Latest Odisha News

BREAKING NEWS

Browsing Category

ଓଡିଶା

Odisha

ଚୌଦ୍ୱାର ଜେଲରେ ହେବ ଗୋପାଳର ମାନସିକ ସ୍ବାସ୍ଥ୍ୟ ଯାଞ୍ଚ

ଝାରସୁଗୁଡା: ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସର ହେବ ମାନସିକ ସ୍ବାସ୍ଥ୍ୟ ଯାଞ୍ଚ। ଚୌଦ୍ୱାର ସର୍କଲ ଜେଲରେ ସେ ଏବେ ରହିଛି। ଏହି ସମୟରେ ସୋମବାର ଝାରସୁଗୁଡ଼ା ଜେଏମଏଫସି କୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। କ୍ରାଇମବ୍ରାଞ୍ଚର ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ ଗୋପାଳ ଦାସର ମାନସିକ…

ସାମ୍ନାକୁ ଆସିଲା ନବ ଦାସଙ୍କୁ ଗୋପାଳ ଗୁଳି କରୁଥିବା ସମୟର ଫଟୋ

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର ଅଭିଯୁକ୍ତ ଏଏସଆଇ ତଥା ବହିଷ୍କୃତ ପୋଲିସ ଅଧିକାରୀ ଗୋପାଳ ଦାସଙ୍କ ଏକ ଫଟୋ ଏବେ ସାମ୍ନାକୁ ଆସିଛି। ଯେଉଁଥିରେ ସେ ଜାନୁଆରୀ ୨୯ ତାରିଖ ଦିନ ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରୁଥିବାର ଦେଖିବାକୁ ମିଳିଛି। ପୂର୍ବରୁ ଗଣମାଧ୍ୟମ ସାମ୍ନାରେ ଯେଉଁ ସବୁ…

୨୦୧୪ରେ ମାନସିକ ରୋଗର ଚିକିତ୍ସା ପାଇଁ ଅନାଧିକୃତ ଛୁଟି ନେଇଥିଲା ଗୋପାଳ!

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଅଭିଯୁକ୍ତ ତଥା ବହିଷ୍କୃତ ଏଏସଆଇ ଗୋପାଳକୃଷ୍ଣ ଦାସ ୨୦୧୪ରେ ମାନସିକ ରୋଗର ଚିକିତ୍ସା ପାଇଁ ଅନାଧିକୃତ ଛୁଟି ନେଇଥିଲା। 'ଦ ନ୍ୟୁ ଇଣ୍ଡିଆନ ଏକ୍ସପ୍ରେସ'ର ରିପୋର୍ଟରୁ ଏହି ସୂଚନା ମିଳିଛି। ୨୦୧୪ରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର…

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳାକୁ ବିଧାନସଭାରେ ମୁଖ୍ୟ ପ୍ରସଙ୍ଗ କରିବ ବିଜେପି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ଆରମ୍ଭ ହେବ ବିଧାନସଭା ବଜେଟ୍ ଅଧିବେଶନ । ସରକାରଙ୍କୁ ବିଭିନ୍ନ ପ୍ରସଙ୍ଗରେ ଘେରିବାକୁ ସଜବାଜ ହୋଇଛନ୍ତି ବିରୋଧୀ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା, ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ, ହତ୍ୟା, ଅପହରଣ, ଦୁଷ୍କର୍ମ, ନାରୀ ନିର୍ଯ୍ୟାତନା, ମାଗଣା ଚାଉଳ,…

ଘରେ ଘରେ ପହଞ୍ଚିବ ମୋଦି ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ବାର୍ତ୍ତା

କଟକ: ରାଜ୍ୟବାସୀଙ୍କୁ ଭ୍ରଷ୍ଟାଚାରୀ ଓ ଦୁର୍ନୀତିଗ୍ରସ୍ତ ବିଜେଡି ସରକାରର ଆଉ ଆବଶ୍ୟକତା ନାହିଁ । ମହିଳା, ଯୁବ, କୃଷକ, ଅନୁସୁଚିତ ଜାତି ଓ ଜନଜାତି, ପଛୁଆ, ସଂଖ୍ୟାଲଘୁ ବର୍ଗ ଲୋକଙ୍କୁ ବାରମ୍ବାର ପ୍ରତାରିତ କରି ଆସୁଛି ଶାସକ ବିଜେଡି । ରାଜ୍ୟ ସରକାରଙ୍କ ମିଛ ବର୍ତ୍ତମାନ ପଦାରେ ପଡ଼ିଲାଣି ।…

