Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭୁବନେଶ୍ୱରରୁ ଗଞ୍ଜାମ ରଙ୍ଗେଇଲୁଣ୍ଡାକୁ ଉଡ଼ାଣ ଭରିଲା ବିମାନ  

ଭୁବନେଶ୍ୱର : ଆଜି ରଙ୍ଗେଇଲୁଣ୍ଡା ଏୟାର ଷ୍ଟ୍ରିପ୍‌ରୁ ଉଡ଼ିଲା ବିମାନ । ଏଥିପାଇଁ ସରିଛି ସମସ୍ତ ପ୍ରସ୍ତୁତି । ଆଜି ପଞ୍ଚାୟତିରାଜ ଦିବସ ଅବସରରେ ଭୁବନେଶ୍ବର-ରଙ୍ଗେଇଲୁଣ୍ଡା-ଭୁବନେଶଜ୍ବର ବିମାନ ଉଡ଼ାଣକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିବେ। ପ୍ରାଥମିକ ପର୍ଯ୍ୟାୟରେ…

ବାଲୁକାକଳାରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୭ ତମ ଜନ୍ମ ଜୟନ୍ତୀ । ଜନ୍ମ ଜୟନ୍ତୀ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ସୁଦର୍ଶନ ଏହି ବାଲୁକାକଳାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ…

ବିଜୁ ପଟନାୟକଙ୍କ ଜୟନ୍ତୀରେ ଡାକୋଟା ବିମାନକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର; ଆଜି ପ୍ରବାଦ ପୁରୁଷ ବିଜୁ ପଟନାୟକଙ୍କର ଜନ୍ମ ବାର୍ଷିକୀ। ଏଥିପାଇଁ ବିଜେଡି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବିଜୁ ବାବୁଙ୍କ ସ୍ମୃତିରେ ଭୁବନେଶ୍ୱର ବିମାନବନ୍ଦର ସମ୍ମୁଖରେ ଥିବା ଡାକୋଟା ବିମାନକୁ ସର୍ବସାଧାରଣଙ୍କ ପାଇଁ ଲୋକାର୍ପଣ କରିଛନ୍ତି…

ଆସନ୍ତା ୧୦ ତାରିଖରୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର; ଆସନ୍ତା ୧୦ତାରିଖରୁ ମାଟ୍ରିକ ପରୀକ୍ଷାର ଦ୍ୱିତୀୟ ସମେଟିଭ ଆସେସମେଣ୍ଟ ପରୀକ୍ଷା ଆରମ୍ଭ ହେବ। ଏଥିପାଇଁ ତତ୍ପର ଶିକ୍ଷା ବିଭାଗ। ୨୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ପରୀକ୍ଷାରେ ଯେମିତ କୌଣସି ତ୍ରୁଟି ନ ହୁଏ ସେ ଦିଗରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ଗତକାଲି…

ବର୍ଣ୍ଣାଢ଼୍ୟ ପରିବେଶରେ ଆରମ୍ଭ ହେଲା ମହିଳା ପ୍ରିମିୟର ଲିଗ କ୍ରିକେଟ

ମୁମ୍ବାଇ: ସ୍ଥାନୀୟ ଡିୱାଇ ପାଟିଲ ଷ୍ଟାଡିୟମରେ ଏକ ବର୍ଣ୍ଣାଢ଼୍ୟ ପରିବେଶରେ ମହିଳା ପ୍ରିମିୟର ଲିଗର ଉଦଘାଟନୀ ସଂସ୍କରଣ ଆରମ୍ଭ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ବଲିଉଡର ଲୋକପ୍ରିୟ ଅଭିନେତ୍ରୀ କିଆରା ଆଡଭାନୀ ଓ କ୍ରିତି ସାନନ ଚମତ୍କାର ନୃତ୍ୟ ପରିବେଷଣ କରି ସମସ୍ତଙ୍କ ମନ ମୋହିଥିଲେ ।…

ବିଜେପି ଯୁବ ମୋର୍ଚ୍ଚା ଘେରାଉ କଲେ ପୁରୀ ଏସପି ଅଫିସ

ପୁରୀ: ବିଧାନସଭା ଘେରାଉ ବେଳେ ପୋଲିସ ପକ୍ଷରୁ ଆକ୍ରମଣ କରାଯିବାକୁ ବିରୋଧ କରି ବିଜେପି ପକ୍ଷରୁ ସମସ୍ତ ଜିଲ୍ଲାର ଏସପି ଅଫିସ ଘେରାଉ କରିବା ପାଇଁ ନିଷ୍ପତି ନିଆଯାଇଥିଲା । ଯୁବ ମୋର୍ଚ୍ଚା ସଭାପତି ଇରାସିଶ ଆଚାର୍ଯ୍ୟଙ୍କ ସମେତ ୨୪ଜଣଙ୍କୁ ଗିରଫ କରାଯିବା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚା…

