Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୃତ୍ୟୁର କିଛି ସମୟ ପୂର୍ବରୁ ଆଜେକ୍ସ ତାଙ୍କ ପ୍ରେମିକାଙ୍କ ସହ କଥା ହେଉଥିଲେ!

ଭୁବନେଶ୍ୱର: ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାରଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ଉଠିନାହିଁ। ଇତିମଧ୍ୟରେ ଏକ ନୂଆ ରିପୋର୍ଟରୁ ଜଣାପଡ଼ିଛି ଯେ ମୃତ୍ୟୁ ପୂର୍ବରୁ ପ୍ରାୟ ୯୭ ସେକେଣ୍ଡ ଯାଏ ଆଜେକ୍ସ ତଥାକଥିତ ପ୍ରେମିକାଙ୍କ ସହ କଥାବାର୍ତ୍ତା କରୁଥିଲେ। ପରେ ତାଙ୍କୁ ଭିଡିଓ କଲ କରିବାକୁ…

ସଂଘୀୟ ବ୍ୟବସ୍ଥାକୁ ମଜବୁତ ଓ ସୁରକ୍ଷା ପାଇଁ ଆହ୍ୱାନ କଲେ ନବୀନ ଓ ମମତା

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତ ଶେଷ କରି କର୍ଣ୍ଣାଟକ ଯିବା ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନିର୍ଦ୍ଧାରିତ ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ ନବୀନ ନିବାସ ଯାଇ ତାଙ୍କର ପ୍ରତିପକ୍ଷ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଯାହା ଉପରେ ସାରା ଦେଶର ନଜର ଥିଲା। ଭେଟଘାଟ…

ଶାମ୍ଭବୀ ପୁରସ୍କାର ୨୦୨୩ରେ ସାମାଜିକ ପରିବର୍ତ୍ତନକାରୀ ସମ୍ମାନିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ୍‌ଲିମିଟେଡ଼ (ଇମ୍ପା)ର କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର) ସଂସ୍ଥା ବଂଶୀଧର ଓ ଇଲା ପଣ୍ଡା ଫାଉଣ୍ଡେସନ୍ (ବିଆଇପିଏଫ୍‌) ପକ୍ଷରୁ ଓଡ଼ିଶାରେ ସ୍ୱାସ୍ଥ୍ୟ ଓ ଆଡଭୋକେସି କ୍ଷେତ୍ରରେ ଯୋଗଦାନ ପାଇଁ ଡଃ ମହମ୍ମଦ ଇମ୍ରାନ୍ ଅଲ୍ଲୀଙ୍କୁ…

ରାହୁଲ ଗାନ୍ଧୀଙ୍କ ସହ ଅଛି ଓଡ଼ିଶା କଂଗ୍ରେସ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ନରେନ୍ଦ୍ର ମୋଦି ସରକାର ବ୍ୟକ୍ତିର ବାକ୍ ସ୍ୱାଧୀନତା ଉପରେ ସଂପୂର୍ଣ୍ଣରୂପେ ରୋକ ଲଗାଇବା ପାଇଁ ଆଜିକୁ ୮ବର୍ଷ ହେଲା କାର୍ଯ୍ୟ କରୁଛି । ଏକଛତ୍ର ବାଦ ଶାସନ ବ୍ୟବସ୍ଥାକୁ ଆପଣାଇବା ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଚେଷ୍ଟା ଚଳାଇଛନ୍ତି । ସତ୍ୟ ଓ ଅହିଂସାର ମାର୍ଗ ରାହୁଲ…

ଯକ୍ଷ୍ମା ଓ ମେରୁଦଣ୍ଡ ଯକ୍ଷ୍ମା ରୋଗର ନିରାକରଣ ସମ୍ଭବ: କିମ୍‌ସ ବିଶେଷଜ୍ଞ

ଭୁବନେଶ୍ୱର: ଜନସାଧାରଣଙ୍କ ମଧ୍ୟରେ ଯକ୍ଷ୍ମାରୋଗ ପ୍ରତି ସଚେତନତା ସୃଷ୍ଟି ସହ ଏହାର  ନିରାକରଣ ‘ବିଶ୍ୱ ଯକ୍ଷ୍ମା ଦିବସ’ ପାଳନର ମୁଖ୍ୟ ଉଦ୍ଦେଶ୍ୟ । ପ୍ରତ୍ୟେକ ବର୍ଷ ମାର୍ଚ୍ଚ ୨୪ ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ୨୦୨୫ ସୁଦ୍ଧା ଭାରତରୁ ଯକ୍ଷ୍ମା ରୋଗର ସମ୍ପୂର୍ଣ୍ଣ ନିରାକରଣ ନିମନ୍ତେ…

ମଦ ପିଇ ଗାଡ଼ି ଚଳାଉଥିଲେ ସାବଧାନ ! ଯାଇ ପାରନ୍ତି ଜେଲ୍…

ଭୁବନେଶ୍ୱର: ଅବହେଳା ଓ ଖାମ ଖିଆଲ୍ ମନୋଭାବ ପାଇଁ ଘଟୁଥିବା ଦୁର୍ଘଟଣା ଏଡ଼ାଇବାକୁ ମଦୁଆଙ୍କ ଉପରେ ନଜର ରଖିବ ପରବହନ ବିଭାଗ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ରାଜ୍ୟରେ ମଦ ପିଇ ଗାଡ଼ି ଚାଳନା କରୁଥିବା ଡ୍ରାଇଭରଙ୍କୁ ଧରାଯିବ । ଜାରି ନିର୍ଦ୍ଦେଶନାମା ଅନୁସାରେ,…

ବାଲିମେଳା ସଂରକ୍ଷିତ ଜଙ୍ଗଲରୁ ବିପୁଳ ମାଓ ସାମଗ୍ରୀ ଜବତ

ମାଲକାନଗିରି: ମାଲକାନଗିରି ପୋଲିସକୁ ବଡ଼ ସଫଳତା ମିଳିଛି । ବାଲିମେଳା ସଂରକ୍ଷିତ ଜଙ୍ଗଲର ତାଇମାଲ ଗାଁ ନିକଟରୁ ସ୍ୱତନ୍ତ୍ର ଅପରେସନ୍ ବେଳେ ବିଏସଏଫ୍ ବିପୁଳ ମାଓ ସାମଗ୍ରୀ ଜବତ କରିଛି । ଆନ୍ଧ୍ର ସୀମାକୁ ଲାଗି ରହିଥିବା ଚିତ୍ରକୋଣ୍ଡା ଥାନା ତାଇମାଲ ଓ ଲାରିଗୁଡ଼ା ଗାଁ ନିକଟରୁ ମାଓ ସାମଗ୍ରୀ…

୨୬ରୁ ପୁଣି ପଶ୍ଚିମା ଝଡ଼, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ପୁଣି ପ୍ରଭାବ ଦେଖାଇବ ପଶ୍ଚିମା ଝଡ଼ । ଆସନ୍ତା ୨୬ରୁ ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ । ଝଡ଼-ପବନର ବେଗ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ରହିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।…

ପ୍ରକୃତ ଲକ୍ଷ୍ୟରୁ ବାଟବଣା ହେଉଛି କି ମୋ ସରକାର ? ଆସିଲା ଅଭିଯୋଗ, ଜବାବ ରଖିଲେ ଜିଲ୍ଲାପାଳ

ଢେଙ୍କାନାଳ : ଜନସାଧାରଣ ହେଉଛନ୍ତି ଗଣତନ୍ତ୍ରର ଆତ୍ମା। ଗଣତନ୍ତ୍ରରେ ପ୍ରତିଟି ଅନୁଷ୍ଠାନ ଲୋକଙ୍କ କଲ୍ୟାଣ ପାଇଁ, ଲୋକଙ୍କ ପଇସାରେ ଲୋକଙ୍କ ସେବା ଏବଂ ସଶକ୍ତୀକରଣ ପାଇଁ ସୃଷ୍ଟି କରାଯାଇଛି। ପ୍ରଶାସନ ଓ ସରକାରୀ କାର୍ଯ୍ୟାଳୟ ଲୋକଙ୍କ ସେବା ପାଇଁ ଅଛି। ଲୋକମାନେ ହିଁ ଏହାର ପ୍ରକୃତ ମାଲିକ।…

କଂଗ୍ରେସରେ ବଢୁଛି ବିଜୟଙ୍କ ଗୁରୁତ୍ବ

ଭୁବନେଶ୍ୱର: କଂଗ୍ରେସରେ ସମସ୍ତେ ଏବେ ବିଜୟ ମୁହାଁ। ଦୀର୍ଘ ଦିନ ଧରି ଶାସନ କ୍ଷମତାରୁ ବାହାରେ ଥିବା କଂଗ୍ରେସ ନେତାଙ୍କ ପାଇଁ ବିଜୟ ହିଁ ସଂଜୀବନୀ ହେବେ ବୋଲି ଧାରଣା ସୃଷ୍ଟି ହୋଇଛି। ସେଥିପାଇଁ ବିଜୟଙ୍କ ନିକଟରେ ଏବେ ଭିଡ଼ ଦେଖିବାକୁ ମିଳୁଛି। ଆମେ କହୁଛୁ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା…