Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆଜିଠୁ ଆରମ୍ଭ ଯୋରନ୍ଦା ମେଳା, ଚଳଚଞ୍ଚଳ ଢେଙ୍କାନାଳ

ଢେଙ୍କାନାଳ : ମହିମା ଧର୍ମ ପ୍ରଚାରକ ପ୍ରଭୁ ମହିମା ଅଲେଖଙ୍କ ଦେହତ୍ୟାଗ ଦିବସକୁ ବଡ଼ ଉତ୍ସାହ ସହକାରେ ପାଳନ କରାଯାଏ । ଯାହା ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ନାଁରେ ପରିଚିତ । ଆଜିଠୁ ଆରମ୍ଭ ହୋଇଛି ବିଶ୍ବପ୍ରସିଦ୍ଧ ଯୋରନ୍ଦା ଯାତ୍ରା । ଦୁଇବର୍ଷ ଧରି କୋଭିଡ୍ କଟକଣା ଯୋଗୁଁ ଯୋରନ୍ଦା…

ଯେତେ ଲିଭାଇଲେ ବି ଆପେ ଆପେ ଜଳୁଛି ନିଆଁ

ନୂଆପଡା: ଦୁନିଆରେ ପ୍ରତ୍ୟେକ ଦିନ କିଛି ନା କିଛି ଆଶ୍ଚର୍ଯ୍ୟ କର ଘଟଣା ଘଟିଥାଏ। ହେଲେ ଏ ସବୁ ଯେ କେତେ ସତ କେତେ ମିଛ ତାହା କହିବା କଷ୍ଟକର। ଏବେ ଏପରି ଏକ ଘଟଣା ଦେଖିବାକୁ ମିଳିଛି। ନିଆଁ ଜଳୁଛି। ଲୋକେ ବି ଦେଖୁଛନ୍ତି। ଲିଭାଇବାକୁ ଯେତେ ଚେଷ୍ଟା କଲେବି ଲିଭୁନି ନିଆଁ। ଏମିତି ଘଟଣା…

ପୁଣି ଫେରିଲା ଶୀତ: ଜାଡ଼ରେ ଥରିଲା ଫୁଲବାଣୀ

ଫୁଲବାଣୀ: ପୁଣି ଫେରିଲା ଶୀତ। ରାଜଧାନୀ ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଶୀତ ବଢ଼ିଛି। ଯଦିଓ ଉପକୂଳ ଓଡ଼ିଶାରେ ଶୀତର ଲହରି କମ୍ ରହିଛି ତେବେ ଫୁଲବାଣୀ, କନ୍ଧମାଳ ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଶୀତ ଅନୁଭୂତ ହେଉଛି। ରାତି ୮ରୁ ଥଣ୍ଡାପଡ଼ିବା ଆରମ୍ଭ ହୋଇ ସକାଳ ୯ଟା ପର୍ଯ୍ୟନ୍ତ ଥଣ୍ଡା…

ଗୋପଳ ଘରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌, ସ୍ତ୍ରୀ ଓ ପୁତୁରାକୁ ପଚରାଉଚରା

ଭୁବନେଶ୍ୱର : ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ହତ୍ୟା ମାମଲା । ଏହି ଘଟଣାରେ ତନ ତନ କରି ଯାଞ୍ଚ କରୁଛି କ୍ରାଇମ୍‌ବାଞ୍ଚ ଟିମ୍‌ । ଆଜି କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍‌ଆଙ୍କୁଲା ସ୍ଥିତ ଗୋପାଳ ଘରେ ପହଞ୍ଚି ତଦନ୍ତ କରିଛି  । ଗୋପାଳଙ୍କୁ ନେଇ ସ୍ତ୍ରୀ ଜୟନ୍ତୀ ଦାସ ଏବଂ ପୁତୁରାଙ୍କୁ ପଚରାଉଚରା…

ଅଭିନେତା ପିଣ୍ଟୁନନ୍ଦ ଚିକିତ୍ସା ପାଇଁ ଯିବେ ଦିଲ୍ଲୀ

ଭୁବନେଶ୍ୱର: ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର । କିଛି ଦିନ ଧରି ଲିଭର ସିରୋସିସ୍‌ ରୋଗରେ ଆକ୍ରାନ୍ତ ହୋଇଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ନିଆଯିବ ବୋଲି ସୂଚନା ଦିଆଯାଇଛି । ସେଠାରେ ଲିଭର ଟ୍ରାନ୍ସପ୍ଲାଣ୍ଟ୍‌ କରାଯିବ  । ଏହି ଚିକିତ୍ସା ପାଇଁ…

