Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନ୍ଦା ମଇଁଷିକୁ ମିଳିଲା ଜାତୀୟ ମାନ୍ୟତା

ଭୁବନେଶ୍ୱର: ଭାରତୀୟ କୃଷି ଅନୁସନ୍ଧାନ ପରିଷଦ ଆନୁକୁଲ୍ୟରେ ଏକ କାର୍ଯ୍ୟକ୍ରମରେ ଓଡିଶାର "ମନ୍ଦା" ମଇଁଷି ପ୍ରଜାତିକୁ ଦେଶର ୧୯ତମ ମଇଁଷି ପ୍ରଜାତି ହିସାବରେ ମାନ୍ୟତା ମିଳିଛି । କେନ୍ଦ୍ର କୃଷମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ସିଂହ ତୋମାର  ଏହି ଜାତୀୟ ମାନ୍ୟତା ପ୍ରାପ୍ତ ପ୍ରମାଣ ପତ୍ର ଓଡିଶା…

ଜୟ ନାରାୟଣଙ୍କ ବହିଷ୍କାର ଦାବିରେ ରାସ୍ତାକୁ ଓହ୍ଲାଇଲା ବିଜେଡି

ଭୁବନେଶ୍ୱର: ମହିଳା ପୋଲିସ ଅଧିକାରୀଙ୍କୁ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ଧକ୍କା ମାରିବା ଘଟଣା ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି ବିଜେଡି । ଗତକାଲି ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀ କରି ବିରୋଧୀ ଦଳ ପଦରୁ ଜୟନାରାୟଣଙ୍କୁ ହଟାଇବା ପାଇଁ ଦାବି କରିବା ପରେ ବିଜୁ ମହିଳା…

ବାପା ଓ ପୁଅ ବାଇକ୍‌ରେ ଯାଉଥିବା ବେଳେ ସାମ୍ନାରୁ ଧକ୍କା ଦେଲା ଟ୍ରକ୍; ଦୁଇ ମୃତ

ନୂଆପଡା: ସଡ଼କ ଦୁର୍ଘଟଣାରେ ଚାଲିଗଲା ବାପ-ପୁଅଙ୍କ ଜୀବନ। ବାଇକ୍‌ରେ ଯାଉଥିବା ବେଳେ ପଛରୁ ପିଟିଲା ଟ୍ରକ୍। ନୂଆପଡ଼ା ଲଖନା ଥାନା କୁସଦହନା ସ୍ଥିତ ବିଜୁ ଏକ୍ସପ୍ରେସ ୱେରେ ଏଭଳି ଦୁର୍ଘଟଣା ଘଟିଛି। ମୃତକ ଦ୍ୱୟ ହେଲେ କୋମନା ଥାନା ମିଛାପାଲି ଗାଁର କମଳ ପାଟକୀନାରା (୩୫) ଓ ତାଙ୍କ ପୁଅ ଦୀପକ୍…

ଆଧ୍ୟାତ୍ମିକ ଭାବନା ସହ ମୃଦଙ୍ଗର ତାଳେ ତାଳେ ୪ ବର୍ଷର ବାଳକ

କାମାକ୍ଷାନଗର : କଥାରେ ଅଛି ମଣିଷ ଦେହେ ଦିବ୍ୟଜ୍ଞାନ, ଦେଖି ସନ୍ତୋଷ ଭଗବାନ । ଅର୍ଥାତ ସବୁ ମଣିଷଙ୍କ ପାଖେ କିଛି ନା କିଛି ଅନ୍ତର୍ନିହିତ ଗୁଣ ରହିଥାଏ । ଯାହାକୁ ଦେଖି ଭଗବାନ ସନ୍ତୋଷ ଲାଭ କରନ୍ତି । ସେଭଳି ଦିବ୍ୟଜ୍ଞାନ ଦେଖିବାକୁ ମିଳିଛି ୪ବର୍ଷର ଶିଶୁପୁତ୍ର ଗୋବିନ୍ଦଙ୍କ ପାଖରେ । ବୟସ ୪…

ଖୁବ ଶୀଘ୍ର ପଦ୍ମପୁରକୁ ମିଳିପାରେ ଜିଲ୍ଲା ମାନ୍ୟତା

ଭୁବନେଶ୍ୱର : ୨୦୨୪ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ବିରୋଧୀ ବଳ ଯୋଗାଡୁଥିବାବେଳେ ସରକାର ପ୍ରତିଶ୍ରୁତି ପୂରଣ କରିବାରେ ଲାଗିଛନ୍ତି । ଆସନ୍ତ ନିର୍ବାଚନ ପୂର୍ବରୁ ନୀବନ ପଟ୍ଟନାୟକ ବି ତାଙ୍କର ଦେଇଥିବା ସବୁ ପ୍ରତିଶ୍ରୁତି ପୂରଣ କରିବାକୁ ଚେଷ୍ଟା କରୁଛନ୍ତି    । ପଦ୍ମପୁର…

