Latest Odisha News

BREAKING NEWS

Browsing Category

ଓଡିଶା

Odisha

ମେ’ ୩୧ ସୁଦ୍ଧା ସରକାରୀ କର୍ମଚାରୀମାନଙ୍କୁ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ଦାଖଲ କରିବାକୁ କଡା ନିର୍ଦ୍ଦେଶ ଦିଆଯାଇଛି । ମେ’ ୩୧ ତାରିଖ ସୁଦ୍ଧା ସରକାରୀ କର୍ମଚାରୀମାନଙ୍କୁ ଅନଲାଇନ୍‌ରେ ସେଲ୍ଫ ଆପ୍ରେଜାଲ୍ ରିପୋର୍ଟ ଦାଖଲ କରିବାକୁ ପଡ଼ିବ । ସେମାନେ କେତେ କାମ କରୁଛନ୍ତି, ସେସବୁର…

ମେ’ ୧ରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

କେନ୍ଦ୍ରାପଡା: ଆରମ୍ଭ ହୋଇଛି କୁମ୍ଭୀର ପ୍ରଜନନ ଋତୁ । ଏହି ସମୟରେ ବଉଳା କୁମ୍ଭୀର ମାନେ ହିଂସ୍ର ହୋଇଥାନ୍ତି । ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମେ ମାସ ୧ ତାରିଖରୁ ଜୁଲାଇ ୩୧ ତାରିଖ ଯାଏଁ ଭିତରକନିକାକୁ ବନ୍ଦ ରଖାଯିବ । ତେବେ ୩ ମାସ ପାଇଁ ଭିତରକନିକା ବନ୍ଦ ରଖାଯିବ ବୋଲି…

ସମୁଦ୍ର ପଥରେ ଆସିପାରୁନି ତେଲ; ଓଡ଼ିଶାରେ ଲାଗୁ ହେଲା କଟକଣା, ନମାନିଲେ ଆକ୍ସନ୍

ଭୁବନେଶ୍ଵର: ମଧ୍ୟପ୍ରାଚ୍ୟରେ ଜାରି ରହିଛି ଯୁଦ୍ଧ । ଏହି ସମୟ ଭିତରେ ତୈଳ ସଙ୍କଟ ଦେଖାଦେଇଛି । ହର୍ମୁଜ୍ ପଥ ଦେଇ ତେଲ ଆସି ପାରୁନଥିବାରୁ ଭାରତରେ ଏହାର ପ୍ରଭାବ ପରିଲିକ୍ଷିତ ହେଉଛି । ଯାହାକୁ ନେଇ ଓଡିଶା ସରକାର ଆଜି ନୂଆ ନିୟମ ଆଣିଛନ୍ତି । ଏଣିକି ସରକାରୀ ତୈଳ କମ୍ପାନୀ ଗୁଡ଼ିକ ଥରକେ ୫୦…

କଭରେଜ୍ ସମୟରେ ସାମ୍ବାଦିକଙ୍କୁ ଗାଳିଗୁଲଜ, ମାରିଦେବାକୁ ଧମକ 

ସମ୍ୱଲପୁର: ସମ୍ୱଲପୁରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମ୍ବାଦିକଙ୍କୁ ଦୁର୍ବ୍ୟବହାର କରିବା ସହ ମାରିଦେବାକୁ ଦିଆଗଲା ଧମକ। ସମ୍ବଲପୁର ଜିଲ୍ଲାରେ ଏକ ଧାର୍ମିକ କାର୍ଯ୍ୟକ୍ରମ କଭରେଜ୍ କରିବା ସମୟରେ ଜଣେ ସାମ୍ବାଦିକଙ୍କୁ ହଇରାଣ କରାଯିବ ସହ ତାଙ୍କୁ ହତ୍ୟା ଧମକର ଦିଆଯାଇଛି।…

କଟକରୁ ୫୦୦ ଏଲପିଜି ଗ୍ୟାସ ସିଲିଣ୍ଡର ଜବତ

କଟକ: ଅବୈଧ ଏଲପିଜି ସିଲିଣ୍ଡର ଗଚ୍ଛିତ ଏବଂ କଳାବଜାରୀ ବିରୋଧରେ ରାଜ୍ୟବ୍ୟାପୀ ଚାଲିଛି ଅଭିଯାନ। ଏହି ପରିପ୍ରେକ୍ଷୀରେ ପୋଲିସ, ଜିଲ୍ଲା ପ୍ରଶାସନ ଏବଂ ସିଭିଲ ଯୋଗାଣ ଅଧିକାରୀଙ୍କ ଏକ ମିଳିତ ଟିମ୍ ଶନିବାର କଟକ ଜିଲ୍ଲାରେ ୫୦୦ ଏଲପିଜି ଗ୍ୟାସ ସିଲିଣ୍ଡର ଜବତ କରିଛି। କଟକ ସଦର ଥାନା…

ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଭୁବନେଶ୍ୱର: ମେଟ୍ରୋ, ସିଜିମାଳୀ ପରେ ଏବେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ୍‌ଙ୍କ ନିର୍ଦ୍ଦେଶନାମାକୁ ନେଇ ବର୍ଷିଛନ୍ତି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର । ମହାନଦୀ ଜଳ ବିବାଦ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖିଛନ୍ତି ସସ୍ମିତ ପାତ୍ର । ଏନେଇ ସେ ଏକ ଭିଡିଓ ବାର୍ତ୍ତା…

ଭାରତର ଶ୍ରେଷ୍ଠ ୬ଷ୍ଠ ବିଶ୍ୱବିଦ୍ୟାଳୟ ବନିଲା କିଟ୍‍

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତବର୍ଷ ‘ଦି ଟାଇମ୍‍ସ ହାଇଅର ଏଜୁକେସନ୍‍’ ଏସିଆ ୟୁନିଭର୍‍ସିଟି ରାଙ୍କିଂ ଫଳାଫଳ ପ୍ରକାଶ ପାଇଛି । ଗୁରୁବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ରାଙ୍କିଂରେ କିଟ୍‍ ବିଶ୍ୱବିଦ୍ୟାଳୟ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬୯ ତମ ସ୍ଥାନରେ…

ଜମି କିଣାବିକା ମାମଲା: ପଞ୍ଜିକୃତ ଦଲିଲ ରଦ୍ଦ କରିପାରିବେନି ସବ୍-ରେଜିଷ୍ଟ୍ରାର୍

କଟକ: ଜମି କିଣାବିକା ଦଲିଲ ରଦ୍ଦ ମାମଲା। ପଞ୍ଜିକୃତ ଦଲିଲକୁ ରଦ୍ଦ କରିପାରିବେନି ରେଜିଷ୍ଟ୍ରେସନ ଅଧିକାରୀ। ଜମି କିଣାବିକା ପରେ ପୁନର୍ବାର ସେହି ଦଲିଲକୁ ରଦ୍ଦ କରିବା (କ୍ୟାନ୍ସଲେସନ ଡିଡ୍‌) ସମ୍ପର୍କିତ ଏକ ମାମଲାର ଶୁଣାଣି କରି ଓଡ଼ିଶା ହାଇକୋର୍ଟ ଆବେଦନକାରିଣୀଙ୍କୁ ସିଭିଲ କୋର୍ଟଙ୍କ…

ଖରାଛୁଟିରେ ହ୍ୱାଟ୍ସଆପ୍‌ରେ ଚାଲିବ ପାଠପଢ଼ା: ଶିଶୁ ବାଟିକାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ବ୍ୟବସ୍ଥା ଲାଗୁ କଲା…

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ କାରଣରୁ ସରକାରୀ ସ୍କୁଲଗୁଡ଼ିକରେ ଆଗୁଆ ଖରାଛୁଟି ଘୋଷଣା କରାଯାଇଛି। ତେବେ ଦୀର୍ଘ ଛୁଟି ସମୟରେ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଯେପରି ବାଧାପ୍ରାପ୍ତ ନହୁଏ ଏବଂ ସେମାନେ ଶିକ୍ଷା ସହ ଯୋଡ଼ି ହୋଇ ରହିବେ, ସେଥିପାଇଁ ରାଜ୍ୟ ସରକାର ଏକ ଅଭିନବ ପଦକ୍ଷେପ…

ଟାଇମ୍ସ ହାୟର ଏଜୁକେସନ୍ ଏସିଆ ୟୁନିଭର୍ସିଟି ର‍୍ୟାଙ୍କିଂ ୨୦୨୬: କିଟ୍‍ ଭାରତର ଶ୍ରେଷ୍ଠ ୬ଷ୍ଠ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ପ୍ରତିବର୍ଷ ଭଳି ଚଳିତବର୍ଷ ‘ଦି ଟାଇମ୍ସ ହାୟର ଏଜୁକେସନ୍ ଏସିଆ ୟୁନିଭର୍ସିଟି ର‍୍ୟାଙ୍କିଂ ଫଳାଫଳ ପ୍ରକାଶ ପାଇଛି । ଗୁରୁବାର ପ୍ରକାଶିତ ବିଶ୍ୱସ୍ତରୀୟ ଏସିଆ ୟୁନିଭର୍‍ସିଟି ର‍୍ୟାଙ୍କିଂରେ ପୂର୍ବ ବର୍ଷଗୁଡ଼ିକ ଆପେକ୍ଷା ଏବର୍ଷ କିଟ୍‍ ବିଶ୍ୱବିଦ୍ୟାଳୟ ଏହି ର‌୍ୟାଙ୍କିଂରେ ଅଧିକ…