Latest Odisha News

BREAKING NEWS

Browsing Category

ଓଡିଶା

Odisha

ନବଙ୍କ ଦେହରେ ବାଜିଥିଲା କେତୋଟି ଗୁଳି ? ଆସିଲା ଶବ ବ୍ୟବଚ୍ଛେଦ ରିପୋର୍ଟ

ଭୁବନେଶ୍ୱର: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିଛି । କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ପୋଷ୍ଟ ମର୍ଟମ ରିପୋର୍ଟ ଦାଖଲ କରିଛନ୍ତି ଡାକ୍ତର । ଯେଉଁ ରିପୋର୍ଟରେ ଅନେକ ଅସମାହିତ ପ୍ରଶ୍ନର ଉତ୍ତର ରହିଛି । ନବ ଦାସଙ୍କୁ କେଉଁ ସମୟରେ ଗୁଳି…

ଓଡ଼ାସିଂହା ହାଇସ୍କୁଲରେ ବନ୍ଧୁ ମିଳନ

କଟକ :  କଟକ ଜିଲ୍ଲା ସାଲେପୁର ବ୍ଲକ୍‌ ଓଡ଼ାସିଂହା ହାଇସ୍କୁଲରେ ୧୯୮୧ ମାଟ୍ରିକ ବ୍ୟାଚ୍‌ର ଦ୍ବିତୀୟ ବନ୍ଧୁମିଳନ ଜାନୁଆରୀ ୨୯ ତାରିଖରେ ଆନନ୍ଦ ଉଲ୍ଲାସର ସହ  ପାଳିତ ହୋଇଯାଇଛି । ସେଠାରେ ଉପସ୍ଥିତ ଥିବା ବନ୍ଧୁମାନେ ପୁରୁଣା ଦିନର ସ୍ମୃତି ମନେ ପକାଇ ବନ୍ଧୁମିଳନକୁ ବେଶ୍‌ ଉପଭୋଗ କରିଥିଲେ…

ଗୁଜରାଟରେ ପ୍ରଶ୍ନପତ୍ର ଲିକ୍‌, ଓଡ଼ିଶାରେ ଗିରଫ

ମାଲକାନାଗିରି : ସାମ୍ନାକୁ ଆସିଲା ଗୁଜରାଟ ରାଜ୍ୟରେ ପ୍ରଶ୍ନପତ୍ର ଲିକ ମାମଲା । ଏହି ମାମଲାରେ ଓଡ଼ିଶା ଶିକ୍ଷକ ପ୍ରଶ୍ନପତ୍ର ଯୋଗାଇ ଦେବା କାର୍ଯ୍ୟରେ ସାମିଲ ଥିବା ଜଣାପଡ଼ିଛି । ତେଣୁ ପୋଲିସ ଆଜି ମାଲକାନଗିରି କର୍ତ୍ତନପାଲୀ ସ୍କୁଲର ଶିକ୍ଷକଙ୍କୁ ଏହି ମାମଲାରେ ଗିରଫ କରିଛି । ସେ…

ଭିଜିଲାନ୍ସ ଜାଲରେ ଟିପିଏସଓଡିଏଲ୍‌‌ ଜେନେରାଲ ମ୍ୟାନେଜର

ବ୍ରହ୍ମପୁର: ଟାଟା ପାୱାର ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍‌‌ ଲିମିଟେଡ୍‌‌(ଟିପିଏସଓଡିଏଲ୍‌‌)ର ଜେନେରାଲ ମ୍ୟାନେଜର ପ୍ରମୋଦ କୁମାର ଚୌଧୁରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ଓଡ଼ିଶା ଭିଜିଲାନ୍ସ ପକ୍ଷରୁ ଏକକାଳୀନ ପୁରୀ ଏବଂ ଗଞ୍ଜାମ ଜିଲାର ୧୦ଟି ସ୍ଥାନରେ ଚଢ଼ଉ ଚାଲିଛି। ଚଢ଼ଉରେ ଜଣେ…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ମନୋନୟନ ତାଲିକା ଅସିଦ୍ଧ ଘୋଷଣା: ହେବ ସାନି ତାଲିକା

ଭୁବନେଶ୍ୱର : ଘୋଷଣା ହେବ ‘ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର’  । ମନୋନୟନ ତାଲିକାକୁ ହାଇକୋର୍ଟ ଅସିଦ୍ଧ ଘୋଷଣା କରିବା ପରେ ପୁଣି ‘ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର’ ପାଇଁ ମନୋନୟନ କରାଯିବ  । ଏନେଇ ଓଡ଼ିଆ‌ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ମାନସମନ୍ଥନ ଆରମ୍ଭ ହୋଇଛି। ୨୦୧୯…

