Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅଚେତ ପଡ଼ିଥିବା ଛାତ୍ରୀଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଇଲେ ବିଜେଡି ନେତା

ଗୁଣପୁର: ମାନବିକତା ଦେଖାଇଲେ ରାୟଗଡ଼ା ଜିଲା ବିଜୁ ଛାତ୍ର ଜନତା ସଭାପତି । ରାସ୍ତାକଡ଼ରେ ଅଚେତ ହୋଇ ପଡ଼ିଥିବା ଜଣେ ଛାତ୍ରୀଙ୍କୁ ଉଦ୍ଧାର କରି ହସପିଟାଲରେ ଭର୍ତ୍ତି କରିବା ସହ ଚିକିତ୍ସା ପାଇଁ ସମସ୍ତ ବନ୍ଦୋବସ୍ତ କରିଛନ୍ତି । ତାଙ୍କର ଏପରି କାର୍ଯ୍ୟ ପାଇଁ ସେ ପ୍ରଶଂସାର ପାତ୍ର ହୋଇପାରିଛନ୍ତି…

୨ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ଜଣେ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧା ଅବକାରୀ ବିଭାଗ ପାନବରଜ ନିକଟରେ ଚଢାଉ କରି ବ୍ରାଉନସୁଗାର ଜବତ କରିବା ସହ ଜଣେ ଯୁବକକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ ପାନବରଜର ସେକ୍ ନସିମ୍ (୩୨) । ଖୋର୍ଦ୍ଧା ଅବକାରୀ ଇନ୍ସପେକ୍ଟର ଭୈରବ ସାହୁଙ୍କ ସୂଚନାନୁସାରେ, ଆଜି ମଧ୍ୟାହ୍ନ ୧୨ଟାରେ ପାନବରଜ ଶବର…

ପରିବେଶ ପରିଚାଳନା ପାଇଁ ଜେଏସ୍‌ଡବ୍ଲ୍ୟୁକୁ ପୁରସ୍କାର

ଭୁବନେଶ୍ୱର: ପରିବେଶ ପରିଚାଳନାରେ ଉତ୍କୃଷ୍ଟତା ପାଇଁ ଭାରତୀୟ ଖଣି ବ୍ୟୁରୋ (ଆଇବିଏମ୍‌) ଜେଏସ୍‌ଡବ୍ଲ୍ୟୁ ଷ୍ଟିଲ(ମାଇନିଂ ଡିଭିଜନ)କୁ ଏକାଧିକ ସମ୍ମାନଜନକ ପୁରସ୍କାର ପ୍ରଦାନ କରିଛି । ନୂଆଗାଁ ଲୁହାପଥର ଖଣି ମନିଟରିଂ ଓ ପରିବେଶ ପରିଚାଳନାରେ କମ୍ପାନୀ ପ୍ରଥମ ସ୍ଥାନରେ ରହି ପୁରସ୍କାର…

DMET ନିର୍ଦ୍ଦେଶକ ଭାବେ ପ୍ରଫେସର ଡକ୍ଟର ସଚିଦାନନ୍ଦ ମହାନ୍ତିଙ୍କୁ ନିଯୁକ୍ତି

ଭୁବନେଶ୍ୱର: ପ୍ରଫେସର ଡକ୍ଟର ସଚିଦାନନ୍ଦ ମହାନ୍ତିଙ୍କୁ ଡିଏମଇଟି ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦିଆଯାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ବିଜ୍ଞପ୍ତି ପ୍ରକାଶ କରିଛି । ଡେପୁଟେସନରେ ଥିବା ପ୍ରଫେସର ଡକ୍ଟର ମହାନ୍ତି ଏବେ ଭୁବନେଶ୍ୱର ଏମ୍ସର ସୁପରିଣ୍ଟେଣ୍ଡେଣ୍ଟ ଅଛନ୍ତି । ବିଜ୍ଞପ୍ତି…

ପୂର୍ବତଟ ରେଳପଥର ନୂତନ ମହାପ୍ରବନ୍ଧକ ହେଲେ ମନୋଜ ଶର୍ମା

ଭୁବନେଶ୍ୱର: ୧୯୮୫ ବ୍ୟାଚର ଭାରତୀୟ ରେଳ ଇଞ୍ଜିନିୟରିଂ ସେବା (ଆଇଆରଏସ୍ଇ) ଅଧିକାରୀ ମନୋଜ ଶର୍ମା ପୂର୍ବ ତଟ ରେଳପଥର ମହାପ୍ରବନ୍ଧକ ଭାବେ ଯୋଗ ଦେଇଛନ୍ତି । ଏହା ପୂର୍ବରୁ ସେ ମୁମ୍ବାଇରେ କେନ୍ଦ୍ରୀୟ ରେଳବାଇ (CR)ର ମୁଖ୍ୟ ପ୍ରଶାସନିକ ଅଧିକାରୀ (ନିର୍ମାଣ) ଭାବରେ କାର୍ଯ୍ୟ କରୁଥିଲେ । ସେ…

