Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିଜ ସରକାରର ପୋଲ୍ ଖୋଲିଲେ ଗୃହରାଷ୍ଟ୍ର ମନ୍ତ୍ରୀ, କହିଲେ ପୋଲିସ ନେଉଛି ଲାଞ୍ଚ

ଭୁବନେଶ୍ୱର: ରାଜ୍ୟରେ ପୋଲିସ ଏବଂ ଓକିଲ କମିଶନ ନେଉଛନ୍ତି। ଖୋଦ୍ ଗୃହରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହା କିହଛନ୍ତି। ରାଜ୍ୟରେ ସ୍ୱଚ୍ଛା ଶାସନ ଚାଲିଛି। ଶାସନ ବ୍ୟବସ୍ଥାରେ ସ୍ୱଚ୍ଛତା ଆଣିବାକୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ୫ଟି ସେବା ଆରମ୍ଭ କରିଛନ୍ତି। ୫ଟି ସରକାର ବେଳେ ଦୁର୍ନୀତି…

ବିଏମସିର ପାତର ଅନ୍ତର ନୀତି: ‘ହକି ବେଳେ ପଟାନିକୁ ହଁ, ଖଣ୍ଡଗିରି ମେଳା ବେଳେ ଆମକୁ ନାଁ’

ଭୁବନେଶ୍ୱର: ରାଜଧାନୀ ଏବଂ ରାଉରକେଲାରେ ହକି ବିଶ୍ୱକପ ଚାଲିଛି। ନା ଅଛି କରୋନା ନିୟମ ନା ଅଛି ସାମାଜିକ ଦୂରତା। ଏହାରି ଭିତରେ ହକି ବିଶ୍ୱକପ ଶେଷ ହେବାକୁ ଯାଉଛି। କିନ୍ତୁ ରାଜଧାନୀରେ ଆୟୋଜିତ ହେବାକୁ ଥିବା ଖଣ୍ଡଗିରି ମେଳା ଉପରେ  ବିଏମସି ଲଗାଇଥିବା କଟକଣାକୁ ନେଇ ଅସନ୍ତୋଷ ତେଜିଛି।…

ମଙ୍ଗଳବାରଠୁ ରାଜଧାନୀରେ ଦୁଇଟି ନୂଆ ରୁଟରେ ଗଡିବ ମୋ ବସ

ଭୁବନେଶ୍ୱର: ଟୁଇନ୍ ସିଟିରେ ଲୋକଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ମୋ ବସ ଆଉ ଦୁଇଟି ରୁଟରେ ଗଡ଼ିବ। ମଙ୍ଗଳବାର ଏହି ସେବା ଆରମ୍ଭ ହେବାକୁ ନିଷ୍ପତ୍ତି ହୋଇଛି ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ସିଆରୟୁଟି ବା ସେଣ୍ଟ୍ରାଲ ଅରବାନ ଟ୍ରାନସପୋର୍ଟ ଅଥରିଟି। ଏହି ଦୁଇଟି ନୂଆ ରୁଟ୍ ହେଉଛି ୪୧…

ସମୁଦ୍ରରେ ବୁଡ଼ିଗଲେ ୩ ଯୁବକ; ଜଣେ ମୃତ, ଜଣେ ଉଦ୍ଧାର, ଅନ୍ୟ ଜଣଙ୍କ ମିଳୁନି ପତ୍ତା

ଜଗତ୍‌ସିଂହପୁର: ପୁରୀଜିଲ୍ଲା ଅସ୍ତରଙ୍ଗସ୍ଥିତ ପୀରଜାହାନିଆଠାରେ ୩ ଜଣ ଯୁବକ ସମୁଦ୍ରରେ ବୁଡ଼ି ଯାଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣକୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଅନ୍ୟ ଜଣଙ୍କର କୌଣସି ପତ୍ତା ମିଳିନି । ଜଗତସିଂହପୁରରୁ କିଛି ଯୁବକ ଭୋଜି କରିବାକୁ…

ବୀର ସୁରେନ୍ଦ୍ର ସାଏ ଜନ୍ମ ଜୟନ୍ତୀରେ ବିଜେଡି-ବିଜେପିର ଶକ୍ତି ପ୍ରଦର୍ଶନ

ସମ୍ବଲପୁର: ପଶ୍ଚିମ ଓଡ଼ିଶାରେ ବିଜେଡି-ବିଜେପିର ଶକ୍ତି ପ୍ରଦର୍ଶନ। ବୀର ସୁରେନ୍ଦ୍ର ସାଏ ଜନ୍ମଜୟନ୍ତୀରେ ପାଓ୍ୱାର ଶୋ' କରିଛନ୍ତି ଦୁଇ ଦଳର ପ୍ରମୁଖ ନେତା। ଗୋଟିଏ ପଟେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୀର ସୁରେନ୍ଦ୍ର ସାଏ ଜନ୍ମଜୟନ୍ତୀରେ ପାଓ୍ୱାର ଶୋ' ଦେଖାଇଛନ୍ତି ତ ଅନ୍ୟପଟେ…

ଶିମିଳିପାଳ ଅଭୟାରଣ୍ୟରେ ବାଘ ଛୁଆ ମୃତଦେହ ଉଦ୍ଧାର

ମୟୂରଭଞ୍ଜ: ଶିମିଳିପାଳ ଅଭୟାରଣ୍ୟରେ ଆଜି ଗୋଟିଏ କଲରାପତରିଆ ବାଘ ଛୁଆର ମୃତଦେହ ଉଦ୍ଧାର ହୋଇଛି । ବନ ବିଭାଗ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଚଳାଇଛି । ଏହାର ବୟସ ଦେଢ଼ ମାସ ହେବ । ବାଘର କେମିତି ମୃତ୍ୟୁ ହୋଇଛି, ତାହା ସ୍ପଷ୍ଟ ଜଣାପଡ଼ିନାହିଁ । ଏହି ବାଘ ଛୁଆର…

ପୁରୁଷ ବନ୍ଧୁ ନଥିଲେ କଲେଜ ମନା ! ଭାଇରାଲ୍ ଚିଠିର ସତ କଣ ?

ଜଗତସିଂହପୁର: ବୟ ଫ୍ରେଣ୍ଡ ନଥିଲେ କଲେଜରେ ପଶି ପାରିବେ ନାହିଁ ଛାତ୍ରୀ । ଫେବ୍ରୁଆରୀ ୧୪ରୁ କ୍ୟାମ୍ପସରେ ଲାଗୁ ହେବ ନୂଆ ନିୟମ । ସୁରକ୍ଷା ଦୃଷ୍ଟିରୁ ପୁରୁଷ ବନ୍ଧୁ ନଥିଲେ କଲେଜ ଆସି ପାରିବେ ନାହିଁ ଛାତ୍ରୀ । ଏସଭିଏମ୍ ସ୍ୱଂୟଶାସିତ କଲେଜ ଜଗତସିଂହପୁରକୁ ନେଇ ଏମିତି ଏକ ନୋଟିସ୍ ସୋସିଆଲ୍…

ଘର କଳି: ସମସ୍ତ ବ୍ଲକରେ ବିଜେପି କରିବ ଆନ୍ଦୋଳନ, ମନ୍ତ୍ରୀ ଦେଲେ ଜବାବ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସମ୍ଭାବ୍ୟ ହିତାଧିକାରୀ ତାଲିକାକୁ ନେଇ ଶାସକ-ବିରୋଧୀ ତୁ ତୁ ମେଁ ମେଁ ଜାରି ରହିଛି। ଏହାରି ଭିତରେ ବିଭିନ୍ନ ଅଞ୍ଚଳରୁ ଆସୁଥିବା ଅନିୟିମିତତା ଅଭିଯୋଗକୁ ଆଧାର କରି ରାଜ୍ୟର ୩୧୪ଟି ବ୍ଲକରେ ବିଜେପି କରିବ ଜନ ଆନ୍ଦୋଳନ। ଆସନ୍ତାକାଲି…

ହଷ୍ଟେଲରେ ଆତ୍ମହତ୍ୟା, କାହିଁକି ଜୀବନ ହାରିଲେ ବେଦାନ୍ତରେ କାର୍ଯ୍ୟରତ ଯୁବତୀ ?

ଝାରସୁଗୁଡ଼ା: ହଷ୍ଟେଲରେ ଆତ୍ମହତ୍ୟା । ବେଦାନ୍ତ ଆଲୁମିନିୟମ୍ କାରଖାନାରେ କାର୍ଯ୍ୟରତ ଜଣେ ଯୁବତୀ ଆତ୍ମହତ୍ୟା କରିଛନ୍ତି । ବଡ଼ମାଲ ଥାନା ଟାଉନ ସିପରେ ଥିବା ଲେଡିଜ୍ ହଷ୍ଟେଲରୁ ମୃତ ୨୬ ବର୍ଷୀୟ ଯୁବତୀ ସ୍ତୁତି ସାଗରିକା ସାହୁଙ୍କ ଝୁଲନ୍ତା ମୃତଦେହ ମିଳିଛି । ମୃତ ସାଗରିକା ଭୁବନେଶ୍ୱର…

ସିଆରପିଏଫର ଜନସମ୍ପର୍କ ଶିବିର: ୧୦୦ ଗରିବଙ୍କୁ କମ୍ବଳ ବଣ୍ଟନ

ଗୋଇପଟାସ୍ଥିତ ସିଆରପିଏଫ୍ କ୍ୟାମ୍ପରେ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲାଞ୍ଜି ପଞ୍ଚାୟତର ୧୨ଟି ଗ୍ରାମର ୧୦୦ ଜଣ ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଓଡିଶା ସେକ୍ଟର ଭୁବନେଶ୍ୱର ଏବଂ ସମ୍ବଲପୁରର ୧୨ର୍ଥ ବାଟାଲିୟନ ସିଆରପିଏଫ…