ଗୋପାଳର ମାନସିକ ସ୍ଥିତି ନେଇ ଯାଞ୍ଚ ଆବେଦନକୁ ଖାରଜ କଲେ କୋର୍ଟ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସ ଦୀର୍ଘ ଦିନ ଧରି ମାନସିକ ଅସୁସ୍ଥ ଥିଲା । ଏକଥା ପୂର୍ବରୁ ଗୋପାଳଙ୍କ ସ୍ତ୍ରୀ, ଡାକ୍ତର କହିଥିବା ବେଳେ କ୍ରାଇମବ୍ରାଞ୍ଚ ମଧ୍ୟ ସେଥିପ୍ରତି ଗୁରୁତ୍ୱ ଦେଇଥିଲା । ୪ ଜଣ ମାନସିକ ରୋଗ ବିଶେଷଜ୍ଞ ଗୋପାଳ ଉପରେ ନଜର…

ଏଥର କମ୍ପିବ ବିଧାନସଭା

ଭୁବନେଶ୍ୱର: ରାତି ପାହିଲେ ବିଧାନସଭାର ବଜେଟ ଅଧିବେଶନ। ଅଧିବେଶନକୁ ସୁରୁଖୁରୁରେ ଚଳାଇବା ପାଇଁ ଆୟୋଜିତ ହୋଇଛି ସର୍ବଦଳୀୟ ବୈଠକ। ଗୃହକୁ ସୁରୁଖୁରୁରେ ଚଳାଇବା ପାଇଁ ବିଭିନ୍ନ ପ୍ରସଙ୍ଗରେ ରାଜନୈତିକ ଦଳଗୁଡିକର ପ୍ରତିନିଧି ମାନଙ୍କ ସହ ଆଲୋଚନା କରିଛନ୍ତି ବାଚସ୍ପତି । ଭିଡିଓ କନ୍ଫରେନ୍ସିଂ…

ଭୁବନେଶ୍ୱରରୁ ଲଢ଼ିବେ ତିନି ପ୍ରଶାସକ !

ଭୁବନେଶ୍ୱର: ଭୁବନେଶ୍ୱରରେ ମୁହାଁମୁହିଁ ହେବେ କି ତିନି ପ୍ରଶାସକ। ଭୁବନେଶ୍ୱର ସଂସଦୀୟ କ୍ଷେତ୍ରରେ ତିନି ପ୍ରଶାସକ ଅପରାଜିତା, ଅରୂପ ଓ ବିଜୟଙ୍କୁ ଦେଖିବାକୁ ମିଳିବ କି ? ଏଭଳି ଚର୍ଚ୍ଚା ଏବେ ଜୋର ଧରିଛି। ରାଜ୍ୟର ତିନି ପ୍ରମୁଖ ଦଳ ବିଜେଡି ବିଜେପି କଂଗ୍ରେସରେ ଏବେ ପୂର୍ବତନ ପ୍ରଶାସକ…

ଜେଲରେ ଗୋପାଳକୁ ୨୪ ଘଣ୍ଟିଆ ସୁରକ୍ଷା ଦେବାକୁ ହାଇକୋର୍ଟରେ ଆବେଦନ

କଟକ: ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସକୁ ସୁରକ୍ଷା ଦେବାକୁ ଆବେଦନ । ଗୋପାଳ ଦାସକୁ ଚୌଦ୍ୱାର ଜେଲରେ ୨୪ ଘଣ୍ଟିଆ ସୁରକ୍ଷା ଯୋଗାଇ ଦେବା ଲାଗି ହାଇକୋର୍ଟ ଆବେଦନ ହୋଇଛି । ଆବେଦନରେ ଓକିଲ ବଲାଙ୍ଗିର ଜେଲରେ ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁ…

‘ନେତା ନୁହେଁ ନବୀନଙ୍କୁ ଭୋଟ୍ ଦେଉଛନ୍ତି ଜନତା’

ଭୁବନେଶ୍ୱର: ବିଜେଡି କହିଲେ ନବୀନ । ନବୀନ କହିଲେ ବିଜେଡି। ଖୋଦ ବିଜେଡିର ନେତା ମାନେ ଏ କଥା ଖୋଲାଖୋଲା କହୁଛନ୍ତି । ଅବଶ୍ୟ ଏ କଥା କିଛି ନୂଆ ନୂହେଁ । ପୂର୍ବରୁ ମଧ୍ୟ ବହୁ ଦଳୀୟ ନେତା ଏ ସଂପର୍କରେ ବିଭିନ୍ନ ସମୟରେ ମତ ରଖିଛନ୍ତି । ନିର୍ବାଚନ ଆସନ୍ନ ଥିବାରୁ ବର୍ତ୍ତମାନ କିଏ କେଉଁ ଆସନରୁ…