Latest Odisha News

BREAKING NEWS

Browsing Category

ଓଡିଶା

Odisha

କଫ ସିରପ ରାକେଟର ପର୍ଦ୍ଦାଫାଶ, ଚେର ଲମ୍ବିଛି ବଲାଙ୍ଗୀରରୁ ପଶ୍ଚିମବଙ୍ଗ

ଭୁବନେଶ୍ୱର: କଫ ସିରପ ମାଫିଆଙ୍କ ବିରୋଧରେ ବଲାଙ୍ଗୀର ପୋଲିସ ତାର 'ମିଶନ କଫ ସିରପ' ଅଭିଯାନରେ ଏକ ବଡ ସଫଳତା ହାସଲ କରି ରବିବାର ଏକ ଆନ୍ତଃରାଜ୍ୟ ସଙ୍ଗଠିତ ରାକେଟର ପର୍ଦ୍ଦାଫାଶ କରିଛି। ପୁଲିସ ୩୫ ଜଣ କଫ ସିରପ୍ ମାଫିଆଙ୍କୁ ଗିରଫ କରିବା ସହ ୩୫ ଲକ୍ଷ ଟଙ୍କାର 'ଏସକଫ୍' କଫ ସିରପ୍ ବୋତଲ ଜବତ…

ଦରବୃଦ୍ଧି ଓ ଆଦାନୀ ପ୍ରସଙ୍ଗରେ ରାଜଧାନୀରେ ଗର୍ଜିଲା କଂଗ୍ରେସ

ଭୁବନେଶ୍ୱର: ଦରଦାମ ବୃଦ୍ଧି ଏବଂ ଆଦାନୀ ପ୍ରସଙ୍ଗରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ସୋମବାର ରାଜଭବନ ନିକଟରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ହାତରେ ପ୍ଲାକାର୍ଡ ଧରି କେନ୍ଦ୍ର ବିରୋଧୀ ସ୍ଲୋଗାନ ଦେଇ କଂଗ୍ରେସ ନେତା ଓ କର୍ମୀମାନେ ରାଜଭବନ ଚଲୋ…

ମାଟ୍ରିକ ପରୀକ୍ଷା: କେଉଁଠି କପି ଅଭିଯୋଗ, ତ ଆଉ କେଉଁଠି ପରିଚାଳନରେ ତ୍ରୁଟି

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ୍ ପରୀକ୍ଷା-୨୦୨୩ରେ ବ୍ୟାପକ ଅନିୟମିତତା, କପି ଓ ଡ୍ରପ୍ ଆଉଟ୍ ଅଭିଯୋଗରେ ମାର୍ଚ୍ଚ ୧୦ ତାରିଖ ପ୍ରଥମ ଦିନରୁ ହିଁ ମାଟ୍ରିକ୍ ପରୀକ୍ଷା ବିଭ୍ରାଟ ଦେଖାଦେଇଛି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ…

କି ଖରା! ସୋମବାର ୫ଟି ସ୍ଥାନରେ ପାରଦ ଟପିଲା ୩୮ ଡିଗ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଓଡ଼ିଶାରେ ପାରଦ ୩୮ ଡିଗ୍ରି ଟପିଥିବା ବେଳେ ସୋମବାର ୫ଟି ସ୍ଥାନରେ ପାରଦ ୩୮ ଡିଗ୍ରି ଟପିଛି।ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ସୋମବାର ସମ୍ବଲପୁର ୩୮.୭ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ…

ଦରମା ବୃଦ୍ଧି ସହିତ ନିୟମିତ କରିବା ଦାବିରେ ରାଜଧାନୀରେ ଗର୍ଜିଲେ ପାଚିକା ସଂଘ

ଭୁବନେଶ୍ୱର: ସାରା ଓଡିଶାର ହଜାର ହଜାର ମଧ୍ୟାହ୍ନ ଭୋଜନ (ଏମଡିଏମ) ରୋଷେୟାମାନେ ସୋମବାର ଏକ ବିଶାଳ ରାଲି କରି ଭୁବନେଶ୍ୱରରେ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଥିଲେ। ସେମାନେ ବିଧାନସଭା ଆଡ଼କୁ ଅଗ୍ରସର ହେଉଥିବା ବେଳେ ପୁଲିସ ସେମାନଙ୍କୁ ଲୋୟର ପିଏମଜି ଛକ ନିକଟରେ ଅଟକାଇ ବିକ୍ଷୋଭ…

