Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆନ୍ଦୋଳନକାରୀ ଗାଡ଼ି ଅଟକାଇଲେ ୧୧୨କୁ କଲ କରନ୍ତୁ: ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର: ୧୦ ଦଫା ଦାବି ନେଇ ବୁଧବାର ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଆନ୍ଦୋଳନକୁ ଓହ୍ଲାଇବା ପାଇଁ ଡ୍ରାଇଭର ସଙ୍ଘ ପକ୍ଷରୁ ପ୍ରସ୍ତୁତି ଚାଲିଥିବା ବେଳେ ଭୁବନେଶ୍ୱରରେ ଯେପରି କୌଣସି ଅଘଟଣ ନଘଟେ ସେଥିପାଇଁ କମିଶନରେଟ୍ ପୁଲିସ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ଆନ୍ଦୋଳନକାରୀ ଗାଡ଼ି…

ଅତାବିରା NAC ନିର୍ବାଚନ, ନାମାଙ୍କନରେ ବିଜେଡିର ଶକ୍ତି ପ୍ରଦର୍ଶନ

ବରଗଡ଼: ଆସନ୍ତା ୩ ତାରିଖରେ ଅତାବିରା ବିଜ୍ଞାପିତ ଅଞ୍ଚଳ ପରିଷଦ ନିର୍ବାଚନ ଲାଗି ଭୋଟ୍ ଗ୍ରହଣ ହେବ । ୧୨ ୱାର୍ଡ ବିଶିଷ୍ଟ ଅତାବିରା ଏନଏସି ପାଇଁ ଆଜି ବିଜୁ ଜନତା ଦଳର ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ନାମାଙ୍କନ ଦାଖଲ ଅବସରରେ ବିଜେଡି ଶକ୍ତି ପ୍ରଦର୍ଶନ କରିଛି । ଏହି ଅବସରରେ…

କାଲିଠୁ ଡ୍ରାଇଭର ଏକତା ମହାମଞ୍ଚର ଧର୍ମଘଟ, ପ୍ରଶାସନକୁ ପରୀକ୍ଷାର୍ଥୀଙ୍କ ପରିବହନ ଚିନ୍ତା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଡ୍ରାଇଭର ଏକତା ମହାମଞ୍ଚ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଡାକରା ଦେଇଛି । ଯୁକ୍ତ ୨ ଓ ଦଶମ ପରୀକ୍ଷା ସମୟରେ ଡ୍ରାଇଭର ଏକତା ମହାମଞ୍ଚର ଏଭଳି ଧର୍ମଘଟ ଡାକରାକୁ ନେଇ ପ୍ରଶାସନିକ ସ୍ତରରେ ପ୍ରସ୍ତୁତି ଆରମ୍ଭ ହୋଇଛି । ଧର୍ମଘଟ ପାଇଁ ପରୀକ୍ଷାର୍ଥୀ ଯେଭଳି…

ଜଙ୍ଗଲ ନିଆଁ ଲିଭାଇବାକୁ ଯାଇଥିଲେ ବନ କର୍ମଚାରୀ, ଜଳିଗଲା ଜିପ୍

ସୁନ୍ଦରଗଡ଼: ଖରା ଆରମ୍ଭ ସହ ଏବେ ରାଜ୍ୟର ଏକାଧିକ ଜଙ୍ଗଲ ଜଳୁଛି । ଜଙ୍ଗଲରେ ଲାଗିଥିବା ନିଆଁକୁ ଆୟତ୍ତ କରିବା ଲାଗି ବନ ବିଭାଗ କର୍ମଚାରୀ ନାକେଦମ୍ ହେଉଛନ୍ତି । ଆଉ ଜଙ୍ଗଲ ନିଆଁକୁ ଲିଭାଇବାକୁ ଯାଇଥିବା ବନ ବିଭାଗର ଗାଡ଼ି ସେହି ଜଙ୍ଗଲ ନିଆଁରେ ଜଳି ଯାଇଛି । ଏଭଳି ଘଟଣା ଘଟିଛି ସୁନ୍ଦରଗଡ଼…

ପ୍ରଶଂସା ହେଉ କି ନିନ୍ଦା, ଏବେ ଚର୍ଚ୍ଚାରେ ଫାଇଭ ଟି

ଭୁବନେଶ୍ୱର: ବିଭିନ୍ନ ଜିଲ୍ଲାରେ ମୁଖ୍ୟମନ୍ତ୍ରୀଙ୍କ ବହୁ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଏବେ ଚର୍ଚ୍ଚାର କେନ୍ଦ୍ର ପାଲଟିଛି। ଆହୁରି ଏକ ପ୍ରସଙ୍ଗ ଚର୍ଚ୍ଚାକୁ ବହୁଗୁଣିତ କରିଛି। ତାହା ହେଉଛି ଫାଇଭ ଟି ସଚିବଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ସହ ଉନ୍ନୟନ…

ଦିନେ ଦୁଇଦିନରେ ପିସିସିର ନୂଆ କମିଟି !

