Latest Odisha News

BREAKING NEWS

Browsing Category

ଓଡିଶା

Odisha

ବାଇକ୍ ଡିକି ଭାଙ୍ଗି ସଞ୍ଜ ବେଳେ ଲୁଟିନେଲେ ୩୯ ଗ୍ରାମ୍ ସୁନା ଓ ୪୦ ହଜାର ଟଙ୍କା

ଭଦ୍ରକ: ଭଦ୍ରକରେ ଲୁଟେରା ମାତିଛନ୍ତି । ସଞ୍ଜ ନଇଁବା କ୍ଷଣି ଆରମ୍ଭ ହୋଇ ଯାଉଛି ଟାର୍ଗେଟ୍ ଖୋଜା । ସୁଯୋଗ ଦେଖି କ୍ଷଣିକରେ ଲୁଟି ନେଉଛନ୍ତି ସର୍ବସ୍ୱ । ଆଜି ଟାଉନ ଥାନା ଅଧିନ ଚରମ୍ପା ଏସବିଆଇ ଏଟିଏମ୍ ସମ୍ମୁଖରୁ ଲୁଟ୍ ହୋଇଛି । ଦୁର୍ବୃତ୍ତ ବାଇକ୍ ଡିକି ଭାଙ୍ଗି ୩୮ ଗ୍ରାମର ସୁନା ଅଳଙ୍କାର…

ଘାଣ୍ଟୁଛି କ୍ରାଇମବ୍ରାଞ୍ଚ, ଗାନ୍ଧୀ ଛକ ଫାଣ୍ଡିରେ ଥିବା ପୁରୁଣା କାରରୁ ମିଳିଲା ଡାଏରୀ

ଝାରସୁଗୁଡ଼ା: ଗୋପାଳକୁ ନେଇ ଘାଣ୍ଟୁଛି କ୍ରାଇମବ୍ରାଞ୍ଚ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଗୋପାଳକୁ ରିମାଣ୍ଡରେ ନେଇ ଖୋଳାତାଡ଼ ଜାରି ରଖିଛି । ଆଜି ଗୋପାଳ ଦାସର ଘରେ ଯାଞ୍ଚ ପରେ କ୍ରାଇମବ୍ରାଞ୍ଚ ଗାନ୍ଧୀ ଛକ ଫାଣ୍ଡିରେ ପହଞ୍ଚିଥିଲା । ଫାଣ୍ଡିରେ ଯାଞ୍ଚ…

ରେଳ ବଜେଟରେ ଓଡ଼ିଶା ଦାବି ଠାରୁ ୧୯% ଅଧିକ ଅନୁଦାନ ଦିଆଯାଇଛି: ଅଶ୍ୱିନୀ

ଭୁବନେଶ୍ୱର: ଓଡ଼ିଶା ପାଇଁ ରେଳ ବଜେଟରୁ ଅନୁଦାନ ଘୋଷଣା ହୋଇଛି । ୨୦୨୩-୨୪ ଆର୍ଥିକ ବର୍ଷରେ ଓଡ଼ିଶାକୁ ୧୦ ହଜାର ୧୨ କୋଟି ଟଙ୍କା ଅନୁଦାନ ମିଳିଛି । ଶୁକ୍ରବାର କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ଯୋଗେ ଏ ସୂଚନା ଦେଇଛନ୍ତି । ଅଶ୍ୱିନୀ ବୈଷ୍ଣବ…

ହାଇକୋର୍ଟଙ୍କ ଛାଟ ପରେ ଯୁବ ବିଧାୟକ ବିଜୟଙ୍କ ବିରୋଧରେ ମାମଲା ରୁଜୁ

ଜଗତସିଂହପୁର: ଯୁବ ବିଜେଡି ବିଧାୟକଙ୍କ ବିରୋଧରେ ରୁଜୁ ହେଲା ମାମଲା । ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି । ବିଜୟଙ୍କ ପ୍ରେମିକା ସୋମାଲିକା ଦାଶଙ୍କ ସାନି ଏତଲା କ୍ରମେ ପୋଲିସ ମାମଲା ରୁଜୁ କରି ଆରମ୍ଭ କରିଛି ତଦନ୍ତ । ପୂର୍ବରୁ ସୋମାଲିକା…

ବିକ୍ରମଦେବ କଲେଜରେ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

କୋରାପୁଟ: ଆଜି ଜୟପୁର ବିକ୍ରମଦେବ ସ୍ୱୟଂଶାସିତ କଲେଜର ପ୍ଲାଟିନମ ଜୁବୁଲି ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗତକାଲି ମୁଖ୍ୟମନ୍ତ୍ରୀ ବିକ୍ରମଦେବ କଲେଜକୁ ବିଶ୍ବବିଦ୍ୟାଳୟ ମାନ୍ୟତା ପ୍ରଦାନ ନେଇ ଘୋଷଣା କରିଥିଲେ । ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନରେ ଛାତ୍ରଛାତ୍ରୀମାନଙ୍କୁ…

