ ପୁଞ୍ଜିନିବେଶ କେମିତି ଆସୁଛି ? ନବୀନଙ୍କ କାଉଣ୍ଟର ପରେ ବିଜେପି ପୁଣି ଥରେ ଟାର୍ଗେଟ୍…

ପୁଣି ମନେ ପଡ଼ିଲା ମହାନଦୀ ! କେନ୍ଦ୍ର ଓ ଛତିଶଗଡକୁ ଦାୟୀ କଲେ ଦେବୀ, କଟାକ୍ଷ କଲେ ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ବର : ବେଶ କିଛି ଦିନର ନିରବତା ପରେ ବୁଧବାର ବିଧାନସଭାରେ ଶୁଭିଛି ମହାନଦୀ ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ବିଜେଡି ବିଧାୟକ ଦେବୀ ମିଶ୍ର ମହାନଦୀ ପ୍ରସଙ୍ଗ ଉଠାଇ ଉଭୟ ବିଜେପି ଓ କଂଗ୍ରେସ ଉପରେ ବର୍ଷିଛନ୍ତି । ଦେବୀ ମିଶ୍ର କହିଛନ୍ତି, ମହାନଦୀର ଜଳ ଉପରେ ଅଢ଼େଇ କୋଟିରୁ ଅଧିକ…

ରାଷ୍ଟ୍ରପତିଙ୍କ ଠାରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କଲେ ମାଗୁଣି ଚରଣ କୁଅଁର

ନୂଆଦିଲ୍ଲୀ: ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରପତି ଭବନରେ ବୁଧବାର ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ଦିଆ ଯାଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ହାତରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରିଛନ୍ତି କେନ୍ଦୁଝରର ମାଗୁଣି ଚରଣ କୁଅଁର । https://twitter.com/i/status/1638542852069404673…

ଗୋପାଳକୁ ପାଗଳ କହିବା ନେଇ ଘନେଇଲା ରାଜନୀତି, ନବୀନଙ୍କ ବିବୃତି ପରେ ନରସିଂହଙ୍କ କାଉଣ୍ଟର୍ ଆଟାକ୍

ଭୁବନେଶ୍ବର : ନରସିଂହଙ୍କ ନବୀନଙ୍କୁ ଟାର୍ଗେଟ ! ବହୁଚର୍ଚ୍ଚିତ ନବ ଦାସ ହତ୍ୟାକାଣ୍ଡ ନେଇ ବିଧାନସଭାରେ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଦେଇଥିବା ବିବୃତିକୁ ସମାଲୋଚନା କରିଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର । ଅଭିଯୁକ୍ତ ଗୋପାଳ ଦାସକୁ ବିରୋଧୀ ପାଗଳ ଦର୍ଶାଇ ରାଜନୀତି କରିବାକୁ…

‘ଜ୍ୱିଗାଟୋ’ ଚଳଚ୍ଚିତ୍ର ଉପରୁ କର ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ଼ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି । ସୂଚନାଯୋଗ୍ୟ ଯେ…

‘ନବୀନଙ୍କ ପ୍ରତିକ୍ରିୟା’ ଜୟନାରାୟଣ ଇଫେକ୍ଟ ନୁହେଁ ତ ?

ଭୁବନେଶ୍ୱର: ଗଣମାଧ୍ୟମରେ ନବୀନଙ୍କ ପ୍ରତିକ୍ରିୟାକୁ ନେଇ ଏବେ ରାଜ୍ୟବ୍ୟାପୀ ଚର୍ଚ୍ଚା। ରାଜ୍ୟରେ ଆଇନଶୃଙ୍ଖଳା ସ୍ଥିତିକୁ ନେଇ ବିରୋଧୀଙ୍କ ବାରମ୍ବାର ଟାର୍ଗେଟ ପରେ ମୁହଁ ଖୋଲିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଖାଲି ମୁହଁ ଖୋଲିନାହାଁନ୍ତି। ବିଭିନ୍ନ ପ୍ରସଙ୍ଗରେ ଗଣମାଧ୍ୟମ…

ଚାରି ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ଉଦ୍‌ଯାପିତ, କ୍ରିକେଟ ଓ ଟେନିସ୍‌ରେ ସୋଆ ବିଜୟୀ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଚାଲିଥିବା ୪ ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଥିବା ବେଳେ କ୍ରିକେଟ ଏବଂ ଟେନିସ୍‌ରେ ସୋଆ ବିଶ୍ୱବିଦ୍ୟାଳୟ ବିଜୟୀ ହୋଇଛି । ସେହିପରି ଭଲିବଲ୍ ଏବଂ ବାସ୍କେଟବଲ୍‌ରେ ରନର ଅପ୍ ଟାଇଟଲ୍ ହାସଲ କରିଛି ସୋଆ । କ୍ରିକେଟ…

ଶରତଙ୍କ ପିସିସି ନେତୃତ୍ୱକୁ ୧୦ ମାସ, ଯୋଡି ହେଉନି ହାତ !

ଭୁବନେଶ୍ୱର: କଂଗ୍ରେସରେ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି। ଶରତ ପଟ୍ଟନାୟକଙ୍କ ନୂଆ କମିଟି ଘୋଷଣା ହେବା ବଦଳରେ ତାରିଖ ଗଡି ଗଡି ଚାଲିଛି। ଦାୟିତ୍ୱ ନେବାର ଦଶ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏ ଯାଏ ଶରତଙ୍କ ନୂଆ କମିଟି ଘୋଷଣା ହୋଇପାରୁନି। ନୂଆ ପିସିସି କମିଟି ତାଲିକା ଦିଆଯିବା କାମ…