Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୋପାଳକୁ ଭୁଲି ଗଲେ ପରିବାର ଲୋକେ?

ଚୌଦ୍ୱାର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇ ଜେଲରେ ଅଭିଯୁକ୍ତ ଗୋପାଳ ଦାସ। ଘଟଣାକୁ ଇତି ମଧ୍ୟରେ ୨୪ ଦିନ ପୂରଣ ହେଲାଣି। ଗୋଟିଏ ପଟେ ହତ୍ୟାର ଉଦ୍ଦେଶ୍ୟ କଣ ଜାଣିବାକୁ ଅହରହ କସରତ କରୁଛି କ୍ରାଇମବ୍ରାଞ୍ଚ ଅନ୍ୟପଟେ ଜେଲରେ ଥିବା ଅଭିଯୁକ୍ତ ନିଜର ଭବିଷ୍ୟତକୁ ନେଇ…

କନ୍ୟାଶ୍ରମରେ ବ୍ୟାପୁଛି ଜ୍ୱର; ୫ ଛାତ୍ରୀ ଆଇସିୟୁରେ ଭର୍ତ୍ତି

ବାଲେଶ୍ୱର:ବାଲେଶ୍ୱରରେ ବ୍ୟାପିଛି  ଜ୍ୱର । ସଂଖ୍ୟା ବଢି ଚାଲିଥିବାରୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢିଛି । ସୋର ସ୍ଥିତ ପୁରୁବାଇ କନ୍ୟାଶ୍ରମରେ ଏହି ଜ୍ୱରରେ ପୁଣି ୫ ଜଣ ଆକ୍ରାନ୍ତ ହେବା ପରେ ତତ୍ପରତା ପ୍ରକାଶ କରିଛି ସ୍ୱାସ୍ଥ୍ୟ ବିଭାଗ । ଏହି ୫ ଜଣଙ୍କୁ ବାଲେଶ୍ୱର ଜିଲ୍ଲା ସଦର…

ଷ୍ଟେନସର ଟ୍ରେନ୍‌ ଅଟକୁ ନଥିବାରୁ ଆନ୍ଦୋଳନକୁ ଓହ୍ଲାଇଲେ ଲୋକେ; ଅନିର୍ଦ୍ଦିଷ୍ଟ କାଳ ପାଇଁ ବାମରା ବନ୍ଦ ଡାକରା

ବାମରା: ସମ୍ବଲପୁର ଜିଲ୍ଲା ବାମରା ଷ୍ଟେସନରେ ଅଟକୁ ନାହିଁ ଏକ୍ସପ୍ରେସ୍ ଟ୍ରେନ୍‌। ଏଥିପାଇଁ ଯାତ୍ରୀମାନେ ନାହିଁ ନଥିବା ହଇରାଣ ହେଉଛନ୍ତି। ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ପରେ କିଛି ଫଳ ନମିଳିବାରୁ ବାଧ୍ୟ ହୋଇ ଆନ୍ଦୋଳକୁ ଓହ୍ଲାଇଛି ବାମରା ରେଳ କ୍ରିୟାନୁଷ୍ଠାନ କମିଟି। ବାମରା ରେଳ…

ପନିକିରେ ହାଣି ନଦୀ ବନ୍ଧରେ ଫିଙ୍ଗିଦେଲେ ମହିଳାଙ୍କ ମୃତଦେହ

ଯାଜପୁର: ମହିଳାଙ୍କୁ ପନିକିରେ ହାଣୀ ମୃତଦେହ ନଦୀବନ୍ଧରେ ଫିଙ୍ଗି ଦେଲେ। ଯାଜପୁର ଜିଲ୍ଲା ମଙ୍ଗଳପୁର ଥାନା ଅଧିନସ୍ଥ ଦତ୍ତପୁର ପଞ୍ଚାୟତର ହେମନ୍ତପୁର ଗାଁରେ ଏଭଳି ଘଟଣା ଘଟିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭବ କରିଛି। ମୃତ ମହିଳା ହେଲେ ହେମନ୍ତପୁର ଗାଁର ରନାଥ…

ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି; ୪ ଘଣ୍ଟା ବନ୍ଦ ରହିବ ଦର୍ଶନ

ପୁରୀ: ଆଜି ଫାଲଗୁନ-ଶୁକ୍ଳ ତୃତୀୟା ତିଥି ହୋଇଥିବାରୁ ସନ୍ଧ୍ୟାରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ସନ୍ଧ୍ୟା ସମୟରେ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପାଇଁ ଦିଅଁ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା…