ଫାଙ୍କା ଗୁଳି ଫୁଟାଇ ଦିନ ଦ୍ୱିପହରରେ ବ୍ୟାଙ୍କରୁ ଲୁଟିନେଲେ କୋଟିଏ ଟଙ୍କାର ସୁନା

କାମାକ୍ଷାନଗର(ହରେକୃଷ୍ଣ ରାଉତ):  ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଗ୍ରାମ୍ୟବ୍ୟାଙ୍କରୁ ବଡ ଧରଣର ଲୁଟ୍ ।  ମହାବିରୋଡ ସ୍ଥିତ ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ୧ କୋଟିର ସୁନା ଏବଂ ୫ ଲକ୍ଷ ନଗଦ ଟଙ୍କାଲୁଟି ନେଇଛନ୍ତି ଦୁୃର୍ବୃତ୍ତ । ଦିନ ଦ୍ୱିପହରରେ ଫାଙ୍କା ଗୁଳି ଫୁଟାଇ ବ୍ୟାଙ୍କ ଲୁଟି ନେଇ…

ଗୋପାଳଙ୍କ ବାସଭବନରେ କ୍ରାଇମବ୍ରାଞ୍ଚ ଟିମ; ଏଇଠି ଲୁଚିଛି କି ହତ୍ୟା ରହସ୍ୟ ?

ଝାରସୁଗୁଡା: ପୂ୍ର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାକୁ ନେଇ ତଦନ୍ତ ଜୋରଦାର କରିଛି କ୍ରାଇମବ୍ରାଞ୍ଚ ଟିମ । ଆଜି ଗୋପାଳଙ୍କୁ ଧରି କ୍ରାଇମବ୍ରାଞ୍ଚ ଟିମ ବ୍ରଜ ରାଜରାଜନଗର  ଯାଇଛି । ସେଠାରେ ଗୋପାଳ ଦାସଙ୍କୁ ତାଙ୍କ ସରକାରୀ ବାସଭବନକୁ ନେଇ କ୍ରାଇମବ୍ରାଞ୍ଚ ତନାଘନା  କରିଛି…

ବିଶ୍ୱାସ ନଥିବା କହି PSO ଫେରାଇଲେ ଜୟ ନାରାୟଣ, ବିଜେଡି କଲା ତାତ୍ସଲ୍ୟ

ଭୁବନେଶ୍ୱର: ASIଙ୍କ ଗୁଳିମାଡ଼ରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ସରକାର ଯୋଗାଇଥିବା ପିଏସଓ (ବ୍ୟକ୍ତିଗତ ସୁରକ୍ଷା କର୍ମୀ)ଙ୍କୁ ନେଇ ବିରୋଧୀ ଦଳ ନେତା ପ୍ରଶ୍ନ ଉଠାଇଛନ୍ତି । ଖାଲି ପ୍ରଶ୍ନ ଉଠାଇ ନାହାନ୍ତି, ଆବଶ୍ୟକତା ନଥିବା କହି ସରକାର ଯୋଗାଇ ଦେଇଥିବା ପିଏସଓଙ୍କୁ ଫେରାଇ…

ଟିପିଏସ୍ଓଡିଏଲ୍ ପକ୍ଷରୁ ଏକକାଳୀନ ସମାଧାନ ଯୋଜନା (ଓଟିଏସ୍) ଆରମ୍ଭ

ଭୁବନେଶ୍ୱର/ ବ୍ରହ୍ମପୁର: ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ (ଓଇଆର୍‌ସି)ଙ୍କ  ଗାଇଡ୍‌ଲାଇନ୍ ଅନୁସାରେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏସ୍‌ଓଡିଏଲ୍‌) ପକ୍ଷରୁ ଏହାର ଗ୍ରାହକମାନଙ୍କ ପାଇଁ ଓଟିଏସ୍ (ଏକକାଳୀନ ସମାଧାନ ଯୋଜନା)  ଆରମ୍ଭ କରାଯାଇଛି । ଏହି ଯୋଜନାରେ ଦକ୍ଷିଣ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ଡିଜିପି କହିଲେ ‘ଟିକେ ସମୟ ଲାଗିବ’

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ୬ ଦିନ ପରେ ପ୍ରତିକ୍ରିୟା ରଖିଛନ୍ତି ପୋଲିସ ଡିଜି । ଡିଜିପି ସୁନୀଲ ବଂଶଲ କହିଛନ୍ତି, ଘଟଣା ପରେ ତତକ୍ଷଣାତ୍ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦିଆଯାଇଥିଲା । କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ସେଠି କ୍ୟାମ୍ପ କରି ତଦନ୍ତ…