Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନ୍ତ୍ରୀଙ୍କୁ ହତ୍ୟା ଘଟଣାରେ ଅବସରପ୍ରାପ୍ତ ବିଚାରପତି ନିଯୁକ୍ତ: ପ୍ରଶ୍ନ ଉଠାଇଲା ବିଜେପି, ଜବାବ ଦେଲା ବିଜେଡି

ଭୁବନେଶ୍ୱର: ମନ୍ତ୍ରୀ ନବ ଦାସ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତର ତଦାରଖ ପାଇଁ ଅବସରପ୍ରାପ୍ତ ବିଚାରପତି ନିଯୁକ୍ତି ହୋଇଛନ୍ତି। ଏହାକୁ ନେଇ ଏବେ ମୁହାଁମୁହିଁ ହୋଇଛନ୍ତି ଶାସକ ଓ ବିରୋଧୀ। ବିଜେପି କହିଛି ରାଜ୍ୟ ସରକାର ନିଜକୁ କ୍ଲିନ୍ ଚିଟ୍ ଦେବା ପାଇଁ ବ୍ୟଗ୍ର ହୋଇପଡିଛନ୍ତି। ଆଉ…

ସ୍କୁଲରେ ବିସ୍ଫୋରଣ, ହାତ ହରାଇଲେ ଛାତ୍ର

ବାଲିଗୁଡା: ବାଲିଗୁଡାସ୍ଥିତ ରୁତୁଙ୍ଗିଆ ସେଣ୍ଟ ଜାଭିୟର ସ୍କୁଲରେ ଭୟଙ୍କର ବିସ୍ଫୋରଣ । ବିସ୍ଫୋରଣରେ ୩ ଛାତ୍ର ଆହତ ହୋଇଥିବା ବେଳେ ଜଣେ ଛାତ୍ର ପାପୁଲି ହରାଇଥିବା ଜଣାପଡିଛି । ଆହତ ଛାତ୍ରମାନେ ସେହି ସ୍କୁଲର ହଷ୍ଟେଲରେ ରହୁଥିଲେ । ଏହି ଅଘଟଣ  ବୁଧବାର ଅପରାହ୍ନରେ ଘଟିଛି । ଖେଳ ଛୁଟି…

ଦ୍ବିତୀୟ ଥର ପାଇଁ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁୂବନେଶ୍ୱର: ୨୫ ଜୁଲାଇ ୨୦୨୨ରେ ରାଷ୍ଟ୍ରପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ଓଡ଼ିଶା ଗସ୍ତରେ ଦ୍ବିତୀୟ ଥର ଆସିବେ ଦ୍ରୌପଦୀ ମୁର୍ମୁ। ଫେବୃଆରୀ ୧୦ ତାରିଖ ଦିନ ସେ ଭୁବନେଶ୍ୱର ଗସ୍ତରେ ଆସି ରମାଦେବୀ ବିଶ୍ୱବିଦ୍ୟାଳୟର ସମାବର୍ତନ ଉତ୍ସବରେ ଯୋଗ ଦେବେ। ଏ ନେଇ ବିଶ୍ବବିଦ୍ୟାଳୟର କୁଳପତି…

ଟାପୁର ନାଁ ବ୍ୟାଟସ୍ ଆଇଲ୍ୟାଣ୍ଡ୍

ସମ୍ବଲପୁର: ‘ବାଦୁଡ଼ି ଦ୍ୱୀପ’ ବା ‘ବ୍ୟାଟସ୍ ଆଇଲ୍ୟାଣ୍ଡ୍ ’ ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥାଟି ସତ । ସମ୍ବଲପୁର ଜିଲ୍ଲା ହୀରାକୁଦ ଜଳଭଣ୍ଡାର ମଧ୍ୟରେ ରହିଛି ଏହି ବାଦୁଡ଼ି ଦ୍ୱୀପ। ଏବେ ଏହି ଦ୍ୱୀପ ପର୍ଯ୍ୟଟକଙ୍କ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଛି। ଏହି ଦ୍ୱୀପର ଗୋଟିଏ ପଟେ ବହୁ…

ମନ୍ତ୍ରୀ ନବ ଦାସଙ୍କୁ ହତ୍ୟା: ଚାକିରି ଛାଡି ଦେବାକୁ ପୁଲିସ ଡିଜିଙ୍କୁ ବିଜୟ ମହାପାତ୍ରଙ୍କ ପରାମର୍ଶ

