Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏପ୍ରିଲ ମାସରେ ତିନି ଦିନ ଧରି ହେବ ଦ୍ବିତୀୟ ପର୍ଯ୍ୟାୟ ରତ୍ନଭଣ୍ଡାର ଗଣତିମଣତି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଦ୍ବିତୀୟ ପର୍ଯ୍ୟାୟ ଗଣତିମଣତିକୁ ବଡ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା । ଏପ୍ରିଲ୍ ୮, ୯ ଏବଂ ୧୦ ତାରିଖରେ ହେବ ବାହାର ରତ୍ନଭଣ୍ଡାର ଗଣତି । ଏ ସମୟରେ ମହାପ୍ରଭୁଙ୍କ ଦର୍ଶନ କିମ୍ବା ଠାକୁରଙ୍କ ନୀତିକାନ୍ତି ବାଧାପ୍ରାପ୍ତ…

CHSE Odisha: ସରିଲା +୨ ପରୀକ୍ଷା; ୫ ହଜାର ପିଲା ରହିଲେ ଅନୁପସ୍ଥିତ

ଭୁବନେଶ୍ୱର: ଆଜି ସରିଲା CHSE ପରିଚାଳିତ +୨ବର୍ଗର ସମସ୍ତ ପରୀକ୍ଷା । କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ସବୁ ବର୍ଗରେ ୪ ଲକ୍ଷରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ ୫ ହଜାର ପିଲା ଅନୁପସ୍ଥିତ ଥିଲେ। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି…

ଭୁବନେଶ୍ଵରରେ ଇଣ୍ଡିଆ ଇଣ୍ଟରନ୍ୟାସନାଲ ମେଗା ଟ୍ରେଡ ଫେୟାର ଏବଂ ହୋମ୍ ଆଣ୍ଡ ଡେକୋର ଏକ୍ସପୋ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ଵରରେ ଆରମ୍ଭ ହେଲା ଇଣ୍ଡିଆ ଇଣ୍ଟରନ୍ୟାସନାଲ ମେଗା ଟ୍ରେଡ ଫେୟାର ଏବଂ ହୋମ୍ ଆଣ୍ଡ ଡେକୋର ଏକ୍ସପୋ । ଜି.ଏସ୍. ମାର୍କେଟିଂ ଆସୋସିଏଟ୍ସ ଏବଂ ଓଡ଼ିଶା ଡେଭଲପର୍ସ ଫେଡେରେସନ୍ (ଓଡିଫେଡ୍) ଦ୍ୱାରା ଏହା ଆୟୋଜିତ ହୋଇଛି । ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗର…

ନୟାଗଡ଼ ଭୟଙ୍କର ବସ୍ ଦୁର୍ଘଟଣା; ୪ ଲକ୍ଷ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଘାଟି ନିକଟ ହନୁମାନଘାଟି ବୁଲାଣୀ ରାସ୍ତାରେ ଦୁର୍ଘଟଣା ଘଟି ୫ ଜଣଙ୍କର ମୃତ୍ୟୁ ଘଟିଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।…

Lightning and Thunderstorms to Hit Odisha: ଆହୁରି ୭ ଦିନ କାଳବୈଶାଖୀ ବର୍ଷା, ତାତିରୁ ବି ମିଳିବନି…

ଭୁବନେଶ୍ଵର: ରାଜ୍ୟରେ ଏବେ କାଳବୈଶାଖୀ ବର୍ଷା ସାଙ୍ଗକୁ ଝଡ଼ବର୍ଷା ଜାରି ରହିଛି। ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କୁଆପଥର ବର୍ଷା ବି ହେଉଛି। ଏହିଭଳି ଆହୁରି ୭ ଦିନ ରାଜ୍ୟରେ ବର୍ଷା ଏବଂ ବିଜୁଳି ଘଡ଼ଘଡ଼ି ଲାହିରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ତେବେ ରାଜ୍ୟ ଏବଂ ପଡ଼ୋଶୀ…

