Latest Odisha News

BREAKING NEWS

Browsing Category

ଓଡିଶା

Odisha

କୋଇଲା ଖଣିରେ ଶ୍ରମିକଙ୍କ ଉପରେ ଚଢିଗଲା ବୋଲେରୋ, ୨ ମୃତ

ସୁନ୍ଦରଗଡ:  କୋଇଲା ଖଣିରେ ଅଘଟଣ । ବୋଲେରୋ ଉପରେ ଭାରୀଯାନ ମାଡିଯିବାରୁ ୨ଜଣଙ୍କ ମୃତ୍ୟୁ । ସୁନ୍ଦରଗଡ ଜିଲ୍ଲା ହେମଗିରି ଥାନା ଗର୍ଜନବାହାଲ କୋଇଲା ଖଣିରେ  କାମ କରିବା ବେଳେ ଏପରି ଅଘଟଣ ଘଟିଛି । ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି…

ଲାଞ୍ଚ ନେଉଥିଲେ ଶିକ୍ଷାଧିକାରୀ , ମାଡି ବସିଲା ଭିଜିଲାନ୍ସ

ଢେଙ୍କାନାଳ: ଲାଞ୍ଚ ନେଇ ଧରାପଡିଲେ ହିନ୍ଦୋଳ ବ୍ଲକ ଶିକ୍ଷାଧିକାରୀ । ଜଣେ ଶିକ୍ଷକଙ୍କଠାରୁ  ଲାଞ୍ଚ ନେଉଥିଲାବେଳେ ମାଡି ବସିଲା ଭିଜିଲାନ୍ସ ଟିମ । ଭିଜିଲାନ୍ସ ଟ୍ରାପରେ ପଡିଥିବା ଏହି ଶିକ୍ଷାଧିକାରୀଜଣକ ହେଉଛନ୍ତି ଶାନ୍ତନୁ କୁମାର ମଲ୍ଲିକ । ତାଙ୍କଠାରୁ ୧୦ ହଜାର ଟଙ୍କା ଜବତ କରାଯାଇଛି ।…

ସକାଳୁ ସକାଳୁ ପିଲାଙ୍କୁ ନେଇ ଯାଉଥିଲା ସ୍କୁଲ ଭ୍ୟାନ; ରାସ୍ତାକଡକୁ ଓଲଟି ପଡିଲା

ଜଗତସିଂପୁର:ସକାଳୁ ସକାଳୁ ସ୍କୁଲ ପିଲାଙ୍କୁ ନେଇ ଯାଉଥିଲା ଟାଟା ଭ୍ୟାନ । ରାସ୍ତାକଡକୁ ଓଲଟି ପଡିଲା । ଏମିତି ଘଟଣା ଆଜି ସକାଳୁ ଦେଖିବାକୁ ମିଳିଛି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଧୀନ ନିକଟ ସନ୍ତରାଗଡ଼ା ନିକଟରେ  । ଦୁର୍ଘଟଣାରେ ୧୧ ଛାତ୍ରଛାତ୍ରୀଙ୍କ ସମତେ ୨ ଜଣ ଶିକ୍ଷୟିତ୍ରୀ ଆହତ…

ମର୍ଣ୍ଣିଂୱକ ବେଳେ ବିଜେପି ନେତାଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ବର: ବାଲେଶ୍ୱର  ଜିଲ୍ଲା ସୋର ପୌରପାଳିକା ନଗର ଉପସଭାପତି ତଥା ବିଜେପି ନେତା ଲୋକନାଥ ରାଉତଙ୍କୁ ମରଣାନ୍ତକ ଆକ୍ରମଣ । ସୋର ଥାନା ନିକଟରେ ଦୁବୃର୍ତ୍ତମାନେ ତାଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ଲୋକନାଥ ମର୍ଣ୍ଣିଂୱାକରେ ଯାଉଥିବାବେଳେ ଏହି ଆକ୍ରମଣ ହୋଇଥିଲା । ସୋର ଥାନାଠାରୁ…

ପାଖଉଛି ନିର୍ବାଚନ, ବଢୁଛି ଧର୍ମେନ୍ଦ୍ରଙ୍କ ଦ୍ବନ୍ଦ୍ବ

ଭୁବନେଶ୍ୱର: ସାଧାରଣ ନିର୍ବାଚନ ଯେତକି ପାଖେଇ ଆସୁଛି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ଦ୍ବନ୍ଦ ସେତିକି ବଢ଼ିବାରେ ଲାଗିଛି। ବିହାର ପରେ ମଧ୍ୟପ୍ରଦେଶରୁ ରାଜ୍ୟସଭା ସାଂସଦ ଭାବେ ନିର୍ବାଚିତ ହୋଇ କେନ୍ଦ୍ରରେ ମନ୍ତ୍ରୀ ହୋଇଥିବା ବିଜେପିର ଏହି ଶୀର୍ଷ ନେତା ଚଳିତଥର ନିର୍ବାଚନ ଲଢ଼ିବେ…

