Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚେକ ବାଉନ୍ସ ମାମଲାରେ କୋର୍ଟଙ୍କ ରାୟ: ଏବେ ଟଙ୍କା ଦେବ, ଜେଲ ବି ଯିବ

ଜଗତସିଂହପୁର: ଚେକ ବାଉନ୍ସ ଶେଷରେ ପଡିଲା ମହଙ୍ଗା । ଟଙ୍କା ତ ଫେରାଇବେ ତ ସହ ଜେଲ ବି ଯିବେ । ଏମିତି ରାୟ ଶୁଣାଇଛନ୍ତି କୋର୍ଟ । ଘଟଣଟି ଥିଲା ଏମିତି । ଏକ ବାଉନ୍ସ ମାମଲାର ବିଚାର କରି ଐତିହାସିକ ରାୟ ଶୁଣାଇଛନ୍ତି ଜଗତସିଂହପୁରର ମୁଖ୍ୟ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ। ଦୀର୍ଘ ୬ବର୍ଷ ପରେ…

ଜୟନାରାୟଣଙ୍କ ମାନସିକ ଦୋଷ ଅଛି, ଟ୍ରିଟମେଣ୍ଟ୍ ଆବଶ୍ୟକ : ଲତିକା

ଭୁବନେଶ୍ୱର : ବିରୋଧୀଦଳ ନେତା ଜୟନାରାୟଣ ମିଶ୍ରଙ୍କ ମୁଣ୍ଡ ଦୋଷ ଅଛି ବୋଲି ଶୁଣାଇଛନ୍ତି ବିଜେଡି ବିଧାୟିକା ଲତିକା ପ୍ରଧାନ । ଶାସକ ଦଳ ବିଧାୟକ ଅମର ଶତପଥୀଙ୍କ ପରେ ପୁଣି ସମାନ ଢଙ୍ଗରେ ଜୟନାରାୟଣ ମିଶ୍ରଙ୍କୁ 5-T ର ଭୂତ ଲଗା ଭୂମିକାକୁ ଭିଡିଛନ୍ତି ଲତିକା। ଏପରିକି ବିରୋଧୀ ଦଳ ନେତା…

ସୀମାନ୍ତରେ ଓଡ଼ିଶା ପୋଲିସକୁ ସଫଳତା, ୬ଟି ଟିଫିନ୍ ବୋମା ସହ ବିସ୍ଫୋରକ ଜବତ

ମାଲକାନଗିରି: ସୀମାନ୍ତରେ ସର୍ଚ୍ଚ ଅପରେସନ୍ ବେଳେ ବଡ଼ ସଫଳତା ପାଇଛି ମାଲକାନଗିରି ପୋଲିସ । ମାଲକାନଗିରି ସୀମାକୁ ଲାଗି ରହିଥିବା ଆନ୍ଧ୍ରପ୍ରଦେଶର କୁସୁମପୁଟରୁ ବିପୁଳ ମାଓ ସାମଗ୍ରୀ ଜବତ କରାଯାଇଛି । ୫୦ରୁ ୬୦ କେଜି କର୍ଡେକ୍ସ ତାର ସହ ୬ଟି ଟିଫିନ୍ ବୋମା, ବିପୁଳ ବିସ୍ଫୋରକ ଏବଂ ୨ଟି…

ଅସହାୟ ବୃଦ୍ଧା ଦମ୍ପତ୍ତିଙ୍କ ପାଇଁ ଆବାସ ଖଣ୍ଡିଏ ପାଲଟିଛି ସାତ ସପନ

ମାଲକାନଗିରି : ଯେଉଁ ବୟସରେ ସାହାରା ମିଳିବା କଥା ସେ ବୟସରେ ନିରାଶ୍ରୟ। ତିନି ଝିଅଙ୍କୁ ବାହା ଦେଲା ପରେ ପରିଣତ ବୟସରେ ଏବେ ଅସହାୟ ବୃଦ୍ଧ ଦମ୍ପତ୍ତି। ୮୦ ଟପିଲାଣି ବୟସ । କାମ କରିବାକୁ ପାଉନି ବଳ । ତଥାପି ବଞ୍ଚିବାକୁ କରୁଛନ୍ତି ସଂଘର୍ଷ । ଏ ହେଉଛନ୍ତି କାଲିମେଳା ଏମ୍ ପି ଭି ୬  ଗ୍ରାମ ର…

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଭଦ୍ରକ ଗସ୍ତ ସ୍ଥଗିତ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରେ ଓଡ଼ିଶା ଆସିବେନି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଅମିତ ଶାହଙ୍କ ଭଦ୍ରକ ଗସ୍ତ ବର୍ତ୍ତମାନ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି । ତେବେ ଶାହଙ୍କ ଭଦ୍ରକ ଗତ କାହିଁକି ସ୍ଥଗିତ ରଖାଗଲା ସେ ନେଇ କୌଣସି କାରଣ କୁହାଯାଇ ନାହିଁ । ଅମିତ ଶାହଙ୍କ ଗସ୍ତ…

