Latest Odisha News

BREAKING NEWS

Browsing Category

ଓଡିଶା

Odisha

ପରୀକ୍ଷା ହଲରୁ ବାହାରିବା ପରେ ପ୍ରେମିକାକୁ ଲହୁଲୁହାଣ କଲା ପ୍ରେମିକ

ରାୟଗଡା: ପ୍ରେମିକାକୁ ପ୍ରେମିକର ମରଣାନ୍ତକ ଆକ୍ରମଣ। ରାୟଗଡ଼ା ଜିଲ୍ଲା ରାମନାଗୁଡା ବ୍ଲକ୍ ଅନ୍ତର୍ଗତ ଗୁମୁଡାଠାରେ ଥିବା ଦ୍ରୌପଦୀ ଜୁନିୟର କଲେଜରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା। ଗୁମୁଡା କଲେଜରେ +୨ ପରୀକ୍ଷା ଚାଲିଥିଲା। ପରୀକ୍ଷା ସରିବା ପରେ ବାହାରକୁ ବାହାରିଥିଲେ…

ଆଜି ପୁରୀରେ ହେବ ପିଣ୍ଟୁଙ୍କ ଅନ୍ତିମ ସଂସ୍କାର

ଭୁବନେଶ୍ୱର: ହାଇଦ୍ରାବାଦରୁ ବିମାନ ଯୋଗେ ଭୁବନେଶ୍ୱର ଆସିଲା ଅଭିନେତା ପିଣ୍ଟୁ ନନ୍ଦଙ୍କ ମର ଶରୀର। ବିମାନବନ୍ଦରରୁ ମର ଶରୀର ବାହାରକୁ ଅଣାଯିବା ବେଳେ ପିଣ୍ଟୁଙ୍କ ପତ୍ନୀ, ସମ୍ପର୍କୀୟ ଏବଂ ଓଲିଉଡ ଅଭିନେତା ଉପସ୍ଥିତ ଥିଲେ। ହାଇଦ୍ରାବାଦରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ସମୟରେ…

କୋରାପୁଟରେ ଗଞ୍ଜେଇ କିଣିବାକୁ ଯାଉଥିବା ବେଳେ ବିଡାବିଡା ନୋଟ୍ ସହ ରାଜସ୍ଥାନର ଦୁଇ ଜଣ ଗିରଫ

ଜୟପୁର: ଗଞ୍ଜେଇ କିଣିବୁକା ଯାଉଥିବା ବେଳେ ଜୟପୁର ସଦର ପୋଲିସ ଚଢାଉ କରି ୨ ଜଣକୁ ଗିରଫ କରିଛି। ଗିରଫ ଦୁଇ ଜଣ ହେଲେ ରାଜସ୍ଥାନର ଗୋପାଳ ଲାଲ ଜାଟ, ଗୋପାଳ ଲାଲ ଗୁଜର। ପୋଲିସ ସୁଚନା ଅନୁଯାଇ ଜୟପୁର ସଦର ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ପାତ୍ରପୁଟ, କୋଟା ଛକ ଦେଇ ଆନ୍ଧ୍ରକୁ ଯାଉଥିବା ବେଳେ…

ରେଭେନ୍ସା ଫିଲ୍ମ ଫେଷ୍ଟିଭାଲ ବାତିଲକୁ ନେଇ ବିଶ୍ୱବିଦ୍ୟାଳୟରେ ଉତ୍ତେଜନା

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ରେଭେନ୍ସା ଫିଲ୍ମ ଫେଷ୍ଟିଭାଲକୁ ଶେଷ ମୁହୂର୍ତ୍ତରେ ବାତିଲ କରାଯିବାକୁ ନେଇ ଗୁରୁବାର ଛାତ୍ରଛାତ୍ରୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁବାର ବିଶ୍ୱବିଦ୍ୟାଳୟ ପରିସରରେ ଏକ ତିନି…

ଡାକ୍ତର, ନର୍ସ ବାୟୋମେଟ୍ରିକରେ ଉପସ୍ଥାପନା ପକାଇବେ

ଭୁବନେଶ୍ୱର: ଖୁବଶୀଘ୍ର ସମସ୍ତ ଜିଲ୍ଲା ହସ୍ପିଟାଲ ଓ ମେଡିକାଲ କଲେଜରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ ଉପସ୍ଥାନ ବ୍ୟବସ୍ଥା ଲାଗୁ ହେବ। ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଗୁରୁବାର ଏହି ସୂଚନା ଦେଇଛନ୍ତି। ୨୦୨୩-୨୪ ଆର୍ଥିକ ବର୍ଷରୁ ସମସ୍ତ ଜିଲ୍ଲା…

