Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ୱର୍ଗଦ୍ୱାରରେ ପିଣ୍ଟୁ ନନ୍ଦଙ୍କୁ ଅଶ୍ରୁଳ ବିଦାୟ

ପୁରୀ(ସନ୍ତୋଷ ଦାଶ): କାନ୍ଦ ବୋବାଳିରେ ଫାଟି ପଡୁଥିଲା ସ୍ୱର୍ଗଦ୍ୱାର । ଲୁହ ଆଉ କୋହକୁ ସମ୍ବରଣ କରିପାରୁ ନ ଥିଲେ  ଉପସ୍ଥିତ ସିନେପ୍ରେମୀ,ଶୁଭେଛୁ ଓ କଳାକାର । ଏହି ଲୁହ ଆଉ କୋହ କହୁଥଲା କେତେ ଆପଣାର ଥିଲେ ପିଣ୍ଟୁ ନନ୍ଦ ।  ବେଳାଭୂମିରେ ଆଜି ପଞ୍ଚଭୂତରେ ବିଲୀନ ହୋଇଛି ଓଲିଉଡ ଅଭିନେତା…

ଯନ୍ତ୍ରୀଙ୍କୁ ମନ୍ତ୍ରୀଙ୍କ ତାଗିଦ; ଚାଲିଲା ହାଇ ଭୋଲଟେଜ ଡ୍ରାମା

ଢେଙ୍କାନାଳ: ମୁହାଁମୁହିଁ ହୋଇଥିଲେ ଯନ୍ତ୍ରୀ-ମନ୍ତ୍ରୀ । ଯନ୍ତ୍ରୀଙ୍କ କାମରେ ଅବହେଳା ଓ ଅସହଯୋଗ ନେଇ ବର୍ଷିଥିଲେ ମନ୍ତ୍ରୀ । ଯନ୍ତ୍ରୀ କର୍ମକ୍ଷେତ୍ରରେ ରହୁ ନ ଥିବା ନେଇ କଡା ତାଗିଦ କରିଥିଲେ ଜିଲ୍ଲାପାଳ । ଏମିତି ହାଇଭୋଲଟେଜ ଡ୍ରାମା ଦେଖିବାକୁ ମିଳିଥିଲା ଢେଙ୍କାନାଳ ଜିଲ୍ଲା…

ପୁଲିସର ବଡ଼ ସଫଳତା; ଯାଜପୁର ମୂର୍ତ୍ତୀ ଚୋର ରାକେଟ୍‌ର ପର୍ଦ୍ଦାଫାସ୍

ଯାଜପୁର: ଯାଜପୁର ଜିଲ୍ଲା ପୋଲିସର ବଡ ସଫଳତା। ମୂର୍ତ୍ତି ଚୋରୀ ରାକେଟର ପର୍ଦ୍ଦାଫାସ। ବିଭିନ୍ନ ସ୍ଥାନରେ ଚଢାଉ କରି ୪ଜଣ ମୂର୍ତ୍ତିଚୋରଙ୍କୁ ଗିରଫ୍ କରିଛି ଯାଜପୁର ପୁଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଏସପି ବିନିତ୍ କୁମାର ଅଗ୍ରୱାଲ। ଗିରଫ ଅପରାଧିଙ୍କ ଠାରୁ…

ଗୋପାଳକୁ ‘NIMHANS’ ନେବା ନେଇ କ୍ରାଇମବ୍ରାଞ୍ଚର ଆବେଦନ ପୁଣି ଖାରଜ

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଅଭିଯୁକ୍ତ ଗୋପାଳ ଦାସକୁ ନିମହାନ୍ସ ନେବା ଲାଗି କ୍ରାଇମବ୍ରାଞ୍ଚ ଆବେଦନ ଖାରଜ ହୋଇଛି । ଝାରସୁଗୁଡ଼ା ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଅଦଲାତ ଗୋପାଳର ଅଧିକ ମାନସିକ ସ୍ଥିତି ଯାଞ୍ଚ ଲାଗି ହୋଇଥିବା ଆବେଦନକୁ ଅଗ୍ରାହ୍ୟ କରି ଦେଇଛନ୍ତି ।…

ଏହି ଜିଲ୍ଲାର ପ୍ରତ୍ୟେକ ଥାନାରେ ଏତଲା ଦେଲା ବିଜେପି

ଭଦ୍ରକ: ବିଜେପି ଯୁବ ମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କ ଉପରେ ଆକ୍ରମଣ ଘଟଣାରେ ଦଳ ପକ୍ଷରୁ ଭଦ୍ରକ ଜିଲ୍ଲାର ସମସ୍ତ ଥାନାରେ ଏତଲା ଦିଆଯାଇଛି। ପୁଲିସ ଯୋଜନା କରି କାର୍ଯ୍ୟକର୍ତ୍ତାକଙ୍କୁ ମାଡ଼ ମାରିଥିବା ବିଜେପି ଅଭିଯୋଗ କରିଛି। ଏନେଇ ଆଜି ଜିଲ୍ଲାର ସମସ୍ତ ଥାନାରେ ବିଜେପି କର୍ମୀ ପହଞ୍ଚି ଏତଲା…

