Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗୋପାଳର ସୁରକ୍ଷା ନେଇ ଚିନ୍ତା ପ୍ରକଟ କଲେ ଜୟ ନାରାୟଣ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସ । ଏବେ କ୍ରାଇମବ୍ରାଞ୍ଚ ଗୋପାଳକୁ ରିମାଣ୍ଡରେ ନେଇ ଛାନଭିନ୍ କରୁଛି । ବୁଧବାର ଝାରସୁଗୁଡ଼ା ବିମାନ ବନ୍ଦର ଥାନା ପାଇଖାନା ଟାଙ୍କି ଭାଙ୍ଗି କ୍ରାଇମବ୍ରାଞ୍ଚ ଅଧିକାରୀ ଗୋପାଳର ହାତ ଲେଖା ଟୁକୁଡ଼ା…

ତଦନ୍ତକାରୀ ଟିମ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଲେ ଜୟ ନାରାୟଣ; କହିଲେ, ଅପରାଧୀ କରୁଛି ଅପରାଧର ତଦନ୍ତ

ଭୁବନେଶ୍ୱର: ନବ ଦାସ ହତ୍ୟାକାଣ୍ଡ ଦିନ ଯେତେ ଗଡୁଛି, ରହସ୍ୟ ସେତେ ବଢୁଛି । ଏହି ଘଟଣାର ତଦନ୍ତ କରୁଛି କ୍ରାଇମବ୍ରାଞ୍ଚ ।  ହେଲେ କ୍ରାଇମବ୍ରାଞ୍ଚ ଟିମ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ର । ଯେଉଁମାନଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ତଦନ୍ତ…

ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା

ଭୁବନେଶ୍ୱର: ଜୟପୁରର ବିକ୍ରମଦେବ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ଦିଆଯାଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅବିଭକ୍ତ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ ତଥା ଛାତ୍ରଛାତ୍ରୀ ମାନଙ୍କର ବହୁ ଦିନର ଦାବି ଆଜି ପୂରଣ ହୋଇଛି ବୋଲି…

ହୁତୁହୁତୁ ହୋଇ ଜଳିଗଲା ଘର, ଗୋଟିଏ ପରିବାରର ୩ ଆହତ

ଝାରସୁଗୁଡ଼ା : ବ୍ରଜରାଜନଗର ଥାନା ଅନ୍ତର୍ଗତ ଇଟାଭଟା ପଡ଼ାରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲେ ଗୋଟିଏ ପରିବାରର ତିନି ଜଣ  । ସୂଚନା ଅନୁଯାୟୀ,  ଇଟାଭଟା ପଡ଼ାର ଜଣକ ଘରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ । ବିଳମ୍ବିତ ରାତିରେ ଶୋଇଥିବା ବେଳେ ଘରେ ହଠାତ ନିଆଁ ଲାଗିଯାଇଥିଲା  । ନିଆଁର…

ଫେବୃୟାରୀ ୨୧ରୁ ଆରମ୍ଭ ହେବ ବିଧାନସଭା ବଜେଟ ଅଧିବେଶନ

ଭୁବନେଶ୍ୱର:ଫେବୃଆରୀ ୨୧ରୁ ବସିବ ବିଧାନସଭା ବଜେଟ ଅଧିବେଶନ । ୨ଟି ପର୍ଯ୍ୟାୟରେ ଏହି ବଜେଟ ଅଧିବେଶନ ଚାଲିବ । ଫେବୃଆରୀ ୨୧ରୁ ଆରମ୍ଭ ହୋଇ  ଏପ୍ରିଲ ୬ ପର୍ଯ୍ୟନ୍ତ ବଜେଟ ଅଧିବେଶନ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୨୧ରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ଚାଲିବ । ୨ୟ ପର୍ଯ୍ୟାୟ ମାର୍ଚ୍ଚ…

ନବଙ୍କ ମୃତ୍ୟୁ ଖବର ଜାଣିବା ପାଇଁ ଉତ୍ସୁକ ଥିଲେ ଗୋପାଳ, ସୁରକ୍ଷା କର୍ମୀଙ୍କୁ ପଚାରି ବୁଝିଥିଲେ

ଭୁବନେଶ୍ୱର: ଅନେକ ଦିନରୁ ନବ ଦାସଙ୍କୁ ହତ୍ୟା କରିବା ପାଇଁ ବୋଧହୁଏ ସୁଯାେଗ ଖୋଜୁଥିଲେ  ଅଭିଯୁକ୍ତ ଗୋପାଳ ଦାସ  ।  ସେଥିପାଇଁ ନବଙ୍କ ପାଖେ ପାଖେ ଘୁରି ବୁଲୁଥିଲେ । ନବ ଦାସ ଯେଉଁ କାର୍ଯ୍ୟକ୍ରମକୁ ଯାଉଥିଲେ ସେଠରେ ତାଙ୍କର ପାଖେ ପାଖେ ଦେଖିବାକୁ ମିଳୁଥିବା ଗୋପାଳଙ୍କୁ ।  ତା’ ପୁଣି…