କାହା ଛତ୍ରଛାୟା ତଳେ ଶ୍ରଦ୍ଧାଞ୍ଜଳି, କାହିଁକି ଗିରଫ କରାଯାଉନି କହି ବର୍ଷିଲେ ଅର୍ଚ୍ଚନା ନାଗ

ଭୁବନେଶ୍ୱର: ହାଇପ୍ରୋଫାଇଲ ସେକ୍ସରାକେଟ ମାମଲାର ମୁଖ୍ୟ ଅଭିଯୁକ୍ତ ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗ ବିସ୍ଫୋରକ ବୟାନ ଦେଇଛନ୍ତି। ସ୍ୱାମୀ ଜଗବନ୍ଧୁ ଚାନ୍ଦଙ୍କ ସହ ସିବିଆଇ କୋର୍ଟରେ ହାଜର ହୋଇ ବାହାରିବା ପରେ ସେ କହିଛନ୍ତି, ସେକ୍ସ ରାକେଟ ମାମଲାରେ ଶ୍ରଦ୍ଧାଞ୍ଜଳି ବେହେରା ମଧ୍ୟ ସାମିଲ…

ପୋଷ୍ଟାଲ ଚାକିରିରେ ଜାଲ୍ ସାର୍ଟିଫିକେଟ: ସିବିଆଇ ତଦନ୍ତ ପାଇଁ ଅନୁରୋଧ

ଭୁବନେଶ୍ୱର: ପୋଷ୍ଟାଲ ଚାକିରିରେ ବାହାରା ରାଜ୍ୟର ଲିଙ୍କ୍ । ସିବିଆଇ ତଦନ୍ତ ପାଇଁ ଅନୁରୋଧ କଲେ ପୋଷ୍ଟ ମାଷ୍ଟର ଜେନେରାଲ। କ୍ରାଇମବ୍ରାଞ୍ଚ ଏହି ମାମଲାରେ ଏପ୍ରିଲ ୧ ତାରିଖରୁ ତଦନ୍ତ କରୁଛି। ଯେଉଁଥିରେ ଉତ୍ତର ପ୍ରଦେଶ ସହ ଏକ ଲିଙ୍କ୍ ସାମ୍ନାକୁ ଆସିଛି। ଏହାପରେ ସିବିଆଇ ତଦନ୍ତ ପାଇଁ…

ନକଲି ଶିକ୍ଷକ ମାମଲା: ବିଇଓ ଓ ଡିଇଓଙ୍କୁ ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗରେ ନକଲି ଶିକ୍ଷକଙ୍କୁ ଚିହ୍ନଟ କରିବାକୁ ବ୍ଲକ ଶିକ୍ଷା ଅଧିକାରୀ (BEO) ଓ ଜିଲ୍ଲା ଶିକ୍ଷା ଅଧିକାରୀ(DEO)ଙ୍କୁ ନିର୍ଦ୍ଦେଶ। ଦୁଇ ଦିନ ମଧ୍ୟରେ ଏଭଳି ମାମଲା ସମ୍ପର୍କରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଶିକ୍ଷା ବିଭାଗର ନିର୍ଦ୍ଦେଶକ…

‘ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ’ ଗଠନ ନିଷ୍ପତ୍ତି: ରାଜ୍ୟ ରାଜନୀତି ସରଗରମ, ଘେରିଲେ ବିରୋଧୀ

ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟି ଏବଂ କଂଗ୍ରେସ ଦଳ ରାଜ୍ୟ ସରକାରଙ୍କ 'ଓଡ଼ିଶା ପରିବାର ନିର୍ଦ୍ଦେଶାଳୟ' ଗଠନ ନିଷ୍ପତ୍ତିକୁ ନେଇ ସମାଲୋଚନା କରିଛନ୍ତି। ଯାହା ଏହି ପଦକ୍ଷେପକୁ ବିବାଦୀୟ କରିପକାଇଛି। ବିଜେପି ଓ କଂଗ୍ରେସ ଦଳ ଅଭିଯୋଗ କରିଛନ୍ତି ଯେ, ସରକାର ରାଜନୈତିକ ଫାଇଦା ପାଇଁ…

ନିଜକୁ ପୀଡ଼ିତା କହିବା ସହିତ ଟ୍ରୋଲରଙ୍କୁ ଜବାବ ଦେଲେ ଅଭିନେତ୍ରୀ ବର୍ଷା

ଭୁବନେଶ୍ୱର: ସ୍ବାମୀ ସହ ପାରିବାରିକ ସମ୍ପର୍କକୁ ନେଇ ବିବାଦୀୟ ହୋଇପଡ଼ିଥିବା ସାମାଜିକ କର୍ମୀ ତଥା ଜଣାଶୁଣା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ନିଜକୁ ପୀଡ଼ିତା ବୋଲି କହିଛନ୍ତି। ମିଥ୍ୟା ଅପପ୍ରଚାର ସେ ଶିକାର ହୋଇଛନ୍ତି। ଅନେକ ଭିତ୍ତିହୀନ ଆଲୋଚନା ଥିବାରୁ ସେ ପ୍ରତିକ୍ରିୟା…