ନୟାଗଡ଼ରେ ଭୟଙ୍କର ବସ୍ ଦୁର୍ଘଟଣା: ୫ ଜଣଙ୍କର ମୃତ୍ୟୁ, ୪୦ ଆହତ

ନୟାଗଡ଼: ରାତିର ଅନ୍ଧକାରରେ ଏକ ଭୟଙ୍କର ବସ୍ ଦୁର୍ଘଟଣା ଘଟି ପାଞ୍ଚ ଜଣଙ୍କର ଜୀବନ ଚାଲିଯାଇଛି। ପ୍ରାୟ ଚାଳିଶ ଜଣ ଆହତ ହୋଇଛନ୍ତି, ଯେଉଁମାନଙ୍କ ମଧ୍ୟରୁ ପନ୍ଦର ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଘଟଣାଟି ଘଟିଛି ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକେରା ଘାଟି ନିକଟ…

Balugaon Dhaba: ଢାବାରେ ଭିନ୍ନକ୍ଷମ କର୍ମଚାରୀଙ୍କ ମର୍ଡର ଘଟଣା;ଦୁଇ ହତ୍ୟାକାରୀ ଗିରଫ

ଖୋର୍ଦ୍ଧା: ଢାବା କର୍ମଚାରୀଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଅନ୍ୟ ଏକ ସ୍ଥାନରେ ଫିଙ୍ଗି ଦିଆଯାଇଥିଲା । ଏହି ବାଲୁଗାଁ ପଣ୍ଡା ଢାବାରେ ମର୍ଡର ଘଟଣାର ପର୍ଦ୍ଦାଫାଶ ହୋଇଛି । ମୋବାଇଲ ଦେଖିବା ଘଟଣାକୁ କେନ୍ଦ୍ରକରି ହୋଇଥିଲା ହତ୍ୟାକାଣ୍ଡ । ଦୁଇ ହତ୍ୟାକାରୀଙ୍କୁ ଗିରଫ କରିବା ପରେ…

୬ ଏକରରେ ହେଇଥିବା ଗଞ୍ଜେଇ ଚାଷ ନଷ୍ଟ କଲା ପୋଲିସ ; ୧୦ ଗିରଫ

ନବରଙ୍ଗପୁର:ନବରଙ୍ଗପୁରଜିଲ୍ଲା ପୋଲିସକୁ ମିଳିଛି ବଡ ସଫଳତା। ଜିଲ୍ଲାର ରାଇଘର ଓ କୁନ୍ଦେଇ ଥାନା ଅଞ୍ଚଳରେ ଜିଲ୍ଲା ପୋଲିସ ଚଢ଼ଉ କରି ଉକ୍ତ ଅଞ୍ଚଳରେ ହେଉଥିବା ପ୍ରାୟ ୬ ଏକରରେ ଗଞ୍ଜେଇ ଚାଷକୁ ନଷ୍ଟ କରିଛି ଓ ୧୦ ଜଣଙ୍କୁ ଗିରଫ କରିଛି । ନଷ୍ଟ ହେଇଥିବା ଗଛର ସଂଖ୍ୟା ୨୮୩୭ ଓ ଏହାର ଆନୁମାନିକ…

ଆଇସିଏମ୍‌ଏଆଇ ଭୁବନେଶ୍ୱର ଚାପ୍ଟର ପକ୍ଷରୁ ଇନ୍‌କମ୍ ଟାକ୍ସ-୨୦୨୫ ସମ୍ପର୍କୀତ ଆଉଟରିଚ୍ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ଇନଷ୍ଟିଚ୍ୟୁଟ୍ ଅଫ କଷ୍ଟ ଆକାଉଣ୍ଟାଣ୍ଟସ୍ ଅଫ୍ ଇଣ୍ଡିଆ (ଆଇସିଏମ୍‌ଏଆଇ) ଏବଂ ଟ୍ୟାକ୍ସ ରିସର୍ଚ ଡିପାର୍ଟମେଣ୍ଟର ମିଳିତ ସହଯୋଗରେ ନୂତନ ଆୟକର ଆଇନ-୨୦୨୫ ସମ୍ପର୍କୀତ ଏକ ଆଉଟରିଚ୍ କାର୍ଯ୍ୟକ୍ରମ ସିଏମଏ ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମଟି ଡିରେକ୍ଟରଟ୍ ଅଫ୍…