ଇଣ୍ଟିଗ୍ରେଟେଡ୍ ଲ’ ପରୀକ୍ଷା ଦେବେ ଅର୍ଚ୍ଚନା ନାଗ

ନୂଆଦିଲ୍ଲୀ : ଇଣ୍ଟିଗ୍ରେଟେଡ୍ ଲ’ ପରୀକ୍ଷା ଦେବେ ହନିଟ୍ରାପ୍ କୁଇନ ଅର୍ଚ୍ଚନା ନାଗ। ଆଜି ଭୁବନେଶ୍ୱର କ୍ୟାପିଟାଲ ଲ’ କଲେଜରେ ୫ ବର୍ଷିଆ ଇଣ୍ଟିଗ୍ରେଟେଡ ଲ’ ର ସପ୍ତମ ସେମିଷ୍ଟର ପରୀକ୍ଷା ଦେବେ ଅର୍ଚ୍ଚନା। ଏନେଇ ଜେଏମ୍‌ଏଫ୍‌ସି ଭୁବନେଶ୍ୱର କୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ତେବେ…

‘ଫେବୃଆରୀରେ ଓଡ଼ିଶା ଆସିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର’

ଭୁବନେଶ୍ୱର: ଭାରତ ରାଷ୍ଟ୍ର ସମିତି (ବିଆରଏସ)ରେ ଯୋଗ ଦେବାକୁ ହାଇଦ୍ରାବାଦ ଯାଇଥିବା ଓଡି଼ଶା ନେତା ଫେରିଛନ୍ତି। ସୋମବାର ଅପରାହ୍ନରେ କେସିଆରଙ୍କ ଚାଟାର୍ଡ ବିିମାନ ଭୁବନେଶ୍ୱରରେ ଏହି ନେତାଙ୍କୁ ଛାଡିଥିଲା। ଏହାପରେ ଉତ୍ସାହିତ ଥିବା ବିଆରଏସ ନେତା କହିଛନ୍ତି, ଆଗାମୀ ଦିନରେ ଓଡ଼ିଶାରେ 1…

ଜେଲ୍ ଗଲେ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଅଭିଯୁକ୍ତ ଗୋପାଳ ଦାସ

ଝାରସୁଗୁଡା (ରୋଶନ):  ଜେଲ ଗଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ଘଟଣାର ଅଭିଯୁକ୍ତ ଗୋପାଳ ଦାସ। ଏଏସଆଇ ଚାକିରିରୁ ସୋମବାର ବରଖାସ୍ତ ହେବା ସହ ସେ ହତ୍ୟା କରିଥିବା କ୍ରାଇମବ୍ରାଞ୍ଚ ଟିମ୍ ଆଗରେ କହିଥିବା ସୂଚନା ରହିଛି। ସୋମବାର ଗିରଫ କରାଯିବା ପରେ ଗୋପାଳଙ୍କୁ ଝାରସୁଗୁଡା…

ପିକଅପ ଓଲଟି ୧୭ ଗୁରୁତର, ଡ୍ରାଇଭର ଫେରାର

ଭବାନୀପାଟଣା (ରଜନୀକାନ୍ତ ମିଶ୍ର): ପିକଅପ ଓଲଟି ୧୭ ଗୁରୁତର। ଜୁନାଗଡ଼ ଥାନା ଅନ୍ତର୍ଗତ ମୁଣ୍ଡରାଗୁଡା ଛକ ନିକଟରେ ଆଜି ସଂଧ୍ୟାରେ ଏକ ପିକଅପ ଗାଡି ଓଲଟି ପଡିବାରୁ ଦୁର୍ଘଟଣା ଘଟିଛି। ପିକଅପରେ ଥିବା ୧୭ ଜଣ ଯାତ୍ରୀ ଗୁରୁତର ହୋଇ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଗୁରୁତରଙ୍କ…

ଦୁର୍ଘଟଣା ପରେ ଟ୍ରକ ସହ ହୁତୁ ହୁତୁ ହୋଇ ଜଳିଗଲେ ଡ୍ରାଇଭର

ଢେଙ୍କାନାଳ (ଆଶୁତୋଷ ପଟ୍ଟନାୟକ): ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଧିନସ୍ଥ ୫୩ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଅଭାବନୀୟ ଘଟଣା ଘଟିଛି। ଏକ 12 ଚକିଆ ଟ୍ରକ ଭାରସାମ୍ୟ ହରାଇ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏହାପରେ ଟ୍ରକ ସହ ହୁତୁ ହୁତୁ ହୋଇ ଜଳିଯାଇଛନ୍ତି ଟ୍ରକ ଡ୍ରାଇଭର। ବଡଝରା…