Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଆଉ ନେଇ ହେବନି ସିମ୍ କାର୍ଡ ! ସାଇବର ଅପରାଧ ଉପରେ ରୋକ୍ ଲଗାଇବାକୁ UIDAIର…

ନୂଆଦିଲ୍ଲୀ : ପ୍ରତିଦିନ ଆଗକୁ ଆସୁଛି ଆଧାର କାର୍ଡ ଜନିତ ସାଇବର ଠକାମି ଓ ଅପରାଧ । ଆଉ ସାଇବର ଠକାମି କରିବାରେ ମୋବାଇଲ ସିମ୍ କାର୍ଡର ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। ତେଣୁ ଲୋକଙ୍କୁ ଚୂନା ଲଗାଇବାକୁ ଏମାନେ ପ୍ରଥମେ ମୃତ ବ୍ୟକ୍ତିଙ୍କ ଆଧାର କାର୍ଡ ଦେଖାଇ ଦୋକାନରୁ ସିମ୍ କାର୍ଡ…

ନୂତନ ରେଳପଥରେ ଚାଲିଗଲା ପ୍ରଥମ ଜୀବନ

ଢେଙ୍କାନାଳ: ଗତ କିଛି ଦିନ ହେବ ଅନୁଗୁଳ-ସୁକିନ୍ଦା ନୂତନ ରେଳପଥରେ ଗଡିଥିଲା ପ୍ରଥମ ଟ୍ରେନ । ଆଉ ଏହି ନୂଆ ରେଳପଥରେ ଆଜି ଚାଲିଗଲା ପ୍ରଥମ ଜୀବନ । ଟ୍ରେନ ଧକ୍କାରେ ଜଣେ ୪୦ ବର୍ଷୀୟ ମହିଳାଙ୍କର ମୃତ୍ୟୁ  ଘଟିଛି। ମୃତ ମହିଳା ଜଣକ ହେଲେ  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଥରଖମ୍ବ…

ବର୍ଷାଙ୍କୁ ହାଇକୋର୍ଟଙ୍କ ଝଟକା ! ସୋସିଆଲ ମିଡିଆରେ ଅନୁଭବଙ୍କ ଟିପଣୀ ପ୍ରସଙ୍ଗରେ ଆବେଦନ ଖାରଜ

କଟକ : ସୋସିଆଲ ମିଡିଆ ବିବାଦ ପ୍ରସଙ୍ଗରେ ବର୍ଷାଙ୍କ ରିଟ ପିଟିସନକୁ ବୁଧବାର ଖାରଜ କରିଛନ୍ତି ହାଇକୋର୍ଟ । ସୋସିଆଲ ମିଡିଆରେ ସ୍ୱାମୀ ଅନୁଭବ ମହାନ୍ତି ରଖୁଥିବା ବିବାଦୀୟ ମନ୍ତବ୍ୟକୁ ନେଇ ହାଇକୋର୍ଟରେ ରିଟ୍ ପିଟିସନ ଦାୟର କରିଥିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ବିଭିନ୍ନ ସମୟରେ…

ରାଜଧାନୀର ଏହି ରାସ୍ତାରେ ବନ୍ଦ ରହିବ ଗାଡି ଚଳାଚଳ

ଭୁବନେଶ୍ୱର: ଭୁବନେଶ୍ୱରର ଖଣ୍ଡଗିରି-ଉଦୟଗିରି ନିକଟସ୍ଥ ରାସ୍ତାରେ ଗଡିବନି ଗାଡି  ।  ଯାନବାହନ ପାଇଁ ବନ୍ଦ ରାଯାଇଛି ଖଣ୍ଡଗିରି-ଉଦୟଗିରି ନିକଟସ୍ଥ ରାସ୍ତା  । ପ୍ରତ୍ନତତ୍ତ୍ୱ ବିଭାଗ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି । ଏହି ଐତିହ୍ୟସମ୍ପନ୍ନ ରାସ୍ତାରେ ଯାନବାହନ ଚଳାଚଳ ବନ୍ଦ ରଖିବାକୁ…

ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ବୁଧବାର(ମାର୍ଚ୍ଚ ୨୨) ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଶ୍ରୀମୁଖ ସୁଙ୍ଗାର ହେବ। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ୪ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ବୋଲି…

