Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓସିଏସ ମୁଖ୍ୟ ଲିଖିତ ପରୀକ୍ଷା କାର୍ଯ୍ୟସୂଚୀରେ ପରିବର୍ତ୍ତନ; ଜାଣନ୍ତୁ, କେବେ ହେବ ପରୀକ୍ଷା

ଭୁବନେଶ୍ୱରୀ:ଓଡ଼ିଶା ସିଭିଲ ସର୍ଭିସ ମୁଖ୍ୟ ଲିଖିତ ପରୀକ୍ଷା (ଓସିଏସ) ଫେବ୍ରୁଆରୀ ୨୧ରୁ ଆରମ୍ଭ ହେବ । ଏ ନେଇ ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ (ଓପିଏସସି) ପକ୍ଷରୁ ଗତକାଲି ସୂଚନା ଦିଆଯାଇଛି । ଏକ ସଂଶୋଧିତ ବିଜ୍ଞପ୍ତି ପ୍ରକାଶ କରି ଓପିଏସସି ପକ୍ଷରୁ କୁହାଯାଇଛି, ପୂର୍ବରୁ ପ୍ରକାଶ ପାଇଥିବା…

କୁଳପତିଙ୍କ ନିଷ୍ପତ୍ତି:ବାଣୀବିହାର କ୍ୟାମ୍ପସରୁ ତଡ଼ା ହେବେ ଅଣଛାତ୍ର

ଭୁବନେଶ୍ୱର: ବାଣୀବିହାର କ୍ୟାମ୍ପସରୁ ତଡା ହେବେ ଅଣଛାତ୍ର। ଅଣଛାତ୍ର ଛାତ୍ରମାନଙ୍କୁ କ୍ୟାମ୍ପସରେ ରହିବାକୁ ଆଉ ଦିଆଯିବ ନାହିଁ ଅନୁମତି। JNU ପ୍ରଫେସସରଙ୍କୁ ଆକ୍ରମଣ ପରେ ଏମିତି କଡା ନିଷ୍ପତି ନେଇଛନ୍ତି ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର୍ ସବିତା ଆଚାର୍ଯ୍ୟ। ଆକ୍ରମଣ ଘଟଣା ପରେ…

ଟୋଲ ଗେଟ୍‌ ନିକଟରେ ଦୁର୍ଘଟଣା, ଜିଅନ୍ତା ଜଳିଗଲେ୨ ଯୁବକ

କଟକ : କନ୍ଦରପୁର ଟୋଲ ଗେଟ୍‌ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଦୁର୍ଘଟଣାରେ ଜୀବନ୍ତ ଜଳିଗଲେ ଦୁଇ ଜଣ ଯୁବକ । ଗତକାଲି ବିଳମ୍ବିତ ରାତି ୨ଟା ବେଳେ ଘଟିଛି ଏଭଳି ଘଟଣା। ଏପରି ଅଭାବନୀୟ ଘଟଣା କଟକ ପାରାଦୀପ ରାସ୍ତା କନ୍ଦରପୁର ଟୋଲ ଗେଟ୍ ନିକଟରେ ଘଟିଛି  । ସୂଚନା ଅନୁଯାୟୀ, ଗତକାଲି…

ଆଜିଠାରୁ ଦୁଇ ଦିନିଆ ଆଇଏଏସ୍‌ ସମ୍ମିଳନୀ, ଗୁରୁମନ୍ତ୍ର ଦେବେ ନବୀନ

ଭୁବନେଶ୍ବର : ଆଜିଠାରୁ ଦୁଇ ଦିନିଆ ବରିଷ୍ଠ ଅଧିକାରୀଙ୍କ ସମ୍ମିଳନୀ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଚାଲିବ ଏହି ସମ୍ମିଳନୀ। ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ଦୁଇ ଦିନିଆ ସମ୍ମିଳନୀ ଆୟୋଜନ ନେଇ ସ୍ଥିର ହୋଇଛି। ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ହେବାକୁ ଥିବା ବେଳେ ଆସନ୍ତାକାଲି…

ସହରାଞ୍ଚଳରେ ମାଗଣା ଶୌଚାଳୟ ସେବା ପାଇଁ ଘୋଷଣା କଲେ ସରକାର

ଭୁବନେଶ୍ୱର: ସହରାଞ୍ଚଳରେ ସାର୍ବଜନୀନ ଶୌଚାଳୟ ବ୍ୟବହାର କଲେ ଏଣିକି ଟଙ୍କାଟିଏ ଦେବାକୁ ପଡ଼ିବ ନାହଁ। ସାରା ରାଜ୍ୟରେ ମାଗଣା ସେବା ଯୋଗାଇ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସମସ୍ତ ମହାନଗର ନିଗମର କମିଶନର ଓ ପୌରପାଳିକା ଓ ଏନଏସିର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖି…

ରବି ନନ୍ଦ ଅସୁସ୍ଥ ହୋଇ ବିଶାଖପାଟନମର ଏକ ହସ୍ପିଟାଲରେ ଭର୍ତ୍ତି

କୋରାପୁଟ: ବରିଷ୍ଠ ବିଜେଡି ନେତା ରବି ନାରାୟଣ ନନ୍ଦ ନିଶ୍ୱାସ ପ୍ରଶ୍ୱାସ ନେବାରେ ସମସ୍ୟା ହେବାରୁ ତାଙ୍କୁ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ରବିବାର ଏକ ଭୋଜିରେ ଯୋଗଦେବା ପରେ ଖାଦ୍ୟରେ ବିଷକ୍ରିୟା ଯୋଗୁଁ ପୂର୍ବତନ ନନ୍ଦ…

ଲୋକସଭାରେ ମନ୍ତ୍ରୀ ନବ ଦାସ ହତ୍ୟା ପ୍ରସଙ୍ଗ ଉଠାଇ ସିବିଆଇ ତଦନ୍ତ ଦାବି କଲେ ବରଗଡ ସାଂସଦ

ନୂଆଦିଲ୍ଲୀ: ଲୋକସଭାରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ ଉଠାଇଛନ୍ତି ବରଗଡ ସାଂସଦ ସୁରେଶ ପୂଜାରୀ। ଏହି ଘଟଣାରେ ଓଡ଼ିଶା ସରକାରଙ୍କ ଦ୍ୱାରା ଦିଆଯାଇଥିବା କ୍ରାଇମବ୍ରାଞ୍ଚ ତଦନ୍ତ ବାବଦରେ କହିବା ସହିତ କିଭଳି କେନ୍ଦ୍ରର ସହଯୋଗ ଲୋଡୁଛି ତଦନ୍ତକାରୀ ସଂସ୍ଥା କହିଥିଲେ…

କିଟ୍‌ରେ ଜାତୀୟ ମେଗା ନୃତ୍ୟ ମହୋତ୍ସବ: ଶାସ୍ତ୍ରୀୟ ଓ ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ

ଭୁବନେଶ୍ୱର: କିଟ୍ ପରିସରରେ ଆୟୋଜିତ ହୋଇଯାଇଛି ଜାତୀୟ ମେଗା ସାଂସ୍କୃତିକ ଓ ନୃତ୍ୟ ମହୋତ୍ସବ । ଏହି ମହୋତ୍ସବରେ ଓଡ଼ିଶା ସମେତ ୨୫ଟି ରାଜ୍ୟର ନୃତ୍ୟଦଳ ଯୋଗଦେଇ ଚମକ୍‌ଦାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ସମେତ କୁଚିପୁଡ଼ି, କଥକ,…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ: ଶିବାନୀ ଶ୍ରେଷ୍ଠ ଅଭିନେତ୍ରୀ, ପୀତବାସ ତ୍ରିପାଠୀ ଶ୍ରେଷ୍ଠ ଅଭିନେତା

ଭୁବନେଶ୍ୱର: ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଭିତରେ ଅନୁଷ୍ଠିତ ହୋଇଯାଇଛି ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ-୨୦୧୯ । ଉତ୍କଳ ମଣ୍ଡପରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୦୧୯ ମସିହା ପାଇଁ ବିଭିନ୍ନ ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା । ନୀଳମାଧବ ପଣ୍ଡାଙ୍କ ‘କାଲିର…

ବିବାହର ୩ଦିନ ପରେ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ତଥା ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରାକ୍ଟର ଧକ୍କାରେ ନବ ବିବାହିତ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରର ଜି.ବେଣୁ ଏବଂ ତାଙ୍କ ସ୍ତ୍ରୀ ସିଏଚ୍‌.ପ୍ରତିମା। ସୋମବାର ସନ୍ଧ୍ୟା ପ୍ରାୟ ସାଢେ଼ ୬ ଟା ବେଳେ ଏହି…