Latest Odisha News

BREAKING NEWS

Browsing Category

ଓଡିଶା

Odisha

ନକଲି ଡାକ୍ତର ଚିହ୍ନଟ ମାମଲା, ରାଜ୍ଯ ସରକାରଙ୍କୁ ହାଇକୋର୍ଟଙ୍କ ଭର୍ତ୍ସନା

ଭୁବନେଶ୍ୱର: ରାଜ୍ୟରେ କେତେ ଜଣ ନକଲି ଡାକ୍ତର ରହିଛନ୍ତି। ତାର ଏକ ରିପୋର୍ଟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ କହିଥିଲେ ହାଇକୋର୍ଟ। ରାଜ୍ୟ ସରକାର ଏହାର ଉତ୍ତର ରଖି କହିଥିଲେ, ତଦନ୍ତ କରି ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଧାର୍ଯ୍ୟ ସମୟସୀମା ଉଲ୍ଲେଖ କରିନଥିଲେ ସରକାର।…

ପଦ୍ମଶ୍ରୀ ପୁରସ୍କାର ପାଇବେ ପଟ୍ଟାୟତ କୁମାର ସାହୁ: ଛୁଟିଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା: ପଦ୍ମଶ୍ରୀ ପୁରସ୍କାର ପାଇଁ କଳାହାଣ୍ଡି ଜିଲାର ପଟ୍ଟାୟତ କୁମାର ସାହୁ ମନୋନୀତ ହୋଇଛନ୍ତି । ଏହା କଳାହାଣ୍ଡି ଜିଲା ପାଇଁ ଗର୍ବ ଓ ଗୌରବର କଥା । ଏନେଇ ତାଙ୍କ ପାଖକୁ ଶୁଭେଚ୍ଛାର ସୁଅ ଛୁଟିଛି । ୩ ହଜାରରୁ ଉର୍ଦ୍ଧ୍ୱ ଔଷଧୀୟ ବୃକ୍ଷ ରୋପଣ କରିଥିବାରୁ ସେ ଏହି ସମ୍ମାନଜନକ…

ବୋଲେରୋକୁ ପଛରୁ ପିଟିଲା ଆମ୍ବୁଲାନ୍ସ: ଉତ୍ତେଜନା

ଜଗତସିଂହପୁର: ଜଗତ୍‌ସିଂହପୁର ସଦର ବ୍ଲକ ଅନ୍ତର୍ଗତ ତୁଳସୀ ଗାଦି ଛକ ନିକଟରେ ଏକ ଆମ୍ବୁଲାନ୍ସ ବୋଲେରୋ ପଛକୁ ଧକ୍କା ଦେଇଛି । ଏଥିରେ କେହି ମୃତାହତ ହୋଇ ନ ଥିବା ବେଳେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ôଚ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିବା ସହ…

୩ ମାସ ଭିତରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ପୁରୀ: ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରୋଶ ଚନ୍ଦ୍ର ମହାପାତ୍ର । ସେ ଆଜି ପୁରୀ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରୀୟ ପରିଦର୍ଶନ କରିବା ସହ ସମୀକ୍ଷା କରି ଏହା…

ରାସ୍ତା ପାଇଁ ନୃଶଂସ ପାଲଟିଗଲେ, ଅବସରପ୍ରାପ୍ତ ଶିକ୍ଷକଙ୍କ ତଣ୍ଟି ଚିପି ଦେଲେ

ଭବାନୀପାଟଣା: କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଦେଉଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ସାମାନାକୁ ଆସିଛି।ସାମାନ୍ୟ ଜମି ବାଡିକୁ କେନ୍ଦ୍ର କରି ସ୍ଥାନୀୟ ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଅବସରପ୍ରାପ୍ତ ଶିକ୍ଷକଙ୍କ ନାମ କାହ୍ନୁ ଠାକୁର(୭୫) ।…

