Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା

ଭୁବନେଶ୍ବର: ଆଜିଠୁ ଆରମ୍ଭ ହେଲା ଖଣ୍ଡଗିରି ମାଘ ମେଳା । ଆରମ୍ଭରୁ ଜମିଲାଣି ବାବାଙ୍କ ମେଳି । ଦେଶର ବିଭିନ୍ନ ପ୍ରାନ୍ତରୁ ଆସିଥିବା ସାଧୁସନ୍ଥମାନେ ସକାଳୁ ମା ବାରଭୂଜାଙ୍କ ପୂଜାର୍ଚ୍ଚନା ପରେ ଆରମ୍ଭ କରିବେ ଯଜ୍ଞ । କରୋନା କଟକଣା ନଥିବାରୁ ଚଳିତ ବର୍ଷ ଅଧିକ ଶ୍ରଦ୍ଧାଳୁଙ୍କ ସମାଗମ ହେବ…

ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ

ସୁବର୍ଣ୍ଣପୁର : ଟ୍ରେନ ଧକ୍କାରେ ଯୁବକଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି  ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ଫାଟକରେ ।  ଆଜି ସକାଳୁ ମର୍ଣ୍ଣିଙ୍ଗ ୱାକରେ ଗଲାବେଳେ ଡୁଙ୍ଗୁରିପାଲି  ସ୍ଥିତ ଲେବଲ୍ କ୍ରସିଂ ପାରି ହେଲା ବେଳେ ଧକ୍କା ଦେଲା ଟ୍ରେନ୍ । ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗିରର…

ବିଶ୍ୱର କୋଣ ଅନୁକୋଣରେ ପହଞ୍ଚିବ ଓଡ଼ିଆ ଖାଦ୍ୟ, ଆଜି ଆୟୋଜିତ ହେବ ପ୍ୟାକେଜିଂ କର୍ମଶାଳା

ଭୁବନେଶ୍ୱର: ଓଡ଼ିଶାର ପାରମ୍ପରିକ ଖାଦ୍ୟକୁ ସାରା ବିଶ୍ୱର ବିଭିନ୍ନ କୋଣରେ ପହଞ୍ଚାଇବାକୁ ପ୍ୟାକେଜିଂ ଉପରେ କର୍ମଶାଳା ଆୟୋଜିତ ହେବ। ଆଜି ପୂର୍ବାହ୍ନ ୧୦.୩୦ ଠାରୁ ଭୁବନେଶ୍ୱର ସ୍ଥିତ ହୋଟେଲ ଦି ନିଉ ମାରିଅନରେ ଆୟୋଜନ କରାଯିବ। କେନ୍ଦ୍ର ଏମଏସଏମଇ ମନ୍ତ୍ରଣାଳୟ ଏବଂ ଓଡିଶା ସରକାରଙ୍କର…

ଧରାପଡ଼ିଲା ମୋବାଇଲ ଚୋର: ହସ୍‌ପିଟାଲ୍‌ରେ ଚୋରି କରି ଲୋକଙ୍କୁ ହଇରାଣ କରୁଥିଲା

କୋରାପୁଟ: ଧରାପଡ଼ିଲା ମୋବାଇଲ ଚୋର। ଶହିଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ମୋବାଇଲ ଚୋରି କରି ଲୋକଙ୍କୁ ରୋଗୀ ଓ ସାଧାରଣ ଲୋକଙ୍କୁ ହଇରାଣ କରୁଥିବା ଚୋରକୁ ଆଜି ଧରିଛି କୋରାପୁଟ ପୁଲିସ୍। ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ତା ଠାରୁ ୫୧ ମୋବାଇଲ ଫୋନ୍ ଜବତ୍…

ରାସ୍ତାରେ ଯାଉଥିବା ବେଳେ ଚକା ବାହାରିଯିବାରୁ ଓଲଟିଲା ବସ, ୧୨ରୁ ଅଧିକ ଆହତ

ଭଦ୍ରକ: ମଝି ରାସ୍ତାରେ ଯାଉଥିବା ବେଳେ ବସ୍‌ରୁ ବାହାରିଗଲା ଚକା। ନିୟନ୍ତ୍ରଣ ହରାଇ ଖାଲରେ ଓଲଟିପଡ଼ିଲା ଯାତ୍ରୀବାହୀ ବସ। ଭଦ୍ରକ ମଞ୍ଜୁରୀରୋଡ୍‌ରେ ଏଭଳି ଦୁର୍ଘଟଣା ଘଟିଛି। ଏଥିରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି…