ଏମିତି ଆମ ଜରିମାନା ବ୍ଯବସ୍ଥା! ଗାଡି ଚାଳକ ସିଟ୍ ବେଲ୍ଟ ବାନ୍ଧିନଥିବାରୁ ଫାଇନ୍

ଓଡ଼ିଶା ସମ୍ବାଦ ବ୍ୟୁରୋ: ସିଟ୍ ବେଲ୍ଟ ପିନ୍ଧି ନଥିବାରୁ ଜଣେ ସ୍କୁଟି ଚାଳକଙ୍କ ଚାଲାଣ କଟିଛି।  ରାଜଗାଙ୍ଗପୁରର ଜଣେ ସ୍କୁଟି ଚାଳକ ତଥା ସ୍କୁଟି ମାଲିକ ଅଭିଶେକ କରଙ୍କ ନାଁରେ ଏପରି ଚାଲାଣ କଟିଛି। ଯାହାକୁ ନେଇ ସେ ଏବେ ଚିନ୍ତାରେ। ମିଳିଥିବା ସୂଚନା ଅନୁଯାୟୀ, ସିଟ୍ ବେଲ୍ଟ ନ…

ଦେଶର ୫ ଉତ୍ତପ୍ତ ସହର ମଧ୍ୟରେ ଭୁବନେଶ୍ୱର, ଫେବ୍ରୁଆରୀରେ ୩୮ ଛୁଇଁଲା ପାରଦ

ଭୁବନେଶ୍ୱର: ପଶ୍ଚିମାଝଡ଼ର କମ୍ ପ୍ରଭାବ ଯୋଗୁ ଚଳିତ ବର୍ଷ ଫେବ୍ରୁଆରୀରେ ସୂର୍ଯ୍ୟଙ୍କ ପ୍ରକୋପ ଦେଖିବାକୁ ମିଳିଛି । ଆଜି ରାଜଧାନୀ ଭୁବନେଶ୍ୱରର ପାରଦ ୩୮ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଛି । ଏଥିସହ ଭୁବନେଶ୍ୱର ଦେଶର ୫ ଉତ୍ତପ୍ତ ସହର ମଧ୍ୟରେ ରହିଛି ।…

ଖୋଲାରେ ବିଲେଇ ମଳତ୍ୟାଗ କରିବାରୁ ପାଳିତଙ୍କ ନାଁରେ ଥାନାରେ ମାମଲା

ବ୍ରହ୍ମପୁର: ବିଲେଇ ପାଇଁ ହଟହଟା ସାହି ବାସିନ୍ଦା। ଶେଷରେ ପୋଷା ବିଲେଇ ପାଇଁ ମିଲିକ ବିରୋଧରେ ଥାନାରେ ଏତଲା। ଏମିତି ଏକ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଛତ୍ରପୁର ସହରର ଶଙ୍କର ମଠ ସାହି ପାଣି କଲୋନୀରେ। ସାହିର ଜଣେ ମହିଳା ଘରେ ୩୦ରୁ ଅଧିକ ବିଲେଇ ପାଳିଛନ୍ତି। ଆଉ ବିଲେଇମାନେ ଏଣେ…

ନବ ଦାସଙ୍କ ହତ୍ୟା ମାମଲା ନେଇ ବିଜେପି ଉପରେ ବର୍ଷିଲେ ପ୍ରମିଳା

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟା ମାମଲାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ଉପରେ ବର୍ଷିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ପୂର୍ବରୁ ଗଞ୍ଜାମ ଓ ବରଗଡ଼ ଜିଲ୍ଲାରେ ଘଟିଥିବା କେତେକ ରାଜନୈତିକ ହତ୍ୟାକାଣ୍ଡରେ ଏହି ତୁଙ୍ଗ ବିଜେପି…

କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଭୁବନେଶ୍ୱର: ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜନ୍ମସ୍ଥାନ ଖିଣ୍ଡା ସମେତ ସମ୍ବଲପୁର ଏବଂ ଦେବଗଡ଼ ଜିଲ୍ଲାରେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ଏକ ସ୍ୱତନ୍ତ୍ର ପ୍ୟାକେଜ୍ ମଞ୍ଜୁର କରିବା ପାଇଁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜି. କିଷାନ ରେଡ୍ଡୀଙ୍କୁ ଚିଠି…