Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୈତ ନଗରୀ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପ୍ରକ୍ରିୟା ଆରମ୍ଭ, କ୍ଷେତ୍ର ପରିଦର୍ଶନ କଲା ସଚିବ ସ୍ତରୀୟ…

ରାଜଧାନୀ ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହି କ୍ରମରେ ଶନିବାର ସକାଳ ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନ ବନ୍ଦର ଛକରୁ ସଚିବ ସ୍ତରୀୟ କମିଟି ତାର କ୍ଷେତ୍ର ପରିଦର୍ଶନ ଆରମ୍ଭ କରିଥିଲା । ସଚିବ ସ୍ତରୀୟ କମିଟିରେ ମୁଖ୍ୟ…

ଉତ୍କଳ ଦିବସରୁ ୬ ନୂଆ ରୁଟରେ ଗଡିବ ‘ମୋ ବସ୍’

ଭୁବନେଶ୍ୱର:ଉତ୍କଳ ଦିବସ ପାଳନ ଅବସରରେ ଲୋକଙ୍କ ସୁବିଧା ପାଇଁ  କ୍ୟାପିଟାଲ ରିଜିଅନ ଅରବାନ ଟ୍ରାନ୍ସପୋର୍ଟ (CRUT) ପକ୍ଷରୁ ୬ଟି ନୂଆ ରୁଟରେ ମୋ ବସ ଗଡିବ ବୋଲି  ଘୋଷଣା କରାଯାଇଛି । ଷ୍ଟିଲ ସିଟି ରାଉରକେଲା ଏବଂ ତାର ଆଖପାଖ ସୁନ୍ଦରଗଡ ଅର୍ବାନ ଟ୍ରାନ୍ସପୋର୍ଟ ଅଞ୍ଚଳର ୬ଟି ନୂଆ ରୁଟରେ…

ବଲାଙ୍ଗିର ଜାଲ୍ ସାର୍ଟିଫିକେଟ୍‌ ମାମଲା, କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

ବହୁ ଚର୍ଚ୍ଚିତ ବଲାଙ୍ଗିର ଜାଲ ସାର୍ଟିଫିକେଟ ଘଟଣାର ତଦନ୍ତ ଏବେ କ୍ରାଇମବ୍ରାଞ୍ଚ କରିବ । ରାଜ୍ୟ ସରକାର ଏହି ନିର୍ଦ୍ଦେଶ ଦେଇଥିବା ବେଳେ ଆଜି(ଶନିବାର) କ୍ରାଇମବ୍ରାଞ୍ଚର ଏକ ଟିମ୍ ବଲାଙ୍ଗିର ଗସ୍ତ କରିବ ବୋଲି ଜଣାପଡ଼ିଛି। କ୍ରାଇମବ୍ରାଞ୍ଚର ଏହି ୫ ଜଣିଆ ଦଳର ନେତୃତ୍ବ ଡିଏସପି ଡି.ବି…

ବିଧାନସଭାରେ ୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ପ୍ରତ୍ୟାହାର କଲେ ଓଡ଼ିଶା ସରକାର, ଜାଣନ୍ତୁ କାହିଁକି

ଭୁବନେଶ୍ବର : ରାଜ୍ୟ ସରକାର ଶୁକ୍ରବାର ୩ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ପ୍ରତ୍ୟାହାର କରିଛନ୍ତି । ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ବିଲ୍ ୨୦୨୩ ସମେତ ଓଡ଼ିଶା ପଛୁଆ ବର୍ଗ ଆୟୋଗ (ସଂଶୋଧନ) ବିଲ୍ ୨୦୨୩ ଏବଂ ଓଡ଼ିଶା ନିୟୋଜିତ କ୍ଷତିପୂରଣ ଅଧିକାର (ସଂଶୋଧନ) ବିଲ୍ ୨୦୨୩କୁ ମଧ୍ୟ…

ମୁଖ୍ୟମନ୍ତ୍ରୀଙ୍କ ସମେତ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ଭୁବନେଶ୍ୱର: ଉତ୍କଳ ଦିବସ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଦ୍ରପୌଦୀ ମୁର୍ମୁ ମଧ୍ୟ ଉତ୍କଳ ଦିବସରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ…