ସୁନ୍ଦରଗଡ଼ରେ ଜଣ୍ଡିସ ଆତଙ୍କ; ୪୦ରୁ ଅଧିକ ରୋଗୀ ଚିହ୍ନଟ ପରେ ନମୁନା ସଂଗ୍ରହ ଆରମ୍ଭ

ସୁନ୍ଦରଗଡ଼; ସୁନ୍ଦରଗଡ଼ରେ ବ୍ୟାପିଲାଣି ଜଣ୍ଡିସ୍। ଜିଲ୍ଲାର କୋଇଡ଼ା ଓ ଲହୁଣିପଡ଼ା ବ୍ଲକ୍‌ରେ ଜଣ୍ଡିସ ଆତଙ୍କ ଦେଖା ଦେଇଛି। ଲହୁଣିପଡ଼ା ବ୍ଲକ୍‌ର ଟେନ୍‌ସାରେ ୫୦ ରକ୍ତ ନମୁନାରୁ ୩୨ ଜଣ୍ଡିସ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ବରସୁଆଁ ଟାଉନସିପ୍‌ରେ ୨୨ ରକ୍ତ ନମୁନାରୁ ୪ ପିଲାଙ୍କ ଜଣ୍ଡିସ୍‌…

ରାଜଧାନୀ ରାସ୍ତାରେ ପୋଷା କୁକୁରଙ୍କୁ ମଳତ୍ୟାଗ ମନା: ନ ମାନିଲେ ମାଲିକ ଗଣିବେ ୧୦ ହଜାର ତଣ୍ଡ

ଭୁବନେଶ୍ୱର:ପୋଷା କୁକୁର ମାଲିକଙ୍କ ଲାଗି କଠୋର ନିୟମ ଆଣିବ ବିଏମସି । ପୋଷା କୁକୁରଙ୍କୁ ଆଉ ରାସ୍ତାକଡରେ ମଳ ତ୍ୟାଗ କରାଇପାରିବେ ନାହିଁ । ଯଦି କରାଇବେ ତେବେ ୧୦ ହଜାର ଟଙ୍କା ଗଣିବାକୁ ପ୍ରସ୍ତୁତ ହୋଇଯାନ୍ତୁ । ପୋଷା କୁକୁରଙ୍କ ଲାଗି ବିଏମସିର ମାର୍ଗଦର୍ଶିକା ଚୂଡାନ୍ତ ପର୍ଯ୍ୟାୟରେ…

ସରକାରୀ ଇଚ୍ଛାଧୀନ କୋଟାରେ ୯୩ ଆବଣ୍ଟନ ବାତିଲ, ୭୯ ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୁବନେଶ୍ୱର: ୧୯୯୬ ମସିହାରୁ ଇଚ୍ଛାଧିନ କୋଟାରେ ଆବଣ୍ଟିତ ପ୍ଲଟ୍ ଘର ଓ କୋଠାକୁ ବାତିଲ କରାଯାଇଛି। ଏହି ମାମଲାରେ ମୋଟ ୭୯ ଜଣଙ୍କର ମାମଲା ହୋଇଛି। ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏନେଇ ପ୍ରଶ୍ନ…

 ହୋଡିଂ ଉପରେ ହାଇଡ୍ରାମା: ୪୦ ଫୁଟ  ଟାୱାର ଉପରେ ଚଢି ଆତ୍ମହତ୍ୟା ଧମକ

ଭୁବନେଶ୍ୱର:ହୋଡିଂ ଉପରେ ହାଇଡ୍ରାମା । ୪୦ ଫୁଟ ଏକ ହୋଡିଂ ଟାୱାରରେ ଚଢିଗଲେ ଜଣେ ବ୍ୟକ୍ତି l ଆତ୍ମହତ୍ୟା ଧମକ ଦେଉଥିଲେ । ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ପାଇଁ ପୋଲିସ ଏବଂ ଅଗ୍ନିଶମ ବାହିନୀଙ୍କୁ ୨ ଘଣ୍ଟା କାଳ ନାକେଦମ ହେବାକୁ ପଡିଥିଲା । ଏମିତି ଦୃଶ୍ୟ ଦେଖିବାକୁ ମିଳିଥିଲା  …

ଅର୍ଚ୍ଚନା ନାଗ ଘରେ ଲାଗିଥିବା ହାର୍ଡଡିସ୍କ କେଉଁଠି? ଡିସିପିଙ୍କୁ ଜବାବ ମାଗିଲା ଇଡି

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଅର୍ଚ୍ଚନା ନାଗ ମାମଲାରେ ଇଡି ପୁଣି ସକ୍ରିୟ ହୋଇଛି। କିଛି ଦିନର ନିରବତା ପରେ ଇଡି ସକ୍ରିୟ ହୋଇଛି। ଆଉ ଏଥର ତଦନ୍ତ କମିଶନରେଟ ପୋଲିସରୁ ଆରମ୍ଭ କରିଛି। ଅର୍ଚ୍ଚନା ନାଗଙ୍କ ଘରେ ଲାଗିଥିବା ସିସିଟିଭି କ୍ୟାମେରାର ହାର୍ଡଡିସ୍କ କେଉଁଠି ଅଛି ବୋଲି ଜାଣିବାକୁ…