ମାଟିତଳୁ ଶିଶୁପୁତ୍ର ଉଦ୍ଧାର, ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ

ଅନୁଗୁଳ : ଅନୁଗୁଳ ଜିଲ୍ଲା ନାଲ୍‌କୋ ଥାନା କାଣ୍ଡସରରେ ଅଭାବନୀୟ ଘଟଣା । ଶିଶୁପୁତ୍ରକୁ ତଣ୍ଟି ଚିପି ହତ୍ୟା କରାଯାଇଥିବା ଅଭିଯୋଗ । ଅଭିଯୋଗକୁ ଆଧାର କରି ଶ୍ମଶାନରେ ପୋତା ଯାଇଥିବା ଶବକୁ ମାଟି ତଳୁ ଉଦ୍ଧାର କରିଛି ପୁଲିସ୍ । ମୃତ ଶିଶୁପୁତ୍ର ଜଣକ ହେଲେ ସ୍ବର୍ଗତ ଦିଲ୍ଲୀପ ନାଏକଙ୍କ ପୁଅ…

ଯୁବଙ୍କୁ ହତ୍ୟା ପରେ ପୋଡ଼ିଥିଲେ; କଙ୍କାଳ, ପାଉଁଶ ଜବତ କଲା ପୋଲିସ

ବ୍ରହ୍ମପୁର:ଗଞ୍ଜାମ ଜିଲା ବଡ଼ଗଡ଼଼ ଥାନା ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଯୁବକଙ୍କୁ ହ୍ୟା ପରେ ପ୍ରମାଣ ନଷ୍ଟ ପାଇଁ ପୋଡ଼ି ଦେଇଥିଲେ। ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି କଙ୍କାଳ ଓ ପାଉଁଶ ଜବତ କରିଛି। ଏହି ଘଟଣା ଏବେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି। ମିଳିଥିବା ସୂଚନା…

ମଦ ପିଇ ଡ୍ରେନରେ ପଡ଼ିଗଲେ, ଚାଲିଗଲା ଜୀବନ

ବ୍ରହ୍ମପୁର: ମଦ୍ୟପାନ କରି ଡ୍ରେନରେ ପଡ଼ିଗଲା ପରେ ଯୁବକଙ୍କ ଜୀବନ ଚାଲିଗଲା। ବ୍ରହ୍ମପୁର ସହର ବିଜିପୁର ଠାରେ ଏଭଳି ଘଟଣା ଦେଖିବାକୁ ମିଳିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ଗୁରୁବାର ସକାଳେ ବିଜିପୁର ଶୌଚାଳୟ କଡ଼ ନାଳରେ ଗୋଟିଏ ଶବ ଭାସୁଥିବା ଦେଖିବାକୁ ମିଳିଥିଲା। ଏନେଇ ଅଞ୍ଚଳବାସୀ ବ୍ରହ୍ମପୁର…

ନବଦାସ ହତ୍ୟା ମାମଲା: ପାଇଖାନା ଟାଙ୍କିରୁ ବାହାରିଲା ଗୋପାଳଙ୍କ ହାତ ଲେଖା କାଗଜ

ଝାରସୁଗୁଡା:ପାଇଖାନା ଟାଙ୍କିରୁ ମିଳିଲା ଗୋପାଳ ପକାଇଥିବା କାଗଜ । ଗତକାଲି ରାତିରୁ ଝାରସୁଗୁଡ଼ା ଏୟାରପୋର୍ଟ ଥାନା ପାଇଖାନା ଟାଙ୍କି ଖୋଜାଖୋଜି ପରେ ପୋଲିସ ହାତରେ ଲାଗିଛି ବଡ ସୁରାକ ।  ସ୍ୱରେଜ ଟାଙ୍କିରୁ ମିଳିଲା ଗୋପାଳଙ୍କ ହାତଲେଖା କାଗଜର ୧୨ଟି ଟୁକୁଡା । ଏସବୁ ଗୋପାଳ ନିଜେ…