ଆଜି ପଙ୍କୋଦ୍ଧାର ଏକାଦଶୀ; ଗମ୍ଭିରା ଭିତରେ ବାବା ଲୋକନାଥଙ୍କ ଦର୍ଶନ ପାଇବେ ଭକ୍ତ

ପୁରୀ: ପବିତ୍ର ମହାଶିବ ରାତ୍ରି ଉପଲକ୍ଷେ ଆଜି ପୁରୀର ପ୍ରସିଦ୍ଧ ପ୍ରଭୁ ଶ୍ରୀ ଲୋକନାଥ ଦେବଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ ନୀତି ଅନୁଷ୍ଠିତ ହେଉଛି । ବର୍ଷରେ ଏହି ଗୋଟିଏ ଦିନ ପ୍ରଭୁ ଲୋକନାଥଙ୍କ ଗମ୍ଭୀରା ଭିତରକୁ ଯାଇ ଦର୍ଶନ କରିଥାନ୍ତି ଭକ୍ତ ଓ ଶ୍ରଦ୍ଧାଳୁ । ଭାରତରେ ପଙ୍କୋଦ୍ଧାର…

ପେଟ୍ରୋଲିଂ ବେଳେ ହୋମଗାର୍ଡ଼ଙ୍କ ଉପରେ ମାଡ଼ିଗଲା ଗାଡ଼ି, ଚାଲିଗଲା ଜୀବନ

ଆନନ୍ଦପୁର : ଗତକାଲି ବିଳମ୍ବିତ ରାତିରେ ଆନନ୍ଦପୁର ଘଷିପୁରା ଥାନା ଦେଓଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ମାଡ଼ିଯିବାରୁ ଜଣେ କାର୍ଯ୍ୟରତ ହୋମଗାର୍ଡ଼ଙ୍କ ମୃତ୍ୟୁ ଘଟିଛି। ମୃତ ହୋମଗାର୍ଡ ଜଣଙ୍କ ହେଉଛନ୍ତି ସୁରେଶ କୁମାର ରାଉତ । ତାଙ୍କର ବୟସ ୪୭ ବର୍ଷ । ଘର ତରିମୂଳ…

ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲା; ଗିରଫ ହେଲା ଶ୍ୱେତାଙ୍କ ବୟଫ୍ରେଣ୍ଡ ସୌମ୍ୟଜିତ

ଭୁବନେଶ୍ୱର: ସଫ୍ଟୱେର୍ ଇଞ୍ଜିନିୟର ଶ୍ୱେତା ମୃତ୍ୟୁ ମାମଲାରେ ବୟଫ୍ରେଣ୍ଡ ସୌମ୍ୟଜିତଙ୍କୁ ଉଠାଇନେଇଛି କମିଶନରେଟ୍‌ ପୋଲିସ। ଗତକାଲି ରାତିରେ ସମ୍ବଲପୁର ବଂଶୀଧର ନଗରସ୍ଥିତ ଘରୁ ସୌମ୍ୟଙ୍କୁ ଉଠାଇ ଆଣିଥିଲା ପୋଲିସ । ଗିରଫ ପରେ ସୌମ୍ୟଜିତ୍‌ଙ୍କୁ ଭୁବନେଶ୍ୱର ଆଣୁଛି କମିଶନରେଟ୍‌ ପୋଲିସ ।…

ଏପ୍ରିଲ ୬ରୁ ଜେଇଇ ମେନ ୨ୟ ପର୍ଯ୍ୟାୟ ପରୀକ୍ଷା

ଭୁବନେଶ୍ୱର: ଏକକ ପ୍ରବେଶିକା ପରୀକ୍ଷା ବା ଜଏଣ୍ଟ ଏଣ୍ଟ୍ରାନ୍ସ ପରୀକ୍ଷା (ଜେଇଇ)ର ୨ୟ ପର୍ଯ୍ୟାୟ ପରୀକ୍ଷା ଏପ୍ରିଲ ୬ ତାରିଖରୁ ଆରମ୍ଭ ହେବ । ରାଷ୍ଟ୍ରୀୟ ପରୀକ୍ଷା ଏଜେନ୍ସି ବା ଏନଟିଏ ଦ୍ୱାରା ପରିଚାଳିତ ଏହି ସର୍ବଭାରୀୟ ସ୍ତରର ପରୀକ୍ଷା ଏପ୍ରିଲ ୬, ୮,୧୦, ୧୧ ଏବଂ ୧୨ ତାରିଖରେ ହେବ । ୨ୟ…

ଫେବ୍ରୁଆରୀ୨୧ରୁ ବଜେଟ ଅଧିବେଶନ, ୨୦ରେ ସର୍ବଦଳୀୟ ବୈଠକ

ଭୁବନେଶ୍ୱର :ଆସନ୍ତା ୨୧ ତାରିଖରୁଆରମ୍ଭ ହେବ  ବିଧାନସଭା ବଜେଟ ଅଧିବେଶନ । ଫେବ୍ରୁଆରୀ ୨୧ରୁ ଆରମ୍ଭହୋଇ ଏହି ଅଧିବେଶନ ଏପ୍ରିଲ ୬ ତାରିଖ ପର୍ଯ୍ୟନ୍ତ ଚାଲିବ । ୨୦୨୩-୨୪ ପାଇଁ ବଜେଟ ଏହି ଅଧିବେଶନରେ ଉପସ୍ଥାପନ କରାଯିବ । ହେଲେ ତା ପୂର୍ବରୁ ଅର୍ଥାତ ଫେବ୍ରୁଆରୀ ୨୦ ତାରିଖରେ ସର୍ବଦଳୀୟ…