୨୦୨୨ରେ ରାଜ୍ୟରେ ବଢିଛି ୧୪.୬୫% ଧର୍ତ୍ତବ୍ୟ ଅପରାଧ, ତେବେ ଆଇନଶୃଙ୍ଖଳା ସ୍ଥିତି ଶାନ୍ତିପୂର୍ଣ୍ଣ

ଭୁବନେଶ୍ୱର : ଗୃହ ବିଭାଗ ଶ୍ୱେତପତ୍ର ଅନୁସାରେ ରାଜ୍ୟରେ ୨୦୨୨ ମସିହାରେ ଧର୍ତ୍ତବ୍ୟ ଅପରାଧ ହାର ପ୍ରାୟ ୧୪.୬୫% ବୃଦ୍ଧି ପାଇଛି । ୨୦୨୧ ମସିହାରେ ରାଜ୍ୟରେ ମୋଟ ୧ଲକ୍ଷ ୫୫ହଜାର ୪୨୦ଟି ଧର୍ତ୍ତବ୍ୟ ଅପରାଧ ପଞ୍ଜିକୃତ ହୋଇଥିବାବେଳେ ୨୦୨୨ ମସିହାରେ ଏହି ସଂଖ୍ୟା ୧ଲକ୍ଷ ୭୮ହଜାର ଛୁଇଁଛି ।…

ଫେସବୁକ୍‌ ପ୍ରେମ; ତ୍ରିପୁରାରୁ ଯାଜପୁର ଏବେ ଥାନାରେ…..

ଯାଜପୁର : ଫେସବୁକରୁ ଆରମ୍ଭ ହୋଇଥିଲା ପ୍ରେମ । ବର୍ତ୍ତମାନ ଥାନାର ଦ୍ୱାରସ୍ଥ ହୋଇଛନ୍ତି ମହିଳା । ରୋଡ଼ ଥାନା ଅଞ୍ଚଳରେ ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି l ନିଜକୁ ଇଞ୍ଜିନିୟର ପରିଚୟ ଦେଇ ଡାକ୍ତରୀ ଛାତ୍ରୀଙ୍କୁ ପ୍ରେମ ଜାଲରେ ଫସାଇଥିବା ଅଭିଯୋଗ ହୋଇଛି। ତ୍ରିପୁରା ରାଜ୍ୟ…

ରାଜ୍ୟର ୫ ଜିଲ୍ଲାର ଏହି ସବୁ ସ୍ଥାନରେ ‘ସାତଭାୟା’ ଭଳି କୂଳ ଖାଉଛି ସମୁଦ୍ର

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନାଁ ଶୁଣିଲେ ସମୁଦ୍ର କୂଳିଆ ଲୋକଙ୍କ ଛାତି ଥରେ । ଆଉ ଏବେ ରାଜ୍ୟର ଅନେକ ସ୍ଥାନରେ ସାତଭାୟା ସ୍ଥିତି ଉପୁଜୁଛି । ଯାହାକୁ ନେଇ ବିଜେପି ବିଧାୟକ ମୋହନ ଚରଣ ମାଝୀ ବିଧାନସଭାରେ କରିଥିବା ଅଣତାରକା ପ୍ରଶ୍ନର ଉତ୍ତର ରଖିଛନ୍ତି ଜଙ୍ଗଲ, ପରିବେଶ ଓ…

ତିନିଦିନିଆ ଓଡ଼ିଶା ଗସ୍ତରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ, କାଳିଆ ଦର୍ଶନ ସହ ନବୀନଙ୍କୁ ଭେଟିବେ ମମତା

ଭୁବନେଶ୍ବର : ଆଜିଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ଭୁବନେଶ୍ବର ବିମାନବନ୍ଦରରେ ମଙ୍ଗଳବାର ପହଞ୍ଚିବାପରେ ସେଠାରୁ ପୁରୀ ଯାଇ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସେଠାରେ ରାତ୍ରୀ ଯାପନ କରିବେ । ଆସନ୍ତାକାଲି ଅପରାହ୍ମରେ…

କାଳବୈଶାଖୀ ନେଇ ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ସତର୍କ ସୂଚନା

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ଲାଗି ରହିଛି । ଆଗାମୀ ୩ ଘଣ୍ଟା ମଧ୍ୟରେ କୁଆପଥର, ଘଡ଼ଘଡ଼ ସହ ବର୍ଷା ନେଇ ୟେଲୋ ଆର୍ଲଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏନେଇ ପାଣିପାଗ ବିଭାଗ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି । ଆଗାମୀ ୩…