ଆଜି ଉତ୍କଳ ଦିବସ ; ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ମୃତି ଆଜି ବି ଉଜ୍ଜୀବିତ

ଭୁବନେଶ୍ୱର : ଆଜି ଉତ୍କଳ ଦିବସ । ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ଆଜି ଉଜ୍ଜୀବିତ ହେଉଛି ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ମୃତି । ଆଜିର ଦିନରେ  ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ମାନ୍ୟତା ମିଳିଥିଲା । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖକୁ…

ଆଜିଠାରୁ ଶୂନ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ସପ୍ତାହ

ଭୁବନେଶ୍ୱର : ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ଉଦ୍ଦେଶ୍ୟରେ ଆଜିଠାରୁ ସପ୍ତାହବ୍ୟାପୀ ପାଳନ ହେବ ଶୂନ୍ୟ ଦୁର୍ଘଟଣାଜନିତ ମୃତ୍ୟୁ ସପ୍ତାହ ବା ଜିରୋ ଫାଟାଲିଟି ୱିକ୍ । ଏହି ସପ୍ତାହରେ ଦୁର୍ଘଟଣା ଓ ତଦଜନିତ ମୃତ୍ୟୁ ରୋକିବା ଦିଗରେ ସଚେତନତା କରାଯିବ । ଏଥିସହ ରାଜ୍ୟରେ ଦୁର୍ଘଟଣା…

ଗ୍ରାମାଞ୍ଚଳର ମହିଳାଙ୍କୁ ସଶକ୍ତ କରାଇବାକୁ ଡାଲମିଆ ସିମେଣ୍ଟର ‘ଜୀବିକା’ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ୍ ଗ୍ରାମାଞ୍ଚଳର ମହିଳାଙ୍କୁ ସଶକ୍ତ କରିବ । ୧୦ ଲକ୍ଷ ମହିଳାଙ୍କୁ ‘ଜୀବିକା’ କାର୍ଯ୍ୟକ୍ରମ ମାଧ୍ଯମରେ ସଶକ୍ତ କରାଇବାକୁ ଡାଲମିଆ ସିମେଣ୍ଟ ଛତୁ ଚାଷ ଶିକ୍ଷା ଦେବ । ଛତୁ ଚାଷରେ କମ୍ ଖର୍ଚ୍ଚ ହେଉଥିବା ବେଳେ ଅଧିକ ଲାଭ ମିଳିଥାଏ । ଏହା ଏକ କୃଷି…

ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ କଥା କହି ରାଜ୍ୟ ସରକାର ତଥା ଶାସକ ଦଳ ବିରୋଧରେ ବର୍ଷିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ରାଜ୍ୟ ସରକାର ଓ ଶାସକ ଦଳର ନେତାଙ୍କୁ ଓଡ଼ିଶାର ଅପରାଧ ଓ ଅନ୍ୟାନ୍ୟ ସମସ୍ୟା ନେଇ ଆମ ଦଳ ପକ୍ଷରୁ ପ୍ରଶ୍ନ ପଚାରିଲେ ରାଜନୀତି…

ରମାଦେବୀ ବିଶ୍ୱବିଦ୍ୟାଳୟରେ ‘ପଠନର ଆନନ୍ଦ ଏବଂ ଶକ୍ତି’ ଉପରେ ଆଲୋଚନା

ଭୁବନେଶ୍ୱର: ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ 'ପଠନର ଆନନ୍ଦ ଏବଂ ଶକ୍ତି' ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି । ଆଲୋଚନା ଚକ୍ରରେ ଲେଖକ ତଥା ସମାଲୋଚକ ଚନ୍ଦ୍ରହାସ ଚୌଧୁରୀ ମୁଖ୍ଯ ବକ୍ତା ଭାବେ ଯୋଗ ଦେଇ ‘ପଠନ' ମନୁଷ୍ଯ ଜୀବନର ଏକ ଆବଶ୍ୟକତା ବୋଲି ଦର୍ଶାଇଥିଲେ । ସେ ନିଜ…