ଭୁବନେଶ୍ୱର: ଘୋଷଣା ହେବ ଶରତଙ୍କ ନୂଆ ଟିମ। ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟ ପ୍ରଦେଶ କଂଗ୍ରେସର ନୂଆ କମିଟି ଘୋଷଣା ହୋଇପାରେ। ପିସିସି ସଭାପତି ଦିଲ୍ଲୀ ଗସ୍ତ କରିବା ପରେ ଏ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ଦାଇତ୍ୱ ନେବାର ବହୁ ମାସ ବିତିଯାଇଥିଲେ ମଧ୍ୟ ଏ ଯାଏ ପିସିସି କମିଟି ଗଠନ ହୋଇ ନ…

ଫିଲିପ୍ସ ଏଜୁକେସନ୍ ସହିତ ସୋଆର ବୁଝାମଣା ସ୍ୱାକ୍ଷରିତ

ଭୁବନେଶ୍ୱର: ଶିକ୍ଷକ ଓ ଛାତ୍ରଛାତ୍ରୀମାନେ ଶିଳ୍ପ କ୍ଷେତ୍ରର ବିଭିନ୍ନ ସମସ୍ୟା ସହ ପରିଚିତ ହେବା ନିମନ୍ତେ ସ୍ଥାନୀୟ ଶିକ୍ଷା ଓ ଅନୁସନ୍ଧାନ (ସୋଆ), ନଭି ମୁମ୍ବାଇସ୍ଥିତ ଫିଲିପ୍ସ ଏଜୁକେସନ୍‌, ଫିଲିପ୍ସ ମେସିନ୍ ଟୁଲ୍ସ ଇଣ୍ଡିଆ ପ୍ରାଇଭେଟ ଲିମିଟେଡ୍ ସହିତ ଏକ ବୁଝାମଣା ପତ୍ର ସ୍ୱାକ୍ଷରିତ…

ଧର୍ମେନ୍ଦ୍ରଙ୍କ ଅନୁରୋଧ ରଖିଲେ କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରୀ; ସେତୁ ନିର୍ମାଣ ପାଇଁ ମଞ୍ଜୁର କଲେ ୨୮୭ କୋଟି

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ ରଖିଲେ କେନ୍ଦ୍ର ଗ୍ରାମୀଣ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ ଗିରିରାଜ ସିଂହ  ।  ଭାରତ ସରକାର ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମଜିଏସଓ୍ୱାଇ) ଅନ୍ତର୍ଗତ ରାଜ୍ୟର ୧୫ ଜିଲ୍ଲାରେ ୫୭ଟି ସେତୁ…

ରଥକାଠ ସଂଗ୍ରହ ସମ୍ପର୍କିତ ବୈଠକ ଅନୁଷ୍ଠିତ

ପୁରୀ: ପୁରୀର ରଥଯାତ୍ରା ବିଶ୍ୱ ପ୍ରସିଦ୍ଧ । ଲକ୍ଷ ଲକ୍ଷ ଶ୍ରଦ୍ଧାଳୁ ଓ ଭକ୍ତ ଙ୍କ ଭାବାବେଗ ରଥଯାତ୍ରା ସହ ଜଡ଼ିତ । ତେଣୁ ରଥଯାତ୍ରାର ମୁଖ୍ୟ ଆଧାର ଶ୍ରୀଜୀଉ ମାନଙ୍କ ରଥ ନିର୍ମାଣ ପାଇଁ ସମସ୍ତେ ସହଯୋଗ କରିବାକୁ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ ଡଃ ସୁରେଶ ଚନ୍ଦ୍ର ଦଳାଇ ପରାମର୍ଶ ଦେଇଛନ୍ତି…

ବିଧାନସଭାରେ ହାତୀଙ୍କ ହିସାବ ନିକାଶ ! ୧୦ ବର୍ଷ ଭିତରେ ମରିଛନ୍ତି ୭୮୪ ଓ ମାରିଛନ୍ତି ୯୨୫ ମଣିଷ

ଭୁବନେଶ୍ବର : ଗତ ୧୦ ବର୍ଷ ଭିତରେ, ଅର୍ଥାତ ୨୦୧୨-୨୦୨୨ ମଧ୍ୟରେ ରାଜ୍ୟରେ ୭୮୪ ହାତୀ ପ୍ରାଣ ହରାଇଛନ୍ତି ଓ ହାତୀଙ୍କ ଆକ୍ରମଣରେ ୯୨୫ ଜଣ ଲୋକଙ୍କର ଜୀବନ ହରାଇଛନ୍ତି । ହାତୀ ଓ ମଣିଷ ଲଢେଇରେ କାହାର କେତେ ଜୀବନ ଯାଇଛି, ଏନେଇ ଆଜି ବିଧାନସଭାରେ ବିସ୍ତୃତ ସୂଚନା ଦେଇଛନ୍ତି ଜଙ୍ଗଲ, ପରିବେଶ ଓ…