ଭୁବନେଶ୍ୱର: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣା ଉପରେ ବର୍ଷିଲେ ରାଜ୍ୟର ବରିଷ୍ଠ ନେତା ବିଜୟ ମହାପାତ୍ର। ଏହି ଘଟଣାରେ ପୋଲିସ ଡିଜି ସୁନୀଲ ବଂଶଲଙ୍କୁ ନେଇ ବର୍ଷିଛନ୍ତି। ଏପର୍ଯ୍ୟନ୍ତ ପୋଲିସ ଡିଜି କାହିଁକି ଘଟଣାସ୍ଥଳକୁ ଗଲେ ନାହିଁ ବୋଲି ବିଜୟ ମହାପାତ୍ର ପ୍ରଶ୍ନ କରିଛନ୍ତି।…

ମନ୍ତ୍ରୀଙ୍କୁ ହତ୍ୟା: କ୍ରାଇମବ୍ରାଞ୍ଚ ତଦନ୍ତର ତଦାରଖ କରିବେ ଅବସରପ୍ରାପ୍ତ ବିଚାରପତି ଜେପି ଦାସ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ କରୁଛି। ଏବେ ଏହି ତଦନ୍ତର ତଦାରଖ କରିବେ ଓଡ଼ିଶା ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଜେ. ପି. ଦାସ। ନିକଟରେ ରାଜ୍ୟ ସରକାର ହାଇକୋର୍ଟ ରେଜିଷ୍ଟାରଙ୍କୁ ଚିଠି ଲେଖି ଜଣେ ବିଚାରପତି ଅବା…

ମନ୍ତ୍ରୀ ନବ ଦାସଙ୍କ ପିଏସଓ ନିଲମ୍ବିତ, ବ୍ରଜରାଜନଗର ଥାନା ଆଇଆଇସିଙ୍କ ବଦଳି

ଝାରସୁଗୁଡା (କେ ରୋଷନ ପୃଷ୍ଟି): ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ଆଉ କିଛି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ମନ୍ତ୍ରୀ ନବ ଦାସଙ୍କ ପିଏସଓ ମିତ୍ରଭାନୁ ଦେଓଙ୍କୁ ନିଲମ୍ବନ କରିବା ସହିତ ବ୍ରଜରାଜନଗର ଆଇଆଇସି ପ୍ରଦ୍ୟୁମ୍ନ କୁମାର ସ୍ବାଇଁଙ୍କର ବଦଳି ହୋଇଛି। ସମ୍ବଲପୁର ଜିଲ୍ଲା…

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ଅନୁଗୁଳ: ଥମୁନି ହାତୀଙ୍କ ଉତ୍ପାତ । ଅନୁଗୁଳ ବ୍ଲକ ବସଲା ଗାଁରେ ଜଣେ ବୃଦ୍ଧ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ମୃତ ବୃଦ୍ଧ ଜଣକ ହେଲେ ସିଧେଶ୍ୱର ସେଠୀ । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ପୂର୍ବାହ୍ନରେ ସିଦ୍ଧେଶ୍ୱର ବଉଳି ନାଳ ନିକଟକୁ କାଠ ଆଣିବାକୁ ଯାଇଥିଲେ ହେଲେ ଆଉ ଘରକୁ ଫେରି…

ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ

ଭୁବନେଶ୍ବର : ଆଜିଠୁ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ  । ଏହି ମେଳାରେ ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ। ଏହି ମେଳାର ଲକ୍ଷ୍ୟ ହେଉଛି ବୁଣାକାର ଓ ହସ୍ତଶିଳ୍ପ…

ନବଙ୍କ ଚାପୁଡ଼ାର ଜବାବ ଗୁଳିରେ ଦେଲେ କି ଗୋପାଳ ?

ବ୍ରହ୍ମପୁର: ଗୋପାଳ କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ? ପ୍ରକୃତରେ ମାନସିକ ଭାରସାମ୍ୟ ହରାଇ ଗୋପଳା ଏଭଳି କରିଛନ୍ତି କି ? ନା ଏହା ପଛରେ ରହିଛି କିଛି ଭିନ୍ନ କାରଣ ? କିଛି ବଡ଼ ଷଡ଼ଯନ୍ତ୍ରର ଅଂଶ ନୁହଁନ୍ତି ତ ଗୋପାଳ ? ଏନେଇ ନାନା ଚର୍ଚ୍ଚା ହେଉଥିବା ବେଳେ ଗୁମର…