Latest Odisha News

BREAKING NEWS

Browsing Category

ଓଡିଶା

Odisha

ଟ୍ରାଫିକ୍ ଉଲ୍ଲଂଘନକାରୀଙ୍କ ବିରୋଧରେ ପୁଣି ଆରମ୍ଭ ହେଲା ସ୍ୱତନ୍ତ୍ର କାର୍ଯ୍ୟାନୁଷ୍ଠାନ ଅଭିଯାନ

କଟକ: ଟ୍ରାଫିକ୍‌ ଉଲ୍ଲଂଘନକାରୀଙ୍କ ବିରୋଧରେ ପୁଣି ଅଭିଯାନ ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ବ୍ୟାପକ ଭାବେ ଗାଡ଼ି ଯାଞ୍ଚ୍ କରାଯିବା ସହ ବିନା ଡ୍ରାଇଭିଂ ତଥା ଅବୈଧ ଲାଇସେନ୍ସଧାରୀଙ୍କ ବିରୋଧରେ ବିଶେଷ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହି ଅଭିଯାନ ଆସନ୍ତା ୨୦ତାରିଖ ପର୍ଯ୍ୟନ୍ତ ଚାଲିବ…

ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ସଂଘ; ସ୍ଵାଭାବିକ ହେଲା ତୈଳ ପରିବହନ

ଝାରସୁଗୁଡ଼ା: ସ୍ଵାଭାବିକ ହେଲା ତୈଳ ପରିବହନ । ଜିଲ୍ଲାପାଳ ଓ ଏସପିଙ୍କ ସହ ଆଲୋଚନା ପରେ ଆନ୍ଦୋଳନରୁ ଓହରିଲେ ଡ୍ରାଇଭର ସଂଘ । ଜିଲ୍ଲା ସ୍ଥିତ ଭାରତୀୟ ତୈଳ ନିଗମ ଟର୍ମିନାଲରେ କଣ୍ଟ୍ରାକ୍ଟ କ୍ୟାରିୟର୍ସ ଏବଂ ଟ୍ୟାଙ୍କର ଚାଳକମାନଙ୍କ ଦ୍ୱାରା ଜାରି ରହିଥିବା ଆନ୍ଦୋଳନ ଓ ପରିବହନ ସମସ୍ୟାର…

ବିଶ୍ୱ ସ୍ତରୀୟ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ନିମନ୍ତେ ଓଡ଼ିଶା ସରକାର ଏବଂ ଜିପାଇଗୋ ମଧ୍ୟରେ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଓଡ଼ିଶାରେ ନର୍ସିଂ ସେବା, ମାତୃ ଓ ଶିଶୁ ସ୍ୱାସ୍ଥ୍ୟ, ଅଣସଂକ୍ରାମକ ରୋଗ ଚିକିତ୍ସା, ପୁଷ୍ଟିସାଧନ ଏବଂ ଜରୁରୀକାଳୀନ ପ୍ରସୂତୀ ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବିଶ୍ୱ ସ୍ତରୀୟ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇବା ପାଇଁ ଆଜି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ…

Food Poisoning In Odisha School: ୨ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ କଟକ ସ୍ଥାନାନ୍ତର…

ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲାର ସରକାରୀ ପରିଚାଳିତ ଆବାସିକ ବିଦ୍ୟାଳୟର ଦୁଇ ଛାତ୍ରଛାତ୍ରୀଙ୍କୁ ଗୁରୁବାର କଟକର SCB ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସ୍କୁଲରେ ଖାଦ୍ୟ ଖାଇବା ପରେ ସେମାନେ ଅସୁସ୍ଥ ହୋଇପଡ଼ିଥିଲେ। ଏହି ଛାତ୍ରଛାତ୍ରୀଙ୍କୁ ରମେଶ ମୁର୍ମୁ ଏବଂ…

କିଟ ଫ୍ୟାଶନ୍ ଟେକ୍ନୋଲୋଜି ସ୍କୁଲ ଫ୍ୟାଶନ୍ ଶୋ ‘କୀର୍ତ୍ତି କଳ୍ପନା ୨୦୨୬’ ଅନୁଷ୍ଠିତ

ଭୁବନେଶ୍ୱର: କିଟ ଫ୍ୟାଶନ୍ ଟେକ୍ନୋଲୋଜି ସ୍କୁଲର ଫ୍ୟାଶନ୍ ଶୋ କୀର୍ତ୍ତି କଳ୍ପନାର ୧୪ତମ ସଂସ୍କରଣ ଆଜି ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ମେୟର ସୁଲୋଚନା ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଛନ୍ତି, ଭୁବନେଶ୍ୱର ପୂର୍ବ ଭାରତରେ ଏକ ପ୍ରମୁଖ ଫ୍ୟାଶନ୍ ହବରେ ପରିଣତ ହେବାକୁ ଯାଉଛି । ସେ…

ଓଡ଼ିଶାରେ କେବେ ହେବ ଖରା ଛୁଟି, ମନ୍ତ୍ରୀ ରଖିଲେ ପ୍ରତିକ୍ରିୟା

ଭୁବନେଶ୍ୱର: ରାଜ୍ୟରେ ଦିନର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଅତିକ୍ରମ କରୁଥିବା ବେଳେ ପ୍ରଚଣ୍ଡ ଗରମ ଅନୁଭୂତ ହେଉଛି। ଯାହାଫଳରେ ଓଡ଼ିଶାରେ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଶୀଘ୍ର ଗ୍ରୀଷ୍ମ ଛୁଟି ହେବା ନେଇ କଳ୍ପନାଜଳ୍ପନା ଚାଲିଛି। ଯଦିଓ ଓଡ଼ିଶା ସରକାର ଏପର୍ଯ୍ୟନ୍ତ କୌଣସି ଘୋଷଣା…

ରାଜ୍ୟର ବ୍ଲୁ-ଇକୋନୋମିରେ ଉନ୍ନତି ଏବଂ ଜଳବାୟୁରେ ସନ୍ତୁଳନ ପାଇଁ MoU ସ୍ବାକ୍ଷର…

ଭୁବନେଶ୍ୱର: ରାଜ୍ୟରେ ଉପକୂଳ ଅର୍ଥନୀତି ତଥା ସାମୁଦ୍ରିକ ପର୍ଯ୍ୟାବରଣରେ ସନ୍ତୁଳନ ରକ୍ଷା କରିବାର ଲକ୍ଷ୍ୟ ନେଇ ରାଜ୍ୟ ସରକାର କାର୍ଯ୍ୟକାରୀ କରିବେ ଏକ ମେରାଇନ୍ ସ୍ପାସିଆଲ୍ ପ୍ଲାନ୍ ବା MSP। ଏଥିପାଇଁ ରାଜ୍ୟ ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ଏବଂ କେନ୍ଦ୍ର ସରକାରଙ୍କ…

ବେଆଇନ ସିଲିଣ୍ଡର ଠୁଳ ଅଭିଯୋଗ, ୪୯୯୨ ସିଲିଣ୍ଡର ଜବତ

ଭୁବନେଶ୍ୱର: ଘରୋଇ ଏବଂ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ସୁଗମ ଯୋଗାଣ ନିମନ୍ତେ ଓଡ଼ିଶା ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି। ଏଥିସହିତ ବେଆଇନ ଭାବେ ଗ୍ୟାସ ସିଲିଣ୍ଡର ଠୁଳ କରି ରଖୁଥିବା ବ୍ୟକ୍ତିବିଶେଷଙ୍କ ବିରୋଧରେ କଠୋର…

Bhitarkanika National Park: ଆସନ୍ତା ମେ’ପହିଲାରୁ ଭିତରକନିକା ବନ୍ଦ

କେନ୍ଦ୍ରାପଡା:ଭିତରକନିକା ଜାତୀୟ ଉଦ୍ୟାନ ଆସନ୍ତା ମେ’ ପହିଲାରୁ ବନ୍ଦ ରହିବ । ରାଜନଗର ବନଖଣ୍ଡ ପକ୍ଷରୁ ମେ’ ପହିଲାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନ ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଜାରି ହୋଇଛି । ସୂଚନାଥାଉକି,ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ ହୋଇଛି । ନଦୀ ଓ…

ମହିଳାଙ୍କ ସଶକ୍ତୀକରଣ ପାଇଁ ଆସୁଥିବା ଜାତୀୟ ବିଧେୟକକୁ ବିଜେଡି ପୂର୍ଣ୍ଣ ସମର୍ଥନ ଦେବ: ନବୀନ

ଭୁବନେଶ୍ବର: ମୋଦି ସରକାର ଆଜି ଲୋକସଭାରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ଉପସ୍ଥାପନ କରିଛନ୍ତି: ମହିଳା ସଂରକ୍ଷଣ ସଂଶୋଧନ ବିଲ୍ ୨୦୨୬, ସୀମା ନିର୍ଦ୍ଧାରଣ ବିଲ୍ ୨୦୨୬, ଏବଂ କେନ୍ଦ୍ରଶାସିତ ଅଞ୍ଚଳ ସଂଶୋଧନ ବିଲ୍ ୨୦୨୬ । ଏହି ବିଲ୍ ୨୦୨୩ ମସିହାରେ ପାରିତ ହୋଇଥିବା ମହିଳା ସଂରକ୍ଷଣ ଆଇନକୁ…