ପୁରୀ ରେଳଷ୍ଟସନରେ ପହଞ୍ଚିଲା ଶ୍ରୀ ଜଗନ୍ନାଥ ଏକ୍ସପ୍ରେସ୍‌

ପୁରୀ: ଆଜି ଶ୍ରୀଜଗନ୍ନାଥ ଏକ୍ସପ୍ରେସ ପୁରୀ ରେଳଷ୍ଟେସନରେ ପହଞ୍ଚିଛି । ସଫଦରଜଙ୍ଗ ଷ୍ଟେସନରେ ପତାକା ଦେଖାଇ ଗତ ବୁଧବାର ଦିନ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ରେଳସେବାର ଶୁଭରାମ୍ଭ କରିବା ସହ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। ଏହି…

ମାସିକ ଦରମା ବୃଦ୍ଧି ପାଇଁ ଦାବି କଲେ ବିଦ୍ୟୁତ କର୍ମଚାରୀ ସଂଘ

ଜଗତସିଂହପୁର: ଜଗତସିଂହପୁର ବ୍ଲକ ଅନ୍ତର୍ଗତ ନୂଆପୋଲ କଲ୍ୟାଣ ମଣ୍ଡପ ପରିସରରେ ଆଜି ମା’ ଶାରଳା ଇଲେକ୍ଟ୍ରିକାଲ ଏମ୍ପ୍ଲଇଜ ୟୁନିୟନର ପ୍ରଥମ ଅଧିବେଶନ ଭ୍ରମରବର ରାଉତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଇଛି। ସଭାରେ ଓଡ଼ିଶା ରାଜ୍ୟ କର୍ମଚାରୀ ସଂଘର ଅଧ୍ୟକ୍ଷ ରାମକୃଷ୍ଣ ପଣ୍ଡା, ଓଡ଼ିଶା ରାଜ୍ୟ…

ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା

ଯାଜପୁର : ସରସ୍ବତୀ ପୂଜା ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣା । ଯାଜପୁର ଦାନଗଦି ବ୍ଲକ ଶରତ ରାଉତ ଉଚ୍ଚ ବିଦ୍ୟାପୀଠରେ ଭୋଜି ଖାଇ ଛାତ୍ରଛାତ୍ରୀ ଅସୁସ୍ଥ ଥିବା ଘଟଣାରେ ଏବେ ଧିରେ ଧିରେ ସ୍ୱାଭାବିକ ହେଉଛି ପିଲାଙ୍କ ସ୍ୱାସ୍ଥ୍ୟବସ୍ଥା। ସରସ୍ୱତୀ ପୂଜା ଦିନ ସ୍କୁଲ ପରିସରରେ ହୋଇଥିବା ଭୋଜି…

ପରିବା ବିକି ଘରକୁ ଫେରୁଥିଲେ, ଚାପିଦେଲା ଭ୍ୟାନ

କେନ୍ଦୁଝର:  ହାଟକୁ ପରିବା ନେଇ ଯାଇଥିଲେ । ବେପାର ସାରି ପଇସା ହିସାବ କରି ଘରକୁ ଫେରୁଥିଲେ । ହେଲେ ଘରେ ପହଞ୍ଚି ପାରିଲେନି । ଅଧାବାଟରେ ଯେମିତି ଛକି ବସିଥିଲା ଯମଦୂତ । ସାମ୍ନାପଟୁ ଆସି ଚାପିଦେଲା ଭ୍ୟାନ । ଚାଲିଗଲା ୪ ଜଣ ପରିବା ବିକାଳିଙ୍କ ଜୀବନ । ଘଟଣା ଘଟିଛି କେନ୍ଦୁଝର ଜିଲ୍ଲାରେ ।…

ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

କୋଣାର୍କ:ଆଜି ପବିତ୍ର ମାଘ ସପ୍ତମୀ ଅବସରରେ ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ। କରୋନା ପାଇଁ ଦୁଇ ବର୍ଷ ଚନ୍ଦ୍ରଭାଗ ସ୍ନାନ ବାଧାପ୍ରାପ୍ତ ହେବା ପରେ ଆଜି ଭୋର ପ୍ରାୟ ୫ଟା ସମୟରେ ଶ୍ରଦ୍ଧାଳୁମାନେ ବୁଡ଼ ପକାଇବା ସହ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି। ତ୍ରିବେଣୀଶ୍ୱର,ଐଶାନେଶ୍ୱର…