Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଆଗତ ହେବ ୨୦୨୩-୨୪ ଆର୍ଥିକ ବର୍ଷର ବଜେଟ୍

ଭୁବନେଶ୍ୱର : ଆଜି ରାଜ୍ୟ ବଜେଟ୍‌ । ବିଧାନସଭାରେ ଉପସ୍ଥାପିତ ୨୦୨୩-୨୪ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ବଜେଟ୍‌ । ବଜେଟ ଅଧିବେଶନର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ। ନବୀନ ସରକାରଙ୍କ ପଞ୍ଚମ ପାଳିର ଏହା ହେବ ଶେଷ ପୂର୍ଣ୍ଣାଙ୍ଗ ବଜେଟ।…

ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଓଡ଼ିଶାର ୫ ପ୍ରତିଭାଙ୍କୁ ପୁରସ୍କୃତ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରାଳୟ ଅଧୀନରେ ଥିବା କେନ୍ଦ୍ର ସଂଗୀତ ଏକାଡେମୀ ପକ୍ଷରୁ ଓଡ଼ିଶାର ୫ ଜଣ ବିଶିଷ୍ଟ କଳାକାରଙ୍କୁ ୨୦୨୦ ଓ ୨୦୨୧ ପାଇଁ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ଓଡିଶାରୁ ୫ ଜଣଙ୍କୁ ଏହି ପୁରସ୍କାର ମିଳିଥିବାରୁ ଏହା ରାଜ୍ୟ ପାଇଁ ଏକ…

ମଡେଲ ସୌମ୍ୟରଞ୍ଜନ ଆତ୍ମହତ୍ୟା ମାମଲା, ଜେରା ହେବେ ସୋନାଲି

ଭୁବନେଶ୍ୱର: ବହୁଚର୍ଚ୍ଚିତ ମଡେଲ୍ ସୌମ୍ୟରଞ୍ଜନ ପାଣିଗ୍ରାହୀ ଆତ୍ମହତ୍ୟା ମାମଲାରେ ଗୁରୁବାର କ୍ରାଇମବ୍ରାଞ୍ଚ ତାଙ୍କ ବାପା-ମାଆଙ୍କ ବୟାନ ରେକର୍ଡ କରିଛି। ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ କ୍ରାଇମବ୍ରାଞ୍ଚ ଏହି ମାମଲାକୁ ନିଜ ହାତକୁ ନେଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଠ ଜଣିଆ…

ବିଜେଡିର ୪୬ ଜଣ ବିଧାୟକଙ୍କ ବିରୋଧରେ ଅପରାଧିକ ମାମଲା ରହିଛି: ଜୟନାରାୟଣ

ଭୁବନେଶ୍ୱର: ଚଳିତ ବଜେଟ୍ ଅଧିବେଶନର ଶୂନ୍ୟକାଳରେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର କହିଛନ୍ତି ଯେ ବିଜେପୁର ଉପନିର୍ବାଚନ ଜିତିବା ପାଇଁ ଶାସକ ଦଳ କିପରି ଜଣେ ବ୍ୟକ୍ତିଙ୍କୁ ହତ୍ୟା କଲା ତାହାର ପ୍ରମାଣ ସେ ରଖିଛନ୍ତି। ଯାହାକୁ ସେ ସାର୍ବଜନୀନ କରିପାରିବେ। ଜୟନାରାୟଣ ମିଶ୍ର କଟାକ୍ଷ କରି…

‘କ୍ରାଇମବ୍ରାଞ୍ଚ ଗୋପାଳ ଦାସଙ୍କୁ ମାନସିକ ଅସୁସ୍ଥ ବୋଲି ଚିତ୍ରିତ କରିବାକୁ ପ୍ରୟାସ କରୁନି’

ଭୁବନେଶ୍ୱର: ନବ ଦାସ ହତ୍ୟାକାଣ୍ଡ ତଦନ୍ତ ନେଇ ବିରୋଧୀଙ୍କ ଅଭିଯୋଗର ଜବାବ ରଖି ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା କହିଛନ୍ତି ଯେ, ଅଭିଯୁକ୍ତ ଗୋପାଳ ଦାସଙ୍କୁ କେବେ ବି କ୍ରାଇମବ୍ରାଞ୍ଚ ମାନସିକ ଅସୁସ୍ଥ ଭାବେ ଚିତ୍ରଣ କରିବାକୁ ଚେଷ୍ଟା କରିନାହିଁ। ଗୁରୁବାର ଓଡ଼ିଶା ବିଧାନସଭାରେ…

କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ, ସରକାରଙ୍କ ପାଖରେ ନାହିଁ ଖବର

ଭୁବନେଶ୍ୱର: କୋଟିଆରେ ଆନ୍ଧ୍ରପ୍ରଦେଶ ସରକାରଙ୍କ ଅଧିକାରୀ ଦିନ ଦ୍ବିପ୍ରହରରେ ପ୍ରବେଶ କରି ନିଜ ଯୋଜନାର ପ୍ରଚାର କରି ଲୋକଙ୍କୁ ନିଜ ସମର୍ଥନରେ ନେବାକୁ ପ୍ରୟାସ କରୁଛନ୍ତି। ଅଥଚ ରାଜ୍ୟ ସରକାରଙ୍କ ପାଖରେ ଏ ନେଇ କୌଣସି ଖବର ନାହିଁ। ବିଧାନସଭାରେ ବିଜେପି ବିଧାୟିକା କୁସୁମ ଟେଟେଙ୍କ ଏକ…

ଭରସା ହରାଉଛନ୍ତି କି କ୍ରାଇମବ୍ରାଞ୍ଚ ଓ CBI ?

ଭୁବନେଶ୍ୱର: କୌଣସି ଚର୍ଚ୍ଚିତ ଅପରାଧିକ ଘଟଣା ଘଟିଲେ ଏହାର ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚ, ସିବିଆଇ କଥାକୁ ନେଇ ଲଢେଇ ହୁଏ। କିନ୍ତୁ ନବ ଦାସଙ୍କ ହତ୍ୟା ଘଟଣାରେ ଏଫବିଆଇକୁ ନେଇ ଏବେ ରାଜନୀତି ତୀବ୍ର। ରାଜ୍ୟର ତଦନ୍ତକାରୀ ସଂସ୍ଥା କ୍ରାଇମବ୍ରାଞ୍ଚ କିମ୍ବା କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା…

ବିଜୟ ଶଙ୍କରଙ୍କ ସପକ୍ଷରେ ବାହାରିଲେ ବିଜେଡି ନେତ୍ରୀ, କହିଲେ ‘ଠିକ୍ ବାଟରେ ହେଉଛି ତଦନ୍ତ’

ଜଗତସିଂହପୁର: ପୁରୁଣା ବାନ୍ଧବୀଙ୍କୁ ନେଇ ବିବାଦରେ ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ । ବିଜୟଙ୍କ ବିରୋଧରେ ପୋଲିସ କାହିଁକି ପଦକ୍ଷେପ ନେଉ ନାହିଁ ବୋଲି ବିରୋଧୀ ଦଳ ପ୍ରଶ୍ନ କରୁଥିବା ବେଳେ ବିଧାୟକଙ୍କ ସପକ୍ଷରେ ବାହାରିଛି ବିଜେଡି । ତିର୍ତ୍ତୋଲ ମହିଳା ବିଜେଡି ପକ୍ଷରୁ ରଘୁନାଥପୁର…

ବିକଳ୍ପ ବଜେଟ୍‍ ବାବଦରେ ବିହିତ ବିଚାରଭିତ୍ତିକ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦେବେ କି ରାଜ୍ୟ ସରକାର ?

ଭୁବନେଶ୍ୱର: ଭାରତର ଧନୀରାଜ୍ୟ ଓଡ଼ିଶା । ଲୋକେ କିନ୍ତୁ ଦିନ ଦରିଦ୍ର । ଦି’ଓଳା ଦି’ମୁଠା ପେଟପୁରା ଖାଇବା ସାତସପନ । କ’ଣ ନାହିଁ ଓଡିଶାରେ – ଯାହାର ମାଟିତଳେ, ମାଟିଉପରେ ଅଜସ୍ର ଖଣିଜ ସମ୍ପଦ, ହୀରା, ମୋତି, ମାଣିକ, ସୁନାପଥର, ୟୁରାନିୟମ, କୋଇଲା, କ୍ରୋମାଇଟ୍‍, ଲୁହାପଥର, ମାଙ୍ଗାନିଜ୍‍,…

ପ୍ରଫେସର ରାଜେନ୍ଦ୍ର ମହାନ୍ତିଙ୍କୁ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁର୍ବତନ କୁଳପତି ପ୍ରଫେସର ରାଜେନ୍ଦ୍ର ପ୍ରସାଦ ମହାନ୍ତିଙ୍କୁ ଗୁରୁବାର ନୂଆ ଦିଲ୍ଲୀ ଠାରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଲାଲ ବାହାଦୂର ଶାସ୍ତ୍ରୀ ସମ୍ମାନ ପ୍ରଦାନ କରାଯାଇଛି । ଏହି ସମ୍ମାନ…