ପୁରୀରେ ଆଦର୍ଶ ଗୁରୁକୂଳ ପାଇଁ ଖୁବଶୀଘ୍ର ଡକାଯିବ ଟେଣ୍ଡର

ପୁରୀ: ଖୁବଶୀଘ୍ର ସେବାୟତ ପରିବାରର ବିଦ୍ୟାର୍ଥୀଙ୍କ ପାଇଁ ନିର୍ମାଣ ହେବ ଆଦର୍ଶ ଗୁରୁକୂଳ । ଏଥିପାଇଁ ଟେଣ୍ଡର ଡକାଯିବା ପରେ ଭୂମିପୂଜନ କରାଯାଇ ଗୁରୁକୂଳ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ । ସମୁଦାୟ ୩୨ ଏକର ଜମିରେ ଏକାଡେମିକ ଭବନ, ଯଜ୍ଞ ଶାଳା, ଖେଳ ପଡ଼ିଆ, ହଷ୍ଟେଲ ଆଦି ନିର୍ମାଣ କରାଯିବ ।…

ଓଡ଼ିଶା ସଚିବାଳୟ ସେବା ସଂଘ ପକ୍ଷରୁ କାର୍ଯ୍ୟକ୍ରମ ‘ଅଭ୍ୟାନ୍ନ’ ଉଦଘାଟିତ

ଭୁବନେଶ୍ୱର: ଓଡ଼ିଶା ସଚିବାଳୟ ସେବା ସଂଘ ତରଫରୁ ଲୋକ ସେବା ଭବନ ପରିସରରେ ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ କାର୍ଯ୍ୟକ୍ରମ 'ଅଭ୍ୟାନ୍ନ' ଉଦଘାଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କାର୍ଯ୍ୟକ୍ରମକୁ…

ବେଦାନ୍ତ ଆଲୁମିନିୟମ୍ ଓ ଡାଲମିଆ ସିମେଣ୍ଟ ସହଯୋଗିତାରେ ଉତ୍ପାଦନ ହେବ ସ୍ୱଳ୍ପ କାର୍ବନ ସିମେଣ୍ଟ

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଡାଲମିଆ ସିମେଣ୍ଟସହିତ ଫ୍ଲାଏ ଆଶ ପାଉଁଶ ଭଳି ଶିଳ୍ପ ବର୍ଜ୍ୟବସ୍ତୁ ଯୋଗାଣ ପାଇଁ ଦୀର୍ଘଦିନ ହେଲା ସହଯୋଗିତା କରି ଆସୁଛି ଓ ସ୍ୱଳ୍ପ ଅଙ୍ଗାରକାମ୍ଳ ସିମେଣ୍ଟ ଉତ୍ପାଦନ ପାଇଁ ପଟ ଲାଇନିଂ ଖର୍ଚ୍ଚ କରୁଛି । ଏହି…

୧୦ ବର୍ଷରେ ଓଡିଶାରେ କେତୋଟି ମାମଲାରେ ତଦନ୍ତ କରିଛି କ୍ରାଇମ୍‌ବ୍ରାଞ୍ଚ ? ଉତ୍ତର ରଖିଲେ ମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶାରେ କ୍ରାଇମବ୍ରାଞ୍ଚର ତଦନ୍ତ କାର୍ଯ୍ୟକୁ ନେଇ ପଚରାଯାଇଥିବା ଏକ ପ୍ରଶ୍ନରେ ବିଧାନସଭାରେ ଉତ୍ତର ରଖିଛନ୍ତି ସ୍ଵରାଷ୍ଟ୍ର ରାଷ୍ଟ୍ର ମନ୍ତ୍ରୀ ତୁଷାରକାନ୍ତି ବେହେରା। ରାଜ୍ୟରେ ଗତ ୧୦ ବର୍ଷ (୨୦୧୩ରୁ ୨୦୨୨) ମଧ୍ୟ‌ରେ କ୍ରାଇମ୍‌ବ୍ରାଞ୍ଚ ମୋଟ ୨୨୫ଟି ମାମଲାର ତଦନ୍ତ କରିଛି…

କିଏ ଦଖଲ କରିବ ନବଙ୍କ ଗଡ଼ ?

ଭୁବନେଶ୍ୱର: ଉପନିର୍ବାଚନ ଘୋଷଣା ହୋଇନି ଆରମ୍ଭ ହୋଇଗଲାଣି ଲଢେଇ। ଏମିତି କିଛି ଦେଖିବାକୁ ମିଳିଛି ଝାରସୁଗୁଡ଼ାରେ। ନବ ଦାସଙ୍କ ହତ୍ୟା ପରେ ଝାରସୁଗୁଡ଼ା ଆସନ ଖାଲି ରହିଛି। କୋଉ ମୁହୂର୍ତ୍ତରେ ସେଠାରେ ଉପନିର୍ବାଚନ ଘୋଷଣା ହୋଇପାରେ। କିନ୍ତୁ ଏହାର ବହୁ ପୂର୍ବରୁ ଦଳୀୟ ଟିକେଟ ଆଶାୟୀଙ୍କ…