ପଶ୍ଚିମ ଓଡ଼ିଶା କୃଷି ମେଳା ୨୦୨୩ ଉଦଘାଟିତ

ସମ୍ବଲପୁର: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ (ଡବ୍ଲ୍ୟୁଓଡିସି) ଏବଂ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ମିଳିତ ଭାବେ ଫେଡେରେସନ ଅଫ ଇଣ୍ଡିଆନ ଚାମ୍ବର ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ଫିକି) ସହ ସହଭାଗିତାରେ ପଶ୍ଚିମ ଓଡ଼ିଶା କୃଷି ମେଳା ୨୦୨୩ ଆୟୋଜିତ ହୋଇଛି । ଉଦଘାଟନୀ…

ମହାନଦୀଙ୍କୁ ଡ଼େଇଁ ଯୁବତୀଙ୍କ ଆତ୍ମହତ୍ୟା,କାରଣ ଅସ୍ପଷ୍ଟ

କଟକ: କଟକ ହରିଣ ପାର୍କ ନିକଟସ୍ଥ ମହାନଦୀକୁ ଡ଼େଇଁ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି । ମୃତ ଯୁବତୀଙ୍କର ପରିଚୟ ମିଳିନାହିଁ । ଯୁବତୀ ଜଣକ ଆଜି ସନ୍ଧ୍ୟାରେ ହଠାତ୍ ମହାନଦୀ ଡ଼େଇଁ ପଡ଼ିଥିଲେ । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ଅଗ୍ନିଶମ କର୍ମଚାରୀ…

କେସିଆରଙ୍କ ମିଶନ ଓଡ଼ିଶା, କିଏ କିଏ ହେଲେ BRSରେ ସାମିଲ୍ ?

ଭୁବନେଶ୍ୱର: ଓଡ଼ିଶା ରାଜନୀତିରେ ହଲଚଲ୍ । ଏଣ୍ଟ୍ରି ମାରିଲେ କେସିଆର୍ । ୨୦୨୪ରେ ବଦଳିବ କି ଓଡ଼ିଶା ରାଜନୀତିର ଗତି ? ଚାଷୀ ବହୁଳ ରାଜ୍ୟ ଓଡ଼ିଶାରେ ପାଦ ଥାପିଛି କେସିଆରଙ୍କ ଦଳ ଭାରତ ରାଷ୍ଟ୍ର ସମିତି । ଶୁକ୍ରବାର ହାଇଦ୍ରାବାଦରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପୂର୍ବତନ…

ହକି ବିଶ୍ୱକପ୍ ସେମି ଫାଇନାଲରେ କଳିଙ୍ଗ ଷ୍ଟାଡିୟମ୍ ଖାଁ ଖାଁ

ଭୁବନେଶ୍ୱର: ହକି ମହାକୁମ୍ଭ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆଜି କଳିଙ୍ଗ ଷ୍ଟାଡିୟମରେ ୨ଟି ମ୍ୟାଚ୍ ଖେଳା ଯାଇଥିବା ବେଳେ ହକିପ୍ରେମୀଙ୍କ ମଧ୍ୟରେ ଉତ୍ସାହ ନାହିଁ । ଏକଥା ଆମେ କହୁନୁ ବରଂ ଅପରାହ୍ଣ ୪ଟା ୩୦ରେ ଅଷ୍ଟ୍ରେଲିଆ ଓ ଜର୍ମାନୀ ମଧ୍ୟରେ ଖେଳା ଯାଇଥିବା ମ୍ୟାଚରେ ଦର୍ଶକଙ୍କ ଅନୁପସ୍ଥିତି…

୧୧୪ ପିଲାଙ୍କୁ ଜଣେ ଶିକ୍ଷକ: ଧାରଣାରେ ବସିଲେ ଛାତ୍ରଛାତ୍ରୀ, ଅଭିଭାବକ

ଯାଜପୁର: ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଅନ୍ତର୍ଗତ ନୀଳକଣ୍ଠେଶ୍ୱର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୭ଟି ଶ୍ରେଣୀରେ ୧୧୪ ଜଣ ଛାତ୍ରଛାତ୍ରୀଙ୍କୁ ପାଠ ପଢ଼ାଉଛନ୍ତି ମାତ୍ର ଜଣେ ଶିକ୍ଷକ । ଫଳରେ ପାଠପଢାରେ ବ୍ୟାଘାତ ହେଉଛି । ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀ ବାରମ୍ବାର ଦାବି କଲେ ମଧ୍ୟ କେହି…