ପଶ୍ଚିମ ଓଡ଼ଶାବାସୀଙ୍କୁ ପୁଣି ଏକ ମିଥ୍ୟା ପ୍ରତିଶ୍ରୁତି ଦେବେ ମୁଖ୍ୟମନ୍ତ୍ରୀ: ପ୍ରଦୀପ ପୁରୋହିତ

ଭୁବନେଶ୍ୱର: ଗତ ୨୦୧୬ ମସିହାରେ ବରଗଡ ଜିଲ୍ଲା ସୋହେଲାଠାରେ ଚାଷୀ ସମାବେଶରେ ବଡ ବଡ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଆଜି ପର୍ଯ୍ୟନ୍ତ ତାହା ପୂରଣ କରିବାରେ ବିଫଳ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ବାବୁ  । ଆସନ୍ତା କାଲି ପୁଣି ପଶ୍ଚିମ ଓଡିଶା ଗସ୍ତ କରୁଛନ୍ତି । ଏହି ଗସ୍ତ ଅବସରରେ ବରଗଡ,…

ପଂଚାୟତିରାଜ ଦିବସ ନୁହେଁ ଭ୍ରଷ୍ଟାଚାର ଦିବସ ପାଳିବ ବିଜେପି

ଭୁବନେଶ୍ୱର: ପଂଚାୟତରାଜ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ରାଜ୍ୟ ସରକାରଙ୍କ କୈାଣସି ଆନ୍ତରିକତା ନାହିଁ  । ଓଡ଼ିଶାରେ ପଂଚାୟତିରାଜ ବ୍ୟବସ୍ଥାକୁ ରାଜ୍ୟ ସରକାର ହତ୍ୟା କରିଛନ୍ତି ।  ପଂଚାୟତରାଜ ବ୍ୟବସ୍ଥାର ଆତ୍ମା ଏଠି କାନ୍ଦୁଛି । ରାଜ୍ୟ ଭ୍ରଷ୍ଟାଚାର ଓ ଦୁର୍ନୀତିର କେନ୍ଦ୍ର ବିନ୍ଦୁ ପାଲଟି…

ବାଙ୍ଗାଲୋରରେ ଚମକ ଦେଖାଇଲେ ପୁରୀର ଲିଟିଲ ମଡେଲ ଦିବ୍ୟାଶ୍ରୀ ବେହେରା

ପୁରୀ : କୁନି ପାଦ, କୁନି ଶରୀର, କିନ୍ତୁ ବଡ଼ ମଡେଲ ଭାବେ ନିଜକୁ ପ୍ରତିପାଦିତ କରିବାକୁ ଆଖିରେ ଭରି ରହିଛି ଅନେକ ସ୍ୱପ୍ନ । ୭ ବର୍ଷ ବୟସରେ ସାଉଁଟିଛନ୍ତି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ସ୍ମୃତି ଜାତୀୟ ପୁରସ୍କାର-୨୦୨୩। ଏତେ କମ ବୟସରୁ ଦିବ୍ୟାଶ୍ରୀ ଏବେ ସାଜିଛନ୍ତି ଅନ୍ତର୍ଜାତୀୟ ମଡେଲ ।…

ଓଡ଼ିଶା ହାଇକୋର୍ଟରେ ବାହାରିଲା ନିଯୁକ୍ତି; ଇଚ୍ଛୁକ ଯୋଗ୍ୟ ପ୍ରାର୍ଥୀମାନେ କରିପାରିବେ ଆବେଦନ

ଭୁବନେଶ୍ୱର : ଯୁବପୀଢ଼ିଙ୍କ ପାଇଁ ଆସିଲା ଖୁସି ଖବର । ଓଡ଼ିଶା ହାଇକୋର୍ଟରେ ପାଇପାରିବେ ନିଯୁକ୍ତି। ଏନେଇ ଓଡ଼ିଶା ହାଇକୋର୍ଟରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଜୁନିୟର ଆସିଷ୍ଟାଣ୍ଟ ଏବଂ ଆସିଷ୍ଟାଣ୍ଟ ସେକ୍ସନ ଅଫିସର ପଦବୀ ପାଇଁ ଏହି ବିଜ୍ଞପ୍ତି ଜାରି କରାଯାଇଛି । ଇଚ୍ଛୁକ…