ଓଡ଼ିଆ ପଢ଼ି ଓ ଲେଖି ପାରିଲେନି ବୋଲି ପଦ ହରାଇଲେ ସରପଞ୍ଚ

ଢେଙ୍କାନାଳ: ଭାଷା ପାଇଁ ପଦ ଗଲା । ଓଡ଼ିଆ ଭାଷା ଲେଖିବା ଓ ପଢ଼ିବାରେ ଅସମର୍ଥ ଯୋଗୁ ସରପଞ୍ଚ ପଦ ହରାଇଛନ୍ତି । ଏଭଳି ମାମଲା ଆସିଛି ଢେଙ୍କାନାଳ ଜିଲ୍ଲାରୁ । ସଦର ବ୍ଲକର ଗେଙ୍ଗୁଟିଆ ପଞ୍ଚାୟତର ସରପଞ୍ଚ କୈଳାସ ଚନ୍ଦ୍ର ଦେହୁରୀଙ୍କୁ ଢେଙ୍କାନାଳ ଦୌରା ଜଜ ଅଯୋଗ୍ୟ ଘୋଷିତ କରିଛନ୍ତି ।…

ବାହାଘର କାର୍ଡ ବାଣ୍ଟିବା ନାଁରେ କରୁଥିଲେ ଗଞ୍ଜେଇ ଚାଲାଣ

ଅନୁଗୁଳ: ଗଞ୍ଜେଇ ଚାଲାଣର ନୂଆ ତରିକା ସାମ୍ନାକୁ ଆସିଛି । ବାହାଘର କାର୍ଡ ବାଣ୍ଟିବା ନାଁରେ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଅବକାରୀ ବିଭାଗ ହାତରେ ଧରା ପଡ଼ି ଗିରଫ ହୋଇଛନ୍ତି ୩ ଜଣ । ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ନେଇ ଖବର ପାଇଥିଲା ଅନୁଗୁଳ ଜିଲ୍ଲା…

ଭାରତର ଲଜ୍ଜାଜନକ ପରାଜୟ

ଇନ୍ଦୋର: ଏଠାରେ ଅନୁଷ୍ଠିତ ତୃତୀୟ କ୍ରିକେଟ ଟେଷ୍ଟରେ ଭାରତ ୯ ୱିକେଟରେ ଶୋଚନୀୟ ଭାବେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହୋଇଛି । କ୍ରମାଗତ ୨ଟି ଟେଷ୍ଟ ହାରିବା ପରେ କଙ୍ଗାରୁ ଟିମ ସିରିଜରେ ସଫଳ ପ୍ରତ୍ୟାବର୍ତନ କରିଛନ୍ତି । ସିରିଜର ଅନ୍ତିମ ମ୍ୟାଚ ଅହମ୍ମଦାବାଦରେ ମାର୍ଚ୍ଚ ୯ରୁ ଖେଳାଯିବ ।…

ଭିସୁଟ ଛାତ୍ରୀ ହତ୍ୟା ମାମଲା: ସସପେନ୍ସ ବଢାଇଲା ଚିନ୍ମୟୀଙ୍କ ବେକରେ ଥିବା କଳା ଦାଗ

ସମ୍ବଲପୁର: ୩ ଦିନ ବିତିଲା । ଭିସୁଟ ଛାତ୍ରୀ ଚନ୍ମୟୀ ପ୍ରିୟଦର୍ଶିନୀଙ୍କ ମୃତ୍ୟୁ ଏକ ସୁଚିନ୍ତିତ ହତ୍ୟାକାଣ୍ଡ ନା ଆତ୍ମହତ୍ୟା ତାହା ଏ ଯାଏ ସ୍ପଷ୍ଟ ହୋଇ ପାରିଲା ନାହିଁ । ଏପଟେ ପରିବାର ଲୋକେ ଝିଅକୁ ହତ୍ୟା କରାଯାଇଛି ବୋଲି ଯୁକ୍ତି ବାଢିଛନ୍ତି । ଅନ୍ୟପଟେ ବ୍ୟବଚ୍ଛେଦ ରିପୋର୍ଟ ଆସିଛି,…

ଭିଜିଲାନ୍ସ ଜାଲରେ ପଡିଲେ କେବିକେର ଅତିରିକ୍ତ ମୁଖ୍ୟଯନ୍ତ୍ରୀ

ଭୁବନେଶ୍ୱର: ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ  ଭିଜିଲାନ୍ସ ଜାଲରେ ପଡିଛନ୍ତି କେବିକେ ଭବାନୀପାଟଣାର କ୍ଷୁଦ୍ର ଜଳସେଚନ ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ କନ୍ଦର୍ପ ପ୍ରଧାନ।  ଆଜି ତାଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ ହୋଇଛି। ଆଜି ଅତିରିକ୍ତ…