Latest Odisha News

BREAKING NEWS

Browsing Category

ଓଡିଶା

Odisha

୩୮ ଡିଗ୍ରୀ ଉପରେ ରାଜ୍ୟର ୫ ସହର, ଆଉ ୨ରୁ ୩ ଡିଗ୍ରୀ ବଢ଼ିବ ପାରଦ

ଭୁବନେଶ୍ୱର: ରାଜ୍ୟରେ ବଢ଼ୁଛି ତାପମାତ୍ରା । ଆଜି ରାଜ୍ୟର ୫ ସହରରେ ପାରଦ ୩୮ ଡିଗ୍ରୀ ଉପରେ ରହିଛି । ୩୮.୮ ଡିଗ୍ରୀ ତାପମାତ୍ରା ସହ ତାଳଚେର ରାଜ୍ୟର ଉତ୍ପତ୍ତ ସହର ପାଲଟିଥିବା ବେଳେ ଭୁବନେଶ୍ୱରରେ ତାପମାତ୍ରା ୩୮.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିଭଳି ଅନୁଗୁଳରେ ତାପମାତ୍ରା ୩୮.୧…

ବିଜୁଙ୍କ ଜୟନ୍ତୀରେ ଦିଲୀପ ରାୟ ମାରିଲେ ତେରେଛା ବାଣ

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଜି ସାରା ଓଡ଼ିଶା ମନେ ପକାଉଛି । ବିଜୁଙ୍କ ସହ ସମୟ ଅତିବାହିତ କରିଥିବା ଲୋକେ ବିଜୁ ପଟ୍ଟନାୟକଙ୍କ ଗୁଣଗାନ କରୁଛନ୍ତି । ଆଜି ବିଜୁ ଜନ୍ମ ଜୟନ୍ତୀରେ ବିଜୁବାବୁଙ୍କ କଥା ମନେ ପକାଇ ତେରେଚ୍ଛା ତୀର ମାରିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଲୀପ…

ପୁରୀରେ ପାଳିତ ହେଲା ଜନ ନାୟକ ବିଜୁ ପଟ୍ଟନାୟକ ଜୟନ୍ତୀ

ପୁରୀ: ପ୍ରବାଦ ପୁରୁଷ ତଥା ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ ଅବସରରେ ପୁରୀ ବିଜୁ ଜନତା ଦଳ ତରଫରୁ ୪ ଶହ ବିଜେଡ଼ି କର୍ମୀଙ୍କୁ ନେଇ ୫ କିମି ସାଇକେଲ ରାଲି ଅନୁଷ୍ଠିତ ହୋଇଥିଲା । ଏହି ରାଲିକୁ ପ୍ରାକ୍ତନ ବାଚସ୍ପତି  ମହେଶ୍ୱର ମହାନ୍ତି ପତାକା ଦେଖାଇ ଶୁଭାରମ୍ଭ…

ପଞ୍ଚାୟତିରାଜ ଦିବସକୁ ଭ୍ରଷ୍ଟାଚାର ଦିବସ ରୂପେ ପାଳିଲା ବିଜେପି

ଭୁବନେଶ୍ୱର: ପଞ୍ଚାୟତିରାଜ ବ୍ୟବସ୍ଥାକୁ ଭ୍ରଷ୍ଟାଚାର ଓ ଦୁର୍ନୀତି ଖଣିରେ ପରିଣତ କରିବାରେ ସର୍ବଶ୍ରେଷ୍ଠ ସ୍ଥାନରେ ଅଛି ଓଡ଼ିଶା । ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ରାଜ୍ୟ ସରକାର ହତ୍ୟା କରିଛନ୍ତି । ଆଜି ଦୁର୍ନୀତି ଓ ଭ୍ରଷ୍ଟାଚାରର ବାରୁଦ ଗଦାରେ ଛିଡା ହୋଇଛି ଓଡ଼ିଶା ପ୍ରଦେଶ ।…

ବନ୍ଧାହେଲେ ନାବାଳିକାଙ୍କୁ ଅପହରଣ କରି ନେଇଥିବା ଶଳା, ଭିଣୋଇ

ସୁବର୍ଣ୍ଣପୁର: ନାବାଳିକା ଅପହରଣ ମାମଲାରେ ଗିରଫ ହେଲେ ଶଳା, ଭିଣୋଇ । ସୁବର୍ଣ୍ଣପୁର ଜିଲ୍ଲା ତରଭା ପୋଲିସ ସମ୍ପର୍କରେ ଶଳା, ଭିଣୋଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଗିରଫ ଅଭିଯୁକ୍ତ ତରଭା ଥାନା ଦେଉଳପଦର ଗାଁର ବିନୟ ବାଗ ଓ ଭିଣୋଇ ବୌଦ୍ଧ ମନମୁଣ୍ଡା ଥାନା ଅନ୍ତର୍ଗତ ବିଶ୍ୱଜିତ୍…