୩୧.୨୭ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ

ଭୁବନେଶ୍ୱର: ଓଡ଼ିଶା କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସଟିଏଫ) ଏକ ନକଲି ନୋଟ୍ ରାକେଟର ପର୍ଦ୍ଦାଫାସ କରିଛି। ବଲାଙ୍ଗୀର ଜିଲ୍ଲାରୁ ଏହି ନକଲି ଟଙ୍କା କାରବାର ଧରାପଡିବା ସହିତ ମୋଟ୍ ୩୧.୨୭ ଲକ୍ଷ ଟଙ୍କାର ନକଲି ନୋଟ୍ ଜବତ କରିଛି। ବଲାଙ୍ଗୀର ପୁଲିସ ସହାୟତାରେ ଏସଟିଏଫ୍ ଟିମ୍ ମଧ୍ୟ…

ସାମ୍ନାକୁ ଆସିଲା ଗୋପାଳ ଦାସଙ୍କ ଛୁଟି ଉପସ୍ଥାପନ

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସ ମୃତ୍ୟୁ ମାମଲାରେ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଛୁଟି ମିଳୁନଥିବା ଅଭିଯୋଗ ରହିଛି। ଅଭିଯୁକ୍ତଙ୍କ ପରିବାର ଲୋକେ ଏଭଳି ଅଭିଯୋଗ ଆଣିଛନ୍ତି। ତେଣୁ ମାନସିକ ଭାରସାମ୍ୟ ହରାଇ ଗୋପାଳ ଦାସ ହୁଏତ ଏଭଳି ଏକ ଘଟଣା ଭିଆଇଥାଇପାରନ୍ତି ବୋଲି ଆଶଙ୍କା କରାଯାଉଥିଲା।…

ସଭାରେ ନବୀନଙ୍କ ଭରପୂର ପ୍ରଶଂସା, କ’ଣ ଇସାରା ଦେଉଛନ୍ତି ତାରା ?

ଭୁବନେଶ୍ୱର: ଭରା ମଞ୍ଚରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା କରିଛନ୍ତି କଂଗ୍ରେସ ବିଧାୟକ ତାରା ବାହିନୀପତି । ଖାଲି ପ୍ରଶଂସା କରି ନାହାନ୍ତି ନବୀନ ପଟ୍ଟନାୟକ ଜିନ୍ଦାବାଦ ନାରା ଦେଇ ସମସ୍ତଙ୍କୁ ଚକିତ କରିଛନ୍ତି ତାରା । ଜୟପୁର ବିକ୍ରମ ଦେବ କଲେଜର ପ୍ଲାଟିନମ୍ ଜୁବୁଲି ଉତ୍ସବରେ ତାରା ନବୀନଙ୍କୁ…

ଆଇଏଏସ ପରୀକ୍ଷା ପାଇଁ କୋଚିଂ ଦେବେ ରାଜ୍ୟ ସରକାର

ଭୁବନେଶ୍ୱର: ରାଜ୍ୟ ସରକାର ମାଗଣା ଆଇଏଏସ କୋଚିଂ ଦେବେ। ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ଏଭଳି ଏକ ଯୋଜନା କରିଛି। ଓଡ଼ିଆଙ୍କ ପ୍ରଦର୍ଶନ ଭାରତୀୟ ପ୍ରଶାସନିକ ସେବା ବା ୟୁପିଏସ୍‌ସିରେ ଦିନକୁ ଦିନ ହ୍ରାସ ପାଉଥିବାରୁ ବିଭାଗ ଏଭଳି ଏକ ପଦକ୍ଷେପ ନେଉଛି। ଆଇଏଏସ, ଆଇପିଏସ କିମ୍ବା ଆଇଆରଏସ ହେବାକୁ…

ବାଲି ମାଫିଆଙ୍କ ଆକ୍ରମଣରେ ଉପଜିଲ୍ଲାପାଳ ଗୁରୁତର

ବାଲେଶ୍ୱର: ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ସୀତାରାମ ଚୌହାନଙ୍କୁ ଶୁକ୍ରବାର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଦହପଡ଼ାଠାରେ ବାଲି ମାଫିଆମାନେ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଉପଜିଲ୍ଲାପାଳ ଚୌହାନ ଫୁଲାଡ଼ିରୁ ବାଲେଶ୍ୱର ଯାଉଥିବା ବେଳେ ଫୁଲାଡ଼ି ବ୍ରିଜ୍ ଉପରେ ଏକ ବାଲି ବୋଝେଇ ଟ୍ରକ୍…