Latest Odisha News

BREAKING NEWS

Browsing Category

ଓଡିଶା

Odisha

ମନ୍ତ୍ରୀ ନବ ଦାସ ମୃତ୍ୟୁ ମାମଲା: ବିରୋଧୀ ଘେରିବା ପରେ କୋର୍ଟକୁ ସରକାରଙ୍କ ଚିଠି

ଭୁବନେଶ୍ୱର: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ମୃତ୍ୟୁ ମାମଲାରେ ହାଇକୋର୍ଟକୁ ରାଜ୍ୟ ସରକାର ଏକ ଚିଠି ଲେଖିଛନ୍ତି। ରେଜିଷ୍ଟାରଙ୍କୁ ସରକାର ଚିଠି ଲେଖି ଏହି ମାମଲାର ଚାଲିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଉପରେ ମନିଟରିଂ କରିବାକୁ ନିବେଦନ କରାଯାଇଛି। ତଦନ୍ତର ସ୍ୱଚ୍ଛତା ପାଇଁ ଜଣେ ବିଚାରପତି…

ନବ ଦାସଙ୍କୁ ଗୁଳି କରିଥିବା ମାନିଲା ଗୋପାଳ ଦାସ: କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଗୋପାଳ ମାନିଲା ଗୁଳି କରିଛି । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା କଥା ଅଭିଯୁକ୍ତ ଏଏସ୍ଆଇ ଗୋପାଳ ଦାସ ମାନିଛି । ଏକଥା ଗଣମାଧ୍ୟମକୁ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା । ସୋମବାର ଅପରାହଣରେ କ୍ରାଇମବ୍ରାଞ୍ଚ ଅଭିଯୁକ୍ତ ଗୋପାଳ ଦାସଙ୍କୁ ଗିରଫ…

କିଟ୍‍ ଓ ଭାରତୀୟ ରଗ୍‍ବୀ ସଂଘ ମଧ୍ୟରେ ଚୁକ୍ତି ସ୍ୱାକ୍ଷର

ଭୁବନେଶ୍ୱର: ରଗବୀର ପ୍ରଚାର ଓ ପ୍ରସାର ନିମନ୍ତେ କିଟ୍‍ ଓ କିସ୍‍ ଏବଂ ଭାରତୀୟ ରଗ୍‍ବୀ ସଂଘ ମଧ୍ୟରେ ଏକ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଯାଇଛି । କିଟ୍‍ ହେଉଛି ଭାରତର ଏକମାତ୍ର ବିଶ୍ୱବିଦ୍ୟାଳୟ ଯିଏ କି ରଗବୀ ଇଣ୍ଡିଆର ପ୍ରାୟୋଜକ ହୋଇ ପାରିଛି । ପୂର୍ବରୁ ୩ବର୍ଷ ପାଇଁ କିଟ୍‍ ଓ କିସ୍‍ ଏବଂ…

ଶୋଇବା ଘରୁ ୭ ଫୁଟ୍‌ର ଅଜଗର ଉଦ୍ଧାର

କୋରାପୁଟ: କୋରାପୁଟ ଜିଲ୍ଲା ବୈପାରିଗୁଡ଼ା ବ୍ଲକ ଅନ୍ତର୍ଗତ ବୋଦାପୁଟ ପଞ୍ଚାୟତ ମାଦି ଗ୍ରାମର ସମାରି ସୀସା ନାମକ ଜଣେ ବୃଦ୍ଧାଙ୍କ ଶୋଇବା ଘରୁ ୭ ଫୁଟ୍‌ର ଅଜଗର ସାପ ଉଦ୍ଧାର କରାଯାଇଛି । ରବିବାର ରାତିରେ ସମାରି ଏକୁଟିଆ ନିଜ ଶୋଇବା ଘରେ ଶୋଇଥିଲେ । ବିଳମ୍ବିତ ରାତିରେ ତାଙ୍କ ମୁଣ୍ଡ ପାଖରେ…

ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା ମାମଲା, କେତେ ଆଗେଇଛି କ୍ରାଇମବ୍ରାଞ୍ଚ ତଦନ୍ତ ?