ଦୁର୍ଘଟଣା ପରେ ଜଳିଗଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର ଓ ହେଲପର

ଝାରସୁଗୁଡା : ରାସ୍ତା ମଝିରେ ଜଳୁଛି ୧୦ ଚକିଆ ଟ୍ରକ । ଅଳ୍ପକେ ଜୀବନ ବଞ୍ଚିଗଲା ଡ୍ରାଇଭର ଓ ହେଲପରଙ୍କର । ସୂଚନା ଅନୁଯାୟୀ, ଝାରସୁଗୁଡ଼ା ଜିଲ୍ଲା କୋଲାବିରା ବ୍ଲକ ବଡବାହାଲ ସମାସିଂହା ରାସ୍ତା ମଝିରେ ଜଳୁଛି ୧୦ ଚକିଆ ଟ୍ରକ  । ଆଉ ଅଳ୍ପକେ ଜୀବନ ବଞ୍ଚିପାରିଛି ଡ୍ରାଇଭର ଓ ହେଲପରର। ତେବେ…

ବିଜୁ ଏକ୍ସପ୍ରେସ ୱେ କେବଳ ରାସ୍ତା ନୁହେଁ ଜୀବନରେଖା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଫୋକସ୍‌ରେ ପଶ୍ଚିମ ଓଡ଼ିଶା । ବରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲା ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପଶ୍ଚିମ ସଡ଼ିଶା ବିକାଶରେ ଯୋଡ଼ି ହୋଇଛି ଆଉ ଏକ ଅଧ୍ୟାୟ  । ବରଗଡ଼ ସୋହେଲା ଘେଁସଘେଁସ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସାଧାରଣ ସଭାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ।…

କାହିଁକି ପାଳନ କରାଯାଏ ହୋଲି ? ଏହା ପଛର କ’ଣ ରହିଛି ରହସ୍ୟ…

ରଙ୍ଗର ପର୍ବ ହୋଲି ପର୍ବ। ଫଗୁଣ ମାସରେ ପୂର୍ଣ୍ଣିମା ତିଥିରେ ପାଳନ କରାଯାଏ ହୋଲି ପର୍ବ । ଏହି ଦିନକୁ ସମସ୍ତେ ବଡ଼ ଆନନ୍ଦର ସହ ପାଳନ କରିଥାଆନ୍ତି । ସମସ୍ତେ ସାଙ୍ଗ, ସାଥୀଙ୍କ ସହ ମିଶି ରଙ୍ଗ ଖେଳିବା ସହିତ ଫଗୁଣର ଗୀତ ବୋଲି ଖୁବ୍ ମଜା କରିଥାନ୍ତି। ତେବେ ହୋଲି ପର୍ବ ପାଳନ ପଛରେ ଭିନ୍ନ…

ପୋଲିସ ପଞ୍ଝାରେ ଲୁଟେରା ଗ୍ୟାଙ୍ଗ; ୧୪ ଗିରଫ, ସୁନା ଅଳଙ୍କାର ସହ ବନ୍ଧୁକ ଜବତ

ପୁରୀ; ପୋଲିସ ପଞ୍ଝାରେ ଆନ୍ତଃଜିଲ୍ଲା ଚେନ ସ୍ନାଚିଂ ରାକେଟ। ୧୪ ଜଣିଆ ଗ୍ୟାଙ୍ଗକୁ ଗରିଫ କରାଯାଇଛି। ଅଭିଯୁକ୍ତମାନଙ୍କ ଠାରୁ ସୁନା ଚେନ୍, ମୁଦି, ମୋବାଇଲ୍ ଫୋନ୍ ଓ ପିସ୍ତଲ ଆଦି ସାମଗ୍ରୀ ଜବତ କରାଯାଇଛି। ମିଳିଥିବା ସୂଚନା ଅନୁସାରେ, ପୁରୀ ଅତିରିକ୍ତ ଏସ୍‌ପି ମିହିର ପଣ୍ଡାଙ୍କ…

ଭୁବନେଶ୍ୱରରୁ ଗଞ୍ଜାମ ରଙ୍ଗେଇଲୁଣ୍ଡାକୁ ଉଡ଼ାଣ ଭରିଲା ବିମାନ  

ଭୁବନେଶ୍ୱର : ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିଲା ବିମାନ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଆଜି ପଞ୍ଚାୟତିରାଜ ଦିବସ ଅବସରରେ ଭୁବନେଶ୍ବର-ରଙ୍ଗେଇଲୁଣ୍ଡା-ଭୁବନେଶଜ୍ବର ବିମାନ ଉଡ଼ାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ…