Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜି ଭୁବନେଶ୍ୱର ଆସିବେ ରାଷ୍ଟ୍ରପତି; କାର୍ଯ୍ୟକ୍ରମ ପାଇଁ ସାମ୍ବାଦିକଙ୍କୁ ମନା

ଭୁବନେଶ୍ୱର:ଆଜି ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ଦୁଇଦିନିଆ ଓଡ଼ିଶା ଗସ୍ତରେ ଗସ୍ତରେ ଆସି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଦିନ ୧୧ଟା ୫୫ରେ ରାଷ୍ଟ୍ରପତି ବାୟୁସେନାର ଏକ ସ୍ଵତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବେ । ରାଜ୍ୟପାଳ…

ରାଷ୍ଟ୍ରପତି ପୁରସ୍କାର ପାଇବେ ବିରଞ୍ଚି ନାରାୟଣ ମିଶ୍ର

ଜଗତସିଂହପୁର: ରାଷ୍ଟ୍ରପତି ପୁରସ୍କାର ପାଇବେ କଷ୍ଟମ୍ସ ବିଭାଗର ଅବସରପ୍ରାପ୍ତ ଅତିରିକ୍ତ କମିଶନର । ନାଉଗାଁ ଥାନା ଅନ୍ତର୍ଗତ ପଦ୍ମପୁର (ବ୍ରାହ୍ମଣ ଶାଶନ) ଗାଁର ବିରଞ୍ଚି ନାରାୟଣ ମିଶ୍ରଙ୍କୁ ଉଲେଖନୀୟ ସେବା ନିମନ୍ତେ ରାଷ୍ଟ୍ରପତି ପୁରସ୍କୃତ କରିବେ । ବିରଞ୍ଚି କଷ୍ଟମସ ବିଭାଗର ଆସିଷ୍ଟାଣ୍ଟ…

ମାନସିକ ଭାରସାମ୍ୟ ହରାଇଛନ୍ତି ଜୟନାରାୟଣ: ବିଜେଡି

ଭୁବନେଶ୍ୱର: ନବ ଦାସଙ୍କ ହତ୍ୟାକାଣ୍ଡ ଭଳି ସ୍ପର୍ଶକାତର ମାମଲାରେ ବାରମ୍ଵାର ଅରୁଚିକର ମନ୍ତବ୍ୟ ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର ମାନସିକ ଭାରସାମ୍ୟ ହରାଇଛନ୍ତି । ତେଣୁ ତୁରନ୍ତ ତାଙ୍କର ମାନସିକ ସ୍ଵାସ୍ଥ୍ୟ ପରୀକ୍ଷା କରାଇ ନେବାକୁ ବିଜୁ ଜନତା ଦଳ, ବିଜେପି ନେତୃବୃନ୍ଦଙ୍କୁ ପରାମର୍ଶ…

ବିଏମ୍‌ସି ନେଇଥିବା ବର୍ଦ୍ଧିତ ହୋଲଡିଂ ଟିକସକୁ ସୁଧ ସହ ଫେରାଉ: ବିଜେପି

ଭୁବନେଶ୍ୱର: ବିଏମ୍‌ସିର ହୋଲଡିଂ ଟିକସ ବୃଦ୍ଧି ନିଷ୍ପତି ବେଆଇନ ବୋଲି ହାଇକୋର୍ଟଙ୍କ ରାୟ ପ୍ରକାଶ ପାଇଛି । ଏହା ବିଏମ୍‌ସିକୁ ଶକ୍ତ ଚାପୁଡା ଏବଂ ହୋଲଡିଂ ଟିକସ ବୃଦ୍ଧି ନିଷ୍ପତି ରଦ୍ଦ ହେବା ଫଳରେ ଭୁବନେଶ୍ୱରବାସୀ ଆଶ୍ୱସ୍ତି ହୋଇଛନ୍ତି ବୋଲି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ…

ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ମୁଖ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ: ବିଜେପି

ଭୁବନେଶ୍ୱର: ଓଡ଼ିଶାରେ ଆଇନ ଶୃଙ୍ଖଳା ବିଗିଡି ଯାଇଛି। ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାରେ ଏପରି କହିଛି ବିଜେପି। ଏହାପରେ ଗୁରୁବାର ରାଜରାସ୍ତାକୁ ଓହ୍ଲାଇଛି ଭାରତୀୟ ଜନତା ପାର୍ଟି। ଆଉ ହତ୍ୟା ଘଟଣା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ବିରୋଧୀ। ଭୁବନେଶ୍ୱରରେ ବିଜେପି…

ଆଠଗଡ ବନ ବିଭାଗ ହେପାଜତ ମୃତ୍ୟୁ ଘଟଣା, ଗିରଫ ୬ ବନ କର୍ମଚାରୀ ହେବେ ନିଲମ୍ବିତ

କଟକ: ହାତୀ ହତ୍ୟାକାରୀ ଭାବି ଜେରା କରିବା ବେଳେ ଧନେଶ୍ୱର ବେହେରାଙ୍କ ମୃତ୍ୟୁ ଘଟଣାରେ ଗିରଫ ହୋଇଥିବା ୬ ବନକର୍ମଚାରୀ ଚାକିରିରୁ ନିଲମ୍ବନ କରାଯିବ। ବିଭାଗୀୟ ନିୟମ ଅନୁସାରେ ଗିରଫ ହେବାର ୪୮ ଘଣ୍ଟା ମଧ୍ୟରେ ନିଲମ୍ବିତ ହେବେ। ପିସିସିଏଫ ଦେବୀଦତ୍ତ ବିଶ୍ୱାଳ ଏହି ସୂଚନା ଦେଇଛନ୍ତି।…

ଗୋପାଳର ଆଜି ହେଲା ପଲିଗ୍ରାଫ ଟେଷ୍ଟ, ଆସନ୍ତାକାଲି ନାର୍କୋ ଟେଷ୍ଟ

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳ ଦାସଙ୍କର ଆଜି ପଲିଗ୍ରାଫ ଟେଷ୍ଟ ହୋଇଛି। ଆସନ୍ତାକାଲି ନାର୍କୋ ଟେଷ୍ଟ ହେବ। ଗୁଜରାଟ ଗାନ୍ଧୀନଗରରେ ଥିବା ଏସଏଫଏସଏଲରେ ଏହି ପରୀକ୍ଷା ହୋଇଛି ବୋଲି ତଦନ୍ତକାରୀ ଟିମ୍ କ୍ରାଇମବ୍ରାଞ୍ଚ ଏହି ସୂଚନା ଦେଇଛି। ଗତକାଲି…

ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି ନୂଆ ରାଜ୍ୟ ସୂଚନା କମିଶନର ନିଯୁକ୍ତ

ଭୁୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି ନୂଆ ରାଜ୍ୟ ସୂଚନା କମିଶନର ନିଯୁକ୍ତ ହୋଇଛନ୍ତି। ରାଜ୍ୟପାଳଙ୍କ ଅନୁମୋଦନ କ୍ରମେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ନିକଟରେ ରାଜ୍ୟର ଦୈନିକ ଖବରକାଗଜ 'ସମାଜ'ରୁ ସେ ଅବସର ଗ୍ରହଣ…

ଢେଙ୍କାନାଳରେ ଧର୍ମେନ୍ଦ୍ର ନିର୍ବାଚନ ଲଢ଼ିଲେ ପ୍ରଭାବ ପଡ଼ିବ ନାହିଁ: ବିଜେଡି ବିଧାୟକ

ଭୁବନେଶ୍ୱର: ଦୁଇ ଥରର ରାଜ୍ୟସଭା ସାଂସଦ, ବିଜେପିର ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏଥର ନିର୍ବାଚନ ଲଢ଼ିବେ। ଏକ ଇଂରାଜୀ ଖବରକାଗଜକୁ ସାକ୍ଷାତକାର ଦେବା ବେଳେ ନିଜେ ନିର୍ବାଚନ ଲଢ଼ିବେ ବୋଲି କହିବା ପରେ ସେ ଏବେ କେଉଁଠୁ ପ୍ରାର୍ଥୀ ହେବେ ସେ ନେଇ ଚର୍ଟ୍ଟା…

ହସୁଛି ଗୋପାଳ, କାନ୍ଦୁଛି ନବଙ୍କ ପରିବାର

ଝାରସୁଗୁଡ଼ା: ହସୁଛି ଗୋପାଳ, କାନ୍ଦୁଛି ନବଙ୍କ ପରିବାର । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ମନ ଖୋଲି ହସୁଛି । ମନ୍ତ୍ରୀ ନବଙ୍କୁ ମାରିବା ପରେ ବି ଗୋପାଳ ମନରେ ପଶ୍ଚାତାପର ଚିହ୍ନ ବର୍ଣ୍ଣ ନାହିଁ । ଅନ୍ୟପଟେ ନବଙ୍କୁ ହରାଇ ଭାଙ୍ଗି ପଡ଼ିଛି ପରିବାର । ପରିବାର…