୫୪୦ ଶିକ୍ଷକଙ୍କୁ ଦିଆଯିବ କମ୍ୟୁନିକେଟିଭ୍ ଇଂରାଜୀ ତାଲିମ

ଭୁବନେଶ୍ୱର : ଶିକ୍ଷକମାନଙ୍କୁ କମ୍ୟୁନିକେଟିଭ୍ ଇଂରାଜୀ ବିଷୟରେ ତାଲିମ ଦେବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ରାଜ୍ୟରେ ମୋଟ ୩୦୦ ଆକାଂକ୍ଷୀ ସ୍କୁଲ ରହିଛି । ମୋ’ ସ୍କୁଲ ଅଭିଯାନ ପକ୍ଷରୁ ‘ଇଂରାଜୀ ହେଲ୍ପର୍’ ମାଧ୍ୟମରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଆଜିଠାରୁ ଏହି ତାଲିମ…

ରାଷ୍ଟ୍ରପତି ପୋଲିସ୍‌ ମେଡାଲ ପାଇବେ ୨ଜଣ ଓଡ଼ିଆ

ଭୁବନେଶ୍ୱର: ରାଷ୍ଟ୍ରପତି ପୋଲିସ୍‌ ମେଡାଲ ପାଇବେ ଓଡ଼ିଶାର ୨ ଜଣ ଆଇପିଏସ୍‌ । ଉଲ୍ଲେଖନୀୟ ସେବା ପାଇଁ ୯୩ ଜଣଙ୍କୁ ରାଷ୍ଟ୍ରପତି ପୋଲିସ୍ ପଦକ ପ୍ରଦାନ କରାଯିବ।IPS ଡି. ଏସ୍ କୁଟ୍ଟେ ଓ କନଷ୍ଟେବଲ ପ୍ରହଲ୍ଲାଦ ରାଉତଙ୍କୁ ରାଷ୍ଟ୍ରପତି ପୋଲିସ୍ ମେଡାଲ ପ୍ରଦାନ କରାଯିବ। ବିଶିଷ୍ଟ ସେବା ପାଇଁ…

ଆଇଏମଡିର ପୂର୍ବାନୁମାନ: ଆସିପାରେ ପୁଣି ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ପୁଣି ଏକ ଲଘୁଚାପ । ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଜାନୁଆରୀ ୨୭ ସୁଦ୍ଧା ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ବୁଧବାର ଭାରତୀୟ ପାଣିପାଗ ବିଭାଗ (IMD)  ଅନୁମାନ କରିଛି । ଆଇଏମଡି ସୂଚନା ଅନୁଯାୟୀ, ପୂର୍ବ…

ସରସ୍ୱତୀ ମୂର୍ତ୍ତି ଆଣିବାକୁ ଯିବାବେଳେ ଓଲଟିଲା ଅଟୋ, ୫ ଛାତ୍ର ଗୁରୁତର

ବାଲେଶ୍ୱର : ସରସ୍ୱତୀଙ୍କ ମୂର୍ତ୍ତି ଆଣିବାକୁ ଯିବାବେଳେ ଓଲଟିଲା ଅଟୋ । ଫଳରେ ୫ ଜଣ ଛାତ୍ର ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ବାଲେଶ୍ୱର ଜିଲ୍ଲା ମୁଖ୍ୟ…

ବଦଳିବ ଝାଡପଡା ସ୍ୱତନ୍ତ୍ର ଜେଲର ନାଁ ଓ ଠିକଣା: ମିଳିବ ତିହାର ଜେଲ ସୁବିଧା

ଭୁବନେଶ୍ୱର:ବଦଳିବ ଝାଡପଡା ସ୍ୱତନ୍ତ୍ର ଜେଲର ନାମ । ଖାଲି ନାମ ବଦଳିବନି । ଠିକଣା ମଧ୍ୟ ବଦଳିଯିବ ।  ରାଜଧାନୀ ଉପକଣ୍ଠକୁ ଉଠିଯିବ ଏହି ଜେଲ ଏବଂ ଏହାର ନୂଆ ପରିଚୟ  ହେବ ଭୁବନେଶ୍ୱର ସେଣ୍ଟ୍ରାଲ ଜେଲ । ଆସନ୍ତା ଏକ ସପ୍ତାହ ମଧ୍ୟରେ ଆରମ୍ଭ ହେବ ନିର୍ମାଣ କାମ ।  ଏଥିପାଇଁ ରାଜ୍ୟ ସରକାର ୪୫…