ଭୁବନେଶ୍ୱର: ଗୋପାଳ-ଗୁଳି-ଗୁମର । କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ଏଏସ୍ଆଇ ଗୋପାଳ ? ବ୍ୟକ୍ତିଗତ ଶତ୍ରୁତା ଥିଲା ନା କାହା ପରୋତ୍ସନାରେ ଗୋପାଳ ଏଭଳି କାଣ୍ଡ ଭିଆଇଲା ? ଗୋପାଳର ଗୁଳିମାଡ଼ ପଛରେ ଅଛି କି ଆଉ କିଛି ବଡ଼ ଷଡ଼ଯନ୍ତ୍ର ? ଏସବୁ ଦିଗରେ କ୍ରାଇମବ୍ରାଞ୍ଚର ୨ଟି…

ଗିରଫ ପରେ ଚାକିରିରୁ ବିଦା ହେଲେ ଏଏସ୍ଆଇ ଗୋପାଳ ଦାସ

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଏଏସ୍ଆଇ ଗୋପାଳ ଦାସଙ୍କୁ ଚାକିରିରୁ ବିଦା କରାଯାଇଛି । କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରିବା ପରେ ଚାକିରିରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଏଏସଆଇ ଗୋପାଳ ଦାସ ଗାନ୍ଧୀ ଛକ ଫାଣ୍ଡିରେ ମୁତୟନ ଥିଲେ । ଗତକାଲି…

ନବଜାତ ସନ୍ତାନକୁ ଦେଖିବାକୁ ଘରକୁ ଆସୁଥିଲେ ଯବାନ, ଅଧାବାଟରେ ଚାଲିଗଲା ଜୀବନ

ବ୍ରହ୍ମପୁର:  ମାଁ ମଶାଣୀରେ ଜଳୁଛି ଜୁଇ । ଏ ଜୁଇର ଲେଲିହାନ ନିଆଁ ଖାଲି ଜଣେ ସହୀଦ ଯବାନଙ୍କ ଶରୀରକୁ ଜାଳି ଦେଉନି, ଏ ଜୁଇରେ ଜଳି ଯାଉଛି ବୃଦ୍ଧ ମା’ର ମମତା, କୁନି ପୁଅଟିର ଆଶା ଓ ଭରସା,  ଜଳି ଯାଉଛି ପ୍ରାଣ ଦେଇ ଭଲ ପାଉଥିବା ପତ୍ନୀର ଆଶ୍ୱାସନା, ଅପେକ୍ଷା । ଛାତି ପିଟ କାନ୍ଦୁଛି ମା’..…

ଗିରଫ ହେଲେ ASI ଗୋପାଳ ଦାସ, ୭ ଦିନ ରିମାଣ୍ଡ ପାଇଁ ଆବେଦନ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ନବ ଦାସଙ୍କୁ ହତ୍ୟା କରିଥିବା ASI ଗୋପାଳ ଦାସଙ୍କୁ ଆଜି ଗିରଫ କରାଯାଇଛି । ଗୁରୁବାର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ଏକ କାର୍ଯ୍ୟକ୍ରମରେ ଯେଗା ଦେବାକୁ ଯାଉଥିବାବେଳେ ତାଙ୍କୁ ଅତି ନିକଟରୁ ସେ ଗୁଳି କରିଥିଲେ । ଗୋଟିଏ ଗୁଳି ତାଙ୍କର ବାମପଟ ଛାତିରେ ବାଜି ବାହାରି…

ତୁଟିଲା ଦାମ୍ପତ୍ୟ କଳହ; ଏକାଠି ହେବେ ହ୍ୟୁମାନ-ଶ୍ରେୟା

କଟକ: ତୁଟିଲା ଦାମ୍ପତ୍ୟ କଳହ । ଅନ୍ତହେଲା  ମନୋମାଳନ୍ୟ । ଏକାଠି ହେଲେ ହ୍ୟୁମାନ ସାଗର ଓ ଶ୍ରେୟା । ଏଣିକି ଏକାଠି ରହିବେ ଗାୟକ ଦମ୍ପତି । ଆଉ କିଛି ଦିନ ପରେ ଶାଶୂ ଘରକୁ ଫେରିବେ ଶ୍ରେୟା । ଏମିତି ସୂଚନା ଦେଇଛନ୍ତି ହ୍ୟୁମାନଙ୍କ ମା’ । ଆଜି ହ୍ୟୁମାନ ସାଗର ଓ ଶ୍ରେୟା ମହିଳା ଥାନାରେ…

ଅର୍ଥ ମନ୍ତ୍ରୀଙ୍କ ହାତରେ ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱ

ଭୁବନେଶ୍ୱର: ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଚାନକ ମୃତ୍ୟୁ ପରେ ତାଙ୍କର ଦାୟିତ୍ୱ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ଦିଆଯାଇଛି । ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ନିରଞ୍ଜନଙ୍କ ହାତରେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରିଛନ୍ତି…