ନକଲି ଔଷଧର ଉତ୍ତର ପ୍ରଦେଶ ଲିଙ୍କ୍, ବଡ଼ଧରଣର ରାକେଟର ପର୍ଦ୍ଦାଫାଶ

ଭୁବନେଶ୍ୱର: ନକଲି ଔଷଧ କାରବାର ବିରୁଦ୍ଧରେ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ଉତ୍ତର ପ୍ରଦେଶ ଲିଙ୍କ୍ ସଙ୍କେତ ଉପରେ ଠୋସ୍ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଓଡ଼ିଶା ସରକାର ଉତ୍ତର ପ୍ରଦେଶ ସରକାରଙ୍କୁ ଦେଇଥିବା ସୂଚନା ଓ ତଥ୍ୟ ଭିତ୍ତିରେ ଉତ୍ତର ପ୍ରଦେଶ ଷ୍ଟେଟ୍ ଟାକ୍ସ ଫୋର୍ସ…

ଗ୍ୟାସରୁ ରାଜ୍ୟ ପାଉଥିବା ଅଂଶରୁ ସିଂହଭାଗ ଟଙ୍କା ଛାଡ଼ କରିବାକୁ ବିଜେପିର ଦାବି

ଭୁବନେଶ୍ୱର: ଗ୍ୟାସ୍ ଦର ବୃଦ୍ଧି ଯୋଗୁ ଲୋକେ ହନ୍ତସନ୍ତ ହେଉଥିବା ବେଳେ ବିଜେଡି, ବିଜେପି ପରସ୍ପରକୁ ଆକ୍ଷେପ କରିବାରେ ଲାଗିଛନ୍ତି । ବିଜେଡି ଗ୍ୟାସ ଦର ବୃଦ୍ଧି ପାଇଁ ବିଜେପିକୁ ସମାଲୋଚନା କରିଛି । ଯାହାର ଜବାବ ଦେଇ ବିଜେପି କହିଛି, ଦେଶରେ ରୋଷେଇ ଗ୍ୟାସର ଚାହିଦାକୁ ପୂରଣ କରିବା ପାଇଁ…

ମୟୂରଭଞ୍ଜ ଗସ୍ତରେ 5T ସଚିବ, ପର୍ଯ୍ୟଟନସ୍ଥଳୀ ସହ ଐତହ୍ୟସ୍ଥଳୀର ହେବ ନବୀକରଣ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ଓ ଐତହ୍ୟ ସ୍ଥଳ ଝଲସିବ । ଖିଚିଂ, ଦେବକୁଣ୍ଡ, ଭୀମକୁଣ୍ଡ ଆଦି ପ୍ରମୁଖ ପର୍ଯ୍ୟଟନ ସ୍ଥଳୀର ନବୀକରଣ ହେବ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧି ସ୍ଥଳ ନୂଆ ରୂପ ପାଇବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଆଜି…

ପାଣି ପାଇଁ ଲୋକେ ଡହଳ ବିକଳ, ଏପଟେ ଅଯଥା ନଷ୍ଟ ହେଉଛି ଜଳ

ବାଲିଗୁଡ଼ା: ଦୀର୍ଘ ଦିନରୁ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ଅନେକ ୱାର୍ଡରେ ଜଳ ସଂକଟ ଲାଗି ରହିଛି । ହେଲେ ଏନ୍ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ କିମ୍ବା ଜଳ ଯୋଗାଣ ଅଧିକାରୀ ଏଥିପ୍ରତି ଦୃଷ୍ଟି ଦେଉନଥିବା ଅଭିଯୋଗ ହେଉଛି । ଅନେକ ୱାର୍ଡରେ ପାଇପ୍ ଲାଇନ୍ ସଂଯୋଗ…

୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ୫୮୭ କୋଟିର ବଜେଟ୍, ଗତବର୍ଷ ଅପେକ୍ଷା ଅଧିକ ୧୦୦ କୋଟି

କଟକ: କଟକ ମହାନଗର ନିଗମରେ ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ଆଗତ ହୋଇଛି ବଜେଟ୍ । ଚଳିତ ବର୍ଷ ୫୮୭ କୋଟି ୫୬ ଲକ୍ଷ ୫୭ ହଜାର ଟଙ୍କାର ବଜେଟ୍ ଆଗତ ହୋଇଛି କାଉନସିଲ୍ ବୈଠକରେ । ଆସନ୍ତା ୯ ତାରିଖରେ ବଜେଟର ପୂର୍ଣ୍ଣାଙ୍ଗ ରୂପ ଧାର୍ଯ୍ୟ କରାଯାଇ ସରକାରଙ୍କୁ ପଠାଯିବ ବୋଲି ସୂଚନା ଦେଇଛନ୍ତି ସିଏମସି…