Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହାନଦୀ ପ୍ରସଙ୍ଗକୁ ନେଇ କମ୍ପିଲା ଗୃହ; ୪ଟା ଯାଏ ମୁଲତବି

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗକୁ ନେଇ ଆଜି ଗୃହରେ ପ୍ରବଳ ହଟ୍ଟଗୋଳ । ମହାନଦୀ ପ୍ରସଙ୍ଗକୁ ନେଇ ଆଜି ବିରୋଧୀ ଦଳଙ୍କ ନାରାବାଜିରେ କମ୍ପିଲା ଗୃହ । ଉଭୟ କଂଗ୍ରେସ ଓ ବିଜେପି ସମାନ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ କରିଥିଲେ । ଫଳରେ ବାଚସ୍ପତି ଅପରାହ୍ନ ୪ଟା ଯାଏ ଗୃହକୁ ମୁଲତବି କରିଥିଲେ ।…

ଆସୁଛି ଆଉ ଏକ ପଶ୍ଚିମା ଝଡ଼; ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସୁଛି ଆଉ ଏକ ପଶ୍ଚିମା ଝଡ଼। ଆଜି ମଧ୍ୟରାତିରୁ ଦେଶର ଉତ୍ତର ପଶ୍ଚିମ ଭାଗରୁ ଏହି ପଶ୍ଚିମା ଝଡ଼ର ପ୍ରଭାବ ଆରମ୍ଭ ହେବାକୁ ଥିବା ବେଳେ ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗି ବିଭାଗ। ଏଥିପାଇଁ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା…

ଯୋଗାଣ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରୁ ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟଙ୍କୁ ଉଠାଇନେଲା ପୋଲିସ

ଭୁବନେଶ୍ବର: ଆଜି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ। ଧାନ କିଣା ବିକାରେ ଅନିୟମିତତା ନେଇ ପ୍ରତିବାଦ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ । ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ…

ଖୁବଶୀଘ୍ର ଆସିବ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଆଇନ

କଟକ: ରାଜ୍ୟରେ ଖୁବଶୀଘ୍ର ଆସିବ ନୂଆ ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଆଇନ। ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ ମିଳିସାରିଛି। କେବଳ ସେତିକି ନୁହେଁ ବିଧାନସଭାରେ ନୂଆ ଆପର୍ଟମେଣ୍ଟ ମାଲିକାନା ଆଇନ- ଓଡ଼ିଶା ଆପାର୍ଟମେଣ୍ଟ (ଓନର୍‌ସିପ୍‌ ଆଣ୍ଡ ମ୍ୟାନେଜମେଣ୍ଟ) ବିଲ୍‌, ୨୦୨୩କୁ…

ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ ମମତା ବାନାର୍ଜୀ

ଭୁବନେଶ୍ୱର : ଆଜି ଦୁଇ ରାଜ୍ୟ ମୁଖ୍ୟଙ୍କ ହେବ ଭେଟଘାଟ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଆଜି ତାଙ୍କ ଶେଷ ଦିନ । ତେବେ ଆଜି ଭୁବନେଶ୍ୱରରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା କାର୍ଯ୍ୟକ୍ରମ ରହିଛି । ଦୁଇ ରାଜ୍ୟ ମୁଖ୍ୟଙ୍କ ଭେଟଘାଟକୁ ନେଇ…

ମାତ୍ର ଗୋଟେ ଫୁଟ ଜାଗା ପାଇଁ ମହାଭାରତ; ଜଣଙ୍କ ମୃତ୍ୟୁ, ୨ ଗୁରୁତର

ଅନୁଗୋଳ: ଅନୁଗୋଳ ଜିଲ୍ଲା ବଡ଼ ହିଂସର ଗାଁରେ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଜଣଙ୍କର ମୃତ୍ୟୁ ହୋଇଛି। ଉଭୟ ପରିବାରରୁ ଦୁଇ ଜଣ ଗୁରୁତର ଆହତ ହୋଇଥିବାରୁ ସେମାନଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନା ଅନୁସାରେ ବଡ଼ହିଂସର ଗାଁର…

୯ଟି ଟ୍ରେନ ରହଣି ଦାବିରେ ଆନ୍ଦୋଳନ; ଆଜି ବେଲପାହାଡ଼ ବନ୍ଦ

ଝାରସୁଗୁଡ଼ା : ଆଜି ବେଲପାହାଡ଼ ବନ୍ଦ । ବେଲପାହାଡ଼ ରେଳ ଷ୍ଟେସନରେ ଲାଗିଛି ୧୪୪ ଧାରା । ବେଲପାହାଡ ଲଖନପୁର ରେଳ ୟୁଜର ଫୋରମ ପକ୍ଷରୁ ରେଳ ରୋକ ଆନ୍ଦୋଳନ କରାଯାଇଛି । ଏହି ଆନ୍ଦେଳନ ସକାଳ ୭ଟାରୁ ଆରମ୍ଭ ହୋଇଛି । ବେଲପାହାଡ ରେଳ ଷ୍ଟେସନରେ ୯ଟି ଟ୍ରେନର ରହଣି ଦାବିରେ ଏହି ପ୍ରତିବାଦ…

ଆତ୍ମହତ୍ୟା ପୂର୍ବରୁ ପ୍ରେମିକାକୁ ଡିଜେ ଆଜେକ୍ସ ଏପରି କିଛି ଇ-ମେଲରେ ଲେଖିଥିଲେ…

ଭୁବନେଶ୍ୱର: ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାରଙ୍କ ରହସ୍ୟଜନକ ମୃତ୍ୟୁର ଦିନକ ପରେ ଏକ ଇମେଲ ତାଙ୍କ ଇମେଲରୁ ପ୍ରେମିକାଙ୍କ ନିକଟକୁ ଯାଇଛି। ଯେଉଁଥିରେ ଆଜେକ୍ସଙ୍କ ଫଟୋ ଓ କିଛି ଭଏସ ମେସେଜ ରହିଛି। ଏବେ ତଥାକଥିତ ପ୍ରେମିକା ଜିଜ୍ଞାସାଙ୍କୁ ଆଜେକ୍ସ ଇମେଲ୍ କରିବା ଘଟଣା ସମଗ୍ର…

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ

ଯାଜପୁର: ଜଣେ ନାବାଳିକାଙ୍କୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ପୂର୍ଣ୍ଣଚନ୍ଦ୍ର ମଲ୍ଲିକ ନାମକ ଜଣେ ବ୍ୟକ୍ତିଙ୍କୁ ବୁଧବାର ସ୍ୱତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଜାନକୀ ବିଶ୍ୱାଳ ଆଜୀବନ ସଶ୍ରମ କାରାଦଣ୍ଡ (୨୦ ବର୍ଷ)ରେ ଦଣ୍ଡିତ କରିଛନ୍ତି। ଅକ୍ଟୋବର ୩୧, ୨୦୧୯ରେ ନାବାଳିକା ଜଣଙ୍କ ଘରୁ…

୧୧ ହଜାର ୭୧୦ଟି ସ୍କୁଲରେ ଏବେ ବି ବିଜୁଳି ସଂଯୋଗ ହୋଇନି: ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାର ୧୧ ହଜାର ୭୧୦ଟି ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟରେ ଏଯାଏ ବିଜୁଳି କିମ୍ବା ସୋଲାର ପ୍ୟାନେଲ ସଂଯୋଗ ହୋଇ ନାହିଁ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହା କୁହାଯାଇଛି। ବିଧାନସଭାରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।…