Latest Odisha News

BREAKING NEWS

Browsing Category

ଓଡିଶା

Odisha

Odisha Budget 2026 : ନବୀନ ପଟ୍ଟନାୟକ ବଜେଟକୁ ନେଇ ରଖିଲେ ପ୍ରତିକ୍ରିୟା ,କହିଲେ- ‘ଫୁଲ୍ ମେନ୍ୟୁ ଇନ୍…

ଭୁବନେଶ୍ବର: ଚଳିତ ବଜେଟକୁ କଟାକ୍ଷ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ରୋଷେଇ ଘର ସହ ତୁଳନା କରି ନବୀନ ବଜେଟକୁ କଟାକ୍ଷ କରିଛନ୍ତି। ସେ କହିଛନ୍ତି, ଏହି ବଜେଟ୍ ବିଷୟରେ ମୁଁ କ’ଣ କହିବି? ଏହା ମୋତେ ଏମିତି ଲାଗୁଛି ଯେମିତି “ଫୁଲ୍ ମେନ୍ୟୁ ଇନ୍ ଏମପ୍ଟି କିଚେନ”। ସେହିପରି…

ବଜେଟ୍ ୨୦୨୬-୨୭: ରତ୍ନଭଣ୍ଡାର ଖୋଲିବା ପାଇଁ ୫ କୋଟି ଟଙ୍କାର ବ୍ୟୟବରାଦ

ଭୁବନେଶ୍ୱର: ବିଧାନସଭାରେ ୨୦୨୬-୨୭ ବର୍ଷ ପାଇଁ ଉପସ୍ଥାପିତ ବଜେଟରେ ଶ୍ରୀମନ୍ଦିର ଏବଂ ଜଗନ୍ନାଥପ୍ରେମୀଙ୍କ ପାଇଁ ବଜେଟରେ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ । ଶ୍ରୀଜଗନ୍ନାଥ ସଂଗ୍ରହାଳୟ ଓ ଲାଇବ୍ରେରୀ କେନ୍ଦ୍ର ପାଇଁ ୧ ହଜାର କୋଟି ଘୋଷଣା କରିଛନ୍ତି…

“ସମୃଦ୍ଧ କୃଷକ” ପାଇଁ ୬ ହଜାର ୮୮ କୋଟି

ଭୁବନେଶ୍ବର: ୨୦୨୬-୨୭ ପାଇଁ ବଜେଟରେ ରାଜ୍ୟ ସରକାର ଚାଷ ଓ ଚାଷୀଙ୍କୁ ଫୋକସ୍ କରିଛନ୍ତି । ବଜେଟରେ ରାଜ୍ୟ ସରକାର କୃଷି ଓ କୃଷକଙ୍କ ବିକାଶ ପାଇଁ ଅନେକ ବଡ଼ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, କୃଷକଙ୍କ ଆୟ ବୃଦ୍ଧିକୁ ସୁନିଶ୍ଚିତ କରିବା ସରକାର "ସମୃଦ୍ଧ କୃଷକ" ଯୋଜନାର…

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ;କହିଲେ-ଅନ୍ୟାୟ ବିରୁଦ୍ଧରେ…

ଭୁବନେଶ୍ୱର:ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ,ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ନବୀନ ପଟ୍ଟନାୟକ କହିଥିଲେ ଯେ, ବିଜୁ ଜନତା ଦଳ ହେଉଛି ଓଡିଶାର କୋଟି କୋଟି ମା’ମାନଙ୍କର ନିଜ ଦଳ । ଗତ ୨୭ ବର୍ଷର…

ବଜେଟରେ ସ୍ବାସ୍ଥ୍ୟସେବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ, ୩ ହଜାର ୧୮୨ କୋଟି ଟଙ୍କାର ବ୍ୟୟ ବରାଦ

ଭୁବନେଶ୍ୱର: ଶୁକ୍ରବାର ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଥିବା ବେଳେ ବଜେଟରେ ସ୍ବାସ୍ଥ୍ୟ ପ୍ରତି ମଧ୍ୟ ଗୁରୁତ୍ୱ ଦେଇଛନ୍ତି ।…

ରାଜ୍ୟ ବଜେଟ୍ ୨୦୨୬-୨୭; ରାଜ୍ୟରେ ଖୋଲିବ ଆଉ ୪ ନୂଆ ବିଶ୍ବ ବିଦ୍ୟାଳୟ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ଏହି ଅବସରରେ…

ରାଜ୍ୟ ବଜେଟ୍ ୨୦୨୬-୨୭ : ୧୫ଶହ ଏକରରେ ହେବ “ଶାମୁକା ପ୍ରକଳ୍ପ”

ଭୁବନେଶ୍ବର: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ରାଜ୍ୟ ସରକାର ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଆଗତ କରିଛନ୍ତି । ଗତବର୍ଷ ତୁଳନାରେ ବଜେଟ ଆକାରରେ ୬.୯ ପ୍ରତିଶତ ବୃଦ୍ଧି କରାଯାଇଛି । ତେବେ ମୋହନ ମାଝୀ ରାଜ୍ୟ…

ବଜେଟ୍‌ରେ ମୁଖ୍ୟମନ୍ତ୍ରୀଙ୍କ କନ୍ୟା ସୁମଙ୍ଗଳ ଯୋଜନା ଘୋଷଣା: ବିଏ ପାସ୍ କଲେ ଝିଅଙ୍କୁ ମିଳିବ ଏତିକି ଟଙ୍କା…

ଭୁବନେଶ୍ଵର: ଆସିଲା ରାଜ୍ୟ ବଜେଟ୍ ୨୦୨୬-୨୭ । ବିଧାନସଭାରେ ବଜେଟ୍ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଚଳିତବର୍ଷ ୩ ଲକ୍ଷ ୧୦ ହଜାର କୋଟିର ବଜେଟ୍ ଉପସ୍ଥାପନ କରାଯାଉଛି । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ରାଜ୍ୟର ସମସ୍ତ ବିଶ୍ବବିଦ୍ୟାଳୟ, ସରକାରୀ କଲେଜ…

୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପିତ, ଗତ ବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ମୋଟ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ୍ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତବର୍ଷ ତୁଳନାରେ ୬.୯ ପ୍ରତିଶତ ବୃଦ୍ଧି ହୋଇଛି । ବଜେଟ୍‌ ରେ…

ଫେବ୍ରୁଆରୀ ୨୭ରେ ଭଦ୍ରକରେ ୨୪ ଘଣ୍ଟିଆ ରେଳ ରୋକ ଡାକରା

ଭଦ୍ରକ: ଅସନ୍ତା ଫେବ୍ରୁଆରୀ ୨୭ରେ ପୀରହାଟଠାରେ ଭଦ୍ରକ ଧାମରା ରେଳପଥରେ ୨୪ ଘଣ୍ଟିଆ ରେଳରୋକ କରାଯିବ । ଧାମରା ପୋର୍ଟ ଦ୍ଵାରା କୋଇଲା ପରିବହନରେ ଜିଲ୍ଲାର ମୂଳ ଅଧିବାସୀଙ୍କୁ ବଞ୍ଚିତ କରାଯାଉଛି । ଏହାକୁ ବିରୋଧ କରି ଆସନ୍ତା ଫେବ୍ରୁଆରୀ ୨୭ରେ ୨୪ ଘଣ୍ଟିଆ ରେଳ ରୋକ୍ ଡାକରା